ରାଜ୍ୟ

ଆଜିଠୁ ୩ ମାସ ପର୍ଯ୍ୟନ୍ତ ଭିତରକନିକା ବନ୍ଦ

କେନ୍ଦ୍ରାପଡ଼ା ଅଫିସ,୧ା୫: ମେ’ ପହିଲାରୁ ଜୁଲାଇ ୩୧ ଯାଏ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ପ୍ରବେଶ ଉପରେ କଟକଣା ଲାଗୁ କରାଯାଇଛି। ଆଜିଠାରୁ ଜୁଲାଇ ୩୧ ପର୍ଯ୍ୟନ୍ତ ୩ ମାସ ଧରି ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ କରାଯାଇଛି।...

ବିଶ୍ୱ ଶ୍ରମିକ ଦିବସ: ଶ୍ରମିକଙ୍କ ସ୍ଥିତି ଦୟନୀୟ ହୋଇପଡ଼ିଛି

ପ୍ରାୟ ସବୁ ଦେଶରେ ମେ’ ୧ ତାରିଖରେ ପାଳିତ ହେଉଛି ବିଶ୍ୱ ଶ୍ରମିକ ଦିବସ। ଏହାକୁ ମେ’ ଦିବସ ବା ଆନ୍ତର୍ଜାତିକ ଶ୍ରମିକ ଦିବସ ଭାବେ ମଧ୍ୟ ପାଳନ କରାଯାଉଛି। ଉନବିଂଶ ଶତାବ୍ଦୀର ଶେଷଭାଗରେ ନିଜ ହକ୍‌ ପାଇଁ ଶିଳ୍ପପତିମାନଙ୍କ...

ଜନ୍ମମାଟିରେ ବିଶ୍ୱସ୍ତରୀୟ ସ୍କୁଲ୍‌ କରିଛନ୍ତି ଡାକ୍ତର

କେନ୍ଦୁଝର,୧ା୫(ସ୍ବ.ପ୍ର.):କେନ୍ଦୁଝର ଜିଲାର ଜଣେ ଡାକ୍ତର ନିଜ ଗାଁରେ ଗରିବ ପିଲାଙ୍କ ପାଠ ପଢ଼ିବା ପାଇଁ ଏକ ବିଶ୍ବସ୍ତରୀୟ ସ୍କୁଲ ଖୋଲିଛନ୍ତି। ସେ ପିଲା ଦିନେ ପଢ଼ିବା ପାଇଁ କରିଥିବା କଷ୍ଟକୁ ହୃଦବୋଧ କରି ଶିକ୍ଷାରୁ ବଞ୍ଚତ୍ତ ପିଲାଙ୍କୁ ଏହା ଉପହାର...

ଆଜିଠୁ ବର୍ଷା ବଢ଼ିବା ସମ୍ଭାବନା

ଭୁବନେଶ୍ୱର,୧।୫(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏଥିସହ କିଛି ସ୍ଥାନରେ ବର୍ଷା ମଧ୍ୟ ହୋଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ରବିବାର ଭୁବନେଶ୍ୱରରେ ରାଜ୍ୟର ସର୍ବାଧିକ ତାପମାତ୍ରା ୩୯.୬ ରେକର୍ଡ଼ କରାଯାଇଥିଲା। ଏହାପଛକୁ ୩୯ ଡିଗ୍ରୀ ସହ...

ବିନା ଯୋଗ୍ୟତାରେ ଡାକ୍ତରୀ ଡିଗ୍ରୀ

ଖୋର୍ଦ୍ଧା ଅଫିସ,୧ା୫: ପୁରୀସ୍ଥିତ ଗୋପବନ୍ଧୁ ଆୟୁର୍ବେଦ କଲେଜରେ ୨୦୨୦-୨୧ ବ୍ୟାଚ୍‌ରେ ବିନା ଏନ୍‌ଇଇଟିରେ ୨ଜଣ ଛାତ୍ରୀଛାତ୍ର ଆୟୁର୍ବେଦ ଡାକ୍ତରୀ ପାଠ ପଢ଼ୁଥିବା ନେଇ ଏକ ଖବର ଗତ ଜାନୁୟାରୀ ୧୦ତାରିଖ ଧରିତ୍ରୀରେ ପ୍ରକାଶ ପାଇଥିଲା। ଉକ୍ତ ଘଟଣାକୁ ୩ମାସ ବିତିଥିବାବେଳେ...

ଗୋଟିଏ ଶ୍ମଶାନରେ ଜଳିଲା ବାପ-ପୁଅଙ୍କ ଜୁଇ

ସୋନପୁର,୩୦ା୪(ନି.ପ୍ର.): ଶ୍ମଶାନରେ ଜଳୁଛି ଜୁଇ। ଗୋଟିଏ ନୁହେଁ ଦୁଇ ଦୁଇଟି ଜୁଇ। ତାହାପୁଣି ଦୁଇ ବାପ ପୁଅଙ୍କର। ଶନିବାର ପୁଅ ଆର୍ତ୍ତତ୍ରାଣ ବାପା ଆଦି ସା’ଙ୍କ ଦେହ ଭଲ ନ ଥିବାରୁ ବଲାଙ୍ଗୀର ଭୀମଭୋଇ ମେଡିକାଲକୁ ନେଇଥିଲେ। ମାତ୍ର ବାପ-ପୁଅ...

ସର୍ବଭାରତୀୟ ସ୍ତରରେ ଚମକିଲେ ପୁଣି ଜଣେ ଓଡ଼ିଆ

ଭୁବନେଶ୍ୱର,୩୦ା୪(ବ୍ୟୁରୋ): କେନ୍ଦ୍ର ସରକାର ପୁଣି ଜଣେ ଓଡ଼ିଆଙ୍କୁ ଗୁରୁଦାୟିତ୍ୱ ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାର ଡ. ଅଜିତ ମହାନ୍ତିଙ୍କୁ ଆଟମିକ୍‌ ରିସର୍ଚ୍ଚ ଏନର୍ଜି କମିଶନର ଅଧ୍ୟକ୍ଷ ଭାବେ ନିଯୁକ୍ତ ଦେଇଛନ୍ତି। ୨୦୧୯ ମାର୍ଚ୍ଚ ୧୨ରେ ଅଜିତ ଭାବା ଆଟମିକ୍‌ ରିସର୍ଚ୍ଚ...

ସାତଭାୟା ବଗପାଟିଆ ଥଇଥାନ କଲୋନୀ ହେବ ଆଦର୍ଶ କଲୋନୀ

ଭୁବନେଶ୍ବର, ୩୦।୪: ସାତଭାୟା ବଗପାଟିଆ ଥଇଥାନ କଲୋନୀ ହେବ ଆଦର୍ଶ କଲୋନୀ। ୫ଟି ସଚିବ ଭି.କେ ପାଣ୍ଡିଆନଙ୍କ ଗସ୍ତର ୨୪ଘଣ୍ଟା ମଧ୍ୟରେ ମଞ୍ଜୁର ହେଲା ୨୨କୋଟି ଟଙ୍କା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଗତ ୨୭ ଓ ୨୮ତାରିଖ...

ଆଇଚର-ମୋ ବସ୍‌ ମୁହାଁମୁହିଁ: ୧୦ ଆହତ

ଖୋର୍ଦ୍ଧା ଅଫିସ,୩୦ା୪: ୧୬ନଂ ଜାତୀୟ ରାଜପଥ ପାଲଟିଛି ମରଣାଯନ୍ତା। ଶୁକ୍ରବାର ଗଡ଼ଖୋର୍ଦ୍ଧା ଛକରେ ଦୁଇ ଗାଡ଼ି ମୁହାମୁହିଁ ଧକ୍କାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ଗୁରୁତର ହୋଇଥିଲେ। ସେହିପରି ରବିବାର ମଧ୍ୟାହ୍ନରେ ଏହି ରାଜପଥ ପିତାପଲ୍ଲୀ ଛକରେ...

‘କାନନ ଫଟୋକପି ମଡେଲ ପ୍ରଦର୍ଶନୀ’

ଭୁବନେଶ୍ୱର,୩୦।୪: କାନନ ଇଣ୍ଡିଆ ଓ ଗାୟତ୍ରୀ ଡକ୍ୟୁଟେକ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ର ମିଳିତ ଉଦ୍ୟମରେ ‘କାନନ ଫଟୋ କପି ମଡେଲର ପ୍ରଦର୍ଶନୀର ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ କାନନର ଅତ୍ୟାଧୁନିକ ଫଟୋକପି ମଡେଲ ଆଇଆର୍‌ସି ୩୨୨୬ ଓ ଆଇଆର୍‌ସି ୨୨୦୬ ଏବଂ...

ଟିପିସିଓଡିଏଲ୍‌ର ‘କାମ୍‌’ ପ୍ରୋଗ୍ରାମ ଉଦ୍‌ଯାପିତ

ଭୁବନେଶ୍ୱର,୩୦।୪: ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ କଷ୍ଟମର ଆଓ୍ବାରନେସ୍‌ ମନ୍ଥସ (କାମ୍‌) ପ୍ରୋଗ୍ରାମ ଶନିବାର ଆନୁଷ୍ଠାନିକ ଭାବେ ଉଦ୍‌ଯାପିତ ହୋଇଯାଇଛି। ଏପରିକି ଦୀର୍ଘ ୧ ମାସ ବ୍ୟାପୀ ଆୟୋଜିତ ହୋଇଥିବା ଟିପିସିଓଡିଏଲ୍‌ ଗ୍ରାହକ ସଚେତନତା କାର୍ଯ୍ୟକ୍ରମ...

ଜୀ-ସାର୍ଥକର ‘ନାଲିବିନ୍ଦୁ’ ଅଭିଯାନ ପୁରସ୍କୃତ

ଭୁବନେଶ୍ୱର,୩୦।୪: ଜୀ-ସାର୍ଥକରେ ପ୍ରସାରିତ ହେଉଥିବା ସଚେତନତାଭିତ୍ତିକ କାର୍ଯ୍ୟ ‘ନାଲିବିନ୍ଦୁ’ ନିକଟରେ ପୁରସ୍କୃତ ହୋଇଛି। ବିଶେଷକରି ଗତ ରଜରେ ମାସିକ ଋତୁସ୍ରାବ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ତଥା ସମାଜରେ ସଚେତନତା ସୃଷ୍ଟି କରିବା ପାଇଁ ଚ୍ୟାନେଲ ପକ୍ଷରୁ ଏକ ଅଭିନବ ପ୍ରୟାସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri