ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ
ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ ଭିତ୍ତିଭୂମିଗୁଡିକର ଉନ୍ନତୀକରଣ କାର୍ଯ୍ୟ ଜାରି ରହିଛି ବୋଲି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା…
୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍ ତଥ୍ୟ
ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ ଭୁଲ୍ ତଥ୍ୟ ଦିଆଯାଇଛି। ପୃଷ୍ଠା ସଂଖ୍ୟା-୩୧ର ପାରା-୩ ଓ ପାରା-୫ରେ ଭାରତ ଛାଡ଼ ଆନ୍ଦୋଳନ…
ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି
ଭୁବନେଶ୍ୱର,୨୮ା୧୨(ସୁନିତ୍ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ କରିଛନ୍ତି। ଏହି ଜିଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଗଜପତି, ଅନୁଗୋଳ,…
୭୦% ଚାଷୀଙ୍କୁ ମିଳୁନି କେସିସି ଋଣ
ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା ଲାଗି ବିଭାଗୀୟ ସଚିବ ଏବଂ ବରିଷ୍ଠ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି। ହେଲେ ବାସ୍ତବରେ ତାହା…
ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା
ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ। ତେବେ ଜାନୁଆରୀ ପହିଲାରୁ ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍ ବଢ଼ିବ…
ସରକାରଙ୍କ ବଡ଼ ଘୋଷଣା, ଅନ୍ଲାଇନରେ ହେବନି…
କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍ଲାଇନରେ ଗ୍ରହଣ କରାଯିବ। ଏ ନେଇ ସମସ୍ତ ଆର୍ଟିଓଙ୍କୁ ରାଜ୍ୟ ପରିବହନ ପ୍ରାଧିକରଣ (ଏସ୍ଟିଏ)ଙ୍କ ଦ୍ୱାରା ନିର୍ଦ୍ଦେଶ ଜାରି…
ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ
ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ ଦାୟିତ୍ୱହୀନତା ଯୋଗୁ ରୋଗୀଙ୍କ ଜୀବନ ସହ ଖେଳ କରାଯାଉଥିବା ନେଇ ପୁଣି ଏକ ସାଂଘାତିକ…
ପାରମ୍ପରିକ ‘ଟୋକି ପର୍ବ’ ପାଇଁ ଚଳଚଞ୍ଚଳ କଳାହାଣ୍ଡି: ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…
ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ ଟୋକି ମରା ବା ‘ଟୋକି ପର୍ବ’ ଅନୁଷ୍ଠିତ ହେବ। ଧରଣୀ ମାତାଙ୍କ ଆଶୀର୍ବାଦ ଭିକ୍ଷା…
ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି…
ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ ଘଟିଛି। ଏଠାର ଋଷିକୁଲ୍ୟା ରେଳ ବ୍ରିଜ ଉପରକୁ ହଠାତ ଜଣେ ଯୁବକ ଚଢି ଯାଇଥିଲେ…
ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍ ଜବତ
ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍ପି ଅଭିଳାଷ ଜି. ସ୍ଥାନୀୟ ଏସପି ଅଫିସରେ ଏକ ଖବରଦାତା ସମ୍ମିଳନୀ କରି ଏନେଇ ସୂଚନା…
ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ
ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି। ବଡ ପୁଅ ଘର ଖଣ୍ଡେ ପାଇଛି। ସାନପୁଅ ବୋହୁ ବାପା ପାଖରେ ରହୁଛନ୍ତି। ଆଜକୁ…
ରାସ୍ତାରେ ଟ୍ରକ୍ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…
ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍ ଗେଟ୍ ନିକଟରେ ଏକ ସିମେଣ୍ଟ ବୋଝେଇ ଟ୍ରକ୍ ଦୁର୍ଘଟଣାର ଶିକାର ହୋଇଛି। ଏଥିରେ କାହାର କୌଣସି କ୍ଷତି…

