ରାଜ୍ୟ

ଟ୍ରକ୍‌ -୧୦୮ ଆମ୍ବୁଲାନ୍‌ସ ମୁହାଁମୁହିଁ ଧକ୍କା: ଜଣେ ମୃତ, ୩ଗୁରୁତର

ଦେବଗଡ଼,୧୭।୪(ସ୍ବ.ପ୍ର.)-ଦେବଗଡ ଜିଲା ତିଲେଇବଣି ବ୍ଲକ ପ୍ରଭାଶୁଣି ଗ୍ରାମ ନିକଟରେ ବୁଧବାର ଭୋର ଏକ ଦୁର୍ଘଟଣା ଘଟିଛି। ଟ୍ରକ୍‌ ଓ ଆମ୍ବୁଲାନ୍‌ସ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ…

ବିଜେଡି ବିଧାୟକ ପ୍ରାର୍ଥୀ ଓ ଏମ୍‌ପି ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କଲେ ମୁଖ୍ୟମନ୍ତ୍ରୀ

ପାଟଣା,୧୭।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ସାହାରପଡା ହାଇସ୍କୁଲ ପଡ଼ିଆରେ ବୁଧବାର ପୂର୍ବାହ୍ନରେ ଏକ ବିଶାଳ ଜନସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଯୋଗଦେଇ ୧୫ହଜାର ଊର୍ଦ୍ଧ୍ୱ ଜନସାଧାରଣଙ୍କୁ ସମ୍ବୋଧିତ କରିଥିଲେ। ଏହାପରେ ସେ…

କେନ୍ଦୁଝର ଜିଲା ପାଇଁ ଭାଜପା କ’ଣ କରିଛି: ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୧୭।୪(ସ୍ବ.ପ୍ର.): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର କେନ୍ଦୁଝର ଜିଲା ସଦର ନିିର୍ବାଚମଣ୍ଡଳୀ ଗସ୍ତ କରି ନିର୍ବାଚନୀ ପ୍ରଚାର କରିଛନ୍ତି। ପରେ ମୁଖ୍ୟମନ୍ତ୍ରୀ ପଦ୍ମପୁରଠାରେ ଏକ ସାଧାରଣ ସଭାରେ ଯୋଗଦେଇ କହିଛନ୍ତି ଯେ, ଭାଜପା ଦଳ ଦେଶକୁ ଅଧିକ…

ସ୍ବାମୀଙ୍କୁ ପଥରରେ ଛେଚି ମାରିଦେଲେ ସ୍ତ୍ରୀ

କପ୍ତିପଦା, ୧୭।୪(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ମଝିଗାଡ଼ିଆ ପଞ୍ଚାୟତ ମହୁଲପଙ୍ଖା ଗାଁରେ ଜଣେ ମହିଳା ମଙ୍ଗଳବାର ରାତିରେ ତାଙ୍କ ସ୍ବାମୀଙ୍କୁ ପଥରରେ ଛେଚି ହତ୍ୟା କରିଛନ୍ତି। ମୃତକ ହେଲେ ଟୁନା ବେସ୍ରା। ତାଙ୍କ ଅଭିଯୁକ୍ତ ସ୍ତ୍ରୀ ହେଲେ ଚମ୍ପା।…

ମୁଖ୍ୟମନ୍ତ୍ରୀଙ୍କ ରୋଡ ଶୋ’ ବେଳେ ଅଣ୍ଡାମାଡ଼ ଘଟଣା: ଅଟକ ବାଳଗୋପାଳଙ୍କ ସମେତ ୧୪ଜଣଙ୍କୁ ଛାଡ଼ିଲା ପୋଲିସ

ବଲାଙ୍ଗୀର ଅଫିସ,୧୭ା୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ବଲାଙ୍ଗୀର ଜିଲାରେ ମାରାଥନ୍‌ ରୋଡ ଶୋ’ କରିବା ସମୟରେ ଆଗଲପୁର ବ୍ଲକ ସାଲେଭଟାଠାରେ କଳାପତାକା ପ୍ରଦର୍ଶନ ଓ ଅଣ୍ଡାମାଡ ଘଟଣା ଘଟିଥିଲା। ଏହି ଘଟଣାରେ ପୂର୍ବତନ ଏମ୍‌ପି ବାଳଗୋପାଳ ମିଶ୍ର ଓ ତାଙ୍କ…

ଆଜି କଟକରେ ହାଇଭୋଲ୍‌ଟେଜ ପ୍ରଚାର: ମୁଖ୍ୟମନ୍ତ୍ରୀ, ଅମିତ୍‌ ଶାହଙ୍କ ରୋଡ୍‌ ଶୋ’

କଟକ ଅଫିସ/ନରସିଂହପୁର(ଡି.ଏନ.ଏ.),୧୭।୪: ବୁଧବାର କଟକ ପ୍ରଚାର ମଇଦାନ କମ୍ପିବ। ମଇଦାନକୁ ଓହ୍ଲାଇବେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଭାଜପା ଜାତୀୟ ଅଧ୍ୟକ୍ଷ ଅମିତ୍‌ ଶାହ। ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ଅପରାହ୍ନରେ ହେଲିକପ୍ଟର ଯୋଗେ ନରାଜ ହେଲିପ୍ୟାଡ୍‌ରେ ଅବତରଣ କରିବେ।…

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ଶେଷ: ୧୮ରେ ୨୭୯ ପ୍ରାର୍ଥୀଙ୍କ ଭାଗ୍ୟପରୀକ୍ଷା

ଭୁବନେଶ୍ୱର,୧୭ା୪(ବ୍ୟୁରୋ) ଆସନ୍ତା ୧୮ ତାରିଖରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ। ସେଥିପାଇଁ ମଙ୍ଗଳବାର ଅପରାହ୍ନ ୫ଟା ସୁଦ୍ଧା ନିର୍ବାଚନ ପ୍ରଚାର ଶେଷ ହୋଇଛି। ମତଦାନ ପରିଚାଳନା ପାଇଁ କର୍ମଚାରୀମାନେ ନିର୍ବାଚନ ସାମଗ୍ରୀ ଧରି ଗନ୍ତବ୍ୟସ୍ଥଳକୁ ଗସ୍ତ କରିଛନ୍ତି।…

ଜଳୁଛି ସାରା ଓଡ଼ିଶା: ଭୁବନେଶ୍ୱର ସର୍ବାଧିକ ଉତ୍ତପ୍ତ ସହର

ଭୁବନେଶ୍ୱର,୧୭।୪(ବ୍ୟୁରୋ)- ପ୍ରବଳ ଖରା ତାତିରେ ଜଳୁଛି ସାରା ଓଡ଼ିଶା। ପ୍ରଚଣ୍ଡ ରୌଦ୍ରତାପରେ ଜନଜୀବନ ହନ୍ତସନ୍ତ ହୋଇଗଲାଣି। ମଙ୍ଗଳବାର ରାଜଧାନୀ ଭୁବନେଶ୍ୱର ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର ପାଲଟିଥିଲା। ଏପରି କି, ଟିଟିଲାଗଡ଼ ଓ ତାଳଚେରକୁ ପଛରେ ପକାଇ ଭୁବନେଶ୍ୱର ସବୁଠାରୁ ଉତ୍ତପ୍ତ…

ମିସ୍‌ ଟ୍ରାଡିଶନାଲ୍‌ ଟାଇଟଲ୍‌ ଜିତିଲେ ଓଡ଼ିଆ ଝିଅ ଶିବାନୀ

ଭୁବନେଶ୍ୱର,୧୭।୪(ବ୍ୟୁରୋ)- ମୁମ୍ବାଇ ମହାନଗର ଆନ୍ତଃ ବିଦ୍ୟାଳୟ ପ୍ରତିଯୋଗିତାରେ ଭାଗନେଇ ମିସ୍‌ ଟ୍ରାଡିଶନାଲ୍‌ ବିଭାଗରେ ବିଜୟୀ ହୋଇଛନ୍ତି ଓଡ଼ିଆ ଝିଅ ଶିବାନୀ ମିଶ୍ର। ଓଡ଼ିଶାରୁ ପ୍ରତିନିଧିତ୍ୱ କରିଥିବା ଶିବାନୀ ଏହି ପ୍ରତିଯୋଗିତାରେ ଓଡ଼ିଶାର ସଂସ୍କୃତି, ପରମ୍ପରା, ଚଳଣି ଓ ପାରମ୍ପରିକ ଓଡ଼ିଆ ଖାଦ୍ୟକୁ…

କୁଶଭଦ୍ରା ଗଣ୍ଡରେ ବୁଡ଼ିଗଲେ ୩ କଲେଜ ଛାତ୍ର: ନିମାପଡ଼ାରେ ପ୍ରବଳ ଉତ୍ତେଜନା, ରାସ୍ତାରୋକୋ

ନିମାପଡ଼ା,୧୭।୪(ଡି.ଏନ୍‌.ଏ.): ପୁରୀ ଜିଲା ନିମାପଡ଼ା ଥାନା ଅନ୍ତର୍ଗତ କୁଶଭଦ୍ରା ନଦୀର ଧୀରପୁର ବାଲିଘାଟ ଗଣ୍ଡରେ ଗାଧୋଉଥିବାବେଳେ ୩ଜଣ କଲେଜ ଛାତ୍ର ବୁଡି ଯାଇଛନ୍ତି। ମଙ୍ଗଳବାର ଅପରାହ୍ନରେ ଘଟିଛି ଏହି ଘଟଣା। ବୁଡି ଯାଇଥିବା ଛାତ୍ରମାନେହେଲେ ସ୍ଥାନୀୟ ଶ୍ୟାମସୁନ୍ଦରପୁରର ଜ୍ୟୋତିରଞ୍ଜନ ସାହୁ (୨୧),…

ଏପ୍ରିଲ ୧୮ରୁ ଖରାଛୁଟି

ଭୁବନେଶ୍ୱର,୧୬।୪(ବ୍ୟୁରୋ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁଁ ସ୍କୁଲ ଗୁଡିକୁ ଆଗୁଆ ଛୁଟି ଘୋଷଣା କରିଛନ୍ତି ରାଜ୍ୟସରକାର। ଏପ୍ରିଲ ୧୮ରୁ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଗୁଡ଼ିକ ବନ୍ଦ ରହିବ ବୋଲି ଘୋଷଣା କରାଯାଇଛି। ଏହି ସୂଚନା ଦେଇଛନ୍ତି ସ୍ବତନ୍ତ୍ର ରିଲିଫ…

ଭାଜପା ନେତା ମଙ୍ଗୁଳି ଜେନାଙ୍କ ହତ୍ୟା ମାମଲା: ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ଖୋର୍ଦ୍ଧା ଭାଜପା ନେତା ମଙ୍ଗୁଳି ଜେନାଙ୍କ ହତ୍ୟା ମାମଲା। ଏହି ମାମଲାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ଏନେଇ ସୂଚନା ଦେଇଛନ୍ତି ଭାରପ୍ରାପ୍ତ ଡିଜି ବିକେ ଶର୍ମା। କ୍ରାଇମବ୍ରାଞ୍ଚ ଡିଏସ୍‌ପି ପ୍ରମୋଦ ରଥଙ୍କୁ ଏହି ମାମଲାର ତଦନ୍ତ ଦାୟିତ୍ୱ ଦିଆଯାଇଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?