ରାଜ୍ୟ

ନବୀନଙ୍କ ଗସ୍ତ ପୂର୍ବରୁ ବିଜେଡିକୁ ଝଟକା: ବିଧାୟକଙ୍କ ଗାଁରୁ ପଦ୍ମ ଧରିଲେ ଶତାଧିକ କର୍ମୀ

ଅନୁଗୋଳ ଅଫିସ, ୧୮।୪- ଅନୁଗୋଳ ବିଜେଡିକୁ ବୁଧବାର ପୁଣି ଲାଗିଛି ଝଟକା। ୩ ଥରର ବିଧାୟକ ତଥା ୪ର୍ଥ ଥର ପାଇଁ ପ୍ରାର୍ଥୀ ହୋଇଥିବା ଜିଲା ସଭାପତି ରଜନୀକାନ୍ତ ସିଂଙ୍କ ଗାଁ ଗୋତମରାରୁ ଶତାଧିକ କର୍ମୀ ବିଜେଡି ଛାଡ଼ି ଭାଜପାରେ ସାମିଲ…

ସରିଲା ଚିନ୍ତା ଓ ଚେତନାର ୪୦ତମ ବୈଶାଖୀ ମହୋତ୍ସବ: ଶେଷଦିନରେ ଯାଦୁ କଲା ମନଛୁଅଁ। ସଙ୍ଗୀତ

ଭୁବନେଶ୍ୱର,୧୮।୪(ବ୍ୟୁରୋ): ଚିନ୍ତା ଓ ଚେତନା ପକ୍ଷରୁ ଗତ ୩ଦିନ ବ୍ୟାପୀ ରବୀନ୍ଦ୍ର ମଣ୍ଡପଠାରେ ଚାଲିଥିବା ୪୦ତମ ରାଷ୍ଟ୍ରୀୟ ବୈଶାଖୀ ମହୋତ୍ସବ ବୁଧବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ସନ୍ଧ୍ୟାରେ ଅତିଥି ଭାବେ ସଙ୍ଗୀତଜ୍ଞ ତଥା କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ, ଚିନ୍ତା ଓ ଚେତନାର…

ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ଆଉ ୪ ଦିନ: ଭୋଟରଙ୍କୁ ମନାଇବାକୁ ଜୋରଦାର କସରତ

ଅନୁଗୋଳ ଅଫିସ, ୧୮।୪- ତୃତୀୟ ପର୍ଯ୍ୟାୟ ମତଦାନ ଆସନ୍ତା ୨୩ ତାରିଖରେ ଅନୁଷ୍ଠିତ ହେବ। ତେଣୁ ପ୍ରଚାର ପାଇଁ ପ୍ରାର୍ଥୀଙ୍କ ହାତରେ ଆଉ ମାତ୍ର ୪ ଦିନ ସମୟ। ଏହା ଭିତରେ ସେମାନେ ଯେମିତି ହେଉ ଭୋଟରଙ୍କୁ ମନାଇବାକୁ ଲକ୍ଷ୍ୟ ରଖିଛନ୍ତି।…

ଆଜି ବିଶ୍ୱ ଐତିହ୍ୟ ଦିବସ: ଐତିହ୍ୟର ସଂରକ୍ଷଣ ସୃଷ୍ଟିକରିଛି ଚ୍ୟାଲେଞ୍ଜ

ଭୁବନେଶ୍ୱର, ୧୮ା୪(ବ୍ୟୁରୋ): ଐତିହ୍ୟର ଗନ୍ତାଘର ଓଡ଼ିଶା। କୋଣାର୍କର ସୂର୍ଯ୍ୟମନ୍ଦିର ହେଉ କି ରାଜ୍ୟରେ ରହିଥିବା ବହୁ ପୁରାତନ ରାଜପ୍ରାସାଦ, ସବୁଠି ଦେଖିବାକୁ ମିଳିଥାଏ ଉତ୍କଳୀୟ ଐତିହ୍ୟ ଓ ନିର୍ମାଣଶୈଳୀର ପ୍ରତିଛବି। ଐତିହ୍ୟ ଓ ସଂସ୍କୃତି ପାଇଁ ଓଡ଼ିଶା ସମଗ୍ର ବିଶ୍ୱରେ ସ୍ବତନ୍ତ୍ର…

ଆଜିଠାରୁ ମା’ ହିଙ୍ଗୁଳାଙ୍କ ୯ ଦିନିଆ ଯାତ୍ରା

ତାଳଚେର,୧୮ା୪(ନି.ପ୍ର.)- ଅନୁଗୋଳ ଜିଲା ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଅଗ୍ନିରୂପା ମା’ ହିଙ୍ଗୁଳାଙ୍କ ୯ ଦିନିଆ ଯାତ୍ରା ଉତ୍ସବ ଗୁରୁବାରଠାରୁ ଆରମ୍ଭ ହେବ। ଏଥିପାଇଁ ତାଳଚେର ସହ କଳମଛୁଇଁ, ସୋଲଡ଼ା, ଗୋପାଳପ୍ରସାଦ, ଡଅଁରା ଆଦି ଗ୍ରାମ ଚଳଚଞ୍ଚଳ ହୋଇପଡ଼ିଛି। ଚଳିତବର୍ଷ ମା’ଙ୍କ ଏହି…

ପୁଣି ଏଭରେଷ୍ଟ ଅଭିଯାନରେ କଳ୍ପନା ଦାଶ

ଢେଙ୍କାନାଳ ଅଫିସ, ୧୮।୪- ପୃଥିବୀର ସର୍ବୋଚ୍ଚ ଗିରିଶୃଙ୍ଗରୁ ଗୁଞ୍ଜରିତ ହେବ ବିଶ୍ୱଶାନ୍ତି, ନାରୀ ସଶକ୍ତୀକରଣ ବାର୍ତ୍ତା। ମାଉଣ୍ଟ ଏଭରେଷ୍ଟରେ ପାଦ ରଖି ପୁଣିଥରେ ଇତିହାସ ରଚିବେ ଢେଙ୍କାନାଳର କଳ୍ପନା ଦାଶ। ଏଥିପାଇଁ ସେ ବୁଧବାର ପହଞ୍ଚତ୍ଛନ୍ତି ନେପାଳର ଲୁକଲାରେ। ଏହି ଅଭିଯାନରେ…

ରାଜଧାନୀରେ ଏସ୍‌ଏଚ୍‌ଜି ଜଳସେବା ଶିବିର ପ୍ରହସନ: ଗୋଟିଏ ଦିନ ଖୋଲି ବନ୍ଦ ହୋଇଗଲା

ଭୁବନେଶ୍ୱର, ୧୮ା୪ (ବ୍ୟୁରୋ): ଅସହ୍ୟ ତାତି। ହଟହଟା ହେଉଛନ୍ତି ଯାତ୍ରୀ। ଲଗାତାର ଦୁଇଦିନ ଧରି ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିବା ଭୁବନେଶ୍ୱରରେ ଦେଖିବାକୁ ମିଳିଛି ଡହଳବିକଳ ସ୍ଥିତି। ପାଣିପାଇଁ ଚାରିଆଡେ ହାହାକାର ପଡ଼ିଥିବାବେଳେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ…

କଷ୍ଟମ ବିଭାଗ ଅଧିକାରୀଙ୍କ ନାମରେ ଅଭିଯୋଗ

ଭୁବନେଶ୍ୱର, ୧୮ା୪ (ବ୍ୟୁରୋ): ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ଜଣେ କଷ୍ଟମ ଅଧିକାରୀ ସୁନା ଯାଞ୍ଚବେଳେ ଧମକ ଦେଇ ୫ ହଜାର ଟଙ୍କା ନେଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ପଦାକୁ ଆସିବା ପରେ କଷ୍ଟମ ବିଭାଗ ଅଧିକାରୀଙ୍କ କାର୍ଯ୍ୟଧାରାକୁ ନେଇ…

