ରାଜ୍ୟ

ଏହି ବିଧାୟକ ମାନଙ୍କୁ ମିଳିବ ଖାଲିଥିବା ୬ ମନ୍ତ୍ରୀ ପଦ, ମନମୋହନ କଲେ ଖୁଲାସା

ଭୁବନେଶ୍ୱର,୧୦।୭(ସୁନିତ୍‌ ମିଶ୍ର): ରାଜ୍ୟରେ ଭାଜପା ସରକାର ଗଠନର ଗୋଟିଏ ବର୍ଷ ପୂରଣ ହୋଇସାରିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସରକାର କାର୍ଯ୍ୟକ୍ରମ ଜାରି ରଖିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ତାଙ୍କ ମନ୍ତ୍ରିମଣ୍ଡଳରେ ୧୬ ଜଣ ମନ୍ତ୍ରୀ ରହିଛନ୍ତି। ଏହା ବାଦ୍‌ ୬ଟି…

ରାଞ୍ଚିରେ ଅମିତ ଶାହଙ୍କ ଉପସ୍ଥିତିରେ ଏକାଠି ବସିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ମମତା…

ରାଞ୍ଚି,୧୦।୭: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ଆଜି ୨୭ତମ ଇଷ୍ଟର୍ଣ୍ଣ ଜୋନାଲ କାଉନସିଲ ବୈଠକ ଅନୁଷ୍ଠିତ ହେଉଛି। କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଓଡ଼ିଶା, ବିହାର, ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀମାନେ ଯୋଗଦେବେ। ଏହା ସହିତ…

ତୃତୀୟ ଦିନରେ ଡ୍ରାଇଭର ମହାସଂଘର ଷ୍ଟିଅରିଂ ଛାଡ଼ ଆନ୍ଦୋଳନ: ପେଟ୍ରୋଲ, ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ ଠପ୍

ଭୁବନେଶ୍ୱର,୧୦।୭: ଓଡ଼ିଶା ଡ୍ରାଇଭର ମହାସଂଘର ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ତୃତୀୟ ଦିନରେ ପହଞ୍ଚିଥିବା ବେଳେ ରାଜ୍ୟରେ ପେଟ୍ରୋଲ, ଡିଜେଲ ଏବଂ ଅତ୍ୟାବଶ୍ୟକ ସାମଗ୍ରୀର ପରିବହନ ପ୍ରାୟତଃ ସମ୍ପୂର୍ଣ୍ଣ ଠପ୍ ହୋଇପଡ଼ିଛି। ଏହି ଧର୍ମଘଟ ଯୋଗୁଁ ରାଜ୍ୟର ଅନେକ ପେଟ୍ରୋଲ ପମ୍ପରେ ତୈଳ…

ଆଜିଠାରୁ ଓଡ଼ିଶାରେ ପେଟ୍ରୋଲ ସଙ୍କଟ ଆଶଙ୍କା: ଡ୍ରାଇଭର ଧର୍ମଘଟ ଯୋଗୁଁ ତୈଳ ପରିବହନ ବାଧାପ୍ରାପ୍ତ

ଭୁବନେଶ୍ୱର,୧୦।୭: ଓଡ଼ିଶାରେ ଚାଲିଥିବା ଡ୍ରାଇଭର ମହାସଙ୍ଘର ଅନିର୍ଦ୍ଦିଷ୍ଟକାଳୀନ ଧର୍ମଘଟ ଯୋଗୁଁ ରାଜ୍ୟରେ ପେଟ୍ରୋଲ ଓ ଡିଜେଲ ସଙ୍କଟ ଦେଖାଦେବାର ଆଶଙ୍କା ସୃଷ୍ଟି ହୋଇଛି। ପେଟ୍ରୋଲିୟମ୍‌ ଡିଲର ସଂଘର ସାଧାରଣ ସମ୍ପାଦକ ସଞ୍ଜୟ ଲାଠ ଏକ ବିବୃତିରେ କହିଛନ୍ତି ଯେ, ଗତ ଦୁଇ…

କାଲିଠୁ ମିଳି ନ ପାରେ ପେଟ୍ରୋଲ-ଡିଜେଲ! ହଇରାଣରେ ପଡ଼ିବେ ଗାଡ଼ି ଚାଳକ…

ଭୁବନେଶ୍ୱର, ୯।୭(ଅନୁରାଧା ମହାରଣା): ବିଭିନ୍ନ ଟ୍ରେଡ୍‌ ୟୁନିୟନ ଏବଂ ଡ୍ରାଇଭର ମହାସଂଘର ବନ୍ଦ ଡାକରା ଯୋଗୁ ତୈଳ ସେବା ପ୍ରଭାବିତ ହୋଇଛି। ଭାରତ ବନ୍ଦ ପାଇଁ ପେଟ୍ରୋଲ ପମ୍ପ ବନ୍ଦ ରହିବା ନେଇ କୌଣସି ଘୋଷଣା ହୋଇ ନ ଥିଲା। ମାତ୍ର…

୬ ଜିଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର,୯।୭(ଅନୁରାଧା ମହାରଣା): ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳବର୍ତ୍ତୀ ଜିଲାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବଜ୍ରପାତ ସହ ପ୍ରବଳ ବର୍ଷା ହେବା ନେଇ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁରକୁ ୟେଲୋ…

ବିଜେଡିକୁ ବଡ଼ ଝଟ୍‌କା: ଦଳରୁ ଇସ୍ତଫା ଦେଲେ…

ଭୁବନେଶ୍ୱର,୯।୭: ବିଜୁ ଜନତା ଦଳ(ବିଜେଡି)କୁ ବଡ଼ ଝଟ୍‌କା। ଦଳରୁ ବୁଧବାର ଇସ୍ତଫା ଦେଇଛନ୍ତି ସୁନୀତା ବିଶ୍ବାଳ। ସେ ବିଜେଡିର ପ୍ରାଥମିକ ସଦସ୍ୟତା ପଦରୁ ଇସ୍ତଫା ଦେଇଥିବା ଜଣାପଡ଼ିଛି। ତେବେ ବ୍ୟକ୍ତିଗତ କାରଣ ଦର୍ଶାଇ ସେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଇସ୍ତଫା…

କଂଗ୍ରେସ ଏସସି ସେଲ: ରାଜ୍ୟ ଉପସଭାପତି ହେଲେ ଚିତ୍ତରଞ୍ଜନ ନିଆଲ

ଭବାନୀପାଟଣା,୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଚିକିଲି ଗ୍ରାମର ଚିତ୍ତ ରଞ୍ଜନ ନିଆଲ ଓଡ଼ିଶା ପ୍ରଦେଶ କଂଗ୍ରେସ ପକ୍ଷରୁ ଅନୁସୂଚିତ ଜାତି ବିଭାଗ ବା ଏସସି ସେଲର ରାଜ୍ୟ ଉପସଭାପତି ଭାବେ ମନୋନୀତ ହୋଇଛନ୍ତି । ଏ…

ଜେଲ୍‌ରୁ ମୁକୁଳିଲେ ଜଗନ୍ନାଥ ପ୍ରଧାନ: ସ୍ବାଗତ କରିବାକୁ ପହଞ୍ଚିଲେ ବାବୁ ସିଂ…..

ଭୁବନେଶ୍ୱର,୯। ୭: ଝାରପଡ଼ା ଜେଲ୍‌ରୁ ମୁକୁଳିଲେ ଜଗନ୍ନାଥ ପ୍ରଧାନ। BMC ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣାରେ ଗିରଫ ହୋଇଥିଲେ ଜଗନ୍ନାଥ । ଜେଲ୍‌ରୁ ବାହାରୁ ବାହାରୁ ସ୍ବାଗତ କରିବାକୁ ଶୁଭେଚ୍ଛୁଙ୍କ ଲମ୍ବା ଲାଇନ୍‌। ଏକାମ୍ର ବିଧାୟକ ବାବୁ ସିଂ ମଧ୍ୟ ପହଞ୍ଚିଥିବା…

ଖାଦ୍ୟ ଗୁଣବତ୍ତା ବିଭାଗ-ଏନ୍‌ଏସି ପ୍ରଶାସନର ମିଳିତ ଚଢ଼ାଉ

ଦିଗପହଣ୍ଡି,୯ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ଉସ୍ତପଲିରେ ହଇଜା ଆକ୍ରାନ୍ତରେ ୨ ଜଣଙ୍କ ମୃତ୍ୟୁ ଅଭିଯୋଗ ପରେ ବିଭିନ୍ନ ହୋଟେଲ ଓ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନଗୁଡ଼ିରେ ଖାଦ୍ୟର ମାନ ଯାଞ୍ଚ କରିବା ନେଇ ସ୍ବାସ୍ଥ୍ୟ ପ୍ରଶାସନର ଚେତା ପଶିଛି।…

ଯାଜପୁର: ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର ଯୁବକ-ଯୁବତୀ, ଗଳାକାଟି ହତ୍ୟା…

ଭୁବନେଶ୍ୱର,୯ା୭: ଯାଜପୁର ଜିଲାର ପାଣିକୋଇଲି ଥାନା ଅଞ୍ଚଳର ମାଳହାଟ ନିକଟରୁ ଜଣେ ଯୁବକ ଓ ଯୁବତୀଙ୍କୁ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଉଦ୍ଧାର କରାଯାଇଛି। ସୂଚନା ଅନୁସାରେ, ଅଜଣା ଦୁର୍ବୃତ୍ତମାନେ ଧାରୁଆ ଅସ୍ତ୍ରରେ ଏହି ଯୁବକ ଓ ଯୁବତୀଙ୍କ ଗଳାକାଟି ହତ୍ୟା ଉଦ୍ୟମ…

ପୁରୀରେ ବାର୍ଡଫ୍ଲୁ ଆତଙ୍କ: ୩ ହଜାର କୁକୁଡ଼ା ମୃତ୍ୟୁ ଅଭିଯୋଗ, ତଦନ୍ତରେ ସ୍ବତନ୍ତ୍ର ଡାକ୍ତରୀ ଟିମ୍

ପିପିଲି,୯।୭: ପୁରୀ ଜିଲାର ଡେଲାଙ୍ଗ ଅଞ୍ଚଳରେ ବାର୍ଡଫ୍ଲୁ ସନ୍ଦେହ ଯୋଗୁ ଆତଙ୍କ ଖେଳିଯାଇଛି। ଏହି ଘଟଣାର ଗୁରୁତ୍ୱ ଦେଖି ଏକ ସ୍ବତନ୍ତ୍ର ଡାକ୍ତରୀ ଟିମ୍ ଡେଲାଙ୍ଗରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଅଭିଯୋଗ ଅନୁସାରେ, ଏଯାଏ ଏହି ଅଞ୍ଚଳରେ ପ୍ରାୟ ୩…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri