ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର
ଭୁବନେଶ୍ୱର,୨୦।୮(ସୁନିତ୍ ମିଶ୍ର):ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ (ଓଇଆର୍ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ ବିଦ୍ୟୁତ୍ ଉପଭୋକ୍ତା ଅଛନ୍ତି। ସେମାନଙ୍କ ମଧ୍ୟରୁ ଅଧିକାଂଶ ସ୍ମାର୍ଟ ମିଟର ଲଗାଇବାକୁ ନେଇ…
୨୮ରେ ରାଜ୍ୟ କ୍ୟାବିନେଟ୍: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ
ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ ବୁଧବାର ଅବଗତ କରାଯାଇଛି। ବିଶ୍ୱସ୍ତସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଲୋକସେବା ଭବନର ତୃତୀୟ…
ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ
ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ ଲଘୁଚାପ। ଆସନ୍ତା ୨୨ ଓ ୨୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ…
ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍ଏମ୍ଡିଆର୍ ବିଲ୍: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…
ଭୁବନେଶ୍ୱର,୧୯।୮(ସୁନିତ୍ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର କରୁଥିଲେ। ୨୦୨୪ରେ ଯେତେବେଳେ ସରକାର ପରିବର୍ତ୍ତନ ହେଲା, ସେତେବେଳକୁ ୫୦ ହଜାର କୋଟି…
ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…
ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ ଚଢାଉ କରାଯାଇଥିଲା । ତେବେ ପ୍ରାୟ ୮ ହଜାର ୮୦୦ ଲିଟର ମଦ…
ମା’ ଦଣ୍ଡକାଳୀ ମନ୍ଦିର ଦାନହୁଣ୍ଡି ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ, ପୂଜକ ଦେଖିବା ପରେ…
ଦିଗପହଣ୍ଡି/ପାଟପୁର,୧୯ା୮(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ପାଟପୁର ଥାନାଠାରୁ ମାତ୍ର ୫ ଶହ ମିଟର ଦୂରରେ ଥିବା ପଳାସପୁର ଗ୍ରାମ ନିକଟ ମା ’ ଦଣ୍ଡକାଳୀ ମନ୍ଦିରରୁ ମଙ୍ଗଳବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଦାନହୁଣ୍ଡି ଭାଙ୍ଗି ଚୋରି କରିଥିବା ଜଣାପଡ଼ିଛି।…
ଆଶୁତୋଷ ପରିଡ଼ା ପାଇବେ ଶାରଳା ପୁରସ୍କାର
ଭୁବନେଶ୍ୱର,୧୯ା୮: ଓଡ଼ିଶା ସାହିତ୍ୟ ଜଗତ ପାଇଁ ଏକ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ମନାକୁ ଆସିଛି। ପ୍ରସିଦ୍ଧ କବି ତଥା ସୁସାହିତି୍ୟକ ଆଶୁତୋଷ ପରିଡ଼ା ସର୍ବୋଚ୍ଚ ସାହିତ୍ୟ ସମ୍ମାନ ଶାରଳା ପୁରସ୍କାର ପାଇବେ। ତାଙ୍କର ପ୍ରତିଷ୍ଠିତ କବିତା ସଂକଳନ ‘ଅପ୍ରସ୍ତୁତ ମୃତ୍ୟୁ’…
ଓଡ଼ିଶା ପାଇଁ ବଡ଼ ରେଲଓ୍ବେ ଭେଟି, ମୋଦି ସରକାର କଲେ ବଡ଼ ଘୋଷଣା
ଭୁବନେଶ୍ୱର,୧୯।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି (CCEA) ବୈଠକରେ ପ୍ରାୟ ୯,୪୫୦ କୋଟି ଟଙ୍କା ବ୍ୟୟବରାଦରେ ୪ଟି ରେଳ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ଏହା ମଧ୍ୟରେ ଓଡ଼ିଶାର ଦୁଇଟି ମୁଖ୍ୟ ରେଳ…
କେମିତି ଅପହରଣ ହୋଇଥିଲେ ବ୍ୟବସାୟୀ ଗୁଣ୍ଡା ସାହୁ, ପୋଲିସ କ୍ରାଇମ୍ ଭିଡିଓ ଜାରି କରି…
ବଲାଙ୍ଗୀର,୧୯ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ ଗୁଣ୍ଡା ସାହୁ ଅପହରଣ ଘଟଣା ସମ୍ପର୍କିତ କ୍ରାଇମ ଭିଡିଓ ଜାରି କରିଛି ବଲାଙ୍ଗୀର ପୋଲିସ। କିଭଳି ଭାବେ ସାହୁଙ୍କୁ ବଲାଙ୍ଗୀରରୁ ଅପହରଣ କରି ଭୁବନେଶ୍ବରର ଏକ ହୋଟେଲରେ ତାଙ୍କୁ କିଭଳି ବନ୍ଦୀ…
ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ଶିଶୁଙ୍କୁ କାମୁଡ଼ିଲା ସାପ, ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚିଲେ କର୍ମୀ-ସିଡିପିଓ
ଦାରିଙ୍ଗବାଡ଼ି,୧୯ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ନୀଳକନ୍ଦର ସାହିରେ ରହିଥିବା ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ବୁଧବାର ମଧ୍ୟାହ୍ନରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ ସାଢ଼େ ୪ ବର୍ଷର ଶିଶୁକନ୍ୟାଙ୍କୁ ସାପ କାମୁଡ଼ି ଦେଇଛି। ସେ ହେଲେ ଗ୍ରୀନବାଡ଼ି ପଞ୍ଚାୟତ ସିକାପାଟା ଗ୍ରାମର ମିଲନ…
ବିକାଶ ଅପହଞ୍ଚ: ଆସିଲାନି ଆମ୍ବୁଲାନ୍ସ ଭରା ବନ୍ୟାପାଣିରେ ଭାରରେ ବୁହାହେଲେ ରୋଗୀ
ବରୀ,୧୯ା୮(ମହେନ୍ଦ୍ର ସ୍ବାଇଁ): ଦେଶ ସ୍ବାଧୀନ ହେବାର ୮୦ ବର୍ଷ ବିତିଯାଇଥିଲେ ସୁଦ୍ଧା ଯାଜପୁର ଜିଲା ବରୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାଲିବିଲ ପଞ୍ଚାୟତର ଢିଅସାହି ଗ୍ରାମରେ ବିକାଶର ଏକ ଲଜ୍ଜାଜନକ ଚିତ୍ର ଦେଖିବାକୁ ମିଳିଛି। ରାସ୍ତାରେ ବନ୍ୟା ସ୍ରୋତ ଯୋଗୁ ଆମ୍ବୁଲାନ୍ସ…
ମାଷ୍ଟରକ୍ୟାଣ୍ଟିନରେ ଖଣ୍ଡଯୁଦ୍ଧ: ପୋଲିସକୁ ଢେଲା ପଥର ମାଡ଼, ଭାଙ୍ଗିଲେ ଆମ ବସ୍
ଭୁବନେଶ୍ୱର,୧୯।୮: ରଣକ୍ଷେତ୍ର ପାଲଟିଲା ରାଜଧାନୀର ମାଷ୍ଟର କ୍ୟାଣ୍ଟିନ ଛକ । ପୋଲିସ ପକ୍ଷରୁ ଲାଠି ଚାର୍ଜ । ପୋଲିସ ଉପରକୁ ମଧ୍ୟ ଢେଲା ପଥର ମାଡ । OLA, Uber, Rapido ଅନଲାଇନ ଚାଳକ ଆନ୍ଦୋଳନ ୩ୟ ଦିନରେ ପହଞ୍ଚିଥିବା ବେଳେ…

