‘ନାରୀ ଶିକ୍ଷିତ ହେଲେ ଆର୍ଥିକ କ୍ଷେତ୍ରରେ ପ୍ରଗତି ହୋଇପାରିବ’
ଭଞ୍ଜନଗର,୮ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଶାଖା ୧ ଏବଂ ଘୁମୁସର ଗବେଷଣା ପ୍ରତିଷ୍ଠାନ(ଜିଜିପି) ପକ୍ଷରୁ ମିଳିତ ଭାବେ ରବିବାର ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ଏଥିରେ ଘୁମୁସର…
ଅନ୍ତର୍ଜାତୀୟ ମହିଳା ଦିବସରେ ମହିଳାଙ୍କୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ କହିଲେ ଓଡ଼ିଶାର…
ବଲାଙ୍ଗୀର,୮ା୩(ସୁନିଲ କୁମାର ମହାନ୍ତି): ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରବିବାର ସ୍ଥାନୀୟ ଭୀମଭୋଇ ମେଡିକାଲ କଲେଜ ଅଡିଟୋରିୟମରେ ବଲାଙ୍ଗୀର ଜିଲାସ୍ତରୀୟ ସୁଭଦ୍ରା ଶକ୍ତି ମେଳା ଉଦ୍ଘାଟିତ ହୋଇଛି। ମୁଖ୍ୟଅତିଥି ଭାବେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ଡ. ମୁକେଶ…
ଅନ୍ତର୍ଜାତୀୟ ମହିଳା ଦିବସରେ ଏକାଠି ହେଲେ ମହିଳା, ନିଜେ ସ୍ବାବଲମ୍ବୀ ହେବା ସହ…
ଦାରିଙ୍ଗବାଡ଼ି,୮ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସାରିଙ୍ଗିଇର୍ପି ଆମ୍ବ ବଗିଚାଠାରେ ରବିବାର ମଧ୍ୟାହ୍ନରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ଏହି ପ୍ରରିପ୍ରେକ୍ଷୀରେ ନାରୀ ମହାସଂଘର ବ୍ଲକ ସଭାନେତ୍ରୀ ଲୁସିମା ପ୍ରଧାନଙ୍କ ଅଧ୍ୟକ୍ଷତା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବାଲିଗୁଡ଼ା…
ପୁଅର ମୁଣ୍ଡନ ପୂଜା ପାଇଁ ଯାଉଥିଲେ ଘଟିଲା ଭୟଙ୍କର ଦୁର୍ଘଟଣା: ୫ ଜଣଙ୍କ ଅବସ୍ଥା ଗୁରୁତର
ଦିଗପହଣ୍ଡି,୮|୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ପିଲିକାଢ଼ିଅ ଗ୍ରାମ ନିକଟ କେରାଣ୍ଡି ମାଳ ପାହାଡ଼ ବାଙ୍କେଶ୍ୱରୀ ଘାଟି ରାସ୍ତାରେ ରବିବାର ପୂର୍ବାହ୍ନ ପ୍ରାୟ ୧୦ ଟାରେ ଏକ ପିକ୍ଅପ୍ ଭ୍ୟାନ (ନଂ.ଓଆର୦୭ ଟି -୪୧୫୭)ନିୟନ୍ତ୍ରଣ…
ଖାତାକୁ ଗଲା ସୁଭଦ୍ରା ଟଙ୍କା, ତୁରନ୍ତ କରିନିଅନ୍ତୁ ଚେକ୍
ପୁରୀ,୮ା୩: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରବିବାର ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା। ପୁରୀ ତାଳବଣିଆ ସଭାସ୍ଥଳରୁ ଟଙ୍କା ପଠାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟର ୧ କୋଟି ୨ ଲକ୍ଷରୁ ଅଧିକ ମହିଳାଙ୍କ…
ନିଜର ସେବା ଜରିଆରେ ନିଆରା ଉଦାହରଣ ସୃଷ୍ଟି କରିଥିଲେ ଡା. ନାରାୟଣୀ ପଣ୍ଡା: ମହିଳା ଦିବସରେ ବୁଜିଲେ ଆଖି
ସମ୍ବଲପୁର,୮।୩(ପ୍ରମୋଦ ବହିଦାର): ସମ୍ବଲପୁରର ବିଶିଷ୍ଟ ସ୍ତ୍ରୀ ରୋଗ ବିଶେଷଜ୍ଞ ତଥା ଜଣାଶୁଣା ସମାଜସେବୀ ଡା. ନାରାୟଣୀ ପଣ୍ଡାଙ୍କର ରବିବାର ପୂର୍ବାହ୍ନରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ବୟସ ହୋଇଥିଲା। ନିଜର ସମସ୍ତ ସଞ୍ଚିତ ପୁଞ୍ଜିକୁ ଶିକ୍ଷା ଓ…
ବିଳମ୍ବିତ ରାତିରେ ଘରେ ପଶିଗଲା ଆମ୍ବୁଲାନ୍ସ
ନୟାଗଡ଼,୮।୩(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ଭାରସାମ୍ୟ ହରାଇ ଏକ ଘରେ ପଶିଗଲା ଆମ୍ବୁଲାନ୍ସ । ଏଭଳି ଘଟଣା ଘଟିଛି ନୟାଗଡ଼ ଜିଲା ଦଶପଲ୍ଲା ବୁଗୁଡ଼ା ଛକରେ। ଦୁର୍ଘଟଣାରେ ଆହତ ଯୁବତୀଙ୍କୁ ଦଶପଲ୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ବଲାଙ୍ଗୀର ଖୋର୍ଦ୍ଧା ୫୭…
ଆଜି ଆସିବ ସୁଭଦ୍ରା ଚତୁର୍ଥ କିସ୍ତି
ଭୁବନେଶ୍ୱର,୮।୩ ଅନ୍ତର୍ଜାତୀୟ ମହିଳା ଦିବସରେ ଆଜି ଆସିବ ସୁଭଦ୍ରା କିସ୍ତି। ହିତାଧିକାରୀଙ୍କ ଆକାଣ୍ଟକୁ ଯିବ ଯୋଜନାର ଚତୁର୍ଥ କିସ୍ତି। ଉପକୃତ ହେବେ ରାଜ୍ୟର କୋଟିଏ ୨ ଲକ୍ଷରୁ ଅଧିକ ମହିଳା। ତାଲିକାରେ ଯୋଡ଼ିହେବେ ୨ ଲକ୍ଷ ୧୩ ହଜାର ନୂଆ ହିତାଧିକାରୀ।…
ଧାମରା ରେଳପଥରେ ଅଘଟଣ: ଟ୍ରେନରେ କଟିଗଲେ ଯୁବକ
ତିହିଡି଼,୮।୩(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥରେ ତିହିଡି଼ ଥାନା ଦୋଳସାହି ପଞ୍ଚାୟତ ଅଧୀନ ଗାଜିପୁର ନିକଟରେ ଶନିବାର ରାତିରେ ଏକ ଅଘଟଣ ଘଟିଛି। ରେଳପଥରେ ଟ୍ରେନରେ କଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକଙ୍କ ନା ସନ୍ତୋଷ କୁମାର ବେହେରା…
ଦାରିଙ୍ଗବାଡିରେ ଓଡ଼ିିଶା ପର୍ଯ୍ୟଟନ ବିଭାଗ ସଚିବ ବଳବନ୍ତ ସିଂ: ବଦଳିବ ଦାରିଙ୍ଗବାଡି ପର୍ଯ୍ୟଟନର ମାନଚିତ୍ର
ଦାରିଙ୍ଗବାଡି,୮।୩(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଶନିବାର ଦିନିକିଆ ଗସ୍ତରେ ଆସିଛନ୍ତି ଓଡ଼ିଶା ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ତଥା ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ ବଳବନ୍ତ ସିଂ। ସେ ପ୍ରଥମେ ଉକ୍ତ ବ୍ଲକ କିରିକୁଟି ପଞ୍ଚାୟତରେ ରହିଥିବା ଲଭର୍ସ…
ଗ୍ରୋସେରି ଦୋକାନରେ ବିକ୍ରି କରୁଥିଲେ ମଦ: ମାଡ଼ିବସିଲା…
ଦେବଗଡ଼,୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ କୁଣ୍ଢେଇଗୋଳା ଥାନା ତୁଙ୍ଗାମାଳ ଗ୍ରାମରେ ରାମଚନ୍ଦ୍ର ବେହେରା (୫୮) ତାଙ୍କ ଗ୍ରୋସେରି ଦୋକାନରେ ବେଆଇନ ଭାବେ ଦେଶୀ ଓ ବିଦେଶୀ ମଦ ବିକ୍ରି କରୁଥିବା ବିଶ୍ୱସ୍ତ ସୂତ୍ରରୁ ସୂଚନା ପାଇ ପୋଲିସ…
ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…
ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ହେଲେ ପୁରୁଷୋତ୍ତମ ମହାନ୍ତ। ସୂଚନାନୁଯାୟୀ, ଦେବେନ୍ଦ୍ର…
Archives


