ରାଜ୍ୟ

୨୩ରେ କାନ୍‌ସରେ ପ୍ରଦର୍ଶନ ହେବ ଓଡ଼ିଆ ଫିଲ୍ମ ‘ସ୍ବାହା’

ଭୁବନେଶ୍ୱର,୧୮।୫(ବ୍ୟୁରୋ): କାନ୍‌ସ ଫିଲ୍ମ ଫେଷ୍ଟିଭାଲରେ ପ୍ରଦର୍ଶନ ହେବ ଓଡ଼ିଆ ଫିଲ୍ମ। ଫେଷ୍ଟିଭାଲ ଦି କାନ୍‌ସ ୨୦୧୯ର ଶର୍ଟ ଫିଲ୍ମ କର୍ନରରେ ଆସନ୍ତା ୨୩ତାରିଖରେ ଓଡ଼ିଆ କ୍ଷୁଦ୍ର ଚଳଚ୍ଚିତ୍ର ‘ସ୍ବାହା’ ପ୍ରଦର୍ଶନ ହେବାକୁ ମନୋନୀତ ହୋଇଛି। ଟେମ୍ପୁଲ୍‌ ସିଟି ଏଣ୍ଟରଟେନ୍‌ମେଣ୍ଟ ଏବଂ ପି.ଏସ୍‌.…

ଆଜି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୮।୫(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ରାଜ୍ୟର ୨୦ ସହରରେ ଶନିବାର ଅନୁଷ୍ଠିତ ହେବ। ୫୩ କେନ୍ଦ୍ରରେ ଦୁଇଟି ସିଟିଂରେ ଅଫ୍‌ଲାଇନ୍‌ ପରୀକ୍ଷା ହେବ। ଏଥିଲାଗି ୨୯ହଜାର ୯ଶହ ଛାତ୍ରୀଛାତ୍ର ପଞ୍ଜୀକରଣ କରିଛନ୍ତି। ସକାଳ ୯ଟାରୁ ମଧ୍ୟାହ୍ନ ୧୨ଟା ଯାଏ ବି.ଫାର୍ମ…

ସ୍ବାସ୍ଥ୍ୟ ବିଭାଗର ସୂଚନା: ପୁରୀ ଜିଲାରେ ହଇଜା ହୋଇନି

ଭୁବନେଶ୍ୱର,୧୮।୫(ବ୍ୟୁରୋ): ବାତ୍ୟା କ୍ଷତିଗ୍ରସ୍ତ ପୁରୀ ଜିଲାର କୌଣସି ଅଞ୍ଚଳରେ ହଇଜା ଦେଖାଦେଇ ନାହିଁ। ଯେଉଁ କେତେଜଣ ଝାଡ଼ାବାନ୍ତି ରୋଗୀ ଚିକିତ୍ସାଳୟ ଆସୁଛନ୍ତି, ସେମାନଙ୍କ ମଧ୍ୟରୁ ସଂଖ୍ୟାଧିକ ବାସିଖାଦ୍ୟ ଓ ଭୋଜି ଖାଇ ଏଭଳି ଅସୁସ୍ଥ ହୋଇପଡ଼ୁଛନ୍ତି। କିନ୍ତୁ ଗୋଟିଏ ହେଲେ ନମୁନା…

ଆଜି ଅନ୍ତର୍ଜାତୀୟ ସଂଗ୍ରହାଳୟ ଦିବସ: ଧ୍ୱସ୍ତବିଧ୍ୱସ୍ତ ସଂଗ୍ରହାଳୟ ସୌନ୍ଦର୍ଯ୍ୟ

ଭୁବନେଶ୍ୱର,୧୮।୫(ସସ୍ମିତା ପାଇକରାୟ): କିଛି ଘଣ୍ଟାର ତାଣ୍ଡବ ମଧ୍ୟରେ ସବୁକିଛି ଉଜାଡ଼ିଦେଇ ଚାଲିଗଲା ଫନୀ। ଏହାର ପ୍ରକୋପରୁ ବାଦ୍‌ ପଡ଼ିଲାନି ଇତିହାସକୁ ସାଇତି ରଖୁଥିବା ସଂଗ୍ରହାଳୟ। ପୁରାତନ ସଭ୍ୟତାର କଳା, ସଂସ୍କୃତି, ଐତିହ୍ୟ ଓ ପରମ୍ପରାକୁ ନୂତନ ସଭ୍ୟତା ପାଖରେ ପହଞ୍ଚାଇବାରେ ପ୍ରମୁଖ…

ବିଏମ୍‌ସି ମୁଖ୍ୟାଳୟରେ ସମୀକ୍ଷା ବୈଠକ: ସୋମବାର ସୁଦ୍ଧା ଜଳିବ ସବୁ ଷ୍ଟ୍ରିଟଲାଇଟ୍‌

ଭୁବନେଶ୍ୱର,୧୮।୫(ବ୍ୟୁରୋ): ବାତ୍ୟା ‘ଫନୀ’ର ପ୍ରଳୟରେ ଭୁବନେଶ୍ୱରରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଏଯାବତ୍‌ ସମସ୍ତ ଅଞ୍ଚଳରେ ବିଦ୍ୟୁତ୍‌ ସେବା ସ୍ବାଭାବିକ ହୋଇପାରି ନ ଥିବା ବେଳେ ମୁଖ୍ୟ ରାସ୍ତାଗୁଡ଼ିକୁ ଛାଡ଼ିଦେଲେ ଅନ୍ୟ ରାସ୍ତାରେ ଲଗାଯାଇଥିବା ଷ୍ଟ୍ରିଟଲାଇଟ୍‌ଗୁଡ଼ିକ ଜଳୁନାହିଁ। ଏ ନେଇ ଶୁକ୍ରବାର ଭୁବନେଶ୍ୱର…

ଦୁର୍ଗମ ଇଲାକାରେ ପହଞ୍ଚିଲା ସ୍ବାସ୍ଥ୍ୟ ବିଭାଗ: ଦ୍ୱାର ମୁହଁରେ ଚିକିତ୍ସା ବ୍ୟବସ୍ଥା

ନୂଆପଡା ଅଫିସ,୧୭ା୫: ନୂଆପଡ଼ା ଜିଲାର ସବୁଠାରୁ ଦୁର୍ଗମ ସୁନାବେଡା ଅଭୟାରଣ୍ୟରେ ସ୍ବାସ୍ଥ୍ୟ ସେବା ଦୁର୍ଲଭ । ଲୋକେ ଆଜି ବି ସ୍ବାସ୍ଥ୍ୟ ଭଳି ମୌଳିକ ସେବାରୁ ବଞ୍ଚତ୍ତ ରହୁଛନ୍ତି । ସରକାରୀ ଚିକିତ୍ସା ବ୍ୟବସ୍ଥାରୁ ଆସ୍ଥା ହରାଇ ଜଡିବୁଟି ଭଳି ଘରୋଇ…

ହରିଶଙ୍କରରୁ ନୃସିଂହନାଥକୁ ପାହାଡ ଚଢି ଯିବା ମଜା ନିଆରା

ଖପ୍ରାଖୋଲ, ୧୭ା୫(ଡି.ଏନ.ଏ.):ବଲାଙ୍ଗୀର ଜିଲା ଓ ବରଗଡ ଜିଲା ସୀମାନ୍ତରେ ରହିଛି ଗନ୍ଧମାର୍ଦ୍ଦନ ପାହାଡ ା ପାହାଡର ଦୁଇପାର୍ଶ୍ୱରେ ହରିଶଙ୍କର ଏବଂ ନୃସିଂହନାଥ ପୀଠ ା ବର୍ଷ ସାରା ଦୁଇ ପୀଠର ପ୍ରାକୃତିକ ସୌନ୍ଦର୍ଯ୍ୟ ସହିତ ଧାର୍ମିକ, ଆଧ୍ୟାତ୍ମିକ, ପୌରାଣିକ, କିମ୍ବଦନ୍ତକୁ ନେଇ…

ଶିକ୍ଷକଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୩୭ ହଜାର ଲୁଟ୍‌

ବଲାଙ୍ଗୀର ଅଫିସ, ୧୭ା୫: ଅଭିନବ ଉପାୟରେ ଜଣେ ଶିକ୍ଷକଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୩୭ ହଜାର ଟଙ୍କା ଲୁଟ୍‌ କରାଯାଇଥିତ୍ତ୍ବା ଅଭିଯୋଗ ହୋଇଛି ା ଶିକ୍ଷକ ଜଣକ ଏ ନେଇ ବଲାଙ୍ଗୀର ଟାଉନ୍‌ ଥାନାରେ ଅଭିଯୋଗ କରିଛନ୍ତି ା ବଲାଙ୍ଗୀର ଜିଲା ତୁଷରା…

ଅବକାରୀ ବିଭାଗ ଓ ପୋଲିସ ପକ୍ଷରୁ ମିଳିତ ଚଢାଉ: ୧୮୦୦ ଲିଟର ପୋଚ ନଷ୍ଟ

ଭୁବନ,୧୭।୫(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ମିଳିତ ଭାବେ ଶୁକ୍ରବାର ଭୁବନ ଅଞ୍ଚଳରେ ଚଢ଼ାଉ କରାଯାଇ ୧୮୦୦ ଲିଟର ମହୁଲ ପୋଚ ସହ ସମସ୍ତ ମଦ ରନ୍ଧା ସରଞ୍ଜାମ ନଷ୍ଟ କରାଯାଇଛି। ଢେଙ୍କାନାଳ ଏସ୍‌ପି ଅନୁପମା ଜେମ୍ସ ଓ…

ଠାକୁରଗଡ଼ ଅଞ୍ଚଳରେ ଝଡ଼ତୋଫାନ, ଗଛ ପଡ଼ି ରାସ୍ତା ଅବରୋଧ

ବଇଣ୍ଡା,୧୭।୫(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ତଥା ଆଖପାଖ ଅଞ୍ଚଳରେ ଗୁରୁବାର ସାରେ ଝଡ଼ତୋଫାନ ସହ ପ୍ରବଳ ବର୍ଷା ହୋଇଥିଲା। ଫଳରେ ଠାକୁରଗଡ଼ ମଇମୁରା ରାସ୍ତାର ଶିବ ମନ୍ଦିର ନିକଟରେ ଥିବା ଏକ ଆମ୍ବଗଛ ଭାଙ୍ଗିଯିବାରୁ ଠାକୁରଗଡ଼-ମଇମୁରାକୁ ଯୋଗଯୋଗ ବିଚ୍ଛିନ୍ନ ହୋଇପଡ଼ିଥିଲା। ଶୁକ୍ରବାର ସକାଳେ…

ଥାନା ନିକଟରୁ ବାଇକ ଚୋରି

ବଇଣ୍ଡା,୧୭।୫(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ନିକଟସ୍ଥ ଲକ୍ଷ୍ମୀବଜାର ନିକଟରୁ ଶୁକ୍ରବାର ସକାଳେ ଏକ ବାଇକ (ନଂ.ଓଆର୧୯ଜେ୨୧୬୯) ଚୋରି ହୋଇଯାଇଛି। ଏ ନେଇ ବାଇକ ଚାଳକ ସାନହୁଲା ଗ୍ରାମର ବୁଲେଟ ବିହାରୀ ସାହୁ ଥାନାରେ ଅଭିଯୋଗ କରିଛନ୍ତି। ବୁଲେଟ ସକାଳେ ଠାକୁରଗଡ଼ ଗ୍ରାମ…

ବାତ୍ୟା ପରେ ବିଗୁଡୁଛି ପରିମଳ ବ୍ୟବସ୍ଥା: କୋମାରେ ଗାଁ କଲ୍ୟାଣ ସମିତି

ବ୍ରହ୍ମଗିରି, ୧୭ା୫(ଡି.ଏନ୍‌.ଏ.)-ପ୍ରଳୟଙ୍କରୀ ବାତ୍ୟା ଫନୀ ପୁରୀ ଜିଲାରେ ତାଣ୍ଡବ ରଚିଛି। ଏଥିରେ ସବୁଠୁ ଅଧିକ କ୍ଷତିଗ୍ରସ୍ତ ହୋଇଛି ବ୍ରହ୍ମଗିରି ବ୍ଲକ। ବାତ୍ୟା ପରେ ବିଗୁଡୁଛି ଗାଁ ପରିମଳ ବ୍ୟବସ୍ଥା। ଗାଁ ଚାରିପଟେ ଗଦାହୋଇଛି କୁଢ କୁଢ ଆବର୍ଜନା। ପରିବେଷ ଏବେ ଦୁଷିତ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?