ରାଜ୍ୟ

ସିଡିପିଓ,କିରାଣିଙ୍କୁ  ମାଡ଼ି ବସିଲା ଭିଜିଲାନ୍ସ: ଅଙ୍ଗନଓ୍ବାଡ଼ି କର୍ମୀ ଚାକିରି କରାଇଦେବି କହି…

ରାୟଗଡ଼ା,୨୩।୬(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ସିଡିପିଓ  ଓ କିରାଣି ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସିଡିପିଓ ସୁଶୀଳା ଶବର ଓ କିରାଣୀ ରାମ ଚନ୍ଦ୍ର ପାତ୍ରଙ୍କୁ ଲାଞ୍ଚ ନେବା ବେଳେ ମାଡ଼ି ବସିଲା ଭିଜିଲାନ୍ସ ବିଭାଗ। ବିଶ୍ୱସ୍ତ ସୂତ୍ରରୁ…

ଜୁନ ୨୫ରେ ବିଜେଡି ଛାତ୍ର ସଂଗଠନର ରାଜ୍ୟବ୍ୟାପୀ ପ୍ରତିବାଦ, ମହିଳା…

ଭୁବନେଶ୍ୱର,୨୩।୬: ଓଡ଼ିଶାରେ ମହିଳାଙ୍କ ବିରୁଦ୍ଧରେ ବଢୁଥିବା ଅପରାଧ ଘଟଣାକୁ ନେଇ ବିଜୁ ଜନତା ଦଳ (ବିଜେଡି)ର ଛାତ୍ର ସଂଗଠନ ଆସନ୍ତା ଜୁନ ୨୫ ତାରିଖରେ ରାଜ୍ୟବ୍ୟାପୀ ପ୍ରତିବାଦ କରିବ। ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ଏହି ଦଳର ଯୁବ ଓ ଛାତ୍ର ସଂଗଠନ…

ମାଡ଼ି ଆସୁଛି କି ଭୟଙ୍କର ବିପଦ! ଭାଙ୍ଗିଲା ମହିମା ଗାଦିର ଦଧିନଉତି,ରାତି ଅଧରେ ଶୁଭିଲା…

ଢେଙ୍କାନାଳ,୨୩।୬(ରତନ ନାୟାର): ଢେଙ୍କାନାଳ ଜିଲା ବିଶ୍ୱ ପ୍ରସିଦ୍ଧ ମହିମା ଧର୍ମରପୀଠ ମହିମାଗାଦି ଯୋରନ୍ଦାରେ ରବିବାର ବିଳମ୍ବିତ ରାତିରେ ଭାଙ୍ଗିଯାଇଛି। ବଜ୍ରପାତରେ ଗାଦି ମନ୍ଦିର ପୂର୍ବ ମୁଖଶାଳା ଦଧିନଉତି ସମ୍ପୂର୍ଣ୍ଣ ଭାଙ୍ଗିଛି। ସୋମବାର ସକାଳେ ଘଟଣା ସମ୍ପର୍କରେ ଜାଣିବା ପରେ ମହିମା ସନ୍ନ୍ୟାସୀ…

ଦାରିଙ୍ଗବାଡି ଅଞ୍ଚଳରେ ପ୍ରବଳ ବର୍ଷା, ଫୁଲିଲାଣି ଗୁମାଡ଼ି , ଯୋଗାଯୋଗ ବିଚ୍ଛିନ୍ନ

ଦାରିଙ୍ଗବାଡି,୨୩।୬(ଅରୁଣ ସାହୁ):  କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ସୋମବାର ଭୋର ସମୟରୁ ପ୍ରବଳ ବର୍ଷା ଜାରିରହିଛି। ଫଳରେ ଅଞ୍ଚଳରେ ବୋହିଯାଉଥିବା ଏକାଧିକ ନଦୀରେ ଜଳସ୍ତର ବୃଦ୍ଧି ପାଇଛି। ସମସ୍ତ ନଦୀ ବିପଦ ସଙ୍କୁଳ ଅବସ୍ଥାରେ ରହିଛି। ବର୍ଷାର ପ୍ରଭାବରେ ଉକ୍ତ…

ଅପରେଶନ ପରେ କେମିତି ଅଛନ୍ତି ନବୀନ: ବଡ଼ ଭାଇ ପ୍ରେମ ପଟ୍ଟନାୟକ କହିଲେ…

ଭୁବନେଶ୍ୱର,୨୩।୬: ସୁସ୍ଥ ଅଛନ୍ତି ନବୀନ ପଟ୍ଟନାୟକ, କହିଲେ ନବୀନଙ୍କ ବଡ଼ ଭାଇ ପ୍ରେମ ପଟ୍ଟନାୟକ। ଅପରେଶନ ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ନେଇ ପ୍ରତିକ୍ରିୟା ରଖିଛନ୍ତି ପ୍ରେମ୍‌। ସେ ସୁସ୍ଥ ଅଛନ୍ତି । ହସ୍ପିଟାଲରେ ସାମାନ୍ୟ ଚଲାବୁଲା କରୁଛନ୍ତି ବୋଲି ପ୍ରେମ ପଟ୍ଟନାୟକ…

ଚିକିତ୍ସା ଅବହେଳାରୁ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ଅଭିଯୋଗ

କଟକ,୨୩।୬: ଚିକିତ୍ସାରେ ଅବହେଳାରୁ ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ଘଟିଥିବା ସୋମବାର ଅଭିଯୋଗ ହୋଇଛି। ମୃତ ବିଚାରାଧୀନ ବନ୍ଦୀ ହରିୟାଣାର। ସେ ବ୍ରହ୍ମପୁର ଜେଲରେ ବିଚାରାଧୀନ ଥିଲେ। ମିଳିଥିବା ସୂଚନା ମୁତାବକ, ବ୍ରହ୍ମପୁର ଜେଲରେ ବନ୍ଦୀ ଜଣକ ହଠାତ୍‌ ଅସୁସ୍ଥ ହୋଇପଡିଥିଲେ।…

