ରାଜ୍ୟ

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି କ୍ରମରେ କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ବହୁ ବରିଷ୍ଠ ନେତାଙ୍କୁ ଜିଲା ବିଜେଡି…

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌ ୪୦୪୦ ଜଣ ପରୀକ୍ଷାର୍ଥୀ ଅଂଶଗ୍ରହଣ କରିବାକୁ ମନୋନୀତ ହୋଇଛନ୍ତି। ଓଏସ୍‌ଏପି ବାଟାଲିୟନ ପଡ଼ିଆରେ ଏହି…

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ଘୋଷଣା ହୋଇଛିି। ଏହି ଉପଲକ୍ଷେ ବିଜେଡି ସୁପ୍ରିମୋ କଳାହାଣ୍ଡି ଜିଲା କେସିଙ୍ଗା ସହରର…

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ ନଥିବା ଦର୍ଶକଙ୍କ ଭିଡ଼ ଜମିଥିଲା। ନନ୍ଦରାଣୀ, ନନ୍ଦରାଜା ମେଲାଣୀ ଦେବା ପରେ ଶ୍ରୀକୃଷ୍ଣ, ବଲରାମ…

ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ

ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ ଗାଁରେ ଦେଖାଯାଇଛି ଉତ୍କଣ୍ଠା ଓ ଉତ୍ସାହ। ରବିବାର ପୂର୍ବାହ୍ନରେ ବ୍ଲକ କାର୍ଯ୍ୟାଳୟ ପରିସର ମଧ୍ୟରେ…

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ ହସ୍ତାନ୍ତର କରିଛନ୍ତି। ଏପରି ଘଟଣା ଘଟିଛି ଭଦ୍ରକ ପୁରୁଣା ବଜାର ଥାନା ସନ୍ଥିଆ ଗ୍ରାମରେ।…

ତିନି ଦିନ ପରେ ପୁଣି ଫେରିଲା ହାଡ଼ଭଙ୍ଗା ଶୀତ: ଜି.ଉଦୟଗିରିରେ ୩.୫ ଡିଗ୍ରୀ ତାପମାତ୍ରା

ଜି.ଉଦୟଗିରି,୨୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଓଡ଼ିଶାର ସବୁଠାରୁ ଶୀତ ପ୍ରବଣ ଅଞ୍ଚଳ ଜି.ଉଦୟଗିରିରେ ୨/୩ ଦିନ ଶୀତ ଲୁଚକାଳି ଖେଳୁଥିବା ବେଳେ ହଠାତ୍‌ ଶନିବାର ଠାରୁ ଥଣ୍ଡା ବଢ଼ିଛି। ଶୁକ୍ରବାର ସାରୁ ଜି.ଉଦୟଗିରିରେ ଅସହ୍ୟ ଥଣ୍ଡା ଅନୁଭୂତ ହୋଇଥିଲା। ରବିବାର ସକାଳ…

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ, ସନ୍ତୋଷ ଗତ କିଛିଦିନ ପୁର୍ବରୁ ରାୟଗଡ଼ା ଜିଲାରେ ଏକ ମହୋତ୍ସବରେ ଯୋଗଦେଇ ଘରକୁ ଫେରିଥିଲେ।…

ଲୋକ ମହୋତ୍ସବ: ପାରମ୍ପରିକ ନୃତ୍ୟରେ ଝୁମିଲେ ଦର୍ଶକ

କେସିଙ୍ଗା, ୨୮ା୧୨ (ତୁମେଶର ସାହୁ): କଳାହାଣ୍ଡି ଜିଲାର ଅଗ୍ରଣୀ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ସହର ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ବୁଢ଼ାଡଙ୍ଗର ଲୋକ ମହୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ବୁଢ଼ାଡଙ୍ଗର ମନ୍ଦିରଠାରୁ ମଶାଲ ଯାତ୍ରା ସହର ପରିକ୍ରମା କରି ମହୋତ୍ସବ ମଞ୍ଚରେ…

ମା’ ହେଲା ବାଘୁଣୀ ‘ଜୟଶ୍ରୀ’: ୨ ଛୁଆ ମୃତ, ୧ ଜୀବିତ

ବାରଙ୍ଗ,୨୮ା୧୨: ନନ୍ଦନକାନନରେ ମା’ ହୋଇଛି ବାଘୁଣୀ ‘ଜୟଶ୍ରୀ’। ଜନ୍ମ ଦେଇଥିବା ୩ ଛୁଆ ମଧ୍ୟରୁ ୨ଟି ମୃତ୍ୟୁବରଣ କରିଥିବାବେଳେ ଗୋଟିଏ ଜୀବିତ ରହିଛି। ୩ ବର୍ଷୀୟ ବାଘୁଣୀ ‘ଜୟଶ୍ରୀ’ର ଏହା ପ୍ରଥମ ସନ୍ତାନ ପ୍ରସବ। ସୂଚନା ଥାଉକି, ନନ୍ଦନକାନନରେ ଏବେ ମୋଟ୍‌…

ବାଂଲାଦେଶରେ ହିନ୍ଦୁ ଯୁବକଙ୍କୁ ଜୀଅନ୍ତା ପୋଡ଼ି ହତ୍ୟା ନେଇ ବଜରଙ୍ଗ ଦଳର ପ୍ରତିବାଦ

ଜି.ଉଦୟଗିରି,୨୭।୧୨(ଚିନ୍ମୟ କୁମାର ସେଠୀ): ବାଂଲାଦେଶର ଢାକାଠାରେ ୧୮ ଡିସେମ୍ବରରେ ଇସଲାମ କଟରବାଦୀମାନେ ବାଂଲାଦେଶର ହିନ୍ଦୁ ଯୁବକ ଦୀପୁ ଦାସଙ୍କୁ ନିର୍ମମ ଭାବେ ମାରି ଜୀଅନ୍ତା ଅବସ୍ଥାରେ ଗଛରେ ଝୁଲାଇ ପୋଡ଼ି ହତ୍ୟା କରିଥିବା ଘଟଣାକୁ ନେଇ ସାରା ଭାରତରେ ବିକ୍ଷୋଭ ପ୍ରଦର୍ଶନ…

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ ମହୋତ୍ସବ ଭାବେ ଉଭା ହୋଇଥିବା ଏହି ମହୋତ୍ସବ ପାଇଁ ଜିଲା ତଥା ଜିଲା ବାହାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?