ରାଜ୍ୟ

କିଶୋର ବାସା ‘ଟାଗୋର ନ୍ୟାଶନାଲ ଫେଲୋ’ ମନୋନୀତ

ଭୁବନେଶ୍ୱର,୨୭।୪(ବ୍ୟୁରୋ)-ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ଦ୍ୱାରା ଉତ୍କଳ ବିଶ୍ୱବିଦ୍ୟାଳୟ ନୃତତ୍ତ୍ୱ ବିଭାଗ ପୂର୍ବତନ ମୁଖ୍ୟ ପ୍ରଫେସର କିଶୋର କୁମାର ବାସାଙ୍କୁ ସମ୍ମାନଜନକ ‘ଟାଗୋର ନ୍ୟାଶନାଲ ଫେଲୋ’ ଭାବେ ମନୋନୀତ କରାଯାଇଛି। ଭୋପାଳସ୍ଥିତ ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମାନବ ସଂଗ୍ରହାଳୟରେ ସେ ମେ…

ଗରମରେ ଛଟପଟ ହେଲେ ଜିଲାବାସୀ

ଅନୁଗୋଳ ଅଫିସ, ୨୭।୪- ଅନୁଗୋଳ ସହର ଓ ଏହାର ଉପକଣ୍ଠରେ ଅସହ୍ୟ ଗରମ ଏବଂ ଗୁଳଗୁଳି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଶୁକ୍ରବାର ଏଠାରେ ତାପମାତ୍ରା ୪୧.୯ ଡିଗ୍ରୀ ଥିବା ରେକର୍ଡ କରାଯାଇଛି। ମଧ୍ୟାହ୍ନରେ ଜନଗହଳି ପୂର୍ଣ୍ଣ ସହର ଖାଁ ଖାଁ…

କଣିହାଁରେ ଅମାନବୀୟ ଦୃଶ୍ୟ: ବସ୍ତା ପରି ବାଇକ୍‌ରେ ଜ୍ୱାଇଁଙ୍କୁ ବାନ୍ଧିନେଲେ

କଣିହାଁ, ୨୫ା୪(ଡି.ଏନ.ଏ.)- ଅନୁଗୋଳ ଜିଲା କଣିହାଁ ବ୍ଲକରେ ଏକ ଅମାନବୀୟ ଦୃଶ୍ୟ ଦେଖିବାକୁ ମିଳିଛି। ପାରିବାରିକ ଗଣ୍ଡଗୋଳକୁ କେନ୍ଦ୍ର କରି ଜ୍ୱାଇଁଙ୍କୁ ଶ୍ୱଶୁର ଘର ଲୋକେ ମାଡ଼ ମାରି ଏକ ବାଇକ ପଛରେ ବସ୍ତା ପରି ବାନ୍ଧି ନେଉଥିବାର ଭିଡିଓ ସୋସିଆଲ…

ସକାଳୁଆ କାର୍ଯ୍ୟାଳୟ, ଚୌକି ଖାଲି

ବଅଁରପାଳ, ୨୬।୪ (ଡି.ଏନ୍‌.ଏ.)- ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସରକାରୀ କାର୍ଯ୍ୟାଳୟଗୁଡ଼ିକୁ ସରକାର ସକାଳୁଆ କରିଛନ୍ତି। ବିଭିନ୍ନ କାର୍ଯ୍ୟ ପାଇଁ ଆସୁଥିବା ହିତାଧିକାରୀମାନେ ଯେପରି ତାତିରୁ ରକ୍ଷା ପାଇବା ସହ ସୁବିଧାରେ କାମ ହାସଲ କରି ଫେରିପାରିବେ ସେଥିପାଇଁ ସରକାର ଏପରି…

ହିଙ୍ଗୁଳା ଲୋକ ମହୋତ୍ସବର ୭ମ ସନ୍ଧ୍ୟା: ଗୋଟିପୁଅ ନୃତ୍ୟରେ ଝୁମିଲେ ଦର୍ଶକ

ତାଳଚେର,୨୬।୪(ନି.ପ୍ର)- ତାଳଚେର ଗୋପାଳପ୍ରସାଦସ୍ଥିତ ମା’ ହିଙ୍ଗୁଳା ପୀଠରେ ଚାଲିଥିବା ୧୭ତମ ଲୋକମହୋତ୍ସବର ୭ମ ସା ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ତାଳଚେର ଆରକ୍ଷୀ ଅଧୀକ୍ଷକ ସନ୍ତୋଷ କୁମାର ମିଶ୍ର, ସମ୍ମାନିତ ଅତିଥି ଉପଖଣ୍ଡ ଆରକ୍ଷୀ ଅଧୀକ୍ଷକ ହେମନ୍ତ କୁମାର ପଣ୍ଡା,…

କଡା ସୁରକ୍ଷା ବଳୟରେ ଭୋଟିଂ ମେଶିନ

ଆଠମଲ୍ଲିକ,୨୬।୩(ଡି.ଏନ.ଏ.)- ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀରେ ସାଧାରଣ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ତେବେ ପ୍ରଶାସନ ତଥା ରିଟର୍ନିଂ ଅଫିସରଙ୍କ ତତ୍ତ୍ୱାବଧାନରେ ସ୍ଥାନୀୟ ମହାବିଦ୍ୟାଳୟ ପରିସର ଷ୍ଟ୍ରଙ୍ଗ୍‌ ରୁମରେ ଇଭିଏମ ଓ ଭିଭିପିଏଟି ମେଶିନକୁ କଡ଼ା ସୁରକ୍ଷା ବଳୟ ମଧ୍ୟରେ ରଖାଯାଇଛି।…

ଅନୁଗୋଳକୁ ଡରାଇଲାଣି ସ୍ବାଇନ ଫ୍ଲୁ: ଦୁଇ ଜୀବନ ଗଲା ପରେ ଖୋଲିଲା ସ୍ବତନ୍ତ୍ର ୱାର୍ଡ

ଅନୁଗୋଳ ଅଫିସ, ୨୬।୪- ଅନୁଗୋଳକୁ ଡରାଇଲାଣି ସ୍ବାଇନ ଫ୍ଲୁ। ହଠାତ୍‌ ଏଭଳି ମାରାତ୍ମକ ରୋଗ ଆସିବା ଓ ଦୁଇ ଜଣଙ୍କ ଜୀବନ ନେବା ପରେ ସହରବାସୀ ଛାନିଆ ହୋଇପଡ଼ିଛନ୍ତି। ତେବେ ଅନୁଗୋଳରେ ଏପରି ରୋଗ ସମ୍ପର୍କରେ ମେଡିକାଲ–କର୍ତ୍ତୃପକ୍ଷଙ୍କ ନିକଟରେ କୌଣସି ସ୍ପଷ୍ଟ…

ନାଲ୍‌କୋ ସ୍କୁଲରେ ପାତରଅନ୍ତର ଅଭିଯୋଗ: କ୍ଷତିଗ୍ରସ୍ତଙ୍କ ପିଲାଙ୍କୁ ଅଣଦେଖା

ବଅଁରପାଳ, ୨୬।୪ (ଡି.ଏନ୍‌.ଏ.)- ଅନୁଗୋଳ ଜିଲାର ବଅଁରପାଳଠାରେ ଥିବା ନବରତ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍‌କୋ ପାଇଁ ବହୁ ଲୋକ ଚାଷ ଜମି ଓ ଭିଟା ମାଟି ହରାଇଛନ୍ତି। ସେମାନଙ୍କ ମଧ୍ୟରୁ କେତେକଙ୍କୁ ନାଲ୍‌କୋ ପକ୍ଷରୁ ନିଯୁକ୍ତି ଦିଆଯାଇଥିଲେ ବି ଆହୁରି ଅନେକ…

ବିଜୁଳି କାଟ୍‌କୁ ନେଇ ମୂଲ୍ୟାୟନ କେନ୍ଦ୍ରରେ ଅସନ୍ତୋଷ: ତାତିଲେ ଅଧ୍ୟାପିକା, ଅଧ୍ୟାପକ

ଅନୁଗୋଳ ଅଫିସ, ୨୬।୪- ଅନୁଗୋଳ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟରେ ଯୁକ୍ତ ୨ ଛାତ୍ରୀଛାତ୍ରଙ୍କ ଖାତା ମୂଲ୍ୟାୟନ ହେଉଛି। ପ୍ରଥମ ପର୍ଯ୍ୟାୟ ୮ ତାରିଖରୁ ଆରମ୍ଭ ହୋଇଥିବାବେଳେ ଦ୍ୱିତୀୟ ପର୍ଯ୍ୟାୟ ମୂଲ୍ୟାୟନ ଗୁରୁବାର ଠାରୁ ଆରମ୍ଭ ହୋଇଛି। ତେବେ କେନ୍ଦ୍ରରେ ବ୍ୟାପକ ଅବ୍ୟବସ୍ଥା…

ଭୋଟ ପରେ ଅଙ୍କ କଷୁଛନ୍ତି ନେତା ଓ କର୍ମୀ

ହାଟଡ଼ିହି,୨୫ା୪(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀରେ ଭୋଟଗ୍ରହଣ ପରେ ନେତା ଓ କର୍ମୀମାନେ ଏବେ ଅଙ୍କ କଷୁଛନ୍ତି। କେଉଁ ବୁଥ୍‌ରୁ କେତେ ଭୋଟ ମିଳିବ ତାହାକୁ ନେଇ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ହିସାବନିକାଶ ଚାଲିଛି। ଚଳିତଥର ଏହି ନିର୍ବାଚନମଣ୍ଡଳୀରେ…

ମରୁଡ଼ିଗ୍ରସ୍ତ ଜମିକୁ ଜଳସେଚନ କରାଯିବାକୁ ଦାବି୫ ଶହ ଏକରରୁ ଊଦ୍ଧର୍‌ବ ଚାଷଜମିକୁ ପାଣି ମାଡୁନି

ଖଣ୍ଡପଡା,୨୫ା୪(ସ୍ବ.ପ୍ର.)-କଣ୍ଟିଲୋ ଅଞ୍ଚଳରେ ୫ ଶହ ଏକରରୁ ଊର୍ଦ୍ଧ୍ୱ ଚାଷ ଉପଯୋଗୀ ଜମି ଥିବାବେଳେ ଅନିୟମିତ ବର୍ଷା ତଥା ଆବଶ୍ୟକ ପାଣି ବିନା ପ୍ରତି ବର୍ଷ ମରୁଡ଼ି ଯୋଗୁ ଫସଲ ନଷ୍ଟ ହୋଇଥାଏ। ଏହିସବୁ ଜମିକୁ ଜଳସେଚନ ସୁବିଧା ପାଇଁ ଉଠା ଜଳସେଚନ…

ନବଜ୍ୟୋତିଙ୍କ ମୁଣ୍ଡରେ ସର୍ବାଧିକ ଋଣ

ଭୁବନେଶ୍ୱର,୨୫।୪(ବ୍ୟୁରୋ): ସାରା ଦେଶରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଚଳିତ ମାସ ୨୯ରେ ଅନୁଷ୍ଠିତ ହେବ। ରାଜ୍ୟରେ ଏକସଙ୍ଗରେ ଲୋକ ସଭା ସହ ବିଧାନସଭା ନିର୍ବାଚନ ହେଉଛି। ଇତିମଧ୍ୟରେ ୪ର୍ଥ ପର୍ଯ୍ୟାୟରେ ପ୍ରାର୍ଥୀ ପ୍ରତିଦ୍ୱଦ୍ୱିତା କରୁଥିବା ପ୍ରାର୍ଥୀଙ୍କ ଆୟ, ଆପରାଧିକ ପୃଷ୍ଠଭୂମି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?