ପୂର୍ବ ସରକାରଙ୍କୁ ସିଧା ସିଧା ଏମିତି ଶୁଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ୨୪ ବର୍ଷ ଶାସନ ଭିତରେ…

ଆସିକା,୨୩ା୬(ସୁରେନ୍ଦ୍ର ନାଥ ସାହୁ): ଭାଜପା ସରକାର ଶାସନର ଏକ ବର୍ଷ ପୂର୍ତ୍ତି ଉତ୍ସବ ଅବସରରେ ସୋମବାର ଗଞ୍ଜାମ ଜିଲା ଆସିକା ବିଜ୍ଞାନ ମହାବିଦ୍ୟାଳୟ ପଡ଼ିଆରେ ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ ଆନୁକୂଲ୍ୟରେ ‘ଯୁବଶକ୍ତି ସମାବେଶ’ ଅନୁଷ୍ଠିତ ହୋଇଥିଲା। ସମାବେଶରେ…

ଦେଶବ୍ୟାପୀ ପାଳନ ହେବ ସମ୍ବିଧାନ ହତ୍ୟା ଦିବସ

ଭୁବନେଶ୍ୱର,୨୩।୬: ଜୁନ ୨୫ ତାରିଖରେ ଦେଶବ୍ୟାପୀ ସମ୍ବିଧାନ ହତ୍ୟା ଦିବସ ପାଳନ କରାଯିବ। ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନରେ ସମ୍ବିଧାନ ହତ୍ୟା ଦିବସ ପାଳନ କରାଯିବ ବୋଲି ସରକାରଙ୍କ ପକ୍ଷରୁ ସ୍ଥିର କରାଯାଇଛି। ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ରେଜିଷ୍ଟ୍ରାର ଏବଂ…

ଗୋପାଳପୁର ଗଣବଳାତ୍କାର ଘଟଣା: ଅଭିଯୁକ୍ତଙ୍କ କ୍ରାଇମ୍‌ ସିନ୍‌ ସିସିଟିଭିରେ କଏଦ

ଭୁବନେଶ୍ୱର,୨୩ା୬: ଗୋପାଳପୁର ଗଣବଳାତ୍କାର ଘଟଣାରେ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଅଭିଯୁକ୍ତଙ୍କ କ୍ରାଇମ୍‌ ସିନ୍‌ ସିସିଟିଭିରେ କଏଦ ହୋଇଛି। ଅଭିଯୁକ୍ତଙ୍କ ବିରୋଧରେ ମିଳିଛି ଗୁରୁତ୍ୱପୂର୍ଣ୍ଣ ଡିଜିଟାଲ ପ୍ରମାଣ। ଗିରଫ ୧୦ ଅଭିଯୁକ୍ତଙ୍କ…

ଡାଇରିଆର ନୂଆ କେସ୍‌ କମିଛି ମନ୍ତ୍ରୀ

ଭୁବନେଶ୍ୱର,୨୩।୬: ରାଜ୍ୟରେ ଡାଇରିଆ ସ୍ଥିତିକୁ ନେଇ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୋମବାର ସମୀକ୍ଷା କରିଛନ୍ତି। ସମୀକ୍ଷା ପରେ ମନ୍ତ୍ରୀ ରାଜ୍ୟରେ ଡାଇରିଆର ନୂଆ କେସ କମିଥିବା କହିଛନ୍ତି। ରାଜ୍ୟରେ ଡାଇରିଆକୁ ନେଇ ସରକାର ଗୁରୁତର ସହ ନେଉଛନ୍ତି। ଡାଇରିଆକୁ ନିୟନ୍ତ୍ରଣ…

ରାଜ୍ୟପାଳଙ୍କ ଉଦ୍‌ବେଗ: କହିଲେ ଅଫିସର ବି ଜାଣୁନାହାନ୍ତି ଯୋଜନା

ଭୁବନେଶ୍ୱର,୨୩ା୬: ସାମାଜିକ ସୁରକ୍ଷା ସଚେତନତା ଅଭାବ ନେଇ ରାଜ୍ୟପାଳ ହରିବାବୁ କମ୍ଭମ୍‌ପତି ଉଦ୍‌ବେଗ ପ୍ରକାଶ କରିଛନ୍ତି। ରାଜଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଜ୍ୟପାଳ ଅସନ୍ତୋଷ ବ୍ୟକ୍ତ କରି କହିଛନ୍ତି ଯେ, ରାଜ୍ୟର ୫ ପ୍ରତିଶ୍ରତ ଲୋକ ବିଭିନ୍ନ ସାମାଜିକ ଯୋଜନା ଜାଣିଥିବାବେଳେ…

‘ଆମରି ଶିଶୁ’ ପୋର୍ଟାଲ ଉନ୍ମୋଚନ କଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩ା୬: ଶିଶୁ କଲ୍ୟାଣ ଏବଂ ଡିଜିଟାଲ ପ୍ରଶାସନକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ବରୁପ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋମବାର ରାଜ୍ୟ ମହିଳା ଏବଂ ଶିଶୁ ପ୍ରତିଷ୍ଠାନରେ ମହିଳା ଏବଂ ଶିଶୁ ବିକାଶ ବିଭାଗ ଅଧୀନରେ ‘ଆମରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri