ରାଜ୍ୟ

ବଡ଼ଦିନ ପାଇଁ ଜି.ଉଦୟଗିରିରେ ଫ୍ଲାଗମାର୍ଚ୍ଚ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଜି.ଉଦୟଗିରି,୨୩/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଖ୍ରୀଷ୍ଟ ସମ୍ପ୍ରଦାୟର ସବୁଠାରୁ ବଡ଼ ପର୍ବ ବଡ଼ଦିନ ଖ୍ରୀଷ୍ଟମାସ୍ ଉତ୍ସବ ପାଳନକୁ ଆଉ ଦୁଇ ଦିନ ବାକି ଥିବା ବେଳେ ଜି.ଉଦୟଗିରି ସହରରେ ପୋଲିସ ପ୍ରଶାସନ ତରଫରୁ ଫ୍ଲାଗମାର୍ଚ୍ଚ କରାଯାଇଛି । ବିଭାଗ ତରଫରୁ ଆଜି…

ରାଜ୍ୟ ପାଇଁ ଖୁସିଖବର: ମୁଖ୍ୟମନ୍ତ୍ରୀ ପତାକା ହଲାଇ ଶୁଭାରମ୍ଭକଲେ…

ଭୁବନେଶ୍ୱର,୨୩।୧୨: ରାଜ୍ୟବାସୀଙ୍କ ପାଇଁ ଖୁସିଖବର। ୧୦୮ ଆମ୍ବୁଲାନ୍ସ ସେବାରେ ସାମିଲ ହେଲା ୧୫୦ଟି ନୂଆ ଆମ୍ବୁଲାନ୍ସ। ରାଜ୍ୟବାସୀଙ୍କ ସେବାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉତ୍ସର୍ଗ କରିଛନ୍ତି। ୧୧୧ କୋଟି ଟଙ୍କାରେ ୪୨୮ଟି ନୂଆ ଆମ୍ବୁୁଲାନ୍ସ ଗଡ଼ିବାର ଯୋଜନା ଅଛି। ପ୍ରଥମ ପର୍ଯ୍ୟାୟରେ…

ବନ୍ଧାହେଲେ ଜୁନିୟର ଆକାଉଣ୍ଟାଣ୍ଟ, ୪ ଦାମୀ ପ୍ଲଟ୍‌ ସହ ରହିଛି…

ସୁନ୍ଦରଗଡ଼,୨୩ା୧୨: ସୁନ୍ଦରଗଡ଼ OSCSC ଲିମିଟେଡ୍‌ ଜୁନିୟର ଆକାଉଣ୍ଟାଣ୍ଟ ରବୀନ୍ଦ୍ର ବାରିକ ଗିରଫ ହୋଇଛନ୍ତି। ଭିଜିଲାନ୍ସ ଚଢାଉ ବେଳେ ରବୀନ୍ଦ୍ରଙ୍କ ଘରୁ ଠାବ ହୋଇଛି ବିପୁଳ ଟଙ୍କାର ସମ୍ପତ୍ତି। ବାଲେଶ୍ବରରେ ଗୋଟିଏ ବଡ଼ ଅଟ୍ଟାଳିକା ରହିଥିବାବେଳେ ମାର୍କେଟ କମ୍ପ୍ଲେକ୍ସ ଓ ଜିମ୍‌ ଠାବ…

ପୁରୀ ସମୁଦ୍ରରେ ଗାଧୋଇବା ବେଳେ ବୁଡ଼ି ଯାଉଥିଲେ ପଶ୍ଚିମବଙ୍ଗର ୪ପର୍ଯ୍ୟଟକ, ଉଦ୍ଧାର କଲେ ଲାଇଫଗାର୍ଡ

ପୁରୀ ୨୩/୧୨( ଅଜିତ୍ କୁମାର ମହାନ୍ତି): ଏବେ ପର୍ଯ୍ୟଟନ ଋତୁ ଜାରି ରହିଥିବା ବେଳେ ପୁରୀକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି । ଅନେକ ଲୋକ ପୁରୀକୁ ଆସି ସମୁଦ୍ରରେ ସ୍ନାନ କରିବା ସହ ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି । ତେବେ ପ୍ରତ୍ୟେକ…

ବିଳମ୍ବ କଲେ ଏମ୍‌ପି, ଚାଲିଗଲେ ବିଧାୟକ

ଜଗତ୍‌ସିଂହପୁର, ୨୪ା୧୨ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଜିଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳାର ଉଦ୍‌ଘାଟନୀ ଉତ୍ସବରେ ସୋମବାର ବିଶୃଙ୍ଖଳା ଦେଖାଦେଇଛି। କାର୍ଯ୍ୟସୂଚୀ ଅନୁଯାୟୀ ପୂର୍ବାହ୍ନ ୧୧ଟାରୁ ୧୧.୧୦ ଭିତରେ ଅତିଥିମାନଙ୍କୁ ମଞ୍ଚକୁ ସ୍ବାଗତ କରାଯିବା ସହ ମେଳାକୁ ଆନୁଷ୍ଠାନିକ ଉଦ୍‌ଘାଟନ…

