ରାଜ୍ୟ

ଗୋପାଳପୁର ଛାତ୍ରୀ ଗଣବଳାତ୍କାର ବିରୋଧରେ ଧାରଣା

ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ସ୍ବାମ୍‌ପାଟଣାରେ ବୁଧବାର ବିଜୁ ଯୁବ – ଛାତ୍ର ଜନତା ତରଫରୁ ପାଟଣା ନିର୍ବାଚନ ମଣ୍ଡଳୀସ୍ତରୀୟ ଛାତ୍ର ଆନ୍ଦୋଳନ ଗୋପାଳପୁର ଛାତ୍ରୀ ଗଣବଳାତ୍କାର ଏବଂ କ୍ରମ ବର୍ଦ୍ଧିଷ୍ଣୁ ମହିଳା ନିର୍ଯାତନା…

ସିମନବାଡ଼ି-ବୁଡ଼ାଗୁଡ଼ା ରାସ୍ତାରେ ସ୍ବାଭାବିକ ହେଲା ଭାରୀଯାନ ଚଳାଚଳ

ଦାରିଙ୍ଗବାଡ଼ି,୨୫ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି-ବୁଡ଼ାଗୁଡ଼ା ରାସ୍ତା ବିଚ୍ଛିନ୍ନ ଘଟଣାରେ ଆସିଛି ସୁଧାର। ବୁଧବାର ସକାଳଠାରୁ ସମସ୍ତ ପ୍ରକାର ଗାଡ଼ିମୋଟର ଚଳାଚଳ ଆରମ୍ଭ ହୋଇଛି। ଗୁମା ନଦୀର ଉକ୍ତ ଡାଇଭର୍ସନ ଉପରେ ହ୍ୟୁମ୍‌ ପାଇପ୍‌ ପକାଯାଇ ମରାମତି କରାଯାଇଛି।…

ଦିନକ ପରେ ପଡ଼ିଥାନ୍ତା ହାତଗଣ୍ଠି: ହେଲେ ବିଧିର ବିଧାନ ଥିଲା କିଛି ଅଲଗା,ଭଉଣୀକୁ ଆଣିବାକୁ ଯାଇ….

ନୀଳଗିରି, ୨୫।୬:(ପ୍ରଶାନ୍ତ କୁମାର ବିଶ୍ବାଳ): ଦିନକ ପରେ ପଡ଼ିଥାନ୍ତା ହାତଗଣ୍ଠି । ଶେଷ ହୋଇଥିଲା ସବୁ ପ୍ରସ୍ତୁତି, ବାହାଘର ପାଇଁ ଭଉଣୀଙ୍କୁ ଆଣିବାକୁ ଯିବାବେଳେ ଦୁର୍ଘଟଣାରେ ଚାଲିଗଲା ବରଙ୍କ ଜୀବନ। ବାଲେଶ୍ବର ଜିଲା ନୀଳଗିରିରେ ଘଟିଛି ଏଭଳି ଅଭାବନୀୟ ଘଟଣା ।…

ପ୍ରେମିକାଙ୍କ ମୃତ୍ୟୁପରେ ପ୍ରଥମ ଥର ମୁହଁ ଖୋଲିଲେ ଲବ: କହୁକହୁ କହିଦେଲେ …

ଭୁବନେଶ୍ୱର,୨୫।୬: ଚର୍ଚ୍ଚିତ ୟୁଟ୍ୟୁବର ଲବ ହାଁସଦା ବାନ୍ଧବୀଙ୍କ ଆତ୍ମହତ୍ୟାକୁ ନେଇ ବିବାଦ ଘେରକୁ ଆସିଥିଲେ। ବିପାଦ ପରେ ପ୍ରଥମ ଥର ସେ ମୁହଁ ଖୋଲିଛନ୍ତି। । ସୋସିଆଲ ମିଡିଆରେ ଭିଡିଓ ଜାରିକରି ସେ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଧୀରେଧୀରେ…

ବାସହୀନଙ୍କୁ ଜମି ଦେବେ ସରକାର: ଡିସେମ୍ବର ୩୧ ସୁଦ୍ଧା ଚିହ୍ନଟ ପାଇଁ ସବୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୫ା୬ (ରବିନାରାୟଣ ଜେନା):ରାଜ୍ୟରେ ଜଣେ ହେଲେ ବି କେହି ବାସହୀନ ରହିବେ ନାହିଁ। ଏହି ଲକ୍ଷ୍ୟ ନେଇ ରାଜସ୍ବ ବିଭାଗ ପକ୍ଷରୁ ଏବେ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରାଯାଇଛି। ପୂର୍ବ ସରକାର ବାସହୀନଙ୍କୁ ନେଇ ଯେଉଁ ସର୍ଭେ କରିଥିଲା ତାହାର ସଂଜ୍ଞା…

ଆଜିଠୁ ପ୍ରବଳ ବର୍ଷା, ବଜ୍ରପାତ ସହ ବହିବ ଝଟ୍‌କା ପବନ, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର,୨୫।୬(ଅନୁରାଧା ମହାରଣା): ରାଜ୍ୟରେ ବୁଧବାରଠାରୁ ବର୍ଷା ପରିମାଣ ବଢ଼ିବ। ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସହ ବଜ୍ରପାତ ଓ ଝଟକା ପବନ ବୋହିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିପାଇଁ ଆସନ୍ତା ୨ଦିନ କେତେକ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ…

