ରାଜ୍ୟ

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ ବ୍ଲକ ଅନ୍ତର୍ଗତ ଏମ୍‌ଏନ୍‌ ପେଟା ଗ୍ରାମର କାନ୍ତା ରାଓ ଏବଂ ତାଙ୍କ ପତ୍ନୀ-ଝିଅ। ସୂଚନାନୁଯାୟୀ,ଗତ…

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା

ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର (PUCC) ନ ଥିଲେ ପେଟ୍ରୋଲ କିମ୍ବା ଡିଜେଲ ମିଳିବ ନାହିଁ ବୋଲି ତୈଳ କମ୍ପାନୀମାନଙ୍କୁ…

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I ମୃତ ବୃଦ୍ଧା ଜଣଙ୍କ ହେଲେ ଅମ୍ବାଦଳା ଥାନା ଅମ୍ଲାଭଟା ପଞ୍ଚାୟତ ଷ୍ଟେଶନ କୁମୁଡ଼ାବାଲି ଗ୍ରାମର ଚନ୍ଦନ ତୁଳା…

ରାଜ୍ୟ ପାଇଁ ଗୌରବ ଆଣିଲେ ରଞ୍ଜନା: ଥାଇଲାଣ୍ଡରୁ ରୌପ୍ୟ ପଦକ ପାଇ…

ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ ପଦକ ପାଇ ଦେଶ ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଏହାକୁ ନେଇ ବ୍ଲକ…

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କୃଷକମାନେ ହେଉଛନ୍ତି…

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କୃଷକମାନେ ହେଉଛନ୍ତି…

ପ୍ରସିଦ୍ଧ ଗୁପ୍ତେଶ୍ୱର ମନ୍ଦିରରୁ ବାହାରିଲା ୧୧ ଫୁଟ୍‌ର ଅହିରାଜ ସାପ, କରୁଥିଲା ଭୟଙ୍କର ଗର୍ଜନ

ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ଅଞ୍ଚଳରେ ଥିବା ପ୍ରସିଦ୍ଧ ଗୁପ୍ତେଶ୍ୱର ମନ୍ଦିରରୁ ଶନିବାର ଏକ ୧୧ ଫୁଟ୍ ଲମ୍ବର ବିଶାଳ ଅହିରାଜ ସାପ ଉଦ୍ଧାର ହୋଇଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ବେଶ୍…

୧୮ ମାଓବାଦୀଙ୍କ ମୁଣ୍ଡ ପାଇଁ ୮ କୋଟି ୪୦ ଲକ୍ଷ ପୁରସ୍କାର

ଭୁବନେଶ୍ୱର,୨୦।୧୦: ମାଓବାଦୀଙ୍କୁ ଧରାଇ ଦେବା ପାଇଁ ପୋଲିସ ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ବୌଦ୍ଧ ପୋଲିସ ୧୮ ମାଓବାଦୀଙ୍କ ମୁଣ୍ଡ ଉପରେ ୮ କୋଟି ୪୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରାଯାଇଛି। ଏପରିକି ପୋଲିସ ପକ୍ଷରୁ ବିଭିନ୍ନ…

ଶୋଇଥିବା ଅବସ୍ଥାରେ ବୃଦ୍ଧଙ୍କୁ ହତ୍ୟା କରି ରେଳଧାରଣା କଡ଼ରେ ଫିଙ୍ଗିଥିଲେ ୨ ଅଭିଯୁକ୍ତ: ୧୪ ବର୍ଷ ପରେ ଆସିଲା ବଡ଼ ରାୟ…

ଖୋର୍ଦ୍ଧା,୨୦ା୧୨(ପ୍ରଭାତ ପାଣିଗ୍ରାହୀ): ଟାଙ୍ଗୀ ଥାନା ଅନ୍ତର୍ଗତ ହଳଦିଆପାଟଣା ଗ୍ରାମର ବୃନ୍ଦାବନ ରାଉତ ହତ୍ୟାକାଣ୍ଡ ମାମଲାର ରାୟ ଦୀର୍ଘ ୧୪ ବର୍ଷ ପରେ ପ୍ରକାଶ ପାଇଛି। ଏହି ମାମଲାର ବିଚାର କରି ପ୍ରଥମ ଅତିରିକ୍ତ ଜିଲା ଦୌରାଜଜ୍‌ ରଞ୍ଜୁଲତା ଲେଙ୍କା ଦୁଇଜଣ ଅଭିଯୁକ୍ତଙ୍କୁ…

କଳାହାଣ୍ଡିରେ ମନ୍ଥର ଗତିରେ ଚାଲିଛି ଧାନକିଣା

ଭବାନୀପାଟଣା,୨୦।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଧାନର ଅଭାବୀ ବିକ୍ରି ଦେଖିବାକୁ ମିଳିଛି। ଜିଲାରେ ଗତ ନଭେମ୍ବର ୨୯ରୁ ଖରିଫ ଧାନ ପାଇଁ ମଣ୍ଡି ଶୁଭାରମ୍ଭ ହୋଇଥିଲା। ଇତିମଧ୍ୟରେ ୨୦ ଦିନ ବିତିଯାଇଥିଲେ ମଧ୍ୟ ଜିଲାର ସମସ୍ତ ମଣ୍ଡି ଖୋଲି ପାରିନାହିଁ।…

ଗ୍ରାମ୍ୟ ଜଙ୍ଗଲ ଜମିରେ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ

ମହାକାଳପଡ଼ା,୨୦ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ପେଟଛେଲା ଗାଁରେ ୨୪ ଏକର ସରକାରୀ ଗ୍ରାମ୍ୟ ଜଙ୍ଗଲ ଜମିରେ ଧାନ କାଟିବାକୁ ନେଇ ଶୁକ୍ରବାର ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ଉପୁଜିଛି। ଖବର ପାଇ…

ମଣ୍ଡି ଖୋଲିବା ଦାବିରେ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା ଦେଲେ ଚାଷୀ

ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ଅଧିକାଂଶ ମଣ୍ଡି ଏ ଯାଏ ଖୋଲିପାରିନାହିଁ। ଯାହା ଫଳରେ ଚାଷୀମାନେ ଧାନ ବିକ୍ରି କରି ନ ପାରି ହଇରାଣ ହରକତ ହେଉଛନ୍ତି। ତେଣୁ ଶନିବାର ଜିଲା କୃଷକ ସଂଘ ତରଫରୁ ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?