ଓଡ଼ିଶା ପାଇଁ ଟ୍ରମ୍ପଙ୍କ ଆମନ୍ତ୍ରଣକୁ ମନା କଲେ ମୋଦି, ଭୁବନେଶ୍ୱରରୁ କହିଦେଲେ…
ଭୁବନେଶ୍ୱର,୨୦।୬: ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତିରେ ଭୁବନେଶ୍ୱର ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ଏହି ଅବସରରେ ସେ ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଛନ୍ତି। ସେ କହିଛନ୍ତି, ଏହି ବର୍ଷଟି ସୁଶାସନ ସ୍ଥାପନର ବର୍ଷ। ମୁଁ ଓଡ଼ିଶାବାସୀଙ୍କୁ ହୃଦୟରୁ ଅଭିନନ୍ଦନ ଜଣାଉଛି।…
ମୋଦିଙ୍କ ଆଗରେ ହିନ୍ଦୀରେ ଏତେ ବଡ଼କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟରେ ହଲଚଲ
ଭୁବନେଶ୍ୱର,୨୦।୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟ ସରକାରର ପ୍ରଥମ ବର୍ଷ ପୂର୍ତ୍ତି ଉତ୍ସବ ଅବସରରେ ସ୍ବାଗତ ଭାଷଣ ହିନ୍ଦୀରେ ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ଭାଷଣରେ ରାଜ୍ୟର ବିକାଶ, ସାମାଜିକ ସମାନତା ଏବଂ ଅର୍ଥନୈତିକ ସଶକ୍ତିକରଣ ଉପରେ ଗୁରୁତ୍ୱ ଦେଇଥିଲେ।…
ବିଦ୍ୟାଳୟ ଖୋଲିବା ପ୍ରଥମ ଦିନରେ ଅଘଟଣ: ଛାତ୍ର କ୍ଲାସରୁମ୍କୁ ପଶୁପଶୁ…
କେନ୍ଦୁଝର,୨୦।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଘଟଗାଁ ବ୍ଲକ ଦେଓବନ୍ଧ ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ବିଦ୍ୟାଳୟ ଖୋଲିବାର ପ୍ରଥମ ଦିନରେ ଘଟିଛି ବଡ଼ ଅଘଟଣ। ବିଦ୍ୟାଳୟ ଛାତରୁ ପ୍ଲାଷ୍ଟର ଖସି ଜଣେ ପଞ୍ଚମ ଶ୍ରେଣୀ ଛାତ୍ର ଆହତ ହୋଇଥିବା ଜଣାପଡ଼ିଛି। ଫଳରେ…
ଗିରଫ ହେବେ କି ଆଇଏଏସ୍ ବିଷ୍ଣୁପଦ ସେଠୀ : ଲାଗିଲା ଶକ୍ତ ଝଟ୍କା
ଭୁବନେଶ୍ୱର,୨୦।୬: ବଢ଼ିଲା IAS ବିଷ୍ଣୁପଦ ସେଠୀଙ୍କ ଅଡ଼ୁଆ। ହାଇକୋର୍ଟରେ ବିଷ୍ଣୁପଦଙ୍କ ଆବେଦନ ଖାରଜ ହୋଇଛି। ୧୦ ଲକ୍ଷ ଲାଞ୍ଚ ଘଟଣାରେ ବିଷ୍ଣୁପଦଙ୍କ ଘରେ CBI ରେଡ ହୋଇଥିଲା। ଲାଞ୍ଚ ମାମଲାରେ ତାଙ୍କ ଘରକୁ ରେଡ କରାଯାଇଥିଲା। ରେଡକୁ ବିରୋଧ କରି ବିଷ୍ଣୁପଦ…
ଭୁବନେଶ୍ୱରେ ପହଞ୍ଚିଲେ ମୋଦି: ବିମାନବନ୍ଦରରେ ଭବ୍ୟ ସ୍ବାଗତ
ଭୁବନେଶ୍ୱର,୨୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ତାଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରମୁଖ ନେତୃବୃନ୍ଦ ଉପସ୍ଥିତ ରହି ତାଙ୍କୁ ସ୍ବାଗତ କରିଛନ୍ତି। ମୋଦିଙ୍କୁ ଦେଖିବାକୁ ଭୁବନେଶ୍ବରରେ…
ସ୍କୁଲ ଛାତରୁ ଖସିଲା ପ୍ଲାଷ୍ଟର୍, ପଞ୍ଚମ ଶ୍ରେଣୀ ଛାତ୍ର ଆହତ
କେନ୍ଦୁଝର,୨୦।୬: କେନ୍ଦୁଝର ଜିଲା ଘଟଗାଁ ଦେଓବନ୍ଧ ପ୍ରାଥମିକ ସ୍କୁଲ୍ରେ ଶୁକ୍ରବାର ଏକ ଅଘଟଣ ସାମ୍ନାକୁ ଆସିଛି। ସ୍କୁଲ ଛାତରୁ ପ୍ଲାଷ୍ଟର୍ ଖସି ଜଣେ ଛାତ୍ର ଆହତ ହୋଇଛନ୍ତି। ଛାତ୍ର ଜଣକ ପଞ୍ଚମ ଶ୍ରେଣୀରେ ପଢୁଥିବା ବେଳେ ତାଙ୍କ ମୁଣ୍ଡରେ ଆଘାତ ଲାଗିଛି।…
ଚିକିତ୍ସା ପାଇଁ ନବୀନ ଗଲେ ମୁମ୍ବାଇ: ଝଲକ ଟିକେ ପାଇବାକୁ ଏୟାରପୋର୍ଟରେ ଜନସମୁଦ୍ର
ଭୁବନେଶ୍ୱର,୨୦।୬: ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଚିକିତ୍ସା ପାଇଁ ମୁମ୍ବାଇ ଯାଇଛନ୍ତି। ତାଙ୍କୁ ଦେଖିବା ପାଇଁ ଏୟାରପୋର୍ଟରେ ପ୍ରବଳ ଭିଡ଼ ଜମିଥିଲା। ତାଙ୍କ ପ୍ରଶଂସକ ତାଙ୍କ ଝଲକ ଟିକେ ପାଇବା ପାଇଁ ଯେମିତି ବ୍ୟାକୁଳ ହୋଇପଡିଥିଲେ।…
ଭିଡିଓ କନ୍ଫରେନ୍ସିଂରେ ବିଞ୍ଜିଗିରିବାସୀଙ୍କ ପାଇଁ ଦେବେ ଉଦ୍ବୋଧନ
ଭଞ୍ଜନଗର,୨୦ା୬(ବାବୁଲା ପ୍ରଧାନ): ଲୁକ୍କାୟିତ ଅବସ୍ଥାରେ ଥିବା ଘୁମୁସର ଇତିହାସକୁ ଲୋକଲୋଚନକୁ ଆଣିବା ପାଇଁ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ବିଗତ କିଛି ମାସ ହେବ ଚେଷ୍ଟା ଚଳାଇଛନ୍ତି। ତାଙ୍କର ପ୍ରଚେଷ୍ଟାର ଆଜି ବଡ଼ ସଫଳତା ମିଳିବାକୁ ଯାଉଛି। ବ୍ରିଟିଶ ଶାସକଙ୍କ…
ବଢ଼ିଲା UG ନାମଲେଖା ଅବଧି, ଟଙ୍କା ଜମା କରି ନ ଥିଲେ…
ଭୁବନେଶ୍ୱର,୨୦ା୬: ପ୍ରଥମ ରାଉଣ୍ଡ UG ୨୦୨୫-୨୬ ନାମଲେଖା ଅବଧି ବଢ଼ିଛି। ଜୁନ୍ ୨୧ ତାରିଖ ଅର୍ଥାତ୍ ଆସନ୍ତାକାଲି ଅପରାହ୍ନ ୩ଟା ପର୍ଯ୍ୟନ୍ତ ବଢ଼ିଛି। ତେବେ ଟଙ୍କା ଜମା କରି ନ ଥିଲେ ବର୍ଦ୍ଧିତ ସମୟ ଭିତରେ ଜମା କରି ନାମ ଲେଖାଇ…
ଗଜାଧାନ ଧରି ବିକ୍ଷୋଭ କଲେ ଚାଷୀ
ବରଗଡ଼,୨୦।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ଦିନକ ପରେ ୫ସପ୍ତାହ ପୂରିବ। ହେଲେ ଏପର୍ଯ୍ୟନ୍ତ ଜିଲାରେ ଧାନକିଣା ସମସ୍ୟା ଅସମାହିତ ରହିଛି। ଚାଷୀମାନେ ବିକ୍ରି ପାଇଁ ମଣ୍ଡିକୁ ଧାନ ଆଣୁଛନ୍ତି। ମାତ୍ର ତାହା ବିକ୍ରି ହୋଇପାରୁ ନାହିଁ…
ଆଜିଠୁ ବୌଦ୍ଧରୁ ଗଡ଼ିବ ରେଳ
ବୌଦ୍ଧ,୨୦।୬(ଅଜିତ କୁମାର ବାରିକ): ବୌଦ୍ଧ ଜିଲାବାସୀଙ୍କ ଦୀର୍ଘଦିନର ଦାବି ପୂରଣ ହେବାକୁ ଯାଉଛି। ଶୁକ୍ରବାରଠାରୁ ବୌଦ୍ଧ ଜିଲାରୁ ରେଳ ଚଳାଚଳ ଆରମ୍ଭ ହେବ। ଏଥିପାଇଁ ଜିଲାବାସୀଙ୍କ ମନରେ ଉକତ୍ଣ୍ଠା ଭରିରହିଛି। ବହୁ ପ୍ରତିକ୍ଷିତ ଖୋର୍ଦ୍ଧା-ବଲାଙ୍ଗୀର ରେଳପଥରେ ବୌଦ୍ଧ ଓ ପୁରୁଣାକଟକ ରେଳ…
ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ୬ ଛାତ୍ର କଂଗ୍ରେସ ନେତା ଅଟକ
ଭୁବନେଶ୍ୱର,୨୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ହେଲେ ମୋଦିଙ୍କ ଗସ୍ତ ପୂର୍ବରୁ କଂଗ୍ରେସର ଯୁବଛାତ୍ର ନେତାଙ୍କୁ ପୋଲିସ ଉଠାଇ ନେଇଛି। ସୟଦ ୟାସିର୍ ନୱାଜଙ୍କ ସମେତ ୬ଜଣ କଂଗ୍ରେସ ନେତା ଅଟକ ରହିଛନ୍ତି। ଭାଜପା ସରକାରର…
Archives


