ରାଜ୍ୟ

ବିଭିନ୍ନ ସ୍ଥାନରେ ବିଶ୍ୱ ପରିବେଶ ଦିବସ ପାଳିତ: ପରିବେଶ ସୁରକ୍ଷା ପାଇଁ ସମସ୍ତେ ଆଗେଇ ଆସିବାକୁ ଆହ୍ବାନ

କର୍ଲାମୁଣ୍ଡା,୫।୬(ଡି.ଏନ.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବିଭିନ୍ନ ସ୍ଥାନରେ ବିଶ୍ୱ ପରିବେଶ ଦିବସ ବୁଧବାର ପାଳିତ ହୋଇଯାଇଛି। ଏହି ଅବସରରେ ବୋରପଦର ପଞ୍ଚାୟତ ସରାବାହାଲି ଅର୍ଟଚାର୍ଟଠାରେ ସେବା ଜଗତ ସଂସ୍ଥା ପକ୍ଷରୁ ଆୟୋଜିତ ସଭାରେ ଅନୁଷ୍ଠାନର ସମ୍ପାଦକ ସତ୍ୟନାରାୟଣ ପଟ୍ଟନାଏକ, ସୁନୀତା…

ବିଲ୍ଟ କାଗଜକଳରେ ଉତ୍ତେଜନା: ଠିକା ଶ୍ରମିକଙ୍କୁ କାରଖାନାରେ ପୂରାଇଦେଲେନି

ଜୟପୁର,୫ା୬(ଡି.ଏନ୍‌.ଏ.): ଜୟପୁର ଗାଗନାପୁର ସ୍ଥିତ ବିଲ୍ଟ ସେୱା କାଗଜକଳରେ ପୁଣି ଅଶାନ୍ତି ଦେଖାଦେଇଛି। ବୁଧବାର ପୂର୍ବାହ୍ନରୁ ଠିକା ଶ୍ରମିକ କାରଖାନାକୁ ଯିବାବେଳେ ସୁରକ୍ଷାବଳ ସେମାନଙ୍କୁ ପ୍ରବେଶ କରାଇ ଦେଇନାହାନ୍ତି। ଠିକା ଶ୍ରମିକ କାର୍ଯ୍ୟରେ ଯୋଗ ନଦେବା ପାଇଁ କାଗଜକଳ କର୍ତ୍ତୃପକ୍ଷ ମନା…

ଭୁବନେଶ୍ୱର-ଝାରସୁଗୁଡା ବିମାନସେବା ଆରମ୍ଭ

ଭୁବନେଶ୍ୱର,୫।୬: ଭୁବନେଶ୍ୱରରୁ ଝାରୁସୁଗୁଡା ଓ ରାୟପୁରକୁ ବିମାନ ସେବା ବୁଧବାରରୁ ଆରମ୍ଭ ହୋଇଛି। ଭୁବନେଶ୍ୱରୁ ପ୍ରଥମ ବିମାନ ଉଡାଣ ଭରି ଝାରସୁଗୁଡାରେ ପହଞ୍ଚିଛି। ପୁଣି ଝାରସୁଗଡାରୁ ଭୂବନେଶ୍ୱରକୁ ଫେରିଥିଲା ଏଟିଆର-୭୨ ବିମାନ। ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରେ ଭୁବନେଶ୍ୱରରୁ ୭୨ଜଣ ଯାତ୍ରୀଙ୍କୁ…

ବିଶ୍ୱ ପରିବେଶ ଦିବସ ଅବସରରେ ସୁଦର୍ଶନଙ୍କ ବାଲୁକା କଳା: ଗଛ ଲଗାଇ ବାୟୁ ପ୍ରଦୂଷଣ ରୋକିବାକୁ ବାର୍ତ୍ତା

ପୁରୀ ଅଫିସ,୫।୬(ବ୍ୟୁରୋ): ଆଜି ବିଶ୍ୱ ପରିବେଶ ଦିବସ। ଜଙ୍ଗଲ ଧ୍ୱଂସ କାରଣରୁ ବିଶ୍ୱତାପନ ଓ ଜଳବାୟୁ ପରିବର୍ତ୍ତନ ଏବେ ମୁଣ୍ଡବିନ୍ଧାର ବିଷୟ ପାଲଟିଲାଣି। ଯଦି ଏହିପରି ଚାଲେ ତେବେ ଋତୁଚକ୍ରରେ ପରିବର୍ତ୍ତନ ଆସିବା ସ୍ବାଭାବିକ। ତେବେ ଚଳିତ ବର୍ଷ ଏହି ଦିବସର…

ବିଜେପୁର ଉପନିର୍ବାଚନ: ପ୍ରାର୍ଥୀ ଚୟନକୁ ନେଇ ବଢ଼ୁଛି ଚିନ୍ତା

ଭୁବନେଶ୍ୱର, ୫।୬(ବ୍ୟୁରୋ): ରାଜ୍ୟ ରାଜନୀତିରେ ପୁଣିଥରେ ବିଜେପୁର ଆସନକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ଦ୍ୱିତୀୟ ଥର ଲାଗି ପଶ୍ଚିମ ଓଡ଼ିଶା ରାଜନୀତିରେ ବିଜେଡି ଓ ଭାଜପା ମଧ୍ୟରେ ଜୋର୍‌ଦାର ପ୍ରତିଦ୍ୱନ୍ଦ୍ୱିତା ଦେଖିବାକୁ ମିଳିବ। ଗତ ପଞ୍ଚାୟତ ନିର୍ବାଚନରେ ଭାଜପା ଏହି…

ଏସ୍‌ସିବିରେ ସଫଳ ଅସ୍ତ୍ରୋପଚାର: ମହିଳାଙ୍କ ମଳଦ୍ୱାରରୁ ବାହାରିଲା ବୋତଲ ମୁହଁ

କଟକ ଅଫିସ, ୫।୬:ଚୁଲିରେ ରୋଷେଇ କରୁଥିବା ବେଳେ ଚୁଲି ଭିତରେ ହଠାତ୍‌ ବିସ୍ଫୋରଣ ହୋଇଥିଲା। କୌଣସି ପ୍ରକାରେ ଚୁଲି ଭିତରେ ଏକ କାଚ ବୋତଲ ରହି ଯାଇଥିଲା। ଚୁଲିରେ ଜାଳ ସଂଯୋଗ ପରେ ବୋତଲଟି ଫାଟିଥିଲାା ବୋତଲର ଅଗ୍ରଭାଗ ରୋଷେଇ କରୁଥିବା…

ଅଣନିଃଶ୍ୱାସୀ କରୁଛି ଆବର୍ଜନା ବୋଝ

ପୁରୀ ଅଫିସ, ୫ା୬: ବାତ୍ୟା ‘ଫନୀ’ ପରେ ବିଗିଡ଼ିଛି ପୁରୀ ଜିଲାର ପରିମଳ ବ୍ୟବସ୍ଥା। ଜଳ, ବାୟୁ ପ୍ରଦୂଷଣ ମାତ୍ରା ବୃଦ୍ଧି ପାଇଛି। ଆବର୍ଜନା ବୋଝରେ ଅଣନିଃଶ୍ୱାସୀ ହୋଇପଡ଼ିିଛି ପୁରୀ ସହର। ଏବେ ସହରରୁ ପୂର୍ବାପେକ୍ଷା ଦୈନିକ ୧୦ଗୁଣ ଅଧିକ ଆବର୍ଜନା…

ଜୁଲାଇ ୪ରେ ରଥଯାତ୍ରା: ଅପରାହ୍ନ ୪ଟାରେ ରଥଟଣା

ପୁରୀ ଅଫିସ, ୫ା୬: ଆସନ୍ତା ଜୁଲାଇ ୪ତାରିଖରେ ମହାପ୍ରଭୁଙ୍କ ପ୍ରସିଦ୍ଧ ରଥଯାତ୍ରା। ଏହାକୁ ସୁରୁଖୁରୁରେ ସମ୍ପନ୍ନ କରିବା ଲାଗି ଚଳିତବର୍ଷ ଶ୍ରୀମନ୍ଦିର ପ୍ରଶାସନ ସଅଳ ନୀତି ନିର୍ଘଣ୍ଟ କରିଛି। ପ୍ରାତଃ ୬ଟାରେ ମଙ୍ଗଳ ଆଳତି କରାଯାଇ ଠାକୁରଙ୍କ ଅନ୍ୟାନ୍ୟ ନୀତି ଚାଲିବ…

ଘାତକ ହେଉଛି ସହରାଞ୍ଚଳ ପ୍ରଦୂଷଣ

ଭୁବନେଶ୍ୱର, ୫ା୬(ବ୍ୟୁରୋ): ବଡ଼ ବଡ଼ ସହରରେ ଏବେ ନିଃଶ୍ୱାସ ପ୍ରଶ୍ୱାସ ନେବା ପ୍ରାଣଘାତକ ହେଲାଣି। ସହରାଞ୍ଚଳରେ ଆଉ ବିଶୁଦ୍ଧ ବାୟୁ ଟିକେ ମିଳିବ ନାହିଁ। ହୁ ହୁ ହୋଇ ବୃଦ୍ଧି ପାଉଥିବା ମୋଟର ଯାନ ବ୍ୟବହାର ଶ୍ୱାସ ରୁନ୍ଧି ଦେଲାଭଳି ପରିସ୍ଥିତି…

ଆଜି ବିଶ୍ୱ ପରିବେଶ ଦିବସ: ଥୁଣ୍ଟା ରାଜଧାନୀ, ଛାଇ ସ୍ବପ୍ନ

ଭୁବନେଶ୍ୱର,୫ା୬(ବ୍ୟୁରୋ): ମୁର୍ଦ୍ଦାର ପରି ପଡ଼ି ରହିଛି କଟା ଗଣ୍ଡି। ଚାରିଆଡେ ଦେଖିବାକୁ ମିଳୁଛି ଭଙ୍ଗା ଗଛ। ଆକାଶକୁ ଚାହିଁ ରହିଛି ବଞ୍ଚତ୍ୟାଇଥିବା ଗଛର ଖେଣ୍ଟା ଡାଳ। ବାତ୍ୟା ‘ଫନୀ’ ସବୁଜିମାକୁ ଉଜାଡ଼ିଦେବା ପରେ ଏବେ ଥୁଣ୍ଟା ପାଲଟିଯାଇଛି ପୂରା ରାଜଧାନୀ। ମାସକ…

ପ୍ରଦୂଷଣ ବଳୟରେ ଖୋର୍ଦ୍ଧା

ଖୋର୍ଦ୍ଧ ଅଫିସ,୫ା୬: ଶିଳ୍ପ, କ୍ରଶର, ପଥର ଖଣିରେ ବିସ୍ଫୋରଣ, ଯାନବାହନ ଚଳାଚଳ ଯୋଗୁ ଖୋର୍ଦ୍ଧା ପ୍ରଦୂଷଣ ବଳୟରେ ଫସିଯାଉଛି। ସଚେତନତା ଅଭାବ ଓ ବିକାଶ ନଁାରେ ବିନାଶ ଚାଲିଥିବାରୁ କେବଳ ସ୍ଥଳ, ଜଳ ଓ ବାୟୁ ପ୍ରଦୂଷିତ ହେବାରେ ଲାଗିଛି। ବିବର୍ତ୍ତମାନ…

ନଭେମ୍ବର ୧ ପୂର୍ବରୁ ଖୋଲିବ ପ୍ରକୃତି ନିବାସ

ପୁରୀ ଅଫିସ, ୫।୬: ପ୍ରକୃତି ନିବାସ। ବାଲୁଖଣ୍ଡ ଅଭୟାରଣ୍ୟ ଭିତରେ ପର୍ଯ୍ୟଟକଙ୍କୁ ପ୍ରକୃତିର ମଜା ଦେବା ପାଇଁ ବନ ବିଭାଗ ପକ୍ଷରୁ ଏହାର ପରିକଳ୍ପନା କରାଯାଇଥିଲା। ହେଲେ ବାତ୍ୟାରେ ଉଜୁଡ଼ିଯାଇଛି ଏହାର ସବୁଜିମା। ଏହା ପରିସରରେ ଥିବା କଟେଜ୍‌ରୁ ଆଜ୍‌ବେଷ୍ଟସ ଉଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?