ରାଜ୍ୟ

ଟ୍ରାଫିକ ପୋଲିସ ସାଜିଲେ ସିଦ୍ଧାନ୍ତ ମହାପାତ୍ର, ଅମାନିଆ ଚାଳକଙ୍କ ସହ କଲେ ଏମିତି

ଭୁବନେଶ୍ୱର,୬ା୭: ରାଜଧାନୀ ଭୁବନେଶ୍ୱରର ଇନଫୋସିଟି ଅଞ୍ଚଳରେ ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ନେତୃତ୍ୱରେ ଏକ ହେଲମେଟ ସଚେତନତା ଅଭିଯାନ ଆୟୋଜିତ ହୋଇଯାଇଛି। ଏହି ଅଭିଯାନରେ ବିଧାୟକ ମହାପାତ୍ର ଟ୍ରାଫିକ ପୋଲିସ ବେଶରେ ନିଜେ ଉପସ୍ଥିତ ରହି ଦୁଇ ଚକିଆ ଗାଡ଼ି ଚାଳକମାନଙ୍କୁ ହେଲମେଟ…

ବିନିକାରେ ବାହୁଡ଼ାଯାତ୍ରାରେ ଅଘଟଣ: ରଥରେ ଚାପି ହୋଇ ୬ ଆହତ, ନାବାଳକଙ୍କ ଅବସ୍ଥା ସଙ୍କଟାପନ୍ନ

ବିନିକା,୬ା୭: ବିନିକା କଂସାରୀପଡ଼ାରେ ଅନୁଷ୍ଠିତ ବାହୁଡ଼ାଯାତ୍ରା ସମୟରେ ଏକ ବଡ଼ ଅଘଟଣ ଘଟିଛି। ରଥରେ ଚାପି ହୋଇ ୩ ନାବାଳକ ସମେତ ୬ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ତୁରନ୍ତ ବିନିକା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ, ଆହତମାନଙ୍କ…

ପୁରୁଷୋତ୍ତମପୁରବାସୀଙ୍କୁ ମରଣ ମୁହଁକୁ ଠେଲିଦେଉଛି ଜନସ୍ବାସ୍ଥ୍ୟ ବିଭାଗ, ହଇଜା ବ୍ୟାପିବା ଆଶଙ୍କା

ପୁରୁଷୋତ୍ତମପୁର,୬ା୭(ସୀମାଞ୍ଚଳ ମିଶ୍ର): ଯାଜପୁରରେ ମହାମାରୀ ହଇଜାକୁ ନେଇ ସାରା ରାଜ୍ୟରେ ଆତଙ୍କ ଖେଳିଯାଇଥଥିବାାବେଳେ ଏହାକୁ ନେଇ ସରକାର ଓ ପ୍ରଶାସନର ନିଦ ହଜିଯାଇଛି। ଏହି ଘଟଣା ଲୋକଙ୍କ ମନରୁ ନ ଲିଭୁଣୁ ଏଭଳି ପରିସ୍ଥିତିରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିରେ ଜନସ୍ବାସ୍ଥ୍ୟ…

ମୃତ ଶିଶୁ ପ୍ରସବ ପରେ ମା’ର ମୃତ୍ୟୁ: ନର୍ସିଂହୋମ୍‌ରେ ଉତ୍ତେଜନା

କେନ୍ଦ୍ରାପଡ଼ା,୬ା୭: କେନ୍ଦ୍ରାପଡ଼ା ଜିଲାର ଏକ ଘରୋଇ ନର୍ସିଂହୋମ୍‌ରେ ଜଣେ ପ୍ରସୂତିଙ୍କ ମୃତ୍ୟୁ ଘଟିବାରୁ ଉତ୍ତେଜନା ପ୍ରକାଶ ପାଇଛି। ଟାଉନ ଥାନା ବଳଗଣ୍ଡିସ୍ଥିତ ଏକ ନର୍ସିଂହୋମ୍‌ରେ ପ୍ରସୂତି ଜଣକ ଏକ ମୃତ ଶିଶୁ ପ୍ରସବ କରିବାର କିଛି ସମୟ ଭିତରେ ସେ ଆଖି…

ଦିଗପହଣ୍ଡିରେ ମାଡ଼ିଲା ହଇଜା, ୧୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ହୋଇ…

ଦିଗପହଣ୍ଡି,୬ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଜନଜାତି ବହୁଳ ଦୁର୍ଗମ ଗାଁ ଉସ୍ତପଲ୍ଲୀ ଗାଁରେ ହଇଜା ପ୍ରଭାବରେ ୧୦ରୁ ଊଦ୍ଧର୍‌ବ ଆକ୍ରାନ୍ତ ହୋଇଛନ୍ତି। ଆକ୍ରାନ୍ତମାନଙ୍କୁ ରବିବାର ସକାଳେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା।…

ଦ୍ରୁତଗତିରେ ଆସି ଦୋକାନ ଘର ଭିତରେ ପଶିଗଲା କାର୍‌, ଜଣେ ଗୁରୁତର

ଭଞ୍ଜନଗର,୬ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରତଳି ଲଣ୍ଡେଇସାହି ରାସ୍ତାରେ ରବିବାର ଅପରାହ୍ନ ୧ଟା ସମୟରେ ଏକ କାର ଦୋକାନ ଭିତରେ ପଶିଯାଇଥିଲା। ଫଳରେ ଦୋକାନ ସମ୍ମୁଖରେ ବସିଥିବା ଭଞ୍ଜନଗର ତହସିଲ କାର୍ଯ୍ୟାଳୟର ଅବସରପ୍ରାପ୍ତ ଡ୍ରାଇଭର ଗୋରା ଚାନ୍ଦ ପଟ୍ଟନାୟକ(୬୫) ଗୁରୁତର…

