ଓଡ଼ିଶାର ଏହି ୩ ନେତାଙ୍କ ସହ ରୁଦ୍ଧଦ୍ୱାର ବୈଠକ କଲେ ଶାହା: ଜାଣନ୍ତୁ ଭିତିରି କଥା
ଭୁବନେଶ୍ୱର,୭ା୩(ସୁନିତ୍ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ବିଳମ୍ବିତ ସାରେ ନୂଆଦିଲ୍ଲୀ ଫେରିଯାଇଛନ୍ତି। ଶାହା ତାଙ୍କ ଗସ୍ତ କାଳରେ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଏହି ଅବସରରେ ସେ ଏକ ସରକାରୀ ସଭାରେ ଉଦ୍ବୋଧନ ଦେବା…
ଓଡ଼ିଶାକୁ ନେଇ ଏମିତି କହିଦେଲେ ଅମିତ ଶାହା: ଦେଖୁଦେଖୁ…
ପାରାଦୀପ,୭।୩ (ଶରତ ରାଉତ):୨୦୦୫ରେ ପାରାଦୀପର ଏକ ଘରୋଇ କମ୍ପାନୀଠାରୁ ଇଫ୍କୋ ଯେତେବେଳେ ସାର କାରଖାନାକୁ ୨୫୦୦ କୋଟି ଟଙ୍କାରେ କିଣିଥିଲା, ସେତେବେଳେ ବାର୍ଷିକ ଉତ୍ପାଦନ ଥିଲା ମାତ୍ର ୭.୫ ମିଲିୟନ ଟନ୍। ଏବେ ଏହାର ବାର୍ଷିକ ଉତ୍ପାଦନ କ୍ଷମତା ୨୨ ଲକ୍ଷ…
ବେକରେ ଧୋତି ବାନ୍ଧି ଝୁଲିପଡ଼ିଲେ ଜେଲ ଓ୍ବାର୍ଡର
ଭୁବନେଶ୍ୱର,୭ା୩(ତ୍ରିନାଥ ମହାନ୍ତି):ଝାରପଡ଼ା ଜେଲ ପରିସର ସରକାରୀ କ୍ୱାର୍ଟର୍ସରେ ଜଣେ ଜେଲ ଓ୍ବାର୍ଡର ବେକରେ ଧୋତି ବାନ୍ଧି ଫ୍ୟାନ୍ରେ ଝୁଲି ଆମତ୍ହତ୍ୟା କରିଛନ୍ତି। ମୃତ ଓ୍ବାର୍ଡର ଜଣକ ହେଲେ ନୟାଗଡ଼ ଜେଲରେ କାର୍ଯ୍ୟରତ ସାରଥୀ ପ୍ରଧାନ। ଖବର ପାଇ ଲକ୍ଷ୍ମୀସାଗର ଥାନା ପୋଲିସ…
ନୂତନ ପ୍ରଜାତିର ଆମ୍ଫିପୋଡ ଚିହ୍ନଟ: ପ୍ରଥମ ଥର…
ବ୍ରହ୍ମପୁର,୭ା୩(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସାମୁଦ୍ରିକ ବିଜ୍ଞାନ ବିଭାଗ ପକ୍ଷରୁ ନୂତନ ପ୍ରଜାତିର ଉଭୟଚର ପ୍ରାଣୀ ଛୋଟ ଚିଙ୍ଗୁଡ଼ି ଆମ୍ଫିପୋଡ ଚିହ୍ନଟ ହୋଇଛି। ଗତ ଅକ୍ଟୋବରରେ ବିଶ୍ୱବିଦ୍ୟାଳୟ ସାମୁଦ୍ରିକ ବିଜ୍ଞାନ ବିଭାଗର ଗବେଷକ ଶ୍ରୀରାଜ ନାହାକ, ଗୀତାଞ୍ଜଳି ଭୋଇ ଓ ସୁମନ…
ମା’ ତାରାତାରିଣୀଙ୍କ ଚୈତ୍ରଯାତ୍ରା ଲାଗି ପ୍ରସ୍ତୁତି ବଳି ପକାଇଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ପୁରୁଷୋତ୍ତମପୁର,୬ା୩ (ସବିତା ମିଶ୍ର): ଚଳିତବର୍ଷ ମାର୍ଚ୍ଚ ୧୦ରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ଯାତ୍ରା ଆରମ୍ଭ ହେବ। ଏନେଇ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ପୌରହିତ୍ୟରେ ଶୁକ୍ରବାର ରାତିରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ…
ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ
କୋକସରା,୬।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାମଧନ୍ଦା ନ ପାଇ ହାଇଦ୍ରାବାଦ ସହରକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ଆହତ ହୋଇ ମେଡିକାଲରେ ଚିକିତ୍ସିତ ହେଉଥିବା ଖବର ସାମ୍ନାକୁ ଆସିଛି। ମୃତ ଶ୍ରମିକ ଜଣକ…
ବିଷାକ୍ତ ଖାଦ୍ୟ ଖାଇ ଗୋଟିଏ ପରିବାରର ୪ ଗୁରୁତର
ପଦ୍ମପୁର,୬।୩(ପ୍ରଶାନ୍ତ କୁମାର କର) ରାୟଗଡ଼ା ଜିଲା ପଦ୍ମପୁର ବ୍ଲକ ଅଧୀନ ଖିଲାପଦର ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ବିଷାକ୍ତ ଖାଦ୍ୟ ଖାଇ ଗୋଟିଏ ପରିବାରର ୪ଜଣ ସଦସ୍ୟ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗୁରୁତର ଅବସ୍ଥାରେ…
ରାଜ୍ୟରେ ଘଡ଼ଘଡ଼ି ବିଜୁଳି ସାଙ୍ଗକୁ ବର୍ଷା! ଆଗାମୀ ୩ଦିନ ଏସବୁ ଜିଲାରେ ପ୍ରବଳ ବର୍ଷା, ଆଲର୍ଟ ଜାରି…
ଭୁବନେଶ୍ୱର,୬।୩: ରାଜ୍ୟରେ ଘଡ଼ଘଡ଼ି ବିଜୁଳି ସାଙ୍ଗକୁ ବର୍ଷା ସମ୍ଭାବନା । ଉତ୍ତର ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ରହିବ ପ୍ରଭାବ । ୧୨ଟି ଜିଲ୍ଲାକୁ ୟେଲୋ ଆଲର୍ଟ । ସେପଟେ ପ୍ରବଳ ଗୁଳୁଗୁଳି ନେଇ ବି ସତର୍କ କରାଇଛି ପାଣିପାଗ ବିଭାଗ ।…
କୋର୍ଟ ସମ୍ମୁଖରେ ଗୋଡ଼ାଇ ଗୋଡ଼ାଇ କରିଥିଲେ ହତ୍ୟା, ଆଜି କୋର୍ଟ ଚାଲାଣ ହେଲେ ଅଭିଯୁକ୍ତ
ଭଞ୍ଜନଗର,୬ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୋର୍ଟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ବୁଦୁଲି ଗ୍ରାମର ଅଶୋକ ସ୍ବାଇଁଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଏହି ମାମଲାରେ ପୋଲିସ ଗତକାଲି ଗିରଫ କରିଥିବା ଅଭିଯୁକ୍ତ ଦିଲ୍ଲୀପ କୁମାର ଜେନାଙ୍କୁ ଶୁକ୍ରବାର କୋର୍ଟ ଚାଲାଣ…
କୁକୁର କାମୁଡ଼ାରେ ୧୫ରୁ ଊର୍ଦ୍ଧ୍ୱ ଆହତ, ଏମାନଙ୍କ ମଧ୍ୟରେ ଅଛନ୍ତି…
ରାଇକିଆ,୬ା୩(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସହରର ବିଭିନ୍ନ ସ୍ଥାନରେ କୁକୁର କାମୁଡ଼ାରେ ଶୁକ୍ରବାର ୧୫ ଜଣ ଆହତ ହୋଇଛନ୍ତି। ଏହାକୁ ନେଇ ଅଞ୍ଚଳରେ ଆତଙ୍କ ଦେଖାଦେଇଛି। ଆହତମାନଙ୍କ ମଧ୍ୟରେ ଏକାଧିକ ଶିଶୁ ଓ ମହିଳା ରହିଛନ୍ତି। ଏଥିମଧ୍ୟରୁ ଅଧିକାଂଶ ଜଣଙ୍କୁ…
ଜିଲାପରିଷଦ ବୈଠକରେ ହୋ-ହଲ୍ଲା, ‘ହୁ ଆର୍ ୟୁ’ କହିବା ନେଇ ତୁମୁଳକାଣ୍ଡ,
ଛତ୍ରପୁର,୬ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ୮ମ ଜିଲାପରିଷଦ ବୈଠକରେ ଶୁକ୍ରବାର ରାଜନୈତିକ ଉଷ୍ଣତା ଦେଖିବାକୁ ମିଳିଥିଲା। ହୋ-ହଲ୍ଲା ସହିତ ପୂର୍ବସରକାର ଏବଂ ବର୍ତ୍ତମାନର ସରକାରକୁ ନେଇ ଆରୋପ ଏବଂ ପ୍ରତ୍ୟାରୋପ ଚାଲିଲା। କିଛି ସମୟ ପର୍ଯ୍ୟନ୍ତ ବୈଠକ ବନ୍ଦ…
ରାଜ୍ୟରେ SIRକୁ ନେଇ ଏମିତି କହିଲେ ମୁଖ୍ୟ ନିର୍ବାଚନ ଅଧିକାରୀ
ଭୁବନେଶ୍ୱର,୬।୩: ରାଜ୍ୟରେ SIRକୁ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ୯୦% ମ୍ୟାପିଂ କରାସରିଛି । ୨୦୨୫ ଭୋଟର ତାଲିକାରେ ଅଛନ୍ତି,୨୦୦୨ରେ ବି ଥିଲେ BLOଙ୍କୁ ଜଣାଇବେ। ତେବେ ୨୦୦୨ରେ କେଉଁ ନିର୍ବାଚନମଣ୍ଡଳୀରେ ଥିଲେ BLOଙ୍କୁ ଜଣାଇବେ।…
Archives


