ରାଜ୍ୟ

ବାହାନଗା ଟ୍ରେନ ଦୁର୍ଘଟଣା: ୮୦ ମୃତ

ବାହାନଗା ଷ୍ଟେସନ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚତ୍ଛି। ଆହତ ସଂଖ୍ୟା ୮୦୦ରୁ ଅଧିକ ହେବ ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି। ଆହତଙ୍କୁ ବାଲେଶ୍ୱର ଜିଲା ବିଭିନ୍ନ ଡାକ୍ତରଖାନା ସମେତ ଭଦ୍ରକ...

ଅସମ୍ଭାଳ ତାତିରୁ ଆହୁରି ୮ ଦିନତାତି ନିସ୍ତାର ନାହିଁ

ଭୁବନେଶ୍ୱର,୨ା୬(ବ୍ୟୁରୋ): ସକାଳ ହେବା ମାତ୍ରେ ମାଡ଼ିଆସୁଛି ପ୍ରଚଣ୍ଡ ଗ୍ରୀଷ୍ମ । ଦିନ ବଢ଼ିବା ସାଙ୍ଗକୁ ତାତି ଅସହ୍ୟ ହେଉଛି। ସକାଳ ୮ଟାରୁ ପାରଦ ୩୩ ଡିଗ୍ରୀ ଟପିଯାଉଛି। ମଧ୍ୟାହ୍ନକୁ ୪୦ ଡିଗ୍ରୀ ପାରହୋଇ ଯାଉଛି। ଗରମ ସାଙ୍ଗକୁ ଗୁଳୁଗୁଳି ଅଣନିଃଶ୍ୱାସୀ...

ବିମଳେନ୍ଦୁ ସୋନପୁର ଜିଲାପାଳ

ଭୁବନେଶ୍ୱର,୨ା୬(ବ୍ୟୁରୋ)-ରାଜ୍ୟ ସରକାର ବିମଳେନ୍ଦୁ ରାୟଙ୍କୁ ସୋନପୁର ଜିଲାପାଳ ଭାବେ ନିଯୁକ୍ତି ଦେଇଛନ୍ତି। ଶୁକ୍ରବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିମଳେନ୍ଦୁ ଏବେ ପୂର୍ତ୍ତ ବିଭାଗର ସ୍ବତନ୍ତ୍ର ସଚିବ ଅଛନ୍ତି। ସୋନପୁର ଜିଲାପାଳ...

କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ: ଆକଳନ କରାଯାଇ ପାରୁନାହିଁ ମୃତକଙ୍କ ସଂଖ୍ୟା

ସୋର,୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନରେ ଶୁକ୍ରବାର ସନ୍ଧ୍ୟାରେ ୨ ଏକ୍ସପ୍ରେସ୍ ଟ୍ରେନ୍ କରମଣ୍ଡଳ ଏକ୍ସପ୍ରେସ ଓ ଯଶୱନ୍ତପୁର-ହାୱଡ଼ା ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଛି।  ଏହି ଦୁର୍ଘଟଣାରେ ୬-୭ ବଗି ଲାଇନଚ୍ୟୁତ ହୋଇଥିବା ଅନୁମାନ କରାଯାଉଛି। ମୃତକଙ୍କ ସଂଖ୍ୟା ଏଯାବତ୍‌ ସ୍ପଷ୍ଟ...

ରାଜଭବନରେ ତେଲଙ୍ଗାନା ଦିବସ ପାଳିତ

ଭୁବନେଶ୍ୱର,୨ା୬(ବ୍ୟୁରୋ)-ରାଜଭବନରେ ଶୁକ୍ରବାର ତେଲଙ୍ଗାନା ଦିବସ ପାଳିତ ହୋଇଛି। ତେଲଙ୍ଗାନା ଦିବସ ଉତ୍ସବ ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କହିଛନ୍ତି, ଭାରତ ସମଗ୍ର ବିଶ୍ୱକୁ ଆଲୋକିତ କରୁଛି। ଭାରତୀୟତାରେ ଅଛି ବିଶ୍ୱଜନୀନତା। ଏହା ଅସୀମ ଓ ଅନନ୍ତ ଆନନ୍ଦର ଉତ୍ସ...

୪ ଅଫିସରଙ୍କୁ ବଡ଼ ଦାୟିତ୍ୱ: ଘଟଣାସ୍ଥଳକୁ ଯିବାକୁ ମନ୍ତ୍ରୀ ଏବଂ ସିଆରସିଙ୍କୁ ନିର୍ଦ୍ଦେଶ

ସୋର,୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନରେ ଶୁକ୍ରବାର ସନ୍ଧ୍ୟାରେ ୨ ଏକ୍ସପ୍ରେସ୍ ଟ୍ରେନ୍ କରମଣ୍ଡଳ ଏକ୍ସପ୍ରେସ ଓ ଯଶୱନ୍ତପୁର-ହାୱଡ଼ା ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଛି।  ଏହି ଦୁର୍ଘଟଣାରେ ୬-୭ ବଗି ଲାଇନଚ୍ୟୁ ହୋଇଥିବା ଅନୁମାନ କରାଯାଉଛି। ମୃତକଙ୍କ ସଂଖ୍ୟା ଏଯାବତ୍‌ ସ୍ପଷ୍ଟ...

କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା: ଜରୁରୀକାଳୀନ ନଂ ଜାରି କଲେ ସିଆର୍‌ସି

ସୋର,୨।୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନରେ ଶୁକ୍ରବାର ସନ୍ଧ୍ୟାରେ ୨ ଏକ୍ସପ୍ରେସ୍ ଟ୍ରେନ୍ କରମଣ୍ଡଳ ଏକ୍ସପ୍ରେସ ଓ ଯଶୱନ୍ତପୁର-ହାୱଡ଼ା ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଛି।  ଦୁର୍ଘଟଣାଟି ବଡ଼ଧରଣର ହୋଇଥିବା ବେଳେ ସିଆର୍‌ସି ପକ୍ଷରୁ ଜରୁରୀକାଳୀନ ନଂ ଜାରି କରାଯାଇଛି। ଏହି ନଂ...

ଧରାପଡ଼ିଲେ ମହିଳା ଲୁଟେରା ଗ୍ୟାଙ୍ଗ: ଶାଢ଼ି ଭିତରେ ଦାମୀ ସାମଗ୍ରୀ ପୂରାଇ କରୁଥିଲେ ଲୁଟ୍‌

ଭୁବନେଶ୍ୱର,୨ା୬(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ୮ ଜଣିଆ ମହିଳା ଲୁଟେରା ଗ୍ୟାଙ୍ଗକୁ ଧରିଛି ନୟାପଲ୍ଲୀ ଥାନା ପୋଲିସ। ଏହି ଲୁଟେରା ଗ୍ୟାଙ୍ଗ ରାଜଧାନୀର ବଡ଼ବଡ଼ ଶପିଂ ମଲ୍‌କୁ ଟାର୍ଗେଟ କରି ବିଭିନ୍ନ ଦାମୀ ସାମଗ୍ରୀ ଲୁଟୁଥିଲେ। ବେଶ ଚତୁରତାର ସହ ଶାଢ଼ି...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା: ଗରିବ, ଆଦିବାସୀଙ୍କ ଚିକିତ୍ସା କ୍ଷେତ୍ରରେ ସୁବିଧା ଜାରି ରହିବ

ଭୁବନେଶ୍ୱର,୨ା୬(ବ୍ୟୁରୋ): ବିଶାଖାପାଟଣାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଖୋଲା ଯାଇଥିବା ‘ରୋଗୀ ସହାୟତା କେନ୍ଦ୍ର’ (Patients’ Facilitation Center)ର ଅବଧିକୁ ରାଜ୍ୟ ସରକାର ଆଉ ବର୍ଷେ (୨୦୨୩-୨୪) ପାଇଁ ବୃଦ୍ଧି କରିଛନ୍ତି ଏବଂ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୦ ଲକ୍ଷ...

୬ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାଣିରେ ବୁଡ଼ି ପ୍ରାଣ ହରାଇଥିବା ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ସହାୟତା ରାଶି ଘୋଷଣା କରିଛନ୍ତି। ଗୁରୁବାର ଗଞ୍ଜାମ ଜିଲା ଛତ୍ରପୁର ଆର୍ଯ୍ୟପଲ୍ଲୀ ସମୁଦ୍ରରେ ବୁଡ଼ି ୨ ଛାତ୍ରୀ ପ୍ରାଣ ହରାଇଥିଲେ। ସେହିପରି...

ବିଷାକ୍ତ ଫଳ ଖାଇ ୪ ନାବାଳକ ଅସୁସ୍ଥ

ବାସୁଦେବପୁର,୨ା୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଚୂଡ଼ାମଣି ଗ୍ରାମରେ ବିଷାକ୍ତ ଫଳ ଖାଇ ଗୁରୁବାର ରାତିରେ ୪ ନାବାଳକ ଅସୁସ୍ଥ ହୋଇପଡ଼ିଥିଲେ। ସୂଚନାନୁଯାୟୀ, ଗୁରୁବାର ଅପରାହ୍ନରେ ୪ ଜଣ ନାବାଳକ ରାସ୍ତାକଡ଼ରେ ହୋଇଥିବା କଳା ସିଜୁ ଫଳ ଖାଇଥିଲେ l...

ଡଙ୍ଗାବୁଡ଼ି ଘଟଣା: ଜଣଙ୍କ ମୃତଦେହ ମିଳିଲା, ଆଉ ଜଣେ ନିଖୋଜ

ମାଲକାନଗିରି,୨ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସତୀଗୁଡ଼ା ଜଳଭଣ୍ଡାରରେ ନିଖୋଜ ୨ ଦୁଇ ଜଣଙ୍କ ମଧ୍ୟରୁ ଶୁକ୍ରବାର ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଉକ୍ତ ମହିଳାଙ୍କ ଜଣକ ହେଲେ ତୁଳୁସା ମାଢ଼ି। ନିଖୋଜ ଗୋବିନ୍ଦ ସର୍ଦ୍ଦାରଙ୍କୁ ଉଦ୍ଧାର ଲାଗି ଅଗ୍ନିଶମ କର୍ମଚାରୀମାନେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri