ରାଜ୍ୟ

ତପ୍ତପାଣି ଘାଟିରେ ଦୁର୍ଘଟଣା: କାର ଉପରେ ଓଲଟି ପଡ଼ିଲା କାଜୁ ବୋଝେଇ ଟ୍ରକ୍, ତାପରେ…

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିର ଖେମୁଣ୍ଡିଖୋଲ ଗାଁ ନିକଟ ମୁଖ୍ୟରାସ୍ତାରେ ସଡ଼କ ଦୁର୍ଘଟଣା ହୋଇଛି । ସୋମବାର ମଧ୍ୟାହ୍ନ ପ୍ରାୟ ୧ ଟାରେ ଏକ କାଜୁ ବୋଝେଇ ଟ୍ରକ ବିପରୀତ ଦିଗରୁ ତପ୍ତପାଣି ଅଭିମୁଖେ ଯାଉଥିବା ଏକ…

ନକଲି ବିଦେଶୀ ମଦ କାରାଖାନା ଠାବ, ନାମୀଦାମୀ କମ୍ପାନୀର ନକଲି ମଦ ଜବତ

କୋଟପାଡ଼ (ରାଜଶେଖର ),୨୯ା୧୨: କୋରାପୁଟ ଜିଲା କୋଟପାଡ଼ ଅଞ୍ଚଳରୁ ବିପୁଳ ପରିମାଣରେ ନକଲି ମଦ ଜବତ ହୋଇଛି । ରବିବାର ରାତିରେ ଅବକାରୀ ବିଭାଗ କର୍ମଚାରୀ ଚଢାଉ ସମୟରେ ବିପୁଳ ପରିମାଣର ନକଲି ବିଦେଶୀ ମଦ କାରଖାନା ଉପରେ ଚଢ଼ାଉ କରିଥିଲେ…

ପୁଣି ବଦ୍ରି ପାତ୍ରଙ୍କ ବିସ୍ଫୋରଣ, ନବୀନ ପ୍ରଚାରକୁ ଗଲେ ନାହିଁ ବୋଲି ବିଜେଡି….

ଭୁବନେଶ୍ୱର,୨୯ା୧୨: ପୁଣି ଅସନ୍ତୋଷ ଝାଡିଲେ ବରିଷ୍ଠ ବିଜେଡି ବିଧାୟକ ବଦ୍ରିନାରାୟଣ ପାତ୍ର । ନାଁ ନ ନେଇ ‘ପାଣ୍ଡିଆନ ଆଣ୍ଡ୍‌ କୋ’କୁ ଟାର୍ଗେଟ୍‌ କରିଛନ୍ତି । କାହିଁକି ବିଜେଡି ହାରିଲା ତାହା କହି ଅସନ୍ତୋଷ ପ୍ରକାଶ କରିଛନ୍ତି । ବିଜେଡି ପ୍ରତିଷ୍ଠା…

ମା’ ସୁରେଶ୍ଵରୀଙ୍କ ଐତିହାସିକ ଘାଟ ଯାତ୍ରାରେ ଜନସମାଗମ, ବଳି ଦେଲେ ମାନସିକ ପୂରଣ ହୋଇଥିବା ବ୍ୟକ୍ତି

ରିଷିଡା ୨୯/୧୨(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା କେଉଁଟ କୈବର୍ତ୍ତ ଆଞ୍ଚଳିକ ସମାଜ ତରଫରୁ ତେରେସିଂହା ଆମପାଲି ନଦୀ ଘାଟ ଠାରେ ଐତିହାସିକ ମା’ ସୁରେଶ୍ଵରୀଙ୍କ ଘାଟ ଯାତ୍ରା ଓ ବନ୍ଧୁମିଳନ ରବିବାର ଅନୁଷ୍ଠିତ ହୋଇଥିଲା। ଆଞ୍ଚଳିକ ସଭାପତି…

ଆହୁରି ୩ ଦିନ ଶୀତରେ ଥରିବେ ରାଜ୍ୟବାସୀ, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୯ା୧୨: ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ବିମାନବନ୍ଦରରେ ୨ଯୁବକଙ୍କୁ ବାଂଲାଦେଶୀ କହି ମାଡ଼ିବସିଲେ, ପରେ…

ଭୁବନେଶ୍ୱର,୨୯।୧୨: ବାଂଲାଦେଶୀ ଭାବିଲେ ଆଉ ମାଡ଼ିବସିଲେ। ଆମ ହିନ୍ଦୁ ମାନଙ୍କୁ ବାଂଲାଦେଶରେ ଅମାନୁଷିକ ଭାବେ ହତ୍ୟା କରୁଛ କହି ଦୁଇ ଯୁବକଙ୍କୁ ବାଂଲାଦେଶୀ ସନ୍ଦେହରେ ଭୁବନେଶ୍ୱର ବିମାନବନ୍ଦରରେ ମାଡ଼ିବସିଲେ ସ୍ଥାନୀୟ ଲୋକେ। ସେମାନଙ୍କୁ ଅଟକ ରଖି ପୋଲିସକୁ ଖବର ଦେଇଥିଲେ। ଘଟଣାକୁ…

ଆକ୍ସନ ମୋଡରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ ନିକଟରେ ୩ ଟି ବାଲି ବୋଝେଇ ଟ୍ରାକ୍ଟରକୁ ଧରି ଦିଗପହଣ୍ଡି ପୋଲିସର ଜିମା ଦେଇଥିବା…

ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ବସିଲା ବଡ଼ ବୈଠକ: ଆସିପାରେ…

ଭୁବନେଶ୍ୱର,୨୯।୧୨: ଭାଜପା ରାଜ୍ୟ କାର୍ଯ୍ୟାଳୟରେ ସାଙ୍ଗଠନିକ ସ୍ଥିତିକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ଏହି ବୈଠକ ବସିଛି। ପ୍ରଭାରୀ ବିଜୟ ପାଲ ସିଂତୋମାର, ସହପ୍ରଭାରୀ ଲତା ଉସେଣ୍ଡି ମଧ୍ୟ ଉପସ୍ଥିତ ଅଛନ୍ତି। ସଭାପତି…

ମାନସିକ ଭାରସାମ୍ୟ ହରାଇ କୀଟନାଶକ ପିଇଦେଲେ ଯୁବକ, ଚାଲିଗଲା ଜୀବନ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ମାନସିକ ଭାରସାମ୍ୟ ହରାଇ ଘରେ ଥିବା କୀଟନାଶକ ପିଇଦେଲେ ଯୁବକ । ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନୂଆମୌଳାଭଞ୍ଜା ଗ୍ରାମରୁ ସାମ୍ନାକୁ ଆସିଛି ଏଭଳି ଘଟଣା । ମୃତକ ହେଲେ ଟିଟୁ ଦୋରା(୩୪) । ମୃତଦେହକୁ ସୋମବାର…

ବିଜେଡି କର୍ମକର୍ତ୍ତାଙ୍କ ନାଁ ଘୋଷଣାକୁ ନେଇ ବିବାଦ, ଦେବାଶିଷ ଓ ଦେବୀଙ୍କ ସହ ଥିବା ନେତାଙ୍କୁ ତାଲିକାରୁ ବାଦ୍

କଟକ: ବିଜୁ ଜନତା ଦଳର କର୍ମକର୍ତ୍ତାଙ୍କ ମଧ୍ୟରେ ମତଭେଦ ଦେଖାଯାଉଥିବା ବେଳେ ବିଜେଡି କର୍ମକର୍ତ୍ତାଙ୍କ ନାଁ ଘୋଷଣାକୁ ନେଇ ବିବାଦ ଦେଖାଯାଇଛି । BYJD(ବିଜୁ ଯୁବ ଜନତା ଦଳ) ଓ BCJD(ବିଜୁ ଛାତ୍ର ଜନତା ଦଳ) କର୍ମକର୍ତ୍ତାଙ୍କ ନାଁ ଘୋଷଣାକୁ ନେଇ…

ପିସିଆର ଭ୍ୟାନରେ ନାହିଁ ପ୍ରଦୂଷଣ ସାର୍ଟିଫିକେଟ୍‌, ମନଇଚ୍ଛା କରୁଛି ଯାତାୟାତ, ଲୋକେ କହିଲେ ଆମର ଚାଲାଣ କଟିଲେ…

ଭୁବନେଶ୍ୱର,୨୯।୧୨(ତ୍ରିନାଥ ମହାନ୍ତି): ଆଇନ ସମସ୍ତଙ୍କ ପାଇଁ ସମାନ। ସେ ଅଧିକାରୀ ହୁଅନ୍ତୁ ବା ସାଧାରଣ ଲୋକ। ଏବେ ରାଜ୍ୟରେ ପ୍ରଦୂଷଣ ନିୟନ୍ତ୍ରଣ(ପିୟୁସି) ସାର୍ଟିଫିକେଟ ସବୁ ଗାଡ଼ି ପାଇଁ ବାଧ୍ୟତାମୂଳକ କରାଯାଇଛି। ଏପରି କି ଯେଉଁ ଗାଡ଼ିର ପିୟୁସି ସାର୍ଟିଫିକେଟ ନାହିଁ ସେଗୁଡ଼ିକର…

ପିକ୍‌ନିକ୍‌ ପାଇଁ ଆସି ୨ ଗୋଷ୍ଠୀ ପିଟାପିଟି: ଆଜି ଖାଁ ଖାଁ ଡୁଲୁରୀ ପାଇନ୍‌ ବଣ

ଦାରିଙ୍ଗବାଡ଼ି,୨୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଡ଼ୁଲୁରୀ ପାଇନ ବଣରେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟଣାରେ ସୋମବାର ସକାଳେ ଉକ୍ତ ଡୁଲୁରୀ ପାଇନ୍‌ ବଣ ଖାଁ ଖାଁ ହୋଇପଡ଼ିଛି। ପର୍ଯ୍ୟଟକମାନେ ଭୟଭୀତ ହୋଇ କାଁ ଭାଁ ଆସିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?