ରାଜ୍ୟ

ମାଳଦ୍ୱୀପରେ ଓଡ଼ିଆ ହୋଟେଲ ବ୍ୟବସାୟୀଙ୍କ ସଫଳତା

ଭୁବନେଶ୍ୱର,୪ା୫(ବ୍ୟୁରୋ): ବଡ଼ ସଫଳ କାହାଣୀଗୁଡ଼ିକ ପଛରେ ଅନେକ ସମୟରେ ବୃହତ୍‌ ସ୍ବପ୍ନ ଓ ଭାବାବେଗ ରହିଥାଏ। ଓଡ଼ିଶାରେ ଜନ୍ମିତ ସଲିଳ ପାଣିଗ୍ରାହୀ ମାଳଦ୍ୱୀପରେ ନିଜକୁ ସବୁଠୁ ସଫଳ ହୋଟେଲ ବ୍ୟବସାୟୀ ଭାବେ ପ୍ରତିଷ୍ଠିତ କରିପାରିଛନ୍ତି। ୩ ଦଶନ୍ଧି ପୂର୍ବରୁ ସେ...

ଆଜିଠୁ ରାଷ୍ଟ୍ରପତିଙ୍କ ୩ ଦିନିଆ ମୟୂରଭଞ୍ଜ ଗସ୍ତ

ବାରିପଦା ଅଫିସ,୪ା୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାରଠାରୁ ୩ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସୁଛନ୍ତି। ଜନ୍ମମାଟିରେ ପହଞ୍ଚତ୍ବା ପରେ ତାଙ୍କୁ ଭବ୍ୟ ସ୍ବାଗତ କରିବା ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଶାଶୁଘର ଗଁା ପାହାଡ଼ପୁରଠାରୁ ଆରମ୍ଭକରି ରାଇରଙ୍ଗପୁର ବାସଭବନ,...

ସ୍ବାଭାବିକ ହୋଇନାହିଁ ବ୍ୟବସାୟ

ସମ୍ବଲପୁର,୪ା୫(ବ୍ୟୁରୋ): ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ପଥର ମାଡ଼, ପୋଡ଼ାଜଳା, ଆକ୍ରମଣ, ହତ୍ୟା ଭଳି ଘଟଣା ଘଟିଥିଲା। ଏହାକୁ ନେଇ ଜିଲା ପ୍ରଶାସନ ଏପ୍ରିଲ ୧୩ରୁ ୨୪ ତାରିଖ ପର୍ଯ୍ୟନ୍ତ କର୍ଫ୍ୟୁ ଲଗାଇଥିଲା। ନେଟ୍‌ ସେବା ମଧ୍ୟ ସମ୍ପୂର୍ଣ୍ଣ...

ବର୍ତ୍ତିଯାଇପାରେ ଓଡ଼ିଶା

ଭୁବନେଶ୍ୱର,୪ା୫(ବ୍ୟୁରୋ): ଆସନ୍ତା ୬ କିମ୍ବା ୭ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଦକ୍ଷିଣ ଆଣ୍ଡାମାନ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହା ଧୀରେ ଧୀରେ ଘନୀଭୂତ ହୋଇ ୮ ତାରିଖରେ ଲଘୁଚାପରେ ପରିଣତ ହେବ। ମେ...

ଡିଜି ପାହ୍ୟାକୁ ଗଲେ ୩ ଆଇପିଏସ୍‌

ଭୁବନେଶ୍ୱର,୩ା୫(ବ୍ୟୁରୋ): ରାଜ୍ୟର ୩ ବରିଷ୍ଠ ଆଇପିଏସ୍‌ ଅଧିକାରୀ ଡିଜି ପାହ୍ୟାକୁ ପଦୋନ୍ନତି ପାଇଥିବା ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ବିଜ୍ଞପ୍ତି ଅନୁଯାୟୀ, ସୁଧାଂଶୁ ଷଡ଼ଙ୍ଗୀ ଏବଂ ଅରୁଣ ଷଡ଼ଙ୍ଗୀ ଡିଜି ପାହ୍ୟାକୁ ପଦୋନ୍ନତି...

ଅଗ୍ରିଆ ସମାଜ ପାଇଁ ଜମି, ୩ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩ା୫(ବ୍ୟୁରୋ): ଅଗ୍ରିଆ ସମାଜ ପଶ୍ଚିମ ଓଡ଼ିଶାର ଏକ ପ୍ରମୁଖ ଗୋଷ୍ଠୀ। କୃଷି ଉପରେ ନିର୍ଭର କରୁଥିବା ଏହି ସମାଜର ଲୋକମାନେ ମୁଖ୍ୟତଃ ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କଳାହାଣ୍ଡି, ବଲାଙ୍ଗୀର ଓ ଦେବଗଡ଼ ଆଦି ଜିଲାରେ ବସବାସ କରିଥାନ୍ତି। ନିକଟରେ...

ସମୁଦ୍ରରେ ବୁଡ଼ି ଦୁଇ ପର୍ଯ୍ୟଟକଙ୍କ ମୃତ୍ୟୁ

ପୁରୀ ଅଫିସ,୩ା୫: ସମୁଦ୍ରରେ ଗାଧୋଉଥିବା ବେଳେ ବୁଡ଼ିଯାଇ ବୁଧବାର ଦୁଇ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଆଉ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସମୁଦ୍ରର ୧୩ ନମ୍ବର ଜୋନ୍‌ ଅଞ୍ଚଳରେ ଗାଧୋଉଥିବା ବେଳେ ଏହି ଅଘଟଣ...

ଓଡ଼ିଶା ଆସିବେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର!

ଭୁବନେଶ୍ୱର,୩।୫(ବ୍ୟୁରୋ): ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଆସନ୍ତା ୫ ତାରିଖରେ ଓଡ଼ିଶା ଗସ୍ତରେ ଆସିପାରନ୍ତି। ଏହି ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ନବୀନଙ୍କୁ ଭେଟି ସେ ବିଭିନ୍ନ ରାଜନୈତିକ ପ୍ରସଙ୍ଗରେ ଆଲୋଚନା କରିବାର ସମ୍ଭାବନା...

ମେ’ ୧୫ରୁ ଭୁବନେଶ୍ୱରରୁ ଦୁବାଇକୁ ଉଡିବ ବିମାନ

ଭୁବନେଶ୍ୱର,୩।୫(ବ୍ୟୁରୋ): ଆସନ୍ତା ମେ’ ୧୫ ତାରିଖରୁ ଭୁବନେଶ୍ୱରରୁ ଦୁବାଇକୁ ବିମାନ ଉଡିବ। ସପ୍ତାହରେ ୩ଦିନ ସୋମବାର, ବୁଧବାର ଓ ଶୁକ୍ରବାର ଏହି ବିମାନ ସେବା ଚାଲିବ ବୋଲି କହିଛନ୍ତି ଭୁବନେଶ୍ୱର ବିମାନ ବନ୍ଦର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ । ସୂଚନାଯୋଗ୍ୟ,...

ଆସନ୍ତାକାଲି ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୩ା୫(ବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତାକାଲି ଅର୍ଥାତ୍‌ ୪ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ବୋଲି ରାଷ୍ଟ୍ରପତିଙ୍କ ସଚିବାଳୟ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ୪ରୁ ୬ ତାରିଖ ପର୍ଯ୍ୟନ୍ତ ରାଷ୍ଟ୍ରପତି ରାଇରଙ୍ଗପୁର, ପାହାଡ଼ପୁର ଏବଂ ବାରିପଦାରେ କିଛି କାର୍ଯ୍ୟକ୍ରମରେ...

ବନ୍ୟପ୍ରାଣୀ ଆକ୍ରମଣରେ ମୃତାହତଙ୍କ ପରିବାର ପାଇଁ ସହାୟତା ରାଶି ବଢ଼ିଲା

ଭୁବନେଶ୍ୱର,୩ା୫(ବ୍ୟୁରୋ): ମନୁଷ୍ୟ ଓ ବନ୍ୟପ୍ରାଣୀଙ୍କ ମଧ୍ୟରେ ସଂଘର୍ଷ ଘଟି ରାଜ୍ୟରେ ପ୍ରତିବର୍ଷ ବହୁ ଲୋକ ମୃତାହତ ହେଉଛନ୍ତି। ଏଥିସହିତ ହାତୀମାନେ ଘରଦ୍ବାରା ଭାଙ୍ଗିବା ସହ ଫସଲ ନଷ୍ଟ କରୁଛନ୍ତି। ଏହି କ୍ଷତିଗ୍ରସ୍ତ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସହାୟତା...

ସବୁ ଜିଲାପାଳଙ୍କୁ ହାଇଆଲର୍ଟ: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର,୩।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ନେଇ ସରକାର ପୁରା ପ୍ରସ୍ତୁତ ଥିବା ବୁଧବାର ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ କହିଛନ୍ତି। ସେ କହିଛନ୍ତି, ଲଗାତାର ଭାବେ ମେ ମାସରେ ବାତ୍ୟା ହେଉଛି । ସମସ୍ତ ବିଭାଗକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri