ରାଜ୍ୟ

ଦନ୍ତାକୁ ଟ୍ରାଙ୍କୁଲାଇଜ ପାଇଁ ୩ ଟିମ୍‌

ଭୁବନେଶ୍ୱର,୧୯ା୧୨: ଚନ୍ଦକାର ଅସୁସ୍ଥ ଦନ୍ତାହାତୀକୁ ଉଦ୍ଧାର ଓ ଟ୍ରାଙ୍କୁଲାଇଜ ପାଇଁ ୩ଟି ଟିମ୍‌ ଗଠନ କରାଯାଇଛି। ଭାଲୁଙ୍କା ଜଙ୍ଗଲର ଆଖପାଖ ଅଞ୍ଚଳରେ ଅସୁସ୍ଥ ଦନ୍ତା ବୁଲୁଛି। ତେବେ ଏହି ଦନ୍ତାହାତୀର ବାମଗୋଡ଼ ଫୁଲିଥିବାବେଳେ ଡ୍ରୋନ୍‌ ଜରିଆରେ ଲୋକେଶନ ଟ୍ରାକ୍‌ ପାଇଁ ପ୍ରୟାସ…

ଭୁବନେଶ୍ବରରେ ଜରୁରୀ ଅବତରଣ କଲା ବିମାନ, ଜାଣନ୍ତୁ କାରଣ

ଭୁବନେଶ୍ବର,୧୯।୧୨: ଭୁବନେଶ୍ବରରେ ଜରୁରୀ ଅବତରଣ କଲା ବିମାନ । ବାରଣାସୀ ଯାଉଥିବା ବିମାନ ଭୁବନେଶ୍ବରରେ ଜରୁରୀ ଅବତରଣ କରିଛି । ଖରାପ ପାଗ ଯୋଗୁଁ ବିମାନ ଜରୁରୀ ଅବତରଣ କରିଥିବା ଜଣାପଡିଛି । କୁହୁଡି ପାଇଁ ମୁମ୍ବାଇ-ବାରଣାସୀ ବିମାନର ରୁଟ ଡାଇଭର୍ଟ…

କଟକରେ ମା’ହେଲେ ଦଶମ ଶ୍ରେଣୀ ଛାତ୍ରୀ: ବଳାତ୍କାର ପରେ…

କଟକ,୧୯।୧୨: କଟକ ଜିଲା ମାଣିଆବନ୍ଧ ଥାନା ଅନ୍ତର୍ଗତ ଖୁଣ୍ଟକଟା ଅଞ୍ଚଳର ଜଣେ ୧୪ ବର୍ଷୀୟ ଦଶମ ଶ୍ରେଣୀ ଛାତ୍ରୀ ବଳାତ୍କାର ଶିକାର ହେବା ପରେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ଏହି ଘଟଣା ସାମ୍ନାକୁ ଆସିବା ପରେ କଟକର ଏକ…

ଟୋକନ ସମସ୍ଯାକୁ ନେଇ ଚାଷୀଙ୍କ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ବାଦ୍ ପଡ଼ିଛି ଜାତୀୟ ରାଜପଥ ଓ ରେଳ ରୋକ

ସମ୍ବଲପୁର,୧୯।୧୨(ପ୍ରମୋଦ ବହିଦାର): ଟୋକନ ସମସ୍ୟାକୁ ନେଇ ଶୁକ୍ରବାର ଚାଷୀଙ୍କ ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ ଜାରି ରହିଛି । ଚାଷୀମାନେ ସକାଳ ୬ଟାରୁ ସହରର ଲକ୍ଷ୍ମୀଟକିଜଛକ, ଅଇଁଠାପାଲିଛକ, କଚେରୀଛକ ଆଦି ବିଭିନ୍ନ ସ୍ଥାନରେ ପିକେଟିଂ କରି ଦୋକାନ ବଜାର ଆଦି…

ଦୁଇଦିନ ପରେ ଜି.ଉଦୟଗିରିରେ ପୁଣି ତଳମୁହାଁ ପାରଦ, ଜାଡ଼ରେ ଥରୁଛି ସମଗ୍ର ଅଞ୍ଚଳ

ଜି.ଉଦୟଗିରି,୧୯/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ଜି.ଉଦୟଗିରିରେ ରାଜ୍ୟର ସବୁଠାରୁ ଅଧିକ ଶୀତ ଅନୁଭୂତ ହେଉଛି । ଦୀର୍ଘ ଏକ ମାସରୁ ଉର୍ଦ୍ଧ ହେବ ସର୍ବନିମ୍ନ ତାପମାତ୍ରା ୫ ଡିଗ୍ରୀ ତଳେ ରହୁଥିବା ବେଳେ ପ୍ରବଳ ଥଣ୍ଡାରେ ଅସ୍ତବ୍ୟସ୍ତ ହେଉଛନ୍ତି…

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା, ସାହାଯ୍ୟ କଲେ କାମାକ୍ଷାନଗର ବିଧାୟକ

ଭୁବନ ୧୯/୧୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଭୁଷଳ ପଞ୍ଚାୟତ କିର୍ତ୍ତନ ପୁର ଗ୍ରାମର ଗଙ୍ଗା ମଳିକ ସାହିରେ ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ରାତିରେ ଘଟିଥିବା ଭୟଙ୍କର ଅଗ୍ନିକାଣ୍ଡରେ ୪ ବଖରା ଘର ଜଳିଯାଇଛି ।…

ଶେଷ ହେବ ‘ଇନ୍ସପେକ୍ଟର ରାଜ୍‌’ : ମୁଖ୍ୟ ଶାସନ ସଚିବ ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୯।୧୨ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ପ୍ରକଳ୍ପ, ଯୋଜନା ଏବଂ କାର୍ଯ୍ୟକ୍ରମ ଅନେକ ସମୟରେ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଶେଷ ହୋଇପାରୁନାହିଁ। ଫଳରେ ଏହାର ସୁଫଳ ଲୋକଙ୍କ ପାଖରେ ବିଳମ୍ବରେ ପହଞ୍ଚୁଛି। ଏନେଇ ସମୀକ୍ଷା ବେଳେ ଗୋଟିଏ…

ପାଟଣା ହାଇକୋର୍ଟ ମୁଖ୍ୟବିଚାରପତି ହେବେ ଓଡ଼ିଶାର ସଙ୍ଗମ କୁମାର ସାହୁ

କଟକ,୧୯ା୧୨: ସୁପ୍ରିମକୋର୍ଟ କଲେଜିୟମ୍ ଓଡିଶା ହାଇକୋର୍ଟ ବିଚାରପତି ସଙ୍ଗମ କୁମାର ସାହୁଙ୍କୁ ପାଟଣା ହାଇକୋର୍ଟ ମୁଖ୍ୟବିଚାରପତି ନିଯୁକ୍ତ ଦେବା ପାଇଁ ଗୁରୁବାର ସୁପାରିଶ କରିଛି। ମୁଖ୍ୟ ବିଚାରପତିଙ୍କ ନେତୃତ୍ୱରେ ଗଠିତ କଲେଜିୟମ୍ ଦେଶର ବିଭିନ୍ନ ହାଇକୋର୍ଟରେ ଖାଲି ପଡ଼ିବାକୁ ଥିବା ପାଞ୍ଚ…

ବୃଦ୍ଧି ପାଉଛି ଶୀତ ପ୍ରକୋପ, ଏହି ଜିଲାରେ ଶନିବାର ସକାଳୁଆ ସ୍କୁଲ ହେବନି

ବ୍ରହ୍ମପୁର,୧୯ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଶିକ୍ଷାଧିକରୀଙ୍କ କାର୍ଯ୍ୟାଳୟର ଚିଠି ସଂଖ୍ୟା ୨୫୮୩୦ ଅନୁଯାୟୀ ଚଳିତ ସପ୍ତାହରୁ ଜିଲାର ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକରେ ଶନିବାର ସକାଳୁଆ ବିଦ୍ୟାଳୟ ପରିବର୍ତ୍ତେ ପୂର୍ବାହ୍ନ ୧୦ରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଶିକ୍ଷାଦାନ…

୨୮ ତମ ପରବ ମୁଖ୍ୟ ସମାରୋହ ଉଦଘାଟିତ, ମନ ମୋହିଲା…

କୋରାପୁଟ,୧୮/୧୨(ଅମିତାଭ ବେହେରା ): ଜାତୀୟସ୍ତରୀୟ ଲୋକ ମହୋତ୍ସବ ପରବ-୨୦୨୫ର ମୁଖ୍ୟ ସମାରୋହ ସ୍ଥାୟୀ ପରବ ପଡ଼ିଆରେ ଗୁରୁବାର ସନ୍ଧ୍ୟାରେ ଉଦଘାଟିତ ହୋଇଛି । ନଗର ଉନ୍ନୟନ ବିଭାଗ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ମୂଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଥମେ ପଲ୍ଲୀଶ୍ରୀ…

ଡିଜିଟାଲ ଆରେଷ୍ଟ ଜାଲରେ ଫସିଲେ ମହିଳା ଡାକ୍ତର, ୧୨ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହରାଇଲେ

ରାୟଗଡା,୧୮।୧୨(ଆଶିଷ ରଞ୍ଜନ ପଣ୍ଡା)- ଡିଜିଟାଲ ଆରେଷ୍ଟ ହୋଇ ସାଇବର କ୍ରାଇମରେ ଫସିଛନ୍ତି ରାୟଗଡାର ଜଣେ ମହିଳା ଡାକ୍ତର। ରାୟଗଡା ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟକରୁଥିବା ଅତିରିକ୍ତ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମମତା ଚୌଧୁରୀ ଡିଜିଟାଲ…

ହାଇଦ୍ରାବାଦରେ ‘ଓଡ଼ିଶା ନିବେଶକ ସମ୍ମିଳନୀ’: ପ୍ରଥମ ଦିନରେ ମିଳିଲା ୧୯,୫୦୦ କୋଟି ଟଙ୍କାର ନିବେଶ ପ୍ରସ୍ତାବ

ଭୁବନେଶ୍ୱର,୧୮ା୧୨: ହାଇଦ୍ରାବାଦରେ ଆୟୋଜିତ ଦୁଇ ଦିନିଆ ‘ଓଡ଼ିଶା ଇନଭେଷ୍ଟର ମିଟ୍’ର ପ୍ରଥମ ଦିନରେ ରାଜ୍ୟ ପାଇଁ ପୁଞ୍ଜିନିବେଶର ସୁଅ ଛୁଟିଛି। ଏହି ଅବସରରେ ଓଡ଼ିଶା ପ୍ରାୟ ୧୯,୫୦୦ କୋଟି ଟଙ୍କାର ପୁଞ୍ଜିନିବେଶ ପ୍ରସ୍ତାବ ହାସଲ କରିଥିବା ବେଳେ ଏହାଦ୍ୱାରା ପ୍ରାୟ ୭,୫୦୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?