ସରିଛି ନବୀନଙ୍କ ଅସ୍ତ୍ରୋପଚାର: ବିଜେଡିର ବହୁ ନେତା…

ଭୁବନେଶ୍ୱର,୨୪ା୬(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଦେଖାକରିବା ଲାଗି ବିଜେଡିର ବହୁ ନେତା ମଙ୍ଗଳବାର ମୁମ୍ବାଇ ଗସ୍ତରେ ଯାଇଛନ୍ତି। ଆଉ କେତେଜଣ ନେତା ବୁଧବାର ସକାଳୁ ମୁମ୍ବାଇ ଯିବେ ବୋଲି ଜଣାପଡ଼ିଛି। ଏହି ନେତାମାନେ ବୁଧବାର ପୂର୍ବାହ୍ନରେ ନବୀନଙ୍କୁ…

ବେଳାଭୂମିରେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣା: ୬ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେଲା କ୍ରାଇମ୍‌ବ୍ରାଞ୍ଚ

ଗୋପାଳପୁର, ୨୪।୬(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମିରେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣା ଏବେ କ୍ରାଇମବ୍ରାଞ୍ଚ (ସିଏଡବ୍ଲୁ) ତଦନ୍ତ କରୁଛି। ବ୍ରହ୍ମପୁର ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ମାଜ୍ରିଷ୍ଟେଟ କୋର୍ଟ (ଗ୍ରାମାଞ୍ଚଳ)ଙ୍କଠାରେ କ୍ରାଇମବ୍ରାଞ୍ଚ ପକ୍ଷରୁ ରିମାଣ୍ଡ ପାଇଁ ଆବେଦନ କରାଯାଇଥିବା…

ଆକ୍ସନରେ ପ୍ରଶାସନ : ସିଲ୍‌ ହେଲା ରାଇସ୍‌ ମିଲ୍‌

ଖଡ଼ିଆଳ,୨୪ା୬ (ସୁଜିତ କୁମାର ପ୍ରଧାନ)- ଅଧିକ ଧାନ ଗଚ୍ଛିତ ରଖିବା ଅଭିଯୋଗରେ ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଲକ୍ଷ୍ମୀପୁରସ୍ଥିତ ବଂଶଲ ଆଗ୍ରୋ ରାଇସ୍‌ ମିଲକୁ ପ୍ରଶାସନ ପକ୍ଷରୁ ସିଲ୍‌ କରାଯାଇଛି। ଗତ ୨୦ ତାରିଖରେ ଜିଲାପାଳ ମଧୁସୂଦନ ଦାଶଙ୍କ ନିର୍ଦ୍ଦେଶ କ୍ରମେ…

ଲଘୁଚାପ ବର୍ଷା ପ୍ରଭାବରେ ଦିନ ଦ୍ବିପ୍ରହରରେ କୁହୁଡି, ଯାତାୟାତ ରେ..

ଦାରିଙ୍ଗବାଡି, ୨୪।୬ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିରେ ଲଘୁଚାପ ଜନିତ ବର୍ଷାରେ ବେହାଲ ହୋଇପଡିଛି। କେଉଁଠି ନଦୀରେ ଜଳସ୍ତର ବୃଦ୍ଧି ଯୋଗୁ ଯାତାୟାତ ଠପ୍‌ ହୋଇଯାଇଥିବା ବେଳେ ଏକାଧିକ ଗାଁ ରାସ୍ତା କର୍ଦ୍ଧମାକ୍ତ ଯୋଗୁଯାତାୟତ ସମସ୍ୟା ବଢିଛି ସେହିପରି ମଙ୍ଗଳବାର…

ରଥଯାତ୍ରା ପାଇଁ ‘ECoR ଯାତ୍ରା’ ଆପ୍‌ ଲଞ୍ଚ କଲା ଭାରତୀୟ ରେଳବାଇ

ନୂଆଦିଲ୍ଲୀ,୨୪।୬: ପୁରୀରେ ଆୟୋଜିତ ହେବାକୁ ଥିବା ବିଶ୍ୱପ୍ରସିଦ୍ଧ ରଥଯାତ୍ରା ୨୦୨୫ରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କୁ ସୁବିଧାଜନକ, ନିର୍ଭରଯୋଗ୍ୟ ରେଳ ସେବା ଯୋଗାଇବା ପାଇଁ ପୂର୍ବ ତଟ ରେଳବାଇ (ECoR) ଏକ ନୂଆ ମୋବାଇଲ ଆପ୍ଲିକେସନ ‘ECoR ଯାତ୍ରା’ ଲଞ୍ଚ କରିଛି। ଏହି…

ରେଭେନସା ଓଡ଼ିଶାର ଏକମାତ୍ର NAAC A++ ମାନ୍ୟତାପ୍ରାପ୍ତ ବିଶ୍ୱବିଦ୍ୟାଳୟ, ଅଧାରୁ ଅଧିକକୁ ଏବେ ବି ମିଳିନି ମାନ୍ୟତା

କଟକ,୨୪।୬: ଓଡ଼ିଶାର ରେଭେନସା ବିଶ୍ୱବିଦ୍ୟାଳୟ ରାଜ୍ୟର ଏକମାତ୍ର ସରକାରୀ ବିଶ୍ୱବିଦ୍ୟାଳୟ ଭାବେ ଜାତୀୟ ମୂଲ୍ୟାଙ୍କନ ଓ ମାନ୍ୟତା ପରିଷଦ (NAAC) ରୁ A++ ଗ୍ରେଡ ହାସଲ କରି ଗୌରବ ଅର୍ଜନ କରିଛି। ୨୦୨୩ ନଭେମ୍ବରରେ ଏହି ମାନ୍ୟତା ପାଇବା ପରେ ପ୍ରାୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri