କନ୍ଦରପୁର ବଜାର କମିଟି ସଭାପତିଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଥାନା ଘେରାଉ
କଟକ ସଦର,୧୬।୫(ଡି.ଏନ୍.ଏ.): କମିଶନରେଟ ପୋଲିସ ବ୍ୟବସ୍ଥା ଅନ୍ତର୍ଗତ କନ୍ଦରପୁର ବଜାର କମିଟି ସଭାପତି ସ୍ମୃତି ରଞ୍ଜନ ପ୍ରଧାନ(୪୩)ଙ୍କୁ ମଙ୍ଗଳବାର ରାତିରେ ମରଣାନ୍ତକ ଆକ୍ରମଣ କରାଯାଇଥିଲା। ଘଟଣାରେ ସମ୍ପୃକ୍ତ ଥିବା ସମସ୍ତ ୮ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଗୁରୁବାର ବଜାର କମିଟି ପକ୍ଷରୁ…
ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ: ସପ୍ତାହକ ମଧ୍ୟରେ କ୍ଷୟକ୍ଷତି ଆକଳନ
ପୁରୀ ଅଫିସ,୧୬ା୫: ବାତ୍ୟା କ୍ଷତିଗ୍ରସ୍ତ ପୁରୀ ଜିଲାରେ ରିଲିଫ ଏବଂ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏ ନେଇ ବୁଧବାର ଅପରାହ୍ନରେ ପୁରୀ ସର୍କିଟ ହାଉସ୍ରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏହାପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,…
କଂଗ୍ରେସ: ସ୍ଥିତି ବଜାୟ ରଖିବା ଚ୍ୟାଲେଞ୍ଜ
ଭୁବନେଶ୍ୱର,୧୬।୫(ବ୍ୟୁରୋ): ସାଧାରଣ ନିର୍ବାଚନ ଫଳାଫଳ ଆସନ୍ତା ୨୩’ରେ ପ୍ରକାଶ ପାଇବ। ଏହା ପୂର୍ବରୁ କେଉଁ ଦଳ କେତେସଂଖ୍ୟକ ଆସନ ଜିତିବ, ସେନେଇ ଅଙ୍କକଷା ଚାଲିଛି। ଓଡ଼ିଶାରେ ଏକସଙ୍ଗରେ ହୋଇଥିବା ଲୋକ ସଭା ଏବଂ ବିଧାନସଭା ନିର୍ବାଚନରେ ମୁଖ୍ୟତଃ ଭାଜପା-ବିଜେଡି ମଧ୍ୟରେ ପ୍ରତ୍ୟକ୍ଷ…
ପୋଲିସ ପ୍ରଶାସନରେ ଅଭିଯୁକ୍ତ ପୁରସ୍କୃତ: ୪୦ ଇନ୍ସପେକ୍ଟର, ୧୪ ଏସିପିଙ୍କ ନାମରେ ଏକାଧିକ ଅଭିଯୋଗ
ଭୁବନେଶ୍ୱର,୧୬ା୫ (ବ୍ୟୁରୋ): ସମସ୍ତଙ୍କ ପାଇଁ ଆଇନ ସମାନ। ଅପରାଧ ଅନୁଯାୟୀ ଜଣେ ସାଧାରଣ ବ୍ୟକ୍ତିଙ୍କ କ୍ଷେତ୍ରରେ ଯେଉଁ ଦଫା ଲାଗେ ଜଣେ ପୋଲିସ ବିରୋଧରେ ମଧ୍ୟ ସେହି ଦଫା ଲାଗିଥାଏ। କିନ୍ତୁ ପୋଲିସ ନିଜ କ୍ଷମତାର ଦୁରୁପଯୋଗ କରି ଆଇନକୁ ଦଳିମକଚି…
ପଲିଥିନ ବଣ୍ଟନରେ ଅନିୟମିତତା ଅଭିଯୋଗ: ତହସିଲଦାରଙ୍କୁ ନ ପାଇ ବିଡିଓଙ୍କୁ ଘେରିଲେ ଗ୍ରାମବାସୀ
କଣ୍ଟାପଡା,୧୫।୫(ଡି.ଏନ୍.ଏ.): ସାମୁଦ୍ରିକ ବାତ୍ୟା ଫନୀରେ କ୍ଷତିଗ୍ରସ୍ତ କଣ୍ଟାପଡା ବ୍ଲକ ଅନ୍ତର୍ଗତ ପାଟସୁନ୍ଦରପୁର ପଞ୍ଚାୟତରେ ବାତ୍ୟା ବିପନ୍ନଙ୍କୁ ପଲିଥିନ ବଣ୍ଟନରେ ଅନିୟମିତତା ହୋଇଥିବା ପାଟସୁନ୍ଦରପୁର ଗ୍ରାମବାସୀଙ୍କ ପକ୍ଷରୁ ବୁଧବାର କଣ୍ଟାପଡା ତହସିଲଦାରଙ୍କ ନିକଟରେ ଅଭିଯୋଗ ହୋଇଛି। ତେବେ ଅଭିଯୋଗ କରିବାକୁ ଆସିଥିବା ଗ୍ରାମବାସୀମାନେ…
ଝରକା ବାଟେ ବାହାରକୁ ଗରମ ପାଣି ଫିଙ୍ଗିଲେ ସହାୟିକା, ଅଙ୍ଗନଓ୍ବାଡି ଶିଶୁ ଗୁରୁତର
ସୋନପୁର/ବୀରମହାରାଜପୁର,୧୪।୫(ନି.ପ୍ର.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଜଟିଆପାଲି ଅଙ୍ଗନୱାଡି କେନ୍ଦ୍ରରେ ମଙ୍ଗଳବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି। କେନ୍ଦ୍ରର ସହାୟିକା ବେଦମତୀ ମହାକୁର ଶିଶୁକନ୍ୟା ପ୍ରୀତିମୟୀ ମହାକୁର(୩)ଙ୍କ ଉପରକୁ ଗରମ ପାଣି ଫିଙ୍ଗି ଦେବାରୁ ତାଙ୍କ ଶରୀରର ୬୦ ପ୍ରତିଶତ…
ପ୍ରତିଶ୍ରୁତି ଦେଇଥିବା ଅଧିକାରୀଙ୍କୁ ପାଇଲେନି: ଲୋକେକାର୍ଯ୍ୟ ବନ୍ଦକରି ବିଦ୍ୟୁତ୍ ଅଫିସ ଘେରିଲେ
ଭୁବନେଶ୍ୱର, ୧୪ା୫(ବ୍ୟୁରୋ)- ତାରିଖ ପରେ ତାରିଖ ଘୁଞ୍ଚୁଛି। ହେଲେ ମିଳିପାରୁନି ବିଦ୍ୟୁତ୍ ସେବା। ବାତ୍ୟା ପରଠାରୁ ବିନା ବିଦ୍ୟୁତ୍ରେ ଛଟପଟ ହେଉଥିବା ବିପନ୍ନମାନେ ଧୈର୍ଯ୍ୟହରାଇ ଆନ୍ଦୋଳନାତ୍ମକ ପନ୍ଥାକୁ ଆପଣାଉଛନ୍ତି। ପ୍ରତିଶ୍ରୁତି ଦେଇ ଅଧିକାରୀମାନେ ଲୁଚି ରହୁଥିବାବେଳେ କାର୍ଯ୍ୟରତ କର୍ମଚାରୀ ଓ ଶ୍ରମିକମାନେ…
ନିଶାରେ ଭାସିଥିଲା ନିର୍ବାଚନ
କଟକ ଅଫିସ, ୧୩।୫: ନିଶାରେ ଭାସିଥିଲା ଓଡ଼ିଶାର ସଦ୍ୟ ସମାପ୍ତ ସାଧାରଣ ନିର୍ବାଚନ। ଭଦ୍ରକରେ ନିର୍ବାଚନ ସମୟରେ ବିଷାକ୍ତ ମଦ ପିଇ ୧୦ ଜଣ ପ୍ରାଣ ହରାଇଥିଲେ। କିନ୍ତୁ ନିର୍ବାଚନ ପରବର୍ତ୍ତୀ ସମୟରେ ଫନୀ ବିଭୀଷିକା ଏହି ବୃହତ୍ ଘଟଣାକୁ ଚାପି…
୪ ଦିନ ପର୍ଯ୍ୟନ୍ତ କାଳବୈଶାଖୀ: ବଜ୍ରପାତରେ ୨ ଜଣଙ୍କ ଜୀବନ ଗଲା
ଭୁବନେଶ୍ୱର,(ବ୍ୟୁରୋ)/କୁନ୍ଦୁରା,୧୩।୫(ଡି.ଏନ୍.ଏ.)-ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳି ଲୋକଙ୍କୁ ହନ୍ତସନ୍ତ କରିଦେଲାଣି। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଏହିଭଳି ତାତି ଅନୁଭୂତ ହେବ। ଏହି ସମୟରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ହେବା ସମ୍ଭାବନା ରହିଛି…
ପୁରୀ ଜିଲାରେ ବାତ୍ୟା ପରବର୍ତ୍ତୀ ସ୍ଥିତି ପରଖିବେ ସ୍ବାସ୍ଥ୍ୟ ସଚିବ : ବାତ୍ୟା କ୍ଷତିଗ୍ରସ୍ତ ପୁରୀ, ଖୋର୍ଦ୍ଧା ଜିଲାରେ କାର୍ଯ୍ୟ କରିବେ ୨୦ ଡାକ୍ତର
ଭୁବନେଶ୍ୱର,୧୩।୫(ବ୍ୟୁରୋ)- ବାତ୍ୟା ପରବର୍ତ୍ତୀ ସ୍ବାସ୍ଥ୍ୟସେବା ତଦାରଖ ଲାଗି ବିଭାଗୀୟ ଶାସନ ସଚିବଙ୍କ ସହ ଅନ୍ୟ ଆଇଏଏସ୍ ଓ ଓଏଏସ୍ ଅଧିକାରୀମାନେ ସୋମବାର ପୁରୀ ଜିଲାର ବିଭିନ୍ନ ବ୍ଲକ ଗସ୍ତ କରିବେ। ବାତ୍ୟାରେ ବ୍ୟାପକ କ୍ଷତିଗ୍ରସ୍ତ ହୋଇଥିବା କୃଷ୍ଣପ୍ରସାଦ ବ୍ଲକକୁ ସ୍ବାସ୍ଥ୍ୟ ବିଭାଗ…
ଚାଲିଲା ୧୮ ଏକ୍ସପ୍ରେସ୍ ଟ୍ରେନ୍ : ପୁରୀରୁ ସମସ୍ତ ଏକ୍ସପ୍ରେସ୍ ଟ୍ରେନ୍ ସେବା ଆରମ୍ଭ
ଭୁବନେଶ୍ୱର,୧୩।୫(ବ୍ୟୁରୋ)-ବାତ୍ୟା ପାଇଁ ବାତିଲ ହୋଇଥିବା ସମସ୍ତ ଏକ୍ସପ୍ରେସ୍ ଟ୍ରେନ୍ ପୁଣିଥରେ ଚଳାଚଳ ଆରମ୍ଭ କରିଛି। ରବିବାରଠାରୁ ଦେଶର ବିଭିନ୍ନ ପ୍ରାନ୍ତକୁ ମୋଟ ୧୮ ଏକ୍ସପ୍ରେସ୍ ଟ୍ରେନ୍ ପୂର୍ବ ନିର୍ଦ୍ଧାରିତ ସମୟ ଅନୁଯାୟୀ ଚଳାଚଳ ଆରମ୍ଭ କରିଛି। ଏହାମଧ୍ୟରୁ କେବଳ ପୁରୀରୁ ୧୫…
ଚିଲିକାରେ ୪ ନୂଆ ମୁହାଣ : ବଢ଼ିଛି ଲବଣ ମାତ୍ରା
ଭୁବନେଶ୍ୱର,୧୩।୫(ବ୍ୟୁରୋ)- ବାତ୍ୟା ‘ଫନୀ’ ପ୍ରଭାବରେ ଚିଲିକାରେ ୪ ନୂଆ ମୁହାଣ ସୃଷ୍ଟି ହୋଇଛି। ପୂର୍ବରୁ ଥିବା ଦୁଇଟି ମୁହାଣ ମଝିରେ ଆଉ ତିନୋଟି ଏବଂ ଉତ୍ତରପଟକୁ ଆଉ ଗୋଟିଏ ମୁହାଣ ଖୋଲିଛି। ନୂଆ ମୁହାଣ ଖୋଲିବା ଦ୍ୱାରା ଚିଲିକାରେ ଲବଣର ମାତ୍ରା…

