କୋଲାବ ଜଳଭଣ୍ଡାରରେ ୩ ଜଣ ନବୋଦୟ ଛାତ୍ରଙ୍କ ମୃତ୍ୟୁ ଘଟଣା, ୩ ନିଲମ୍ବିତ
କୋରାପୁଟ, ୮।୩( ଅମିତାଭ ବେହେରା ): କୋରାପୁଟ କୋଲାବ ଜଳଭଣ୍ଡାରରେ ଶନିବାର ନବୋଦୟ ବିଦ୍ୟାଳୟର ତିନି ଛାତ୍ର ବୁଡ଼ି ମୃତ ଘଟଣାରେ ରବିବାର ନବୋଦୟ ସଂସ୍ଥାର ଆଞ୍ଚଳିକ କେନ୍ଦ୍ର ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । କୋରାପୁଟ ନବୋଦୟ ବିଦ୍ୟାଳୟର ୨…
ଅନ୍ତର୍ଜାତୀୟ ମହିଳା ଦିବସ, ସୁସ୍ଥ ସମାଜ ଗଠନରେ ମହିଳାମାନଙ୍କ ଭୂମିକା ଅନନ୍ୟ
ବରଗଡ଼,୮।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି । ବରଗଡ଼ ନେହେରୁ ଏସୋସିଏସନ ମହିଳା ସମିତି ପକ୍ଷରୁ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମିତିର ସଭାପତି ସୁଷମା ଭୋଇ ସ୍ୱାଗତ ଭାଷଣ ଦେଇ ସମାଜରେ ମହିଳାଙ୍କ…
ଭାରତୀୟ ବାଇସନ ମହୋତ୍ସବ: ଡେବ୍ରିଗଡ଼ରେ ହେବ ଭାରତର ପ୍ରଥମ ଜାତୀୟ ଗୟଳ ପାର୍କ
ବରଗଡ,୮।୩(ପ୍ରେମାନନ୍ଦ ଖମାରୀ): ଡେବ୍ରିଗଡ଼ ଅଭୟାରଣ୍ୟ ଆସନ୍ତା କିଛିଦିନ ମଧ୍ୟରେ ଭାରତ ବର୍ଷର ପ୍ରଥମ ଜାତୀୟ ଗୟଳ ପାର୍କଭାବେ ଅଭିହିତ ହେବ । ରବିବାର ଭାରତୀୟ ବାଇସନ (ଗୟଳ) ମହୋତ୍ସବ ଉଦଘାଟନୀ ଉତ୍ସବରେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନର ବନଖଣ୍ଡ ଅଧିକାରୀ ଅଂଶୁପ୍ରଜ୍ଞା ଦାସ…
ମହିଳା ଡାଟା ଏଣ୍ଟ୍ରି ଅପରେଟରଙ୍କ ଆତ୍ମହୁତି ଉଦ୍ୟମ, ଫିନାଇଲ୍ ପିଇ ଦେହରେ ନିଆଁ….
ରାୟଗଡ଼ା,୮ା୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାର ଅଧିଷ୍ଟାତ୍ରୀ ଦେବୀ ମା ମଝିଘରିଆଣିଙ୍କ ମନ୍ଦିର ନିକଟରେ ଅଘଟଣ । ନିଜ ଦେହରେ ନିଆଁ ଲଗାଇ ଜଣେ ମହିଳାଙ୍କ ଆତ୍ମହତ୍ୟା ଉଦ୍ଯମ କରିଛନ୍ତି । ମହିଳା ଜଣକ ରାୟଗଡା ସହରର ଇନ୍ଦିରାନଗର ଅଞ୍ଚଳର ଶୁଭଦ୍ରା ମାଝୀ…
ଧରିତ୍ରୀରେ ଖବର ପ୍ରକାଶ ପରେ ପୌର ପ୍ରଶାସନର ତତ୍ପରତା, ବିଜ୍ଞାପନ ବୋର୍ଡ଼….
ରାୟଗଡ଼ା,୮ା୩(ଆଶିଷ ରଞ୍ଜନ ପଣ୍ଡା): ଧରିତ୍ରୀରେ ‘ପରିବେଶ ନଷ୍ଟ କରୁଛି ସୁନା ଋଣ ସଂସ୍ଥା ଆଇଆଇଏଫଏଲ୍’ ଶୀର୍ଷକ ରବିବାର ପ୍ରକାଶ ପାଇବା ପରେ ତତ୍ପରତା ଦେଖାଇଛି ପୌର ପ୍ରଶାସନ । ରବିବାର ପୌର ନିର୍ବାହୀ ଅଧିକାରୀ କୁଲଦୀପ କୁମାରଙ୍କ ନିର୍ଦ୍ଦେଶକ୍ରମେ ପୌର କର୍ମଚାରୀ…
ପାରିବାରିକ ହିଂସା, ବାପାଙ୍କ ବେକ କାଟିଦେଲେ ପୋଷ୍ୟ ପୁଅ
ଦିଗପହଣ୍ଡି,୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ରବିବାର ଅପରାହ୍ନ ପ୍ରାୟ ୧ ଟାରେ ଏକ ଅଭାବନୀୟ ଘଟଣା ଘଟିଛି । ପାରିବାରିକ ହିଂସା କାରଣରୁ ପୋଷ୍ୟପୁଅ କୁନା ସାହୁ ଉତ୍ତେଜିତ ହୋଇ ତାଙ୍କ ବୃଦ୍ଧ ବାପା…
ଅନ୍ତର୍ଜାତୀୟ ମହିଳା ଦିବସରେ ପୁରସ୍କୃତ ହେଲେ ସିଡିପିଓ
ଦାରିଙ୍ଗବାଡ଼ି,୮ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସମ୍ମନ୍ବିତ ଶିଶୁ ଓ ମହିଳା ବିକାଶ କାର୍ଯ୍ୟାଳୟର ସିଡିପିଓ ସନ୍ଧ୍ୟାରାଣୀ ପଣ୍ଡାଙ୍କ ସରକାରୀ କାର୍ଯ୍ୟରେ ଉତ୍ତମ ପ୍ରଦର୍ଶନ ପାଇଁ ଅନ୍ତର୍ଜାତୀୟ ମହିଳା ଦିବସରେ ଜିଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧିତ ହୋଇଛନ୍ତି। ଏହି ପୁରସ୍କାର…
କେନ୍ଦୁଝରରେ ବଜେଟ୍ ପରବର୍ତ୍ତୀ ରୂପରେଖ ଉପସ୍ଥାପନ କଲେ ମନ୍ତ୍ରୀ ଗଣେଶରାମ ସିଂଖୁଣ୍ଟିଆ
କେନ୍ଦୁଝର,୮ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା ସରକାରଙ୍କ ୨୦୨୬-୨୭ ଆର୍ଥିକ ବର୍ଷର ରାଜ୍ୟ ବଜେଟ୍ ସମ୍ପର୍କରେ ସୂଚନା ପ୍ରଦାନ କରିବା ନିମନ୍ତେ କେନ୍ଦୁଝରଠାରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ସିଂଖୁଣ୍ଟିଆ ଯୋଗଦେଇ…
ତପ୍ତପାଣି ଘାଟିରେ ଓଲଟିଲା ଅଟୋ, ୭ ଗୁରୁତର ଆହତ
ଦିଗପହଣ୍ଡି,୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ରବିବାର ମଧ୍ୟାହ୍ନ ପ୍ରାୟ ସାଢ଼େ ୧୨ ଟାରେ ଏକ ଯାତ୍ରୀବାହୀ ଅଟୋ ଦୁର୍ଘଟଣା । ଅଟୋ ଓଲଟି ପଡ଼ିବାରୁ ୭ ଜଣ ଗୁରୁତର ଆହାତ ହୋଇଛନ୍ତି । ଆହତମାନେ ହେଲେ ଗଞ୍ଜାମ…
ଵାଲଡ଼ା ନାଗେଶ୍ୱରୀ ପାହାଡ଼ରେ ଲୋକ ଅଧିକାର ଯାତ୍ରା ଦଳର ବୈଠକ, ଖଣି ଖନନ କରିବାକୁ ଦିଆଯିବନି…
ନନ୍ଦପୁର,୮।୩(ତୁଷାର କାନ୍ତ ମହାନ୍ତି): ଉତ୍କଳ ଗୌରବ ମଧୁସୁଦନ ଦାସଙ୍କ ଜନ୍ମ ପୀଠରୁ ପ୍ରାକୃତିକ ସମ୍ପଦର ସୁରକ୍ଷା ନିମନ୍ତେ ବାହାରିଥିବା ଲୋକ ଅଧିକାର ଯାତ୍ରା ଦଳ କୋରାପୁଟ ଜିଲା ନନ୍ଦପୁର ବ୍ଲକର ବାଲଡ଼ା ନାଗେଶ୍ୱରି ପାହାଡରେ ପହଞ୍ଚିଛି । ଦଳକୁ ନାଗେଶ୍ଵରୀ ମାଳି ଡଙ୍ଗର…
ଅନ୍ତର୍ଜାତୀୟ ମହିଳା ଦିବସରେ ଯାତାୟାତ ପାଇଁ ସଂଘର୍ଷ କରୁଛନ୍ତି ମହିଳା
ଦାରିଙ୍ଗବାଡ଼ି,୮ା୩(ଅରୁଣ ସାହୁ): ଆଜି ବିଶ୍ୱ ପାଳୁଛି ମହିଳା ଦିବସ। ଏହି କ୍ରମରେ ଦାରିଙ୍ଗବାଡ଼ିଠାରେ ଏହି ଦିନରେ ଏକାଧିକ ସ୍ଥାନରେ ଏହି ଦିବସ ବଡ଼ ଧୂମ୍ଧାମରେ ପାଳନ କରାଯାଉଛି। ଏଥିପାଇଁ ଉକ୍ତ ଦାରିଙ୍ଗବାଡ଼ି ଚଳଚଞ୍ଚଳ ହୋଇପଡ଼ିଛି। ଏହି କାର୍ଯ୍ୟକ୍ରମରେ ଯୋଗଦେବାକୁ ବ୍ଲକର ୨୫…
ବଡ଼ ଘୋଷଣା କଲେ ମହମ୍ମଦ ମୋକିମ୍, ଏହି ଦିନ ଲଞ୍ଚ କରିବେ ନୂଆ ଦଳ
ଭୁବନେଶ୍ବର,୮ା୩: ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ ନୂଆ ଦଳ ଲଞ୍ଚ୍ କରିବେ । ନୂଆ ଦଳର ନାଁ ‘ଓଡ଼ିଶା ଜନତା କଂଗ୍ରେସ’ ରହିବ ବୋଲି ଘୋଷଣା କରିଛନ୍ତି । ଭୁବନେଶ୍ବର ପ୍ରଦର୍ଶନୀ ପଡ଼ିଆରେ ନୂଆ ଦଳ ଲଞ୍ଚ କହିଲେ ମୋକିମ୍ ।…
Archives


