ପ୍ରେମରେ ବିଫଳ ହୋଇ ଏମିତି ଚରମ ନିଷ୍ପତ୍ତି ନେଲେ ପ୍ରେମିକ, ପରିବାର ଲୋକେ ଶୋଇଥିବାବେଳେ କଲେ ଏହି କାମ…
ରାୟଗଡ଼ା,୧୪ା୮(ଆଶିଷ ରଞ୍ଜନ ପଣ୍ଡା): ପ୍ରେମରେ ପ୍ରତାରଣା ପାଇବା ପରେ ଜଣେ ୨୨ବର୍ଷୀୟ ଯୁବକ ଏକ ଅଭାବନୀୟ ଘଟଣା ଘଟାଇଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ରାୟଗଡ଼ା ସହରର ଡିଏଫ୍ଓ କଲୋନୀରେ ଦେଖିବାକୁ ମିଳିଛି। ମୃତ ଯୁବକ ଜଣକ ହେଲେ ରାକେଶ ପରିଡ଼ା।…
ଦେଶାତ୍ମକ ଭାବନାରେ ଭାଇଚାରାର ବାର୍ତ୍ତା, ହାତରେ ତ୍ରିରଙ୍ଗା ଧରି…
ଦାରିଙ୍ଗବାଡ଼ି,୧୪ା୮(ଅରୁଣ ସାହୁ): ଆଉ କିଛି ଘଣ୍ଟାର ଅପେକ୍ଷା ଦେଶ ପାଳିବ ୭୯ତମ ସ୍ବାଧୀନତା ଦିବସ। ଏହି ଅବସରରେ ଏହାର ଜୋରଦାର ପ୍ରଭାବ ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଡଃ ଭୀମରାଓ ଆମ୍ବେଦକର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ବିଦ୍ୟାଳୟର ଛାତ୍ରୀଛାତ୍ର ବିରାଟ…
ବିଭିନ୍ନତା ମଧ୍ୟରେ ଏକତାର ବାର୍ତ୍ତା ଦେଉଛି ହରଘର ତ୍ରିରଙ୍ଗା
ବଲାଙ୍ଗୀର,୧୪ା୮(ସୁନୀଲ କୁମାର ମହାନ୍ତି): ସ୍ବାଧୀନତାର ଅମୃତ ମହୋତ୍ସବ ପାଳନ ଅବସରରେ ରାଜ୍ୟର ଘରେ ଘରେ ତ୍ରିରଙ୍ଗା ଅଭିଯାନ ଆରମ୍ଭ ହୋଇ ବିଭିନ୍ନତା ମଧ୍ୟରେ ଏକତାର ବାର୍ତ୍ତା ଦେଉଛି । ଏହି ଅବସରରେ ଭାଜପାର ନେତା କର୍ମୀ ଓ ବିଭିନ୍ନ କ୍ଲବର କର୍ମକର୍ତ୍ତା,…
ପଞ୍ଜୀକରଣ ନୂଆ ନୀତିକୁ ବିରୋଧ, ଚାଷୀଙ୍କୁ ଉଠାଇ ନେଲା ପୋଲିସ
ବରଗଡ଼,୧୪ା୮(ପ୍ରେମାନନ୍ଦ ଖମାରୀ): ଚଳିତ ଖରିଫ୍ ଋତୁରେ ଧାନ ବିକ୍ରି ପାଇଁ ସରକାରଙ୍କ ନୂତନ ପଞ୍ଜୀକରଣ ନୀତିକୁ ନେଇ ବିରୋଧ ଜୋର୍ ଧରିଛି। ଏହି କ୍ରମରେ ଗୁରୁବାର ବରଗଡ଼ ଜିଲା ସଂଯୁକ୍ତ କୃଷକ ସଂଗଠନ ରାସ୍ତାରୋକୋ ଡାକରା ଦେଇଥିଲା। ଅନେକ ଚାଷୀ ବରଗଡ଼…
ଏଣିକି ଲୋକେ ଆସିବେନି ଅଫିସରଙ୍କ ପାଖକୁ, ଲୋକଙ୍କ ଗୁହାରି ଶୁଣିବାକୁ ପଞ୍ଚାୟତ ଯିବେ ଅଫିସର
ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ଲୋକଙ୍କ ଅଭିଯୋଗ ଶୁଣିବା ପାଇଁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତିଭାସନ ଅଭିନବ ପ୍ରୟାସ ଆରମ୍ଭ କରିଛନ୍ତି। ଏଣିକି ଲୋକେ ଅଫିସରଙ୍କ ପାଖକୁ ଗୁହାରି କରିବାକୁ ସହରକୁ ଆସିବେ ନାହିଁ। ଅଫିସର ଲୋକଙ୍କ ପାଖକୁ ଯାଇ ଗୁହାରି ଶୁଣିବେ। ତେଣୁ ଜିଲାପାଳ…
ଓଡ଼ିଶାର ୨ ଜଣଙ୍କୁ ମିଳିବ ରାଷ୍ଟ୍ରପତି ପଦକ
ଭୁବନେଶ୍ୱର,୧୪ା୮: ସ୍ୱାଧୀନତା ଦିବସ ଅବସରରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସେବା ପାଇଁ ପୋଲିସ, ଅଗ୍ନିଶମ, ଗୃହରକ୍ଷୀ, ସିଭିଲ ଡିଫେନ୍ସ (HG &CD) ଏବଂ କରେକ୍ସନାଲ୍ ସେବାର ମୋଟ ୧୦୯୦ ଜଣ କର୍ମଚାରୀଙ୍କୁ ସାହସିକତା ଏବଂ ସେବା ପଦକରେ ସମ୍ମାନିତ କରାଯିବ। ଓଡ଼ିଶାର…
‘ଏମ୍ଏଲ୍ଏ ଲାଡ୍ ୱେବ୍ ପୋର୍ଟାଲ’ର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ କହିଲେ…
ଭୁବନେଶ୍ୱର, ୧୪ା୮(ସୁନିତ୍ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନଠାରେ ‘ଏମ୍ଏଲ୍ଏ ଲାଡ୍’ ଓ ‘ସିଏମ୍-ଏସ୍ଏ’ ର ସରଳୀକୃତ ଗାଇଡ୍ଲାଇନ ଉନ୍ମୋଚିତ କରିଛନ୍ତି। ଏହାସହ ଏମ୍ଏଲ୍ଏ ଲାଡ୍ ୱେବ୍ ପୋର୍ଟାଲର(https://mlalads.odisha.gov.in) ମଧ୍ୟ ଶୁଭାରମ୍ଭ ହୋଇଛି। କ୍ୟାବିନେଟ୍ ବୈଠକ ଆରମ୍ଭ…
ଭୁବନେଶ୍ୱରରେ ହେବ ବିଶ୍ୱସ୍ତରୀୟ ବିମାନ ମରାମତି କେନ୍ଦ୍ର
ଭୁବନେଶ୍ୱର,୧୪ା୮ (ରବିନାରାୟଣ ଜେନା): ପୂର୍ବ ଭାରତର ବିମାନ ଚଳାଚଳ କ୍ଷେତ୍ରରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ଏକ ମାଇଲଖୁଣ୍ଟ ସାବ୍ୟସ୍ତ ହେବ। ଏହାକୁ ଦୃଷ୍ଟିରେ ରଖି ବୁଧବାର ରାଜ୍ୟ କ୍ୟାବିନେଟ୍ ଏକ ସ୍ବତନ୍ତ୍ର ପ୍ରସ୍ତାବକୁ ଅନୁମୋଦନ ଦେଇଛି। ଏନେଇ ମୁଖ୍ୟ…
ଓଡ଼ିଶାର ୪ ସୀମାନ୍ତ ଗାଁକୁ ଆନ୍ଧ୍ରର ସନ୍ଧି ଚିହ୍ନଟ: ମୁଖିଆଙ୍କୁ ୧୮୯୮ର ତମ୍ବାପଟ୍ଟା
ପଟ୍ଟାଙ୍ଗି, ୧୪ା୮(ଶରତ କୁମାର ଧଳ): ଆନ୍ଧ୍ର ସୀମାନ୍ତକୁ ଲାଗିଥିବା ଓଡ଼ିଶାର ଗ୍ରାମଗୁଡ଼ିକୁ ନିଜର ଅଞ୍ଚଳ ଦର୍ଶାଇବାକୁ ଆନ୍ଧ୍ର ସରକାର ଦୀର୍ଘବର୍ଷ ଧରି ଅନେକ ଫନ୍ଦିଫିକର କରି ଆସୁଛନ୍ତି। ଏନେଇ ଅନେକ ବିବାଦ ସୃଷ୍ଟି ହୋଇଥିବାବେଳେ ମାମଲା ମଧ୍ୟ ବିଚାରାଧୀନ ରହିଛି। ଆନ୍ଧ୍ରର…
୧୮ ତାରିଖ ଯାଏ ଭିଜିବ ଓଡ଼ିଶା: ଆଜି ଏସବୁ ଜିଲାକୁ ଘଡ଼ଘଡ଼ି ସହ ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କରି…
ଭୁବନେଶ୍ୱର,୧୪।୮: ଗୁରୁବାର ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିଭଳି ପ୍ରବଳ…
ଶ୍ରୀମନ୍ଦିର ଉଡ଼ାଇଦେବାକୁ ଧମକ
ପୁରୀ,୧୪ା୮ (ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣିଥରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶ୍ରୀମନ୍ଦିର ପରିକ୍ରମା ମାର୍ଗର ବୁଢ଼ୀ ମା’ ମନ୍ଦିର କାନ୍ଥରେ ଶ୍ରୀମନ୍ଦିର ଉପରେ ଆତଙ୍କବାଦୀ ଆକ୍ରମଣ ନେଇ ହାତରେ ଲେଖାଯିବା ସହିତ ଫୋନ୍ ନମ୍ବର ମଧ୍ୟ ଦିଆଯାଇଛି।…
ବିବାହ କରିବାକୁ ମନା କରିବା ପରେ ପ୍ରେମିକାଙ୍କ ଘରେ ପଶି ହାଇଡ୍ରାମା, ପାରାଦୀପର ଯୁବକଙ୍କୁ ବାନ୍ଧିଲା…
ଭୁବନେଶ୍ୱର,୧୩ା୮(ସତ୍ୟଜିତ୍ ରାଉତ): ପ୍ରେମିକାଙ୍କ ଘରେ ପଶି ଜଣେ ଯୁବକ ତାଙ୍କ ଘରେ ପଶି ହାଇଡ୍ରାମା କରିବା ସହ ଦୁର୍ବ୍ୟବହାର କରିବା ଅଭିଯୋଗରେ ପୋଲିସ ସମ୍ପୃକ୍ତ ଅଭିଯୁକ୍ତ ଯୁବକଙ୍କୁ ବୁଧବାର ଗିରଫ କରିଛି। ସେ ହେଲେ ଜଗତ୍ସିଂହପୁର ଜିଲା ପାରାଦୀପର ସରୋଜ କୁଣ୍ଡୁ…
Archives


