ସ୍ପିନିଂ ମିଲ୍ରୁ ଚୋରି, ୫ କୋର୍ଟ ଚାଲାଣ
କେସିଙ୍ଗା,୪ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସ୍ପିନିଂ ମିଲ୍ରୁ ଗୁରୁବାର ମଧ୍ୟାହ୍ନରେ ଅତି ମୂଲ୍ୟବାନ ଲୁହା ଜିନିଷପତ୍ର ଚୋରି ହୋଇଥିଲା। ଏ ନେଇ ସ୍ପିନିଂ ମିଲ୍ କର୍ତ୍ତୃପକ୍ଷ କେସିଙ୍ଗା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି କେସିଙ୍ଗା ଆଇଆଇସି ପ୍ରଦ୍ୟୁମ୍ନ…
୮ରେ ଭାଜପା ରାଜ୍ୟ ସଭାପତି ନିର୍ବାଚନ
ଭୁବନେଶ୍ୱର,୪ା୭: ଭାଜପା ରାଜ୍ୟ ସଭାପତି ନିର୍ବାଚନ ନେଇ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଭାଜପା ରାଜ୍ୟ ସଭାପତି ନିର୍ବାଚନ ପାଇଁ ପୁନଃ ପ୍ରକ୍ରିୟା ଆରମ୍ଭ ହୋଇଛି। ଆସନ୍ତା ୬ରେ ବିଜ୍ଞପ୍ତି ପ୍ରକାଶ ପାଇବ, ୭ରେ ନାମାଙ୍କନପତ୍ର ଦାଖଲ, ୮ରେ ରାଜ୍ୟ ସଭାପତି…
ପୁଣି ଜାମିନ ଆବେଦନ କଲେ ଜଗନ୍ନାଥ, ଖାରଜ କଲେ କୋର୍ଟ
ଭୁବନେଶ୍ୱର,୪ା୭: ଗିରଫ ହୋଇଥିବା ଭାଜପା ନେତା ଜଗନ୍ନାଥ ପ୍ରଧାନଙ୍କ ଜାମିନ ଆବେଦନ ଖାରଜ ହୋଇଯାଇଛି। ଖୋର୍ଦ୍ଧା ଜିଲା ଦୌରାଜଜ୍ କୋର୍ଟରେ ସେ ଜାମିନ ଆବେଦନ କରିଥିଲେ ହେଲେ କୋର୍ଟ ଏହାକୁ ଖାରଜ କରିଦେଇଛନ୍ତି। ଗତକାଲି ମଧ୍ୟ ଏସ୍ଡିଜେଏମ୍ କୋର୍ଟରେ ଜାମିନ ଆବେଦନ…
ଭୟଙ୍କର ଦୁର୍ଘଟଣା: ୨ ଜଣଙ୍କ ଜୀବନ ଗଲା, ୪ ଗୁରୁତର
ଟେନ୍ସା,୪ା୭(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଏରିଆନ ଛକ ନିକଟରେ ଘଟିଯାଇଛି ଭୟଙ୍କର ଦୁର୍ଘଟଣା। ଘଟଣାସ୍ଥଳରେ ୨ ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବାବେଳେ ୪ ଜଣ ଗୁରୁତର ହୋଇଛନ୍ତି। ହାଇଓ୍ବାଟି ଏତେ ଜୋର୍ରେ ଏକ ଭ୍ୟାନ ଧକ୍କା ଦେଇଛି…
ଶରଧାବାଲି ଦଳାଚକଟାର ଭିଡିଓ ମାଗିଲେ ଅନୁ ଗର୍ଗ
ଭୁବନେଶ୍ୱର,୪।୭: ପୁରୀ ଶରଧାବାଲିରେ ଘଟିଥିବା ଦଳାଚକଟା ସମୟର ଭିଡିଓ କିମ୍ବା ତଥ୍ୟ ଯାହା ପାଖରେ ଅଛି ଦେବାକୁ ଜନସାଧାରଣଙ୍କୁ ଅପିଲ କରାଯାଇଛି। ଶରଧାବାଲି ଦଳାଚକଟାର ତଦନ୍ତକାରୀ ଅଧିକାରୀ ଅନୁ ଗର୍ଗଙ୍କ ଏହି ଅପିଲ କରିଛନ୍ତି। ଲୋକଙ୍କ ପାଖରେ ତଥ୍ୟ ଏବଂ…
ପୁରୀ ଦଳାଚକଟା ଭିଡିଓ ମାଗିଲେ ଉନ୍ନୟନ କମିଶନର: ତଦନ୍ତ ପାଇଁ ଜନସାଧାରଣଙ୍କର ସହଯୋଗ ଅପିଲ
ଭୁବନେଶ୍ବର, ୪।୭: ପୁରୀର ଶରଧାବାଲିରେ ଘଟିଥିବା ଦଳାଚକଟା ଘଟଣାର ତଦନ୍ତ ପାଇଁ ରାଜ୍ୟ ଉନ୍ନୟନ କମିଶନର ଅନୁ ଗର୍ଗ ଜନସାଧାରଣଙ୍କଠାରୁ ସହଯୋଗ ମାଗିଛନ୍ତି। ସେ ଅପିଲ କରିଛନ୍ତି ଯେ, ଦଳାଚକଟା ସମୟରେ କୌଣସି ଭିଡିଓ କିମ୍ବା ତଥ୍ୟ ଥିଲେ ତାହା ତଦନ୍ତ…
ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ମଞ୍ଜୁରୀ ସ୍ଥଗିତ
ନୂଆଦିଲ୍ଲୀ,୪।୭: ଓଡ଼ିଶାର ପୁରୀରେ ପ୍ରସ୍ତାବିତ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମୋଦନକୁ ପରିବେଶ ମନ୍ତ୍ରଣାଳୟର ଜଙ୍ଗଲ ପରାମର୍ଶଦାତା କମିଟି (FAC) ସ୍ଥଗିତ ରଖିଛି। ଅଲିଭ ରିଡଲେ କଇଁଛ ଏବଂ ବିଦେଶାଗତ ପକ୍ଷୀଙ୍କ ସମ୍ଭାବ୍ୟ କ୍ଷତି ଏବଂ ଘୂର୍ଣ୍ଣିବାତ୍ୟାରୁ ଉପକୂଳକୁ ସୁରକ୍ଷା…
ଜଗନ୍ନାଥଙ୍କ ପରେ ଜେଲ ଯାଇପାରନ୍ତି ଭାଜପା ବିଧାୟକ! ଆପତ୍ତିଜନକ ମନ୍ତବ୍ୟ ପାଇଁ ରୁଜୁ ହେଲା ମାମଲା
ଭୁବନେଶ୍ୱର,୪।୭: ବାଲେଶ୍ୱର ନୀଳଗିରି ବିଧାନସଭା ଆସନର ୩ ମତଦାତା ନୀଳଗିରି ଥାନାରେ ସ୍ଥାନୀୟ ଭାଜପା ବିଧାୟକ ଶନ୍ତୋଷ ଖଟୁଆ ବିରୋଧରେ ପୋଲିସ ଅଭିଯୋଗ ଦାଖଲ କରିଛନ୍ତି। ଅଭିଯୋଗରେ କୁହାଯାଇଛି ଯେ, ବିଧାୟକ ବିଜେଡି ନେତ୍ରୀ ଡାକ୍ତର ଲେଖାଶ୍ରୀ ସାମନ୍ତସିଂହାର ବିରୋଧରେ ଅପମାନଜନକ…
BMC କମିଶନରଙ୍କୁ ଘେରିଗଲେ ଲୋକେ, ପରେ…
ଭୁବନେଶ୍ୱର,୪।୭: ଭୁବନେଶ୍ବରର ବଡ଼ଗଡ଼ ଓ ଲକ୍ଷ୍ମୀସାଗରରେ BMC କମିଶନରଙ୍କୁ ଲୋକେ ଘେରିଛନ୍ତି। BMC କମିଶନର ରାଜେଶ ପ୍ରଭାକର ପାଟିଲ ବର୍ଷା ଜଳ ନିଷ୍କାସନ ସମସ୍ୟାର ସ୍ଥିତି ଅନୁଧ୍ୟାନ କରୁଥିବା ବେଳେ ଲୋକେ ତାଙ୍କୁ ବିରୋଧ କରି ଘେରିଛନ୍ତି। ଲକ୍ଷ୍ମୀସାଗର ଡ୍ରେନ ନଂ-୬ ଓ…
୭ରେ ପ୍ରକାଶ ପାଇବ B.Ed, M.Ed ଉତ୍ତର: ପ୍ରତିଟି ପ୍ରଶ୍ନ ପାଇଁ ଦେବାକୁ ପଡ଼ିବ ୨୦୦ ଟଙ୍କା
ଭୁବନେଶ୍ୱର,୪।୭(ସୁଚିସ୍ମିତା ସାହୁ): ଦୁଇବର୍ଷିଆ ବି.ଏଡ୍, ଏମ୍.ଏଡ୍ ଏବଂ ବି.ଏଚ୍.ଏଡ୍ ପ୍ରବେଶିକା ପରୀକ୍ଷା-୨୦୨୫ର ସାମୟିକ ଉତ୍ତର ପ୍ରକାଶନ ବା ଆନ୍ସାର୍ କି’ ଆସନ୍ତା ୭ ତାରିଖରେ ପ୍ରକାଶ ପାଇବ। ରାଜ୍ୟ ପ୍ରବରଣ ମଣ୍ଡଳୀ (ଏସ୍ଏସ୍ବି) ପକ୍ଷରୁ ପ୍ରଦାନ କରାଯାଇଥିବା ମାର୍କକୁ ନେଇ କେତେଜଣ…
ଆଦାନୀ ଇସ୍କନ ରଥଯାତ୍ରା
ଭୁବନେଶ୍ୱର,୪।୭(ସୁନିତ୍ ମିଶ୍ର): ଚଳିତ ରଥଯାତ୍ରାରେ କେତେକ ନୂଆ ଘଟଣାକୁ ନେଇ ସାଧାରଣରେ ନାନା ପ୍ରକାର ଚର୍ଚ୍ଚା ଜୋର୍ ଧରିଛି। ଯେପରିକି ଭୁବନେଶ୍ୱରଠାରୁ ଆରମ୍ଭକରି ପୁରୀ ପର୍ଯ୍ୟନ୍ତ ଥିବା ରାସ୍ତାର ଉଭୟ ପାର୍ଶ୍ୱ ଆଦାନୀ କମ୍ପାନୀ ପକ୍ଷରୁ ବିଜ୍ଞାପନରେ ଛାଇ କରିଦିଆଯାଇଛି। କେବଳ…
ପ୍ରାଇମାଫେସି ପ୍ରମାଣ ଆଧାରରେ ଗିରଫ ହେଲେ ଜଗନ୍ନାଥ, ଜାଣନ୍ତୁ ଏହା କ’ଣ ?
ଭୁବନେଶ୍ୱର,୪।୭: ୩୦ ତାରିଖରେ ହୋଇଥିବା ସଂଘବଦ୍ଧ ଆକ୍ରମଣ ମାମଲାରେ ପୂର୍ବରୁ ୫ ଜଣ ଗିରଫ ହୋଇଥିବାବେଳେ ଏବେ ଗିରଫଦାରି ସଂଖ୍ୟା ୬ରେ ପହଞ୍ଚିଥିବା ଡିସିପି ଜଗମୋହନ ମୀନା କହିଛନ୍ତି। ଏଫ୍ଆଇଆର୍କୁ ନେଇ ଜଗନ୍ନାଥଙ୍କ ବିରୋଧରେ ଅଭିଯୋଗ ରହିଛି। ଏଥିସହ ଗିରଫ ଅନ୍ୟ…
Archives


