ରାଜ୍ୟ

ଶନିବାର ପାଟକୁରା ନିର୍ବାଚନ: ଭାଜପା ବୁଥ୍‌ ଦଖଲ କରିବା ଆଶଙ୍କାରେ ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେଡି

ଭୁବନେଶ୍ୱର,୧୯।୭(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲା ପାଟକୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ଶନିବାର ଭୋଟ ଗ୍ରହଣ କରାଯିବ। ଏଥିନିମନ୍ତେ ଗୁରୁବାର ସନ୍ଧ୍ୟାରୁ ପ୍ରଚାର ଶେଷ ହୋଇଛି। ସାରା ରାଜ୍ୟର ନଜର ଏବେ ଉକ୍ତ ଆସନ ଉପରେ ଥିବା ବେଳେ ବିଜେଡି ଏହାକୁ ହାତେଇବାକୁ ପୂରା...

ରାସ୍ତା ଖରାପ ଯୋଗୁ ଆସି ପାରିଲାନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ପ୍ରସୂତି

ମାଲକାନଗିରି,୧୯।୭(ସ୍ବ.ପ୍ର.): ଦୁର୍ଗମ ଗ୍ରାମକୁ ନାହିଁ ରାସ୍ତା। ଫଳରେ ଖଟିଆରେ ବୁହା ହେଲେ ପ୍ରସୂତି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ମାଲକାନଗିରି ଜିଲା ମାଥିଲି ବ୍ଲକ ଧୁଙ୍ଗିଆପୁଟ ପଞ୍ଚାୟତ ବେଙ୍ଗପାଣି ଗ୍ରାମରେ। ଉକ୍ତ ଗ୍ରାମର ମଙ୍ଗଳା ପାଙ୍ଗିଙ୍କ ସ୍ତ୍ରୀ ସୁରିଆଙ୍କୁ...

ନକଲି ମୋବିଲ କାରଖାନା ଠାବ: ୨ ଗିରଫ

ବାଲେଶ୍ୱର ଅଫିସ,୧୯।୭: ବାଲେଶ୍ୱର ଜିଲା ସହଦେବଖୁଣ୍ଟା ଥାନା ଅଧୀନ ଆରଡ଼ି ବଜାର ମଜିତ୍‌ ଗଳି ନିକଟରେ ଶୁକ୍ରବାର ମଧ୍ୟାହ୍ନରେ ପୋଲିସ ଚଢ଼ାଉ କରି ନକଲି ମୋବିଲ କାରଖାନା ଠାବ କରିଛି। ଏଥିରେ ୨ଜଣଙ୍କୁ ଗିରଫ କରାଯିବା ସହ ୫ ଲକ୍ଷ...

ଚିକିତ୍ସାଳୟରୁ ମୃତା ନାବାଳିକାଙ୍କ ଆଖି ତାଡ଼ିନେବା ଅଭିଯୋଗ

ଅନୁଗୋଳ ଅଫିସ,୧୯।୭(ଡି.ଏନ୍‌.ଏ): ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ଜିଲା ଚିକିତ୍ସାଳୟର ମୃତଦେହ ରଖାଯାଉଥିବା ପ୍ରକୋଷ୍ଠରେ ତୃପ୍ତି ଗୋଚ୍ଛାୟତ ନାମକ ଜଣେ ନାବାଳିକାଙ୍କ ମୃତଦେହରୁ ଦୁଇଟି ଆଖି ତାଡ଼ି ନିଆଯାଇଛି। ଏ ନେଇ ବଅଁରପାଳ...

୩୦ ଫୁଟ ଲମ୍ବ ଲୁଣାଘେରି ବନ୍ଧରେ ଘାଇ: ଶତାଧିକ ଚାଷଜମିରେ ଧାନ ନଷ୍ଟ

ମହାକାଳପଡ଼ା,୧୯।୭(ଡି.ଏନ୍‌.ଏ.): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଉଚ୍ଚ ଜୁଆର ପ୍ରଭାବରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଖରିନାସୀର ୮ଶହ ଏକର ଅଞ୍ଚଳରେ ଲୁଣାଘେରି ବନ୍ଧରେ ତିରିଶ ଫୁଟ ଲମ୍ବର ଘାଇ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଶତାଧିକ ଏକର ଚାଷଜମିରେ ସମୁଦ୍ର ଜୁଆର...

ଅର୍ଥ ଥାଇ ହୋଇପାରିନି ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍‌

କଟକ ଅଫିସ,୧୯ା୭: ୨୦୧୬-୧୭ରୁ ୨୦୧୮-୧୯ ମଧ୍ୟରେ ଏସ୍‌ସିବି ମେଡିକାଲକୁ ଆସିଥିବା ଲିଭର୍‌ ରୋଗୀମାନଙ୍କ ମଧ୍ୟରୁ ୧୧୯୬ ଜଣଙ୍କ ଲିଭର ପ୍ରତିରୋପଣ (ଲିଭର ଟ୍ରାନ୍ସପ୍ଲାଣ୍ଟ)ର ଆବଶ୍ୟକତା ଥିବା ଜଣାପଡ଼ିଛି। ବର୍ଷଓ୍ବାରୀ ଦେଖିଲେ ଏହି ରୋଗୀଙ୍କ ସଂଖ୍ୟା ବଢିବାରେ ଲାଗିଛି। କାରଣ ୨୦୧୬-୧୭ରେ...

ବାପାଙ୍କ ମୃତଦେହ କାନ୍ଧେଇ ଶ୍ମଶାନ ନେଲେ ତିନି ଝିଅ:ସାନ ଝିଅ ଦେଲେ ମୁଖାଗ୍ନି

ମାଲକାନଗିରି, ୧୯ା୭(ଡି.ଏନ୍‌.ଏ.):ଘରେ କାହାର ମୃତ୍ୟୁ ହେଲେ ପୁରୁଷମାନେ ମୃତଦେହକୁ କୋକେଇରେ କାନ୍ଧେଇ ଶ୍ମଶାନ ପର୍ଯ୍ୟନ୍ତ ନିଅନ୍ତି। ଘରର ପୁଅ ହିଁ ମୁଖାଗ୍ନି ଦିଅନ୍ତି। ଏହା ଆମ ସମାଜରେ ପୁରୁଷ ପୁରୁଷ ଧରି ପ୍ରଚଳିତ ପ୍ରଥା। ଯଦିଓ କେଉଁଠି କେଉଁଠି ଏବେ...

କାଳିଆ ଯୋଜନାରେ ଚାଷୀଙ୍କୁ ମିଳିନି ଟଙ୍କା

ନୟାଗଡ଼ ଅଫିସ,୧୯।୭-ନୟାଗଡ଼ ଜିଲା ସଦର ବ୍ଲକ ଘଡ଼ୁଆଳ ଗ୍ରାମର ଦୁର୍ଯ୍ୟୋଧନ ପାଳ ବୃତ୍ତିରେ ଜଣେ ଚାଷୀ। ନିଜର କିଛି ଏକର ଚାଷଜମିରେ ଫସଲ କରି ପରିବାର ପ୍ରତିପୋଷଣ କରନ୍ତି। କାଳିଆ ଯୋଜନାରେ ତାଙ୍କ ନାମ ତାଲିକାରେ ଥିଲେ ମଧ୍ୟ ବର୍ତ୍ତମାନ...

ପଞ୍ଚପଲି ପୋଲରେ କ୍ରିକ୍‌ ନିର୍ମାଣରେ ବିଳମ୍ବ : ଚାଷୀ ନିରାଶ

ଏରସମା,୧୯ା୭(ସ୍ବ.ପ୍ର.): ଏରସମା ବ୍ଲକ ନାରଦିଆ ପଞ୍ଚାୟତସ୍ଥିତ ପଞ୍ଚପଲି ପୋଲରେ କ୍ରିକ ନିର୍ମାଣ ପାଇଁ ଦୀର୍ଘଦିନ ହେଲା ଦାବି ହୋଇଆସୁଛି। ଇତିମଧ୍ୟରେ ବିଭାଗୀୟ ଅଧିକାରୀ ଓ ଲୋକ ପ୍ରତିନିଧିମାନେ ଘଟଣାସ୍ଥଳକୁ ଆସି ଅନୁଧ୍ୟାନ କରିଥିଲେ ମଧ୍ୟ କ୍ରିକ୍‌ ନିର୍ମାଣ ହୋଇପାରୁନି। ଏହାକୁ...

ପର୍ବତାରୋହୀ ଲିପିକା ସେଠଙ୍କୁ ସମ୍ବର୍ଦ୍ଧନା

ଭେଡ଼େନ, ୧୯।୭ (ଡ଼ି.ଏନ.ଏ)-ଭେଡ଼େନ ବ୍ଲକ ଡ଼ାଳବ ଗ୍ରାମର ଯୁବ ପର୍ବତାରୋହିଣୀ ଲିପିକା ସେଠଙ୍କୁ ଭେଡ଼େନ ତହସିଲଦାର ସୀମା ସବିତା କୁଲୁ ଗୁରୁବାର ସମ୍ବର୍ଦ୍ଧିତ କରିଛନ୍ତି । ପଶ୍ଚିମ ଓଡ଼ିଶା ଟ୍ରାଫିକ ସଚେତନତା ସଂସ୍ଥା ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ସଂଯୋଜକ...

ବଲାଙ୍ଗୀର ଜିଲାରେ ମରୁଡି ସ୍ଥିତି

ବଲାଙ୍ଗୀର ଅଫିସ, ୧୯ା୭-କ୍ରମାଗତ ମରୁଡି ବଲାଙ୍ଗୀର ଜିଲାର ଚାଷୀଙ୍କ ଆର୍ଥିକ ମେରୁଦଣ୍ଡ ଦୋହଲାଇ ଦେଉଛି ା ଚଳିତବର୍ଷ ପୁଣି ଥରେ ଜିଲାରେ ମରୁଡି ସ୍ଥିତି ଦେଖାଦେଲାଣି ା ଜୁନ୍‌ ଓ ଜୁଲାଇ ମାସରେ ଅସ୍ବାଭାବିକ ବର୍ଷା ଯୋଗୁଁ ଏଥର ମରୁଡି...

ନିଆରା ପଥର କାରିଗର ବୀରବର ବେହେରା: କାରିଗରି ପାଇଁ ଛାଡ଼ିଥିଲେ ଚାକିରି

ଛେଣ୍ଡିପଦା,୧୯ା୭-ତାଙ୍କ ହାତ ଛୁଆଁରେ ପଥର ମୂର୍ତ୍ତି ହୋଇଉଠେ ଜୀବନ୍ତ। ଯେ କୌଣସି ଚେହେରାର ପୂରା ଅବିକଳ ନକଲ ସେ ଗଢ଼ି ଦେଇପାରନ୍ତି ପଥରରେ। ଏଥିପାଇଁ ତାଙ୍କୁ ମିଳିଛି ବହୁ ସମ୍ମାନ। ରାଜ୍ୟ ସରକାରଙ୍କ ଠାରୁ ପୁରସ୍କାର ମଧ୍ୟ ପାଇଛନ୍ତି ସେ।...

ବିନା ଅନୁମତିରେ ବିଦ୍ୟୁତ୍‌ ସଂଯୋଗକୁ ବିରୋଧ: ଏନଜେନ ଜେଇ, ଲାଇନ ମ୍ୟାନ ଅଟକ

ବନ୍ତଳା, ୧୯ା୭(ଡି.ଏନ.ଏ.)-ଅନୁଗୋଳ ଜିଲା ବଡକେରା ବିଦ୍ୟୁତ୍‌ ସବଷ୍ଟେଶନ ଅଧୀନରେ ଥିବା ତୁମୁଣି ଭାଲିଆ ପାଳ ଗ୍ରାମରେ ଗ୍ରାମବାସୀଙ୍କ ଅଗୋଚରରେ ଏକ ଫେବ୍ରିକେଶନ ଦୋକାନକୁ ବିଦ୍ୟୁତ୍‌ ସଂଯୋଗ କରାଯିବାକୁ ବିରୋଧ କରାଯାଇଛି। ଏହାକୁ ନେଇ ଗୁରୁବାର ଗ୍ରାମରେ ଉତ୍ତେଜନା ଦେଖାଦେଇଥିଲା। ଗ୍ରାମବାସୀ...

ଛେଣ୍ଡିପଦାରେ ଦନ୍ତା ତାଣ୍ଡବ: କଲେଜ ପାଚେରି ଭାଙ୍ଗିଲା, ବର୍ତ୍ତିଲେ ଜଗୁଆଳି

ଛେଣ୍ଡିପଦା,୧୯ା୭ (ସ୍ବ.ପ୍ର./ଡି.ଏନ.ଏ.)-ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ସନ୍ତରାବନ୍ଧ ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ୩ଟି ହାତୀ ଉପଦ୍ରବ କରିବା ସହ ସ୍ଥାନୀୟ ମହର୍ଷି ମହାବିଦ୍ୟାଳୟ ପାଚେରି ଭାଙ୍ଗି ଦେଇଛନ୍ତି। ଏଥିସହ ଅନ୍ୟ ଏକ କୋଠରି ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ସେହି...

ରାସ୍ତା ଉପରେ ଘର ନିର୍ମାଣ ସାମଗ୍ରୀ: ଅସନ୍ତୋଷ ପରେ ଜରିମାନା ନେଲା ପୌରପାଳିକା

ଅନୁଗୋଳ ଅଫିସ, ୧୯।୭-ଘର ନିର୍ମାଣ ପାଇଁ ଜନୈକ ବ୍ୟକ୍ତି ରାସ୍ତା ଉପରେ ବିଭିନ୍ନ ସାମଗ୍ରୀ ଗଦାଇଥିବାରୁ ଅନୁଗୋଳ ସହରର ବଜାର ଛକ ରାସ୍ତାରେ ଗୁରୁବାର ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ପୌର କର୍ତ୍ତୃପକ୍ଷ ଘଟଣା ସମ୍ପର୍କରେ ଅବଗତ ଥଲେ ବି ପଦକ୍ଷେପ...

ପଚା ଅଦା ବିହନ ବାଣ୍ଟି ଟଙ୍କା ହଡ଼ପ ଉଦ୍ୟମ ଅଭିଯୋଗ: ଯୋଗାଣକାରୀ ସଂସ୍ଥାକୁ ମିଳିବନି ଟଙ୍କା

ପାଲଲହଡ଼ା, ୧୯ା୭(ଡି.ଏନ.ଏ.)-ପାଲଲହଡ଼ା ଉପଖଣ୍ଡରେ ପାଉଡି ଭୂଁୟାଙ୍କ ଉନ୍ନତି ପାଇଁ ଗଠନ କରାଯାଇଥିବା ପାଉଡି ଭୂଁୟା ଉନ୍ନୟନ ସଂସ୍ଥା (ପିବିଡିଏ) ପକ୍ଷରୁ ଆଦିବାସୀ ଚାଷୀଙ୍କୁ ପଚା ତଥା ନିମ୍ନମାନର ଅଦା ବିହନ ଯୋଗାଯାଇଥିବା ଅଭିଯୋଗ ହୋଇଛି। ଏ ବାବଦରେ ପ୍ରାୟ ୫...

ତାତିଲେ ମରୁଡ଼ି ବୀମା ଟଙ୍କାରୁ ବଞ୍ଚିତ ଚାଷୀ: ବ୍ୟାଙ୍କ ସମ୍ମୁଖରେ ଧାରଣାଦେବାକୁ ଚେତାବନୀ

ପରଜଙ୍ଗ, ୧୯।୭(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗସ୍ଥିତ ଅନୁଗୋଳ ସଂଯୁକ୍ତ କେନ୍ଦ୍ର ସମବାୟ ବ୍ୟାଙ୍କ ଶାଖା ଆନୁକୂଲ୍ୟରେ ଋଣ ନେଇଥିବା ୨୦୮ ଚାଷୀ ମରୁଡ଼ି ବୀମା ଟଙ୍କା ପାଇବାରୁ ବଞ୍ଚତ୍ତ ହୋଇଛନ୍ତି। ବାରମ୍ବାର ଦାବିସତ୍ତ୍ୱେ ବୀମା କମ୍ପାନୀ ସେମାନଙ୍କ କଥା ଶୁଣୁନାହିଁ। ଏହାକୁ...

୩ ଦିନ ହେଲା ଯାତାୟାତ ଠପ୍‌: ଥାନାର ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଛେଣ୍ଡିପଦା,୧୯।୭ (ସ୍ବ.ପ୍ର.)-ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ପାତ୍ରପଡା ପଞ୍ଚାୟତ ବରମଳିହାସାହି ଲୋକେ ଯାତାୟାତ କରୁଥିବା ରାସ୍ତାକୁ ଗ୍ରାମର କେତେଜଣ ବ୍ୟକ୍ତି ବନ୍ଦ କରିଦେଇଥିବାରୁ ୩ ଦିନ ହେଲା ଲୋକଙ୍କ ଯାତାୟାତ ଠପ୍‌ ହୋଇଯାଇଛି। ଏ ନେଇ ଗୁରୁବାର ଗ୍ରାମବାସୀ ଛେଣ୍ଡିପଦା...