ରକ୍ତରଞ୍ଜିତ ହେଲା ଶୁଲିଆ ପୀଠ, ପଡିଲା ପଶୁବଳି

ବଲାଙ୍ଗିର,୨୩/୧୨ (ସୁନିଲ କୁମାର ମହାନ୍ତି): ଆଜି ପ୍ରସିଦ୍ଧ ପ୍ରସିଦ୍ଧ ଶୁଲିଆ ଯାତ୍ରା । ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ ଖଇରଗୁରାସ୍ଥିତ ବଡ଼ଖଳା ଓ ସାନଖଳାରେ ପାରମ୍ପରିକ ରୀତିନୀତି ଅନୁସାରେ ମଙ୍ଗଳବାର ପାଳିତ ହୋଇଛି ଶୁଲିଆ ଯାତ୍ରା । ସୋମ‌ବାର ବିଳମ୍ବିତ ରାତିରେ…

ଟ୍ରାକ୍ଟରକୁ ଧକ୍କାଦେଲା ପିକ୍‌ନିକ୍‌ ବସ୍, ୨୦ ଆହତ

ଡୁଙ୍ଗୁରିପାଲି ୨୩/୧୨ (ଦୀନବନ୍ଧୁ ସୁନା ): କୁହୁଡି ପାଇଁ ଦୁର୍ଘଟଣା । କୁହୁଡି ପାଇଁ ରାସ୍ତା ନଦେଖାଯିବା କାରଣରୁ ଧାନ ବୋଝେଇ ଟ୍ରାକ୍ଟର୍‌କୁ ଧକ୍କା ଦେଲା ପିକ୍‌ନିକ୍‌ ବସ୍ । ତେବେ ଏହି ଦୁର୍ଘଟଣାରେ ପ୍ରାୟ ୨୦ ଜଣ ଆହତ ହୋଇଥିବା…

ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ମୃତଦେହ ଆଣିବା ପାଇଁ ଜିଲାପାଳଙ୍କୁ ଅସହାୟ ପରିବାରର ଗୁହାରି 

ଦିଗପହଣ୍ଡି,୨୩|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକଙ୍କ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ମୃତ୍ୟୁ ହୋଇଛି । ତେବେ ଏହାଶୁଣି ପରିବାର ଲୋକେ ଭାଙ୍ଗିପଡିଥିବା ବେଳେ ତାଙ୍କ ମୃତଦେହ ଭିଟାମାଟିକୁ…

ଜାନୁଆରୀ ୩୧ ସୁଦ୍ଧା ଟଙ୍କା ଫେରିପାଇବେ ୫ ଲକ୍ଷ କ୍ଷୁଦ୍ର ଚିଟ୍‌ଫଣ୍ଡ ଜମାକାରୀ

ଭୁବନେଶ୍ୱର, ୨୩।୧୨(ସୁନିତ୍‌ ମିଶ୍ର): ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ଥିବା ସମସ୍ତ କ୍ଷୁଦ୍ର ଆବେଦନକାରୀଙ୍କୁ ଟଙ୍କା ଫେରସ୍ତ ପାଇବା ଲାଗି ଆବେଦନ କରିବାକୁ ଅର୍ଥ ବିଭାଗ ବିଜ୍ଞପ୍ତି ଜାରି କରିଛି। କ୍ଷୁଦ୍ର ଜମାକାରୀମାମାନେ ଏହାର ସୁଯୋଗ ନେବା ସହିତ ସମସ୍ତେ ଆବେଦନ କରିବା ଲାଗି…

କ୍ଷମତାରୁ ଯିବା ପରେ ବିଜେଡିକୁ ଆଉ ମିଳୁନି ଚାନ୍ଦା, ଆୟ ସମ୍ପର୍କିତ ସତ୍ୟପାଠରୁ ସାମ୍ନାକୁ ଆସିଲା ବଡ଼ ତଥ୍ୟ

ଭୁବନେଶ୍ୱର, ୨୩।୧୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ବାଚନରେ ପରାଜୟ ପରେ ବିଜେଡିକୁ ଆଉ ଚାନ୍ଦା(ଡୋନେଶନ) ମିଳୁନାହିଁ। କ୍ଷମତାରୁ ଯିବା ପରେ ବିଜେଡିକୁ ଆଉ ଚାନ୍ଦା ଦେବାକୁ କେହି ଆଗ୍ରହ ଦେଖାଉନାହାନ୍ତି। ୨୦୨୪-୨୫ ଆର୍ଥିକ ବର୍ଷରେ ବିଜେଡିକୁ ୬୦ କୋଟି ଟଙ୍କା ମିଳିଥିଲା। ହେଲେ…

ବଡ଼ଦିନରୁ ବଢ଼ିବ ଶୀତ: କୁହୁଡ଼ି ପାଇଁ ଏହି ୧୨ ଜିଲାକୁ ସତର୍କତା

ଭୁବନେଶ୍ୱର,୨୩ା୧୨(ବନ୍ଦନା ସେଠୀ): ବଡଦିନରୁ ଆହୁରି ବଢିବ ଶୀତ। ରାଜ୍ୟରେ ଏବେ ଶୀତର ଲହରି ଜାରି ରହିଥିବାବେଳେ ଆସନ୍ତା ୨୫ରୁ ଶୀତ ପ୍ରକୋପ ଅସମ୍ଭାଳ ହେବ। ପଶ୍ଚିମା ଝଡ଼ର ପ୍ରସ୍ଥାନ ପରେ ଉତ୍ତର ପଶ୍ଚିମ ଦିଗରୁ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ବୃଦ୍ଧି…

୨୪ରେ ରାଜ୍ୟ କ୍ୟାବିନେଟ: ୭ଟି ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୩।୧୨(ରବିନାରାୟଣ ଜେନା): ରାଜ୍ୟର ସର୍ବାଙ୍ଗୀନ ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଆସନ୍ତା ୨୪ ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୫ଟାରେ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?