ଛେରାପହଁରା ଶେଷ: ଆଉ କିଛି ସମୟ ପରେ ରଥଟଣା
ପୁରୀ,୨୭।୬: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ରଥରେ ବିଜେ କରି ନବଦିନାତ୍ମକ ଯାତ୍ରାରେ ଯିବେ ଚତୁର୍ଦ୍ଧାମୂର୍ତ୍ତି। ଇତିମଧ୍ୟରେ ରଥାରୂଢ଼ ଶ୍ରୀଜିଉଙ୍କ ଛେରାପହଁରା ନୀତିକାନ୍ତି ସମ୍ପନ୍ନ ହୋଇଛି। ଗଜପତି ମହାରାଜ…
ରଥାରୂଢ଼ ଠାକୁରଙ୍କୁ ଛେରାପହଁରା କରୁଛନ୍ତି ଗଜପତି ମହାରାଜା
ପୁରୀ,୨୭ା୬: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ସମସ୍ତ ନୀତିକାନ୍ତି ପରେ ଧାଡ଼ି ପହଣ୍ଡିରେ ଆସି ରଥାରୂଢ଼ ହୋଇଛନ୍ତି ୩ ଠାକୁର। ପ୍ରଥମେ ଶ୍ରୀ ସୁଦର୍ଶନ ମହାପ୍ରଭୁଙ୍କ ପହଣ୍ଡି ହୋଇ…
କେନ୍ଦୁଝର ଶ୍ରୀଜୀଉଙ୍କ ନିଆରା ଭୋଗ
କେନ୍ଦୁଝର ଜିଲାର ରାଷ୍ଟ୍ରଦେବତା ଶ୍ରୀବଳଦେବଜୀଉଙ୍କୁ ଲାଗି ହେଉଥିବା ବିଭିନ୍ନ ଭୋଗ ମଧ୍ୟରୁ ତାଟ ଭୋଗ ଓ ଖେଚୁଡ଼ି ଅନ୍ୟତମ। ମନ୍ଦିର ହେବା ଦିନଠାରୁ ତାଟ ଭୋଗ ଲାଗି ପରମ୍ପରା ରହିଛି। ଖିରି, କାକରା, କର୍ପୂରକେଳି, ଝିଲ୍ଲି ଓ ମନୋହର ଆଦି ମିଷ୍ଟାନ୍ନକୁ…
ବଡ଼ଦାଣ୍ଡରେ ଚେତା ହରାଇଲେ ଶ୍ରଦ୍ଧାଳୁ
ପୁରୀ,୨୭।୬: ଆଜି ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା। ଦାରୁଦିଅଁ ଶ୍ରୀମନ୍ଦିରରୁ ବଡ଼ଦାଣ୍ଡକୁ ଓହ୍ଲାଇଆସି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ଜଗାଙ୍କ ଦର୍ଶନ ପାଇଁ ଜନସମୁଦ୍ର ହୋଇଛି ବଡ଼ଦାଣ୍ଡ। ଅନ୍ୟପକ୍ଷେ ମହାପ୍ରଭୁଙ୍କ ଦର୍ଶନ ଲାଗି ବଡ଼ଦାଣ୍ଡରେ ଠେଲାପେଲା ଗହଳି ହେବା ସହ ଲୋକେ ବ୍ୟାରିକେଡ ଭାଙ୍ଗିବାକୁ…
ବଳଦେବଜୀଉଙ୍କୁ ପ୍ରତ୍ୟହ ଲାଗିହୁଏ ୩୨ ରସାବଳୀ
୨୦୨୩ ଅକ୍ଟୋବର ୨୩ରେ କେନ୍ଦ୍ରାପଡ଼ାର ପ୍ରସିଦ୍ଧ ମିଷ୍ଟାନ୍ନ ରସାବଳୀକୁ ସ୍ଥାନୀୟ ଭୌଗୋଳିକ ସଙ୍କେତ ବା ଜିଓଗ୍ରାଫିକାଲ ଇଣ୍ଡିକେଶନ (ଜିଆଇ) ଟ୍ୟାଗ୍ ମିଳିଛି। ଗବେଷକଙ୍କ ଅନୁସନ୍ଧାନରେ ଅନଙ୍ଗଭୀମଦେବଙ୍କ ସମୟରୁ ଏହା ତୁଳସୀକ୍ଷେତ୍ରର ଭୋଗ ଭାବେ ଶ୍ରୀବଳଦେବଜୀଉଙ୍କୁ ପ୍ରତ୍ୟହ ୩୨ ରସାବଳୀ ଲାଗି କରାଯାଏ।…
ଜଗା ପାଇଁ ଜନସମୁଦ୍ର, ଭକ୍ତି ଭାବରେ ଉଛୁଳିଛି ବଡ଼ଦାଣ୍ଡ
ପୁରୀ,୨୭।୬: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଶୁକ୍ରବାର ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା। ଦାରୁଦିଅଁ ଶ୍ରୀମନ୍ଦିରରୁ ବଡ଼ଦାଣ୍ଡକୁ ଓହ୍ଲାଇଆସି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ଜଗା ପାଇଁ ଜନସମୁଦ୍ର ହୋଇଛି ବଡ଼ଦାଣ୍ଡ। କାଳିଆ ପ୍ରେମରେ ଭିଜୁଛନ୍ତି ଭକ୍ତ । କାଳିଆର ଗୁଣ୍ଡିଚା ଯାତ ଦେଖିବାକୁ…