ବିଷାକ୍ତ ଛତୁ ଖାଇ ୩ ପରିବାରର ୧୧ ଆକ୍ରାନ୍ତ

ରାୟଗଡ଼ା/ଟିକିରି,୬ା୭(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ୍ଲ କୁମାର ବେହେରା): ଶନିବାର ବିଷାକ୍ତ ଜଙ୍ଗଲି ଛତୁ ଖାଇ କାଶୀପୁର ବ୍ଲକ ଅନ୍ତର୍ଗତ କୁଚେଇପଦର ପଞ୍ଚାୟତ ଅନ୍ତର୍ଗତ ଟିକରାପଡ଼ା ଗାଁର ତିନି ପରିବାରର ୧୧ ଜଣ ରୋଗାକ୍ରାନ୍ତ ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ୧୧ ଜଣଙ୍କ ମଧ୍ୟରୁ…

ଧରିତ୍ରୀରେ ଖବର ପ୍ରକାଶ ପରେ ଏନ୍‌ଏସି ପ୍ରଶାସନର ନିଦ ଭାଙ୍ଗିଲା, ଯୁଦ୍ଧକାଳୀନ ଭିତ୍ତିରେ…

ପୁରୁଷୋତ୍ତମପୁର,୬ା୭(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ପ୍ରଶାସନର ଦାୟିତ୍ୱହୀନତା ଯୋଗୁ ପରିମଳ ସେବା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ସାମାନ୍ୟ ବର୍ଷାରେ ଓ୍ବାର୍ଡ ନଂ ୯ ରଥସାହି ଜଗନ୍ନାଥମନ୍ଦିର ଉତ୍ତର ଦ୍ବାର ରାସ୍ଥାଟି ସମ୍ପୂର୍ଣ୍ଣ ଜଳାର୍ଣ୍ଣବ ହୋଇପଡୁଛି। ଯାହାକି ଜଗନ୍ନାଥଙ୍କ ରଥଯାତ୍ରାକୁ…

ଆଜି ଅପରାହ୍ନ ସୁଦ୍ଧା ଏସବୁ ଜିଲାକୁ ପ୍ରବଳରୁ ଅତି ପ୍ରବଳ ଝଡ଼ ବର୍ଷା, ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା…

ଭୁବନେଶର,୬ା୭: ସାରା ରାଜ୍ୟରେ ଜାରି ରହିଛି ବର୍ଷା। କେତେକ ଜିଲାରେ ବନ୍ୟା ପରିସ୍ଥିତି ଉପୁଜୁଥିବାବେଳେ ଲୋକମାନେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରି ସ୍ଥିତିରେ ରବିବାର ରାଜ୍ୟର ବିଭିନ୍ନ ଜିଲାକୁ ଝଡ଼ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ପ୍ରବଳରୁ…

ସିମନବାଡ଼ିରେ ସକାଳୁ ମହାବାହୁଙ୍କ ସୁନାବେଶ, ଦେଖିବାକୁ ଶ୍ରଦ୍ଧାଳୁଙ୍କ ଭିଡ଼

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସିମନବାଡ଼ିରେ ରବିବାର ସୁନାବେଶରେ ଝଲସିଛନ୍ତି ମହାବାହୁ। ଏହି ଅପରୂପ ଦୃଶ୍ୟ ଦେଖିବାକୁ ସକାଳୁ ସକାଳୁ ସିମନବାଡ଼ିରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ଶନିବାର ମହାପ୍ରଭୁ ଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ହୋଇଥିଲା। ଦେଉଳକୁ ଫେରିବା ବାଟରେ ସନ୍ଧ୍ୟାରେ…

ଖୋଲିଲା ହୀରାକୁଦ ଗେଟ୍‌, ଛଡ଼ାଗଲା ବର୍ଷର ପ୍ରଥମ ବନ୍ୟାଜଳ

ସମ୍ବଲପୁର,୬ା୭: ଆଜି ଅର୍ଥାତ୍‌ ରବିବାର ହୀରାକୁଦ ଡ୍ୟାମ୍‌ର ଗେଟ୍‌ ଖୋଲାଯାଇଛି। ପୂଜାର୍ଚ୍ଚନା ପରେ ପ୍ରଥମେ ୭ ନଂ ଗେଟ୍‌ ଖୋଲାଯାଇଥିବାବେଳେ ପର୍ଯ୍ୟାୟକ୍ରମେ ୧୨ଟି ଗେଟ୍‌ ଖୋଲାଯିବ। ଆଜି ଚଳିତବର୍ଷର ପ୍ରଥମ ବନ୍ୟାଜଳ ଛଡ଼ା ଯାଇଛି। ଉପରମୁଣ୍ଡରେ ପ୍ରବଳ ବର୍ଷା ହେବାରୁ ଏହି…

୭ଶହ ବର୍ଷର ପରମ୍ପରା ଭାଙ୍ଗିଲା: ୩ ରଥରେ ଛେରାପହରା କଲେନି ରାଜା

ରଣପୁର,୬ା୭(ସୁକାନ୍ତ କିଶୋର ଡାକୁଆ): ଦ୍ୱିତୀୟ ଶ୍ରୀକ୍ଷେତ୍ର କୁହାଯାଉଥିବା ନୟାଗଡ଼ ଜିଲା ରଣପୁର ବାହୁଡ଼ାଯାତ୍ରାରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ରାଜପୁରୋହିତ ଓ ରାଜାଙ୍କ ମଧ୍ୟରେ ଲାଗିଥିବା ବିବାଦ ଯୋଗୁ ରାଜା ୩ରଥରେ ଛେରାପହଁରା ନ କରିବାରୁ ୭ଶହ ବର୍ଷର ପରମ୍ପରା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri