ମାଡ଼ି ଆସୁଛି ଯୋଡା ଲଘୁଚାପ: ପ୍ରବଳରୁ ଅତି ପ୍ରବଳ ବର୍ଷା ଆଲର୍ଟ, ୨୪ ଘଣ୍ଟାରେ…
ଭୁବନେଶ୍ୱର,୨୯।୬: : ବଙ୍ଗୋପସାଗରରେ ନୂଆ ଲଘୁଚାପ ସୃଷ୍ଟି ହେବା ଫଳରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଅନୁଯାୟୀ, ଉତ୍ତର ବଙ୍ଗୋପସାଗର ଏବଂ ଓଡ଼ିଶା ଓ ପଶ୍ଚିମବଙ୍ଗର ଉପକୂଳବର୍ତ୍ତୀ ଅଞ୍ଚଳରେ ଦୁଇଟି…
ପୁରୀରେ ବଡ଼ ଅଘଟଣ: ଜଣାପଡିଲା ବଡ଼ କାରଣ
ପୁରୀ, ୨୯।୬: ସକାଳୁ ସକାଳୁ ପୁରୀରେ ଘଟିଛି ବଡ଼ ଅଘଟଣ। ଶରଧାବାଲିରେ ଚାଲିଗଲା ୩ ଭକ୍ତଙ୍କ ଜୀବନ। କାଳିକା ଦର୍ଶନ କରିବାକୁ ଆସି ଠେଲାପେଲାରେ ୩ ଭକ୍ତଙ୍କ ମୃତ୍ୟୁ ହୋଇଛି। ୩ଜଣଙ୍କ ମୃତ୍ୟୁ ହେବା ସହ ୫୦ ଆହତ ହୋଇଛନ୍ତି। ତେବେ…
ରଥଯାତ୍ରାରେ ‘ଶୂନ୍ୟ ମୃତ୍ୟୁ’ ଲକ୍ଷ୍ୟ ସଫଳ ହୋଇଛି
ଭୁବନେଶ୍ୱର,୨୯ା୬(ସୁନିତ୍ ମିଶ୍ର): ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାରେ ଶୂନ୍ୟ ମୃତ୍ୟୁ ସରକାରଙ୍କ ଲକ୍ଷ୍ୟ ଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦିଗ୍ଦର୍ଶନରେ ସେବା ଓ ସୁରକ୍ଷା ନୀତିକୁ ପାଥେୟକରି ମହାପ୍ରଭୁଙ୍କ ୩ ରଥକୁ ଶରଧାବାଲିରେ ପହଞ୍ଚାଇବାରେ ସଫଳ ହୋଇଛୁ ବୋଲି ରାଜ୍ୟ…
୩ ଦିନରେ ଭାଜପାର ନୂଆ ସଭାପତି
ଭୁବନେଶ୍ୱର,୨୯ା୬(ସୁନିତ୍ ମିଶ୍ର): ଭାଜପାର ନୂଆ ରାଜ୍ୟ ସଭାପତି କିଏ ହେବେ, ସେନେଇ ଆସନ୍ତା ସୋମବାର ଜଣାପଡ଼ିଯିବ। ଏନେଇ ଦଳ ତରଫରୁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଦଳର ସଭାପତି ନିର୍ବାଚନ ଲାଗି ରବିବାର ନୋଟିସ ଜାରି ହେବ। ସୋମବାର ନାମାଙ୍କନପତ୍ର ଦାଖଲ କରାଯିବ…
ସକାଳୁ ସକାଳୁ ପୁରୀରେ ବଡ଼ ଅଘଟଣ, ୩ ଭକ୍ତଙ୍କ ମୃତ୍ୟୁ, ଅନେକ ଆହତ
ପୁରୀ, ୨୯।୬: ସକାଳୁ ସକାଳୁ ପୁରୀରେ ଘଟିଛି ବଡ଼ ଅଘଟଣ। ଶରଧାବାଲିରେ ଚାଲିଗଲା ୩ ଭକ୍ତଙ୍କ ଜୀବନ। କାଳିଆ ଦର୍ଶନ କରିବାକୁ ଆସି ଠେଲାପେଲାରେ ୩ ଭକ୍ତଙ୍କ ମୃତ୍ୟୁ ହୋଇଛି। ସୂଚନାଥାଉ କି, ରଥ ସମ୍ମୁଖରେ ଅଘଟଣ ଘଟିଥିବା ସୂଚନା ମିଳିଛି।…
ରଥଟଣା ବିଳମ୍ବରୁ ରାଜନୀତି
ଶ୍ରୀକ୍ଷେତ୍ର ପୁରୀରେ ଶୁକ୍ରବାର ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ନିର୍ଦ୍ଧାରିତ ସମୟ ଅପରାହ୍ନ ୪ଟାରେ ହୋଇପାରି ନ ଥିଲା। ପରମ୍ପରା ଅନୁଯାୟୀ, ଶ୍ରୀ ବଳଭଦ୍ରଙ୍କ ତାଳଧ୍ୱଜ ରଥ ପ୍ରଥମେ ଅପରାହ୍ନ ୪ଟା ୧୦ରେ ଗଡ଼ିଥିଲା। ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥକୁ ଶ୍ରଦ୍ଧାଳୁ ଟାଣିନେଇଥିଲେ।…
ପୁରୀ ସହ ଦୀଘା ରଥଯାତ୍ରାକୁ ତୁଳନା କଲେ ରାଜଦୀପ ସର୍ଦେଶାଇ, କ୍ଷମା ମାଗିବାକୁ କହିଲେ ସବ୍ୟସାଚୀ
ଭୁବନେଶ୍ୱର, ୨୮ା୬ (ବନ୍ଦନା ସେଠୀ) – ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାକୁ ନେଇ ଶ୍ରୀକ୍ଷେତ୍ର ସମେତ ସାରା ରାଜ୍ୟ ଚଳଚଞ୍ଚଳ ହୋଇପଡିଛି। ରଥାରୁଢ ଦିଅଁଙ୍କୁ ଦର୍ଶନ କରିବା ପାଇଁ ଦେଶ ବିଦେଶରୁ ଶ୍ରଦ୍ଧାଳୁମାନେ ପୁରୀରେ ଡେରା ପକାଇଛନ୍ତି। ଏଭଳି ସମୟରେ ବିଶ୍ୱ ପ୍ରସିଦ୍ଧ…
କୋଟିଆରେ ୫ ମନ୍ତ୍ରୀଙ୍କ ରୁଦ୍ଧଦ୍ୱାର ବୈଠକ
ପଟ୍ଟାଙ୍ଗି,୨୮ା୬(ଶରତ କୁମାର ଧଳ)-କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ କୋଟିଆ ପଞ୍ଚାୟତରେ ପ୍ରଥମଥର ରାଜ୍ୟର ୫ ମନ୍ତ୍ରୀ ରଥଯାତ୍ରାରେ ଅଂଶଗ୍ରହଣ କରିଥିବାରୁ ସୀମାନ୍ତବାସୀଙ୍କୁ ଉତ୍ସାହିତ କରିଛି। କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ପରିସରସ୍ଥିତ ଅତିଥି ଭବନରେ ଏକ ରୁଦ୍ଧଦ୍ୱାର ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି।…
‘ଆଦାନୀଙ୍କ ଇଚ୍ଛା ଅନୁସାରେ ଘୁଞ୍ଚିଲା ରଥଟଣା’
ଭୁବନେଶ୍ୱର,୨୮ା୬(ସୁନିତ୍ ମିଶ୍ର): ଚଳିତ ବର୍ଷ ତ୍ରୁଟି ଶୂନ୍ୟ ଓ ସ୍ମରଣୀୟ ରଥଯାତ୍ରା ହେବ ଏବଂ ଏକ ଦିବ୍ୟ ଅନୁଭୂତି ନେଇ ଭକ୍ତମାନେ ଫେରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ କିନ୍ତୁ ଅବ୍ୟବସ୍ଥିତ ଓ ମହାବିଭ୍ରାଟରେ ରଥଯାତ୍ରା ସମ୍ପନ୍ନ ହେଲା। ଦୋଷ ଏବଂ ତ୍ରୁଟି…
୧ରୁ ଖୋଲିବ ହୋଟେଲ, ଜଳଖିଆ ଦୋକାନ
ଧର୍ମଶାଳା,୨୮ା୬(ଶବି ପ୍ରସାଦ ମହାନ୍ତି): ଯାଜପୁର ଜିଲାରେ ଆସନ୍ତା ୧ ତାରିଖରୁ ସମସ୍ତ ହୋଟେଲ୍, ଜଳଖିଆ ଦୋକାନ, ମୃଦୁ ପାନୀୟ କାରଖାନା ଓ ଉଠା ଦୋକାନ ଆଦି ଖୋଲିବ। ଏନେଇ ଜିଲାପାଳ ଚିଠି ସଂଖ୍ୟା ୪୮୬୩, ତା:୨୮/୦୬/୨୦୨୫ରେ ଶନିବାର ଏକ ନିର୍ଦ୍ଦେଶନାମା ଜାରି…
ରଥଯାତ୍ରା ଦେଖିବାକୁ ଯାଉଥିଲେ: ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୪ ଜୀବନ
ନୂଆପଡା,୨୮।୬(ମକାରୁ ବେମାଲ): ନୂଆପଡା ଜିଲା କୋମନା ଥାନା ଅଧୀନ ପାଳସିପାଣି ଛକ ୩୫୩ ନମ୍ବର ଜାତୀୟ ରାଜପଥରେ ଶନିବାର ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ…
୨ ଲଘୁଚାପ ସକ୍ରିୟ: ୪ ଯାଏ ପ୍ରବଳ ବର୍ଷା, ୧୬ ଜିଲାକୁ ୟେଲୋ ଓ୍ବାର୍ନିଂ…
ଭୁବନେଶ୍ୱର,୨୮ା୬(ଅନୁରାଧା ମହାରଣା)- ଗୁଜରାଟର ସୌରାଷ୍ଟ୍ର ଓ କଚ୍ଛର ଦକ୍ଷିଣ ଭାଗ ଏବଂ ପାର୍ଶ୍ୱବର୍ତ୍ତୀ ଉତ୍ତରପୂର୍ବ ଆରବସାଗର ଅଞ୍ଚଳରେ ବାୟୁମଣ୍ଡଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ଘନୀଭୂତ ହୋଇ ରବିବାର ସମାନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ସେହିପରି…
Archives


