ଦୁଇ ପୁରାତନ କଲେଜର ବିକାଶ ପାଇଁ ଖର୍ଚ୍ଚ ହେବ ୧୫୦ କୋଟି ଟଙ୍କା, ସମୀକ୍ଷା ପରେ ବିଧାୟକ କହିଲେ…
ଭଞ୍ଜନଗର,୫ା୭(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ଦୁଇ ପୁରାତନ ମହାବିଦ୍ୟାଳୟ ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଏବଂ ସାବିତ୍ରୀ ମହିଳା ମହାବିଦ୍ୟାଳୟ ଏବେବି କିଛି କ୍ଷେତ୍ରରେ ଅବହେଳିତ ଅବସ୍ଥାରେ ଅଛି। ତେଣୁ ତାହାର ବିକାଶ…
ଜଗନ୍ନାଥ ବନ୍ଧାହେବା ପରେ ଧର୍ମେନ୍ଦ୍ରଙ୍କ ବହି ବନ୍ଦ: ଜାଣନ୍ତୁ କ’ଣ ଥିଲା ଭିତିରି ଖେଳ
ଭୁବନେଶ୍ୱର,୫ା୭(ସୁନିତ୍ ମିଶ୍ର):ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ମାଡ଼ ଘଟଣା ରାଜ୍ୟବ୍ୟାପୀ ଚର୍ଚ୍ଚାର ବିଷୟ ପାଲଟିଥିଲା। ଏହି ଘଟଣାରେ ଭାଜପା ନେତା ଜଗନ୍ନାଥ ପ୍ରଧାନ ଶେଷରେ ନିଜର ଆଣ୍ଟ ଭାଙ୍ଗି ଡିସିପି ଅଫିସ୍ରେ ଆତ୍ମସମର୍ପଣ କଲେ ଏବଂ ଗିରଫ…
କମିଶନରଙ୍କୁ ମାଡ଼ ଘଟଣା: ମୁହଁ ଖୋଲିଲେ ଅପରାଜିତା, ମୋ ପୁଅ ଏଭଳି ଭୁଲ୍ କରିଥିଲେ…
ଖୋର୍ଦ୍ଧା,୫ା୭(ପ୍ରଭାତ ପାଣିଗ୍ରାହୀ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାକୁ ନେଇ ରାଜନୀତି ଜୋର ଧରିଛି। ଏହି ଘଟଣାକୁ ଏମ୍ପି ଅପରାଜିତା ଷଡ଼ଙ୍ଗୀ ବିରୋଧ କରି ଆସୁଥିବା ବେଳେ ଶୁକ୍ରବାର ଖୋର୍ଦ୍ଧା ଜିଲା ବେଗୁନିଆରେ ଅନୁଷ୍ଠିତ…
ଆଜି ବାହୁଡ଼ିବେ ଦାରୁବିଗ୍ରହ: ଅପରାହ୍ନ ୪ଟାରେ ରଥଟଣା
ପୁରୀ,୫ା୭(ଅଜିତ୍ କୁମାର ମହାନ୍ତି):ଆଷାଢ଼ ମାସ ଶୁକ୍ଳପକ୍ଷ ଦ୍ୱିତୀୟା ତିଥିରେ ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଓ ଭଉଣୀ ଦେବୀ ସୁଭଦ୍ରାଙ୍କୁ ସାଥିରେ ଧରି ଶ୍ରୀମନ୍ଦିରରୁ ବାହାରି ରଥାରୂଢ଼ ହୋଇ ନବଦିନାତ୍ମକ ଯାତ୍ରାରେ ଯାଇ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି।…
ନୀଳଗିରି ବିଧାୟକଙ୍କ ନାମରେ ଏତଲା ଦେଲେ ଲେଖାଶ୍ରୀ, ଆଣିଲେ ସାଂଘାତିକ ଅଭିଯୋଗ !
ଭୁବନେଶ୍ୱର,୪ା୭(ସତ୍ୟଜିତ୍ ରାଉତ) – ବିଜେଡି ମୁଖପାତ୍ର ତଥା ବାଲେଶ୍ୱର ସଂସଦୀୟ କ୍ଷେତ୍ର ପ୍ରାର୍ଥିନୀ ଲେଖାଶ୍ରୀ ସାମନ୍ତସିଂହାରଙ୍କ ପ୍ରତି ନୀଳଗିରି ବିଧାୟକ ସନ୍ତୋଷ କୁମାର ଖଟୁଆ ଅଶାଳୀନ ମନ୍ତବ୍ୟ ଦେଇଥିବା ଅଭିଯୋଗ ହୋଇଛି। ଏନେଇ ଲେଖାଶ୍ରୀ ଶୁକ୍ରବାର ଭୁବନେଶ୍ୱର ମହିଳା ଥାନାରେ ସନ୍ତୋଷଙ୍କ…
ଆଉ ୩ ଦିନ ତୁହାକୁ ତୁହା ବର୍ଷା , ଏସବୁ ଜିଲାକୁ ଓ୍ବାର୍ନିଂ…
ଭୁବନେଶ୍ୱର,୪ା୭(ଅନୁରାଧା ମହାରଣା ) – ଉତ୍ତର ଓଡିଶା ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ରାଜ୍ୟରେ ମୌସୁମୀ ସକ୍ରିୟ ରହିଥିବାରୁ ଅଧିକାଂଶ ଜିଲାରେ ତୁହାକୁ ତୁହା ବର୍ଷା ଲାଗି ରହିଛି। ଶନିବାର ମହାପ୍ରଭୁଙ୍କ ବାହୁଡ଼ାଯାତ୍ରାରେ ମଧ୍ୟ…
ମୋବାଇଲ ଚାର୍ଜ କରିବା କାଳ ହେଲା, ଚାଲିଗଲା ସାନପୁଅର ଜୀବନ; ମା’ବାପା କାମରୁ ଫେରି…
କୋକସରା,୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ପଞ୍ଚାୟତ ଚିଲିଗୁଡା ନୂଆପଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ଚାଷୀ ଡମ୍ବରୁଧର ନାଏକଙ୍କ ନାବାଳକ ପୁଅ ପ୍ରତାପ ନାଏକ(୧୪) ଶୁକ୍ରବାର ସକାଳେ ମୋବାଇଲ ଚାର୍ଜ କରୁଥିବା ସମୟରେ ବିଦ୍ୟୁତ…
କଂଗ୍ରେସରେ ମିଶିଲେ ସୋରଡ଼ା ବିଜେଡି ନେତା, କହିଲେ ଏମିତି…
ଭଞ୍ଜନଗର,୪ା୭(ବାବୁଲା ପ୍ରଧାନ): ବିଜେଡି କ୍ଷମତାରୁ ଯିବା ପରେ ଗଞ୍ଜାମ ଜିଲାରେ ଦିନକୁ ଦିନ ବିଜେଡି ସ୍ଥିତି ଦୁର୍ବଳ ହେଉଛି। ପୂର୍ବଭଳି ଆଉ ବିଜେଡି ପ୍ରତି ନେତା, କର୍ମୀଙ୍କ ଆଗ୍ରହ ନାହିଁ। ତେଣୁ ସେମାନେ ଦଳରୁ ମୁହଁ ଫେରାଇ ଅନ୍ୟ ଦଳକୁ ଚାଲିଯାଉଛନ୍ତି।…
ମରଣଯନ୍ତା ପାଲଟିଛି ରିଷିଡ଼ା ପୌରକେଲା ରାସ୍ତା
କର୍ଲାମୁଣ୍ଡା/ରିଷିଡ଼ା,୪ା୭(ପ୍ରଦୀପ କୁମାର ସାହୁ/ସୁଶାନ୍ତ କୁମାର ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ପୌରକେଲା ଗ୍ରାମ୍ୟ ଉନ୍ନୟନ ରାସ୍ତାଟି ମରାମତି ଅଭାବରୁ ଏବେ ମରଣଯନ୍ତା ପାଲଟିଥିବା ଦେଖିବାକୁ ମିଳିଛି। ଏହି ରାସ୍ତାର ଅନେକ ସ୍ଥାନରେ ପିଚୁ ଉଠି ଯାଇ ଖାଲଖମା ସୃଷ୍ଟି…
ବିଭିନ୍ନ ସ୍ଥାନରେ ରହିଛି ଜମି; ଲକ୍ଷାଧିକ ଟଙ୍କାର… ଗିରଫ ଭାଜପା ନେତା ଜଗନ୍ନାଥ ପ୍ରଧାନଙ୍କ ସମ୍ପତ୍ତି ବିଷୟରେ ଜାଣିଲେ
ଭୁବନେଶ୍ୱର,୪।୭: ଭାଜପା ନେତା ଜଗନ୍ନାଥ ପ୍ରଧାନଙ୍କୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କ ଉପରେ ଆକ୍ରମଣ ଅଭିଯୋଗରେ ଗିରଫ କରାଯାଇଛି। ଗୁରୁବାର ସଂଧ୍ୟାରେ ସେ ଭୁବନେଶ୍ୱର ଡିସିପି କାର୍ଯ୍ୟାଳୟରେ ଆତ୍ମସମର୍ପଣ କରିଥିଲେ, ପରେ ତାଙ୍କୁ ଗିରଫ କରାଯାଇ…
ରାସ୍ତାରେ ଯାଉଥିଲେ ଯୁବତୀ, ସୁରକ୍ଷାକର୍ମୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି, ଆଉ ତା’ ପରେ…
ଆନନ୍ଦପୁର,୪ା୭(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଘଷିପୁରାରେ ଗୁଳି ଫୁଟିବାରୁ ଜଣେ ଯୁବତୀ ଆହତ ହୋଇଛନ୍ତି। ମେଡିକାଲ ରୋଡ୍ରେ ଥିବା ଏକ ଘରୋଇ ବ୍ୟାଙ୍କର ଏଟିଏମ୍ରେ ଟଙ୍କା ଭର୍ତ୍ତି କରିବାକୁ ଆସିଥିବା ଭ୍ୟାନ୍ର ସୁରକ୍ଷାକର୍ମୀଙ୍କ ବନ୍ଧୁକରୁ ହଠାତ୍ ଗୁଳି ଫୁଟିଥିଲା। ତେବେ…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ମହାନଗର ନିଗମ ହେବ ପୁରୀ ଜଗନ୍ନାଥ ଧାମ
ଭୁବନେଶ୍ୱର,୪।୭: ପବିତ୍ର ରଥଯାତ୍ରା ଅବସରରେ ଲୋକସେବା ଭବନରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ପୁରୀ ଆଉ ପୌରାଞ୍ଚଳ ମାନ୍ୟତାରେ ରହିବ ନାହିଁ । ଏଣିକି ପୁରୀ ଜଗନ୍ନାଥ ଧାମ ମହାନଗର ନିଗମ ହେବ ବୋଲି…
Archives


