ପୋଲିସ ଗୁଳିରେ ଟଳିଲେ ଦୁଇ ମହିଳା ମାଓବାଦୀ
ମାଲକାନଗିରି,୨୬ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜିଲାର ଅଭୁଝମାଡ଼ ଜଙ୍ଗଲରେ ପୋଲିସ-ମାଓବାଦୀ ମଧ୍ୟରେ ଗୁରୁବାର ଗୁଳିବିନିମୟ ହୋଇଛି। ଫଳରେ ପୋଲିସର ଏନକାଉଣ୍ଟରରେ ଦୁଇ ହାର୍ଡକୋର ମହିଳା ମାଓବାଦୀ ନିହତ ହୋଇଛନ୍ତି। ଡିଆର୍ଜି, ଏଟିଏଫ୍ ଯବାନଙ୍କ ଅପରେଶନର ଏହି ସଫଳତା…
ମୀରାରାଣୀ ବ୍ଲକ୍ ଅଧ୍ୟକ୍ଷା ବୋଲି ଜିଲା ପ୍ରଶାସନର ଘୋଷଣା
ମହାକାଳପଡ଼ା,୨୬ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧ୍ୟକ୍ଷା ପଦକୁ ନେଇ ବିବାଦ ଲାଗିରହିଥିଲା। ପୂର୍ବତନ ବ୍ଲକ ଅଧ୍ୟକ୍ଷା କଳ୍ପନା ରାଉତଙ୍କୁ ମେ’୨୮ରେ ଅନାସ୍ଥା ପ୍ରସ୍ତାବରେ ହରାଇବା ପରେ ଜୁନ୍ ୨୪ରେ ଉପନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଏହି ନିର୍ବାଚନରେ ଗଡ଼…
ନବୀନଙ୍କ ନିର୍ଦ୍ଦେଶକୁ ବି ଆଉ ମାନୁନାହାନ୍ତି ବିଜେଡି ନେତା
ଭୁବନେଶ୍ୱର,୨୬ା୬(ସୁନିତ୍ ମିଶ୍ର): ବିଜେଡିରେ ଆଉ କେହି କାହା କଥା ମାନିବାକୁ ରାଜିନାହାନ୍ତି। ସବୁଠାରୁ ଆଶ୍ଚର୍ଯ୍ୟଜନକ ବିଷୟ ହେଉଛି ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିଷ୍ପତ୍ତିକୁ ମଧ୍ୟ କେତେଜଣ ବାଏଁ ବାଏଁ ଉଡ଼ାଇ ଦେଉଛନ୍ତି। ନବୀନ ଜାରି କରିଥିବା ନିର୍ଦ୍ଦେଶକୁ ଦଳ ଏକ…
ଯାଇଥିଲେ ହେଲେ ନବୀନଙ୍କୁ ଦେଖା କରିପାରିଲେନି, ବବିଙ୍କ ଫୋନ୍ରୁ ପାଣ୍ଡିଆନ୍ଙ୍କୁ ଭିଡିଓ କଲ; ବଢ଼ିଲା…
ଭୁବନେଶ୍ୱର,୨୬ା୬(ସୁନିତ୍ ମିଶ୍ର): ମୁମ୍ବାଇର କୋକିଳାବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏବେ ଚିକିତ୍ସାଧୀନ ରହିଛନ୍ତି। ପୂର୍ବରୁ କେବେ ନିଜର ଚିକିତ୍ସା ସମ୍ପର୍କରେ ସାଧାରଣରେ ସବିଶେଷ ତଥ୍ୟ ଦେଇଯାଇ ନ ଥିଲେ। ହେଲେ ପ୍ରଥମ ଥର ଲାଗି…
ସୁଭଦ୍ରା ୩ୟ କିସ୍ତିକୁ ନେଇ ଆସିଲା ବଡ଼ ଖବର: ଏହି ଦିନ ଖାତାକୁ ଆସିବ ଟଙ୍କା
ଭୁବନେଶ୍ୱର,୨୬। ୬(ସୁନିତ୍ ମିଶ୍ର): ସୁଭଦ୍ରା ଯୋଜନାର ୩ୟ କିସ୍ତି ଆସନ୍ତା ରାଖୀ ପୂର୍ଣ୍ଣିମା ଅଗଷ୍ଟ ୯ରେ ହିତାଧିକାରୀମାନଙ୍କୁ ମିଳିବ। ଉନ୍ନୟନ କମିଶନର ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ସୁଭଦ୍ରା ସୋସାଇଟିର ୪ର୍ଥ ପରିଚାଳନା ପରିଷଦ…
ଆଜି ମହାପ୍ରଭୁଙ୍କ ନେତ୍ର ଉତ୍ସବ, ନବଯୌବନ ଦର୍ଶନ
ପୁରୀ,୨୬ା୬(ଅଜିତ୍ କୁମାର ମହାନ୍ତି): ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରୀବିଗ୍ରହମାନେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରି ଜ୍ୱରରେ ପୀଡ଼ିତ ହୋଇ ୧୫ ଦିନ ଅଣସରରେ ରହି ଗୁପ୍ତସେବା ହେବା ପରେ ଗୁରୁବାର ନେତ୍ର ଉତ୍ସବରେ ଭକ୍ତଙ୍କୁ ଦର୍ଶନ ଦେବେ। ଏଥିସହ ମହାପ୍ରଭୁ…
ନବୀନଙ୍କୁ ଦେଖା କରିବାକୁ ଯାଇଥିଲେ ବିଜେଡି ନେତା, ହେଲେ ପାଣ୍ଡିଆନ ଦେଖାଇଲେ…
ଭୁବନେଶ୍ୱର,୨୬ା୬(ସୁନିତ୍ ମିଶ୍ର): ମୁମ୍ବାଇର କୋକିଳାବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଏବେ ଚିକିତ୍ସାଧୀନ ରହିଛନ୍ତି। ନବୀନ ପୂର୍ବରୁ କେବେ ନିଜର ଚିକିତ୍ସା ସମ୍ପର୍କରେ ସାଧାରଣରେ ସବିଶେଷ ତଥ୍ୟ ଦେଇଯାଇ ନ ଥିଲେ।…
ଆଜି ଲଘୁଚାପ, ୪ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷିବ
ଭୁବନେଶ୍ୱର,୨୬ା୬(ଅନୁରାଧା ମହାରଣା): ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ପାର୍ଶ୍ୱବର୍ତ୍ତୀ ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବୁଧବାର ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ଗୁରୁବାର ମଧ୍ୟରେ ଏହି ଘୂର୍ଣ୍ଣିବଳୟ ଲଘୁଚାପ ରୂପ ନେବାର ସମ୍ଭାବନା…
ଓଡ଼ିଶା ନୂଆ ଇଭି ନୀତି ୨.୦: ୨୦୩୬ ସୁଦ୍ଧା ରାଜ୍ୟରେ ୫୦% ଇଲେକ୍ଟ୍ରିକ ଗାଡ଼ି ଗାଡ଼ାଇବାକୁ ଲକ୍ଷ୍ୟ
ଭୁବନେଶ୍ୱର,୨୫ା୬: ଓଡ଼ିଶା ସରକାରଙ୍କ ବାଣିଜ୍ୟ ଓ ପରିବହନ ବିଭାଗ ଏବଂ ଶକ୍ତି ବିଭାଗ ମିଳିତ ଭାବେ ବୁଧବାର ନୂତନ ଓଡ଼ିଶା ଇଲେକ୍ଟ୍ରିକ ଗାଡ଼ି (ଇଭି) ନୀତି ୨.୦ ଉପରେ ଏକ ଚିନ୍ତନ ବୈଠକ ଆୟୋଜନ କରିଛନ୍ତି। ଏହି ବୈଠକରେ ବାଣିଜ୍ୟ ଓ…
ଅଭିନେତା ନାରାୟଣ ପତିଙ୍କ ପରଲୋକ
ଭୁବନେଶ୍ୱର, ୨୫ା୬ (ସୌମ୍ୟରଞ୍ଜନ ରାଉତ): ସିନେ ଅଭିନେତା ତଥା ନିର୍ଦ୍ଦେଶକ ନାରାୟଣ ପତି(୭୨)ଙ୍କ ବୁଧବାର ହୃଦ୍ଘାତରେ ପରଲୋକ ହୋଇଯାଇଛି। ବ୍ୟାସକବି ଫକୀରମୋହନ ସେନାପତିଙ୍କ କାଳଜୟୀ ସାହିତ୍ୟକୃତି ‘ଡାକମୁନସୀ’ ଉପରେ ଏକ ଓଡ଼ିଆ ସିନେମା ନିର୍ମାଣ କରିବାକୁ କଳାକାର ଚୟନ ଚାଲିଥିବା ବେଳେ…
କରଞ୍ଜିଆରେ ଯୁବତୀଙ୍କୁ ଗଣବଳାତ୍କାର: ମୁଖ୍ୟ ଅଭିଯୁକ୍ତ ଅଟକ, ଅନ୍ୟ ଦୁଇ ଅଭିଯୁକ୍ତଙ୍କୁ ଖୋଜୁଛି ପୋଲିସ
କରଞ୍ଜିଆ,୨୫।୬: ମୟୂରଭଞ୍ଜ ଜିଲାର କରଞ୍ଜିଆ ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ଗଣବଳାତ୍କାର ଅଭିଯୋଗ ସାମ୍ନାକୁ ଆସିଛି। ଯୁବତୀ ଜଣକ ସମ୍ପର୍କୀୟଙ୍କ ଘରକୁ ବୁଲିବା ପାଇଁ ଯାଇଥିବା ସମୟରେ ଘଟଣାଟି ଘଟିଥିବା ଜଣାପଡ଼ିଛି। ପୋଲିସ ସୂତ୍ରରୁ ପ୍ରକାଶ ଯେ, ଯୁବତୀ ଜଣଙ୍କ ଜଙ୍ଗଲିଆ…
ମୁଖ୍ୟମନ୍ତ୍ରୀଙ୍କ ସହ ଗୋଟିଏ ମଞ୍ଚରେ ବିଜେଡି ହେବିୱେଟ୍ ନେତା, ବଢ଼ିଲା ଚର୍ଚ୍ଚା…
ଭୁବନେଶ୍ୱର, ୨୫ା୬: ଭାରତରେ ଜରୁରୀକାଳୀନ ପରିସ୍ଥିତି ଘୋଷଣାର ୫୦ ବର୍ଷ ପୂର୍ତ୍ତି ଅବସରରେ ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ‘ସମ୍ବିଧାନ ହତ୍ୟା ଦିବସ ୨୦୨୫’ ସ୍ଥାନୀୟ ରେଳ ଅଡିଟୋରିଅମଠାରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ…
Archives


