ରାଜ୍ୟ

ଶ୍ରୀଲିଙ୍ଗରାଜଙ୍କ ବିବାହ ଉତ୍ସବ: ଶ୍ୱଶୁରାଳୟ କେଦାରଗୌରୀ ମନ୍ଦିର ପକ୍ଷରୁ ପ୍ରସ୍ତୁତି

ପୁରୁଣା ଭୁବନେଶ୍ୱର,୬ା୬(ଡି.ଏନ.ଏ.): ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଶୀତଳଷଷ୍ଠୀ ଯାତ୍ରା ପାଇଁ ଶ୍ୱଶୁରାଳୟ କେଦାରଗୌରୀ ମନ୍ଦିର ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଶ୍ରୀଲିଙ୍ଗରାଜ ଏବଂ ମା’ ପାର୍ବତୀଙ୍କ ବିବାହ ଉତ୍ସବକୁ ଶୃଙ୍ଖଳିତ କରିବା, ଟ୍ରାଫିକ ନିୟନ୍ତ୍ରଣ, ବରଯାତ୍ରୀଙ୍କୁ ଆତିଥ୍ୟ, ଦେବଦମ୍ପତିଙ୍କ ରହଣୀ ବ୍ୟବସ୍ଥା, ବିବାହ…

ମିଳୁନି ସହାୟତା, ପୁନରୁଦ୍ଧାରରେ ବାଧା: ଉଜୁଡ଼ା ବେପାର ସଜାଡ଼ି ହେଉନି

ଭୁବନେଶ୍ୱର,୬ା୬(ବ୍ୟୁରୋ): ବାତ୍ୟା ‘ଫନୀ’ ଭୁବନେଶ୍ୱରରେ ବ୍ୟାପକ କ୍ଷୟକ୍ଷତି କରିଥିଲା, ଯାହାର ଏବେସୁଦ୍ଧା ଭରଣା ହୋଇପାରିନାହିଁ। ବହୁତ କଷ୍ଟରେ କେତେଜଣ ଅଣ୍ଟା ସଳଖି ଛିଡ଼ା ହୋଇଛନ୍ତି। ହେଲେ ଭୁବନେଶ୍ୱରର ଦୈନିକ ହାଟ ଓ ଏହା ସହିତ ଜଡ଼ିତ ବ୍ୟବସାୟୀମାନେ ଫନୀର କୋପରୁ ବର୍ତ୍ତି…

୮୦ଭାଗ କାମ ଅଟକିଛି, ଚାଲୁନି ସିସିଟିଭି

ବାରଙ୍ଗ,୬ା୬(ଡି.ଏନ୍‌.ଏ.): ମେ ୩ରେ ଘଟିଥିବା ବାତ୍ୟା ଫନୀକୁ ଏ ମଧ୍ୟରେ ମାସେ ବିତିଯାଇଛି। କିନ୍ତୁ ଏବେ ସୁଦ୍ଧା ନନ୍ଦନକାନନର ଚିତ୍ର ପୂର୍ଣ୍ଣରୂପେ ବଦଳିନାହିଁ। ପୁନରୁଦ୍ଧାର କାର୍ଯ୍ୟ ୮୦ ପ୍ରତିଶତ ବାକି ଥିବାବେଳେ କେବଳ ଶତକଡା ୨୦ଭାଗ ସରିଛି। ପୁଣି ସିସିଟିଭି କାର୍ଯ୍ୟ…

କାଳବୈଶାଖୀ: କଟକ ଜଳାର୍ଣ୍ଣବ

କଟକ ଅଫିସ, ୬ା୬: କଟକର ବିଭିନ୍ନ ସ୍ଥାନରେ ବୁଧବାର କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। କାଳବୈଶାଖୀ ପ୍ରଭାବରେ ସନ୍ଧ୍ୟା ୬ଟା ୩୦ରୁ ରାତି ୧୦ଟା ୩୦ ପର୍ଯ୍ୟନ୍ତ ଜୋରରେ ପବନ ବହିବା ସହ ଘଡଘଡି ଓ ପ୍ରବଳ ବର୍ଷା ହୋଇଥିଲା। ଏଥିଯୋଗୁ…

ବିଦ୍ୟାଳୟ ବନ୍ଦ ନିର୍ଦ୍ଦେଶକୁ ଅଭିଭାବକଙ୍କ ବିରୋଧ

ବାଲିଆ,୬।୬: ବିରିଡ଼ି ବ୍ଲକ ୨୨ ମୌଜା ବାରେଡ଼ିଆ ପଞ୍ଚାୟତର ଢିଅସାହିବିରି ପ୍ରାଥମିକ ବିଦ୍ୟାଳୟକୁ ଛାତ୍ରୀଛାତ୍ର ସଂଖ୍ୟା କମ୍‌ ଥିବା ଦର୍ଶାଇ ବନ୍ଦ କରିବା ପାଇଁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ହୋଇଛି। ତେବେ ଏହାକୁ ବିଦ୍ୟାଳୟରେ ପଢୁଥିବା ୯ ଛାତ୍ରୀଛାତ୍ର, ସେମାନଙ୍କ ଅଭିଭାବକ…

ସରିଲା ସାଧାରଣ ନିର୍ବାଚନ, ଏବେ ପୌର ନିର୍ବାଚନ ଉପରେ ନଜର

ପାରାଦୀପ,୬ା୬(ସ୍ବ.ପ୍ର.): ସାଧାରଣ ନିର୍ବାଚନକୁ ନେଇ ସୃଷ୍ଟି ହୋଇଥିବା ଉଷ୍ମତା ଏବେ ଏକ ପ୍ରକାର ଶାନ୍ତ ପଡିଲାଣି। ରାଜ୍ୟ ଓ କେନ୍ଦ୍ରରେ ନୂଆ ସରକାର ଦାୟିତ୍ୱ ନେଇସାରିଲେଣି। ସେହି ଉଷ୍ମତା ପ୍ରଶମିତ ହେବା ପରେ ଏବେ ରାଜ୍ୟରେ ପୌର ନିର୍ବାଚନକୁ ନେଇ ଆଲୋଚନା…

ପୋଡ଼ିହୋଇଥିବା ମହିଳାଙ୍କୁ ଚିକିତ୍ସା କଲା ଟାଟା ଷ୍ଟିଲ

କଳିଙ୍ଗନଗର, ୬ା୬(ଡି.ଏନ୍‌.ଏ.): ଗତ ବର୍ଷ ଜୁନ୍‌ ମାସରେ ସୁକିନ୍ଦା ବ୍ଲକ ଅନ୍ତର୍ଗତ ରଙ୍ଗିଟାଙ୍ଗର ଗ୍ରାମର ପ୍ରତିମା ଦାସ ଘରେ ରୋଷେଇ କରୁଥିବା ସମୟରେ ନିଅଁାରେ ପୋଡି ଗୁରୁତର ହୋଇଥିଲେ। ତାଙ୍କ ଶରୀର ପଛପଟର ଅଧିକାଂଶ ଭାଗ ପୋଡ଼ିଯାଇଥିଲା। ଏପରିକି ଶରୀରର ଅଧିକାଂଶ…

ସୁକନ୍ୟା ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ

ଧର୍ମଶାଳା,୬ା୬(ଡି.ଏନ୍‌.ଏ.): ନେହେରୁ ଯୁବକେନ୍ଦ୍ର ଯାଜପୁର ପକ୍ଷରୁ ଧର୍ମଶାଳା ବ୍ଲକ ପଣ୍ଡୁଆସ୍ଥିତ ସୁକନ୍ୟା ସ୍ବେଚ୍ଛାସେବୀ ଅନୁଷ୍ଠାନ ଆନୁକୂଲ୍ୟରେ ବୁଧବାର ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଯାଜପୁର ଜିଲା ଶିଶୁମଙ୍ଗଳ କମିଟି ସଦସ୍ୟ ଡ. ରୁଦ୍ରନାରାୟଣ ପୃଷ୍ଟି ଅତିଥିଭାବେ ଯୋଗଦେଇ…

ପ୍ରଣତିପ୍ରୀତିନନ୍ଦା ପାଇଲେ ପ୍ରକୃତି ବନ୍ଧୁ ପୁରସ୍କାର

କାଳିଆପାଣି,୬ା୬ (ଡି.ଏନ୍‌.ଏ.): ଯାଜପୁର ବୈଦ୍ୟରାଜ ନୋଡ଼ାଲ ଏମ୍‌ଇ ସ୍କୁଲ ପରିସରରେ ବୁଧବାର ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଜିଲାସ୍ତରୀୟ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ କାଳିଆପାଣି ଅଞ୍ଚଳର ପ୍ରଣତିପ୍ରୀତିନନ୍ଦା ନାୟକଙ୍କୁ ପ୍ରକୃତି ବନ୍ଧୁ ସମ୍ମାନରେ ସମ୍ମନିତ…

କୀଟନାଶକ ପିଇ ନାବାଳିକାଙ୍କ ଆତ୍ମହତ୍ୟା

ବିଞ୍ଝାରପୁର,୬ା୬(ଡି.ଏନ୍‌.ଏ.): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ଘଣ୍ଟିଆଳି ଗ୍ରାମପଞ୍ଚାୟତ ଅଧୀନ ବଣିଆପାଳ ଗ୍ରାମରେ ମଙ୍ଗଳବାର ରାତିରେ ଜଣେ ନାବାଳିକା କୀଟନାଷକ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ଜଣଙ୍କ ଭାଗବତ ସେଠୀଙ୍କ ଝିଅ କଣ୍ଢେଇ ସେଠୀ (୧୭)। ବୁଧବାର ବିଞ୍ଝାରପୁର ପୋଲିସ…

କାମ କରୁନି ବାୟୋମେଟ୍ରିକ ଆଟେଣ୍ଡାନ୍ସ ଡିଭାଇସ୍‌; ଲାଭ ଉଠାଉଛନ୍ତି ନର୍ସିଂହୋମକୁ ଯାଉଥିବା ଡାକ୍ତର

ଅନୁଗୋଳ ଅଫିସ, ୬।୬: ଡାକ୍ତର, କର୍ମଚାରୀଙ୍କ ଉପସ୍ଥାନ ଜାଣିବା ପାଇଁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଲଗାଯାଇଥିବା ବାୟୋମେଟ୍ରିକ ଆଟେଣ୍ଡାନ୍ସ ଡିଭାଇସ ଅଚଳ ହୋଇପଡ଼ିଛି। ଏହା କେତେଜଣ ଡାକ୍ତର ଓ କର୍ମଚାରୀଙ୍କୁ ବେଶ୍‌ ସୁହାଉଥିବା ଏବେ ମେଡିକାଲ ପରିସରରେ ଚର୍ଚ୍ଚା ହେଉଛି।…

ଯାଆଁଳ ଉତ୍ପାଦନ କେନ୍ଦ୍ର ନାହିଁ: ପଡ଼ୋଶୀ ରାଜ୍ୟ ଉପରେ ଚାଷୀ ନିର୍ଭର

ମହାକାଳପଡ଼ା, ୬ା୬ (ଡି.ଏନ୍‌.ଏ.): ଗ୍ରାମାଞ୍ଚଳରେ ମାଛ ଚାଷ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଚାଷୀଙ୍କୁ ଋଣ ଯୋଗାଇ ଦିଆଯିବା ସହ ସମସ୍ତ ପ୍ରକାର ସୁବିଧା ଯୋଗାଇ ଦେବା ନିମନ୍ତେ ବ୍ୟବସ୍ଥା କରାଯାଇଛି। ମହାକାଳପଡ଼ା ଅଞ୍ଚଳରେ ମତ୍ସ୍ୟଚାଷୀଙ୍କୁ ପୋଖରୀ ଖୋଳାଠାରୁ ଆରମ୍ଭ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?