ଭାଜପା ପ୍ରଚାରକୁ ବିରୋଧ କରି ଆକ୍ରମଣ: ୨ ଭାଜପା ନେତା ଆହତ

ଭୁବନେଶ୍ୱର, ୧୮ା୪ (ବ୍ୟୁରୋ)- ରାଜଧାନୀରେ ନିର୍ବାଚନୀ ପ୍ରଚାର ସରଗରମ ହୋଇଯାଇଥିବାବେଳେ ବିଭିନ୍ନ ସ୍ଥାନରେ ରାଜନୈତିକ ହିଂସା ଦେଖିବାକୁ ମିଳୁଛି। ଭୁବନେଶ୍ୱର ଉତ୍ତର ନିର୍ବାଚନମଣ୍ଡଳୀର ନୀଳାଦ୍ରିବିହାରରେ ପ୍ରଚାରକୁ ନେଇ ଦୁଇଗୋଷ୍ଠୀ ମୁହାଁମୁହଁି ହୋଇଛନ୍ତି। ଅନ୍ୟଏକ ଗୋଷ୍ଠୀ ଭାଜପା କର୍ମୀଙ୍କୁ ଆକ୍ରମଣ କରିବା ସହ…

ବିଦ୍ୟୁତ୍‌ ଲୋଭୋଲଟେଜ ସମସ୍ୟା: ଜିଲାପାଳଙ୍କୁ ଦେଖାକଲେ ଚାଷୀ ପ୍ରତିନିଧି

ନୂଆପଡା ଅଫିସ,୧୭ା୪: ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଦର୍ଲିପଡା, ସିଆଲଟି ଗ୍ରାମପଞ୍ଚାୟତରେ ବିଦ୍ୟୁତ୍‌ ଲୋଭୋଲଟେଜ ସମସ୍ୟା ଯୋଗୁ ଶତାଧିକ ଏକର ଜମିର ରବି ଚାଷ ଉଜୁଡିବାରେ ଲାଗିଛି। ଏହାକୁ ନେଇ ଚଷୀମାନେ ବାରମ୍ବାର ବୁିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟକୁ ଦୌଡୁଥିଲେ ମଧ୍ୟ…

ଏଟିଏମ୍‌ ସୁରକ୍ଷା କର୍ମୀଙ୍କ ମୃତ୍ୟୁ: ଅଂଶୁଘାତ ସନ୍ଦେହ

ଧାମନଗର, ୧୭।୪ (ଡି.ଏନ.ଏ.) – ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ଅର୍ଜୁନପୁର ଗ୍ରାମର ପ୍ରହଲ୍ଲାଦ ରାଉତଙ୍କ ପୁଅ ଇନ୍ଦ୍ରଜିତ(୩୩)ଙ୍କର ବୁଧବାର ସକାଳେ ମୃତ୍ୟୁ ଘଟିଛି। ଅଂଶୁଘାତରେ ତାଙ୍କର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି। ଇନ୍ଦ୍ରଜିତ୍‌ ଏଟିଏମ୍‌ ଟଙ୍କା ଭରା ଗାଡ଼ିରେ…

ବନ୍ଦ ହୋଟେଲରୁ ମ୍ୟାନେଜରଙ୍କ ଗଳିତ ମୃତଦେହ ଉଦ୍ଧାର

ଭୁବନେଶ୍ୱର,୧୭ା୪ (ବ୍ୟୁରୋ)- ନୟାପଲ୍ଲୀ ଥାନା ଅନ୍ତର୍ଗତ ଇନ୍ଦ୍ରଧନୁ ମାର୍କେଟ କମ୍ପ୍ଲେକ୍ସରେ ଥିବା ଏକ ହୋଟେଲରୁ ମ୍ୟାନେଜରଙ୍କ ଗଳିତ ମୃତଦେହକୁ ପୋଲିସ ବୁଧବାର ଉଦ୍ଧାର କରିଛି। ମୃତକ ହେଲେ ଖୋର୍ଦ୍ଧା ଜିଲା ପୋଡ଼ପାଟଣା ଗ୍ରାମର ଜଗନ୍ନାଥ ସୁବୁଦ୍ଧିଙ୍କ ପୁଅ ଶିବରାମ ସୁବୁଦ୍ଧି(୪୮)। ପାରିପାର୍ଶ୍ୱିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?