ବିଧାନସଭା ଷ୍ଟାଣ୍ଡିଂ କମିଟି ନିର୍ଦ୍ଦେଶକୁ ଅଣଦେଖା
ଭଞ୍ଜନଗର,୨୭ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ୍ ଜଳ ଯୋଗାଣ ବିଭାଗ ପକ୍ଷରୁ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ ଚାଲିଛି। ଏ ବାବଦରେ ପ୍ରାୟ ୧୫୦୯ କୋଟି ଟଙ୍କା ଖର୍ଚ୍ଚ ପାଇଁ କମ୍ପାନୀ ସହ ଚୁକ୍ତି ହୋଇଛି।…
ପ୍ରବଳ ବର୍ଷା ପାଇଁ ସତର୍କ କଲା ନଗର ଉନ୍ନୟନ ବିଭାଗ
ଭୁବନେଶ୍ୱର,୨୭ା୬: ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା କରି ଗୃହ ଓ ନଗର ଉନ୍ନୟନ ବିଭାଗ ସମସ୍ତ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ୟୁଏଲ୍ବି)କୁ ସତର୍କ କରିଛି। ଏଥିଜନିତ ସ୍ଥିତିର ଆବଶ୍ୟକ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଜାରି କରିଛି। ବିଭାଗର ପ୍ରମୁଖ ସଚିବ…
ଅପେକ୍ଷା କରିଛି ନନ୍ଦିଘୋଷ: ଝୁଲିଝୁଲି ଆସୁଛନ୍ତି ମହାବାହୁ
ପୁରୀ,୨୭ା୬: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପହଣ୍ଡି ଆରମ୍ଭ ହୋଇଛି। ଧାଡ଼ି ପହଣ୍ଡିରେ ଆସୁଛନ୍ତି ପ୍ରଭୁ କାଳିଆ ସାଆନ୍ତ। ନନ୍ଦିଘୋଷ ରଥରେ ବିରାଜ କରିବା ପାଇଁ ଝୁଲିଝୁଲି ଆସୁଛନ୍ତି ମହାବାହୁ। ପୂର୍ବରୁ ସୁଦର୍ଶନ ମହାପ୍ରଭୁ, ପରେ ପ୍ରଭୁ ବଳଭଦ୍ର ଏବଂ ମା’ ସୁଭଦ୍ରାଙ୍କ ପହଣ୍ଡି…
ଆଦିବାସୀ ଗାଁରେ ନିଆରା ଢଙ୍ଗରେ ରଥଯାତ୍ରା: ଜଗନ୍ନାଥଙ୍କୁ ପୂଜା କରନ୍ତି ଆଦିବାସୀ ପୂଜାରୀ
ଦାରିଙ୍ଗବାଡ଼ି,୨୭ା୬(ଅରୁଣ ସାହୁ): ଆଦିବାସୀ ଅଧ୍ୟୁଷିତ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରଥଯାତ୍ରା ପାଇଁ ଉତ୍ସବ ମୁଖର ହୋଇପଡ଼ିଛି। ବ୍ଲକ ଅଞ୍ଚଳର ସିମନବାଡ଼ି ସମେତ ଉକ୍ତ ପଞ୍ଚାୟତର ଗବାଟବାଡ଼ି, ଶ୍ରାନିକେତା ପଞ୍ଚାୟତ ଟକରମାଲା, ଗଦାପୁର ଏବଂ କାଟିଙ୍ଗିଆଠାରେ ଏହି ଯାତ୍ରା ଅନୁଷ୍ଠିତ…
ସୁଭଦ୍ରାଙ୍କ ପହଣ୍ଡି ଆରମ୍ଭ
ପୁରୀ,୨୭ା୬: ଦେବୀ ସୁଭଦ୍ରାଙ୍କ ପହଣ୍ଡି ଆରମ୍ଭ ହୋଇଛି। ଘଣ୍ଟ, ଘଣ୍ଟା, ମାର୍ଦ୍ଦଳର ତାଳେ ତାଳେ ମା’ଙ୍କୁ ରଥ ଅଭିମୁଖେ ଆଣୁଛନ୍ତି ସେବାୟତ। ପୂର୍ବରୁ ସୁଦର୍ଶନ ମହାପ୍ରଭୁ, ପରେ ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ବିଜେ ହୋଇସାରିଛି। ଅପରାହ୍ନ ୨ଟା ୩୦ରୁ ୩ଟା ୩୦…
ଭାବର ବାନା: ପତିତପାବନ
ସ୍ଥୂଳ ଦୃଷ୍ଟିରେ ଦେଖିଲେ ଖଣ୍ଡେ ତ୍ରିକୋଣକାର ନାଲି କିମ୍ବା ହଳଦିଆ ରଙ୍ଗର କପଡ଼ା ମାତ୍ର। ତା’ର ନାମ ଧ୍ୱଜା, ନେତ, ପତାକା ଓ ବାନା। ମଝିରେ ଚନ୍ଦ୍ରବିନ୍ଦୁ ଚିହ୍ନ ଥିବା ଦୁଇଧାରର ଶେଷ ବିନ୍ଦୁରେ ଏକ ଫୁଲ ଲାଗିଥିବା ସେହି କପଡ଼ାର…
Archives


