ରାଜ୍ୟ

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି। ବ୍ଲକରେ ୧୦ ହଜାର ମେଟ୍ରିକ ଟନ୍‌ କ୍ଷମତା ବିଶିଷ୍ଟ ରାଜ୍ୟର ସର୍ବବୃହତ୍‌ ‘ଚକାଡୋଳା’ ଶୀତଳଭଣ୍ଡାର…

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ ଗାୟଗଣ୍ଡା ନିକଟର କାର ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଖବରପାଇ ଭଞ୍ଜନଗର ମେଡ଼ିକାଲରେ ଆଇନଜୀବୀ ଏବଂ…

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି । ସେହିଭଳି ସବୁ ସ୍ଥାନରେ ଭୋଜିଭାତର ଆସର ଜମୁଥିବାରୁ ଦର୍ଶନୀୟ ସ୍ଥାନ ସବୁ ଅଳିଆ…

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ ଗୋଟିଏ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମୃତ୍ୟୁବରଣ କରିଛନ୍ତି। ମୃତକ ହେଲେ ବେରବାଡ଼ିର ସଞ୍ଜୟ…

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା ଏନେଇ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି । ତେବେ ସବୁଠାରୁ ଚର୍ଚ୍ଚାର…

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ ବିଦାରକଘଟଣା ଦେଖିବାକୁ ମିଳିଛି ରାମଗିରି ଅଞ୍ଚଳରେ। ମୃତକ ହେଲେ ଗଜପତି ଜିଲ୍ଲା ରା. ଉଦୟଗିରି…

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି । ଅଜଣା ଗାଡ଼ି ଧକ୍କାରେ ୨ ବାଇକ ଆରୋହିଙ୍କ ମୃତ୍ୟୁ ହୋଇଛି । ମୃତକ…

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା ହୋଇଥିବା ସୂଚନା ରହିଛି । ବସ ଓଲଟି ପଡିବାରୁ ଜଣକର ମୃତ୍ୟୁ ଘଟିଥିବା ବେଳେ…

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ ଗାଡି ମୁହାଁ ମୁହିଁ ଧକ୍କା ହେବା ଫଳରେ ଦୁଇଗାଡ଼ିର ସାମ୍ନାପଟ ଭାଙ୍ଗିରୁଜି ଚୁରମାର ହୋଇଯାଇଛି…

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ଜଣକ ହେଲେ ବ୍ରହ୍ମପୁର ସଦର ଥାନା ବାଇଗଣବାଡ଼ି ଗାଁର ଅମର…

ପୋଷ୍ଟରରେ ନିଜ ଫଟୋ ନଥିବାରୁ ଗର୍ଜିଲେ ପ୍ରଦୀପ ପୁରୋହିତ, ମନଦୁଃଖ କରନ୍ତୁ ନାହିଁ କହିଲେ ଉପମୁଖ୍ୟମନ୍ତ୍ରୀ

ଝାରସୁଗୁଡା, ୨୧/୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା କୋଲାବିରା ବ୍ଳକ ଠାରେ ରବିବାର ଚାଲିଥିବା କୃଷକ ସମାବେଶରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ବ୍ୟାନରରେ ନିଜ ଫଟୋ ନଥିବା ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି । ଏହାସହିତ ଜିଲ୍ଲାପାଳଙ୍କୁ ତାଗିଦ…

ଦୂର ହେବ ଶିକ୍ଷକଙ୍କ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି। ଆୟୋଜିତ ଉତ୍ସବରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?