ରାଜ୍ୟ

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ିଲେ ଏହି ଦୁଇ କୁଖ୍ୟାତ ମାଓବାଦୀ, ଏବେ ବି ଜାରି ରହିଛି…

ଫୁଲବାଣୀ/ତୁମୁଡ଼ିବନ୍ଧ,୨୫ା୧୨(ରାକେଶ କୁମାର ରାଉତ/ଦୀପକ ପରାସେଠ): କନ୍ଧମାଳ ଜିଲାରେ ମାଓବାଦୀ ମୂଳୋତ୍ପାଟନ ପାଇଁ ଜୋର୍‌ଦାର କୋମ୍ବିଂ ଅପରେଶନ ଚାଲିଛି । ବୁଧବାର ରାତିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଦୁଇ କୁଖ୍ୟାତ ମାଓବାଦୀ ଟଳି ପଡ଼ିଛନ୍ତି। ତୁମୁଡିବନ୍ଧ ବ୍ଲକ ବେଲଘର ପେଡମ ଜଙ୍ଗଲରେ ଏହି…

ପାରିବାରିକ କଳହର କରୁଣ ପରିଣତି, ଶ୍ୱଶୁର ଆଗରେ ସ୍ତ୍ରୀକୁ ହତ୍ୟା କରିଲେ ସ୍ବାମୀ

ବଲାଙ୍ଗୀର, ୨୫/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଜୁର୍ଲାକାନି ଗାଁରେବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି । ଶ୍ୱଶୁର ଆଗରେ ସ୍ତ୍ରୀକୁ ହତ୍ୟା କରିଲେ ନିଶାସକ୍ତ ସ୍ୱାମୀ । ମୃତା ମହିଳା ଜଣକ…

ବିଜେଡି ପ୍ରତିଷ୍ଠା ଦିବସ ପୂର୍ବରୁ ଭୂପିନ୍ଦରଙ୍କ ବଡ଼ ବୟାନ, କିଛି ନୂଆ ଲୋକଙ୍କୁ ଅଣାଗଲେ ବିଜେଡ଼ି…

ଭୁବନେଶ୍ବର,୨୫।୧୨: ବିଭିନ୍ନ ସ୍ଥାନରେ ମେଳି କରି ଲୋକଙ୍କୁ ଏକଜୁଟ କରିଆସୁଛି ବିଜୁ ଜନତା ଦଳ । ଆସନ୍ତା ୨୬ରେ ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନବକଳେବର ହେବ ବୋଲି ଚର୍ଚ୍ଚା ହେଉଛି । ବିଜେଡି ପ୍ରତିଷ୍ଠା ଦିବସ ପୂର୍ବରୁ ବରିଷ୍ଠ ନେତା…

ମାଙ୍କଡ଼କୁ ଝାମ୍ପିନେଲା କୁମ୍ଭୀର, ପଛେ ପଛେ ନଦୀରେ ପହଁରି ପହଁରି ଗଲେ ମାଙ୍କଡ଼ ପଲ, ଆଉ ତା’ ପରେ…

ମହାକାଳପଡ଼ା,୨୫ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ମହାନଦୀ ଶାଖା ଖରିନାସୀ ନାଳରେ କୁମ୍ଭୀର ଏକ ମାଙ୍କଡ଼କୁ ଝାମ୍ପି ନଦୀ ଆରପାରିକୁ ନେଉଥିବା ବେଳେ ସାଥୀ ମାଙ୍କଡ଼ ପଲ ନଦୀକୁ ଡେଇଁ ପହଁରି ପହଁରି ଯାଉଥିବା ଦେଖିବାକୁ ମିଳିଥିଲା। ଏହାକୁ ଉକ୍ତ ଅଞ୍ଚଳର…

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ । ଏହି ସବୁଜ ଷ୍ଟିକର ଗାଡ଼ିରେ ସେତେବେଳେ ଲାଗିବ, ଯେତେବେଳେ ଗାଡ଼ି ନାଁରେ ଥିବା…

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ, ତା’ଉପରେ ରାଜ୍ୟ କ୍ୟାବିନେଟ ବୁଧବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ…

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଦେଇଛନ୍ତି। ଗର୍ଗ ଏହି ଦାୟିତ୍ୱ ପାଇବା ପରେ ତାଙ୍କ ହାତରେ…

ଆଜିଠୁ ବଢ଼ିବ ଶୀତ, ଘନ କୁହୁଡ଼ି

ଭୁବନେଶ୍ୱର, ୨୫ା୧୨(ବନ୍ଦନା ସେଠୀ): ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। ଗୁରୁବାର ବଡ଼ଦିନଠାରୁ ରାଜ୍ୟରେ ଥଣ୍ଡାର ପରିମାଣ ଆହୁରି ବଢ଼ିବ। ୭ଦିନ ପର୍ଯ୍ୟନ୍ତ…

‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’କୁ ଅନୁମୋଦନ

ଭୁବନେଶ୍ୱର,୨୫।୧୨(ରବିନାରାୟଣ ଜେନା): ରାଜ୍ୟର ବରପୁତ୍ରମାନଙ୍କୁ କିଭଳି ସବୁବେଳେ ସମ୍ମାନ ମିଳିବ ସେନେଇ ରାଜ୍ୟ ସରକାର ପ୍ରାଥମିକତା ଦେଇଛନ୍ତି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟରେ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ ସମେତ ୧୦ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି।…

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ ସଂଗ୍ରହ ବୈଠକ ଅବସରରେ କହିଛନ୍ତି। ବୈଠକରୁ ଜଣାପଡ଼ିଛି ଯେ, ଆଜି ପର୍ଯ୍ୟନ୍ତ ରାଜ୍ୟର ୧୨…

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହ ମୋଟ ୧୦ଟି ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ ବ୍ୟକ୍ତିବିଶେଷଙ୍କୁ ସମ୍ମାନିତ କରିବେ ରାଜ୍ୟ ସରକାର। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ୨୦୨୫-୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?