ରାଜ୍ୟ

ଧାନମଳା ମେଶିନରେ ପଶିଗଲା ଯୁବକଙ୍କ ହାତ, ଆଉ ତା’ ପରେ…

ମୋହନା,୧୩ା୧୨(ମନ୍ମଥ ମିଶ୍ର): ଧାନମଳା ମେଶିନରେ ହାତକଟି ଯିବାରୁ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି ମୋହନା ବ୍ଲକ ଅନ୍ତର୍ଗତ ପିଣ୍ଡିକି ପଞ୍ଚାୟତ ନିଜୁମା ଗାଁରେ। ଶନିବାର ଗାଁର ଅଭିମନ୍ୟୁ ମଲ୍ଲିକ ନାମକ ଜଣେ ଯୁବକ ନିଜ ଜମିରେ ଧାନମଳା…

ଧାନ ଉଠାଇବା ପାଇଁ ଜିଲାପାଳଙ୍କୁ ଗୁହାରି: ଗୋଡ଼ତଳେ ଧାନ ପକାଇ ମୁଣ୍ଡିଆ ମାରିଲେ ଚାଷୀ

ପଦ୍ମପୁର,୧୩ା୧୨(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟା ସ୍ବାଭାବିକ ହୋଇ ପାରିନାହିଁ। ଜିଲାର ବିଭିନ୍ନ ମଣ୍ଡିରେ ବହୁ ପରିମାଣରେ ଧାନ ପଡ଼ିରହିଛି। ଏହାକୁ ନେଇ ଚାଷୀଙ୍କ ଚିନ୍ତା ବଢ଼ିଯାଇଛି। ରାଜବୋଡାସମ୍ବର କୃଷକ ସଙ୍ଗଠନ ତରଫରୁ ପଦ୍ମପୁର ସବକଲେକ୍ଟର ଅଫିସ ସମ୍ମୁଖରେ…

କିସ୍‌ରେ ୯ମ ଶ୍ରେଣୀ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ: ମା’ ଆଣିଲେ ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୧୩॥୧୨: ଭୁବନେଶ୍ୱର କିସ୍‌ରେ ୯ମ ଶ୍ରେଣୀ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତ ଛାତ୍ର କେନ୍ଦୁଝର ଟାଉନ ଥାନା ଟିକରଗୁମୁରା ଗାଁର।ଛାତ୍ରଙ୍କ ଶରୀରରେ କ୍ଷତ ଚିହ୍ନ ଯେହେତୁ ରହିଛି ତାଙ୍କ ବଡ଼ ମା’ ହତ୍ୟା ଅଭିଯୋଗ ଆଣିଛନ୍ତି। ମୃତଦେହ ରଖି କେନ୍ଦୁଝର…

ମହାନଦୀ ପ୍ରସଙ୍ଗରେ ପ୍ରସନ୍ନ ଆଚାର୍ଯ୍ୟଙ୍କ 5 ପ୍ରଶ୍ନ, କହିଲେ ମହାନଦୀକୁ ହତ୍ୟା ଷଡ଼ଯନ୍ତ୍ର ଚାଲିଛି

ଭୁବନେଶ୍ବର,୧୩।୧୨: ମହାନଦୀ ପ୍ରସଙ୍ଗର ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ ଆଜି ପ୍ରଶ୍ନ ଉଠାଇଛନ୍ତି । ମହାନଦୀ ସଂକଟର ସମାଧାନ କେବେ ହେବ ବୋଲି ସେ ପ୍ରଶ୍ନ ଉଠାଇଛନ୍ତି । ପ୍ରସନ୍ନ ଆଚାର୍ଯ୍ୟ ପ୍ରଶ୍ନ କରିଛନ୍ତି ଯେ, ମଦାନଦୀ ପ୍ରସଙ୍ଗରେ ଆଭିମୁଖ୍ୟ ସ୍ପଷ୍ଟ…

ଆଜି ମାଟି ତଳୁ କଢ଼ାଯିବ ରାମୁ ହାତୀର କଙ୍କାଳ, ଗୋଡ଼ିବାରୀଠାରେ ଦେଖିବେ ଦର୍ଶକ

ଭୁବନେଶ୍ବର,୧୩।୧୨: ଆଜି ମାଟି ତଳୁ କଢ଼ାଯିବ ରାମୁ ହାତୀର କଙ୍କାଳ । ଗତ ରବିବାର ଏକ ବିଶେଷଜ୍ଞ ଟିମ୍ ଭରତପୁର ଜଙ୍ଗଲରେ ପହଞ୍ଚି ରାମୁର କବରସ୍ଥଳ ପରିଦର୍ଶନ କରିଥିଲେ । ଚନ୍ଦକା-ଡମପଡ଼ା ଅଭୟାରଣ୍ୟର ସବୁଠୁ ବୟସ୍କ ଓ ବଡ଼ ହାତୀ ଥିଲା…

ବିଜେବି କଲେଜ ପିଅନଙ୍କୁ ହତ୍ୟା ଅଭିଯୋଗ

ଭୁବନେଶ୍ୱର,୧୩ା୧୨(ସତ୍ୟଜିତ୍‌ ରାଉତ): ବିଜେବି କଲେଜର ଜଣେ ପିଅନଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସେ ହେଲେ ୟୁନିଟ୍‌-୯ କ୍ୱାର୍ଟର୍ସ ନଂ.୧ଆର୍‌/୨ରେ ରହୁଥିବା ନନ୍ଦନକାନନ ଥାନା ଅନ୍ତର୍ଗତ କେନ୍ଦୁପାଟଣାର ଅଶୋକ କୁମାର ସେଠୀ (୫୧)। ଶହୀଦନଗର ଥାନା ଅନ୍ତର୍ଗତ ଆନନ୍ଦ ବଜାରସ୍ଥିତ ଏକ…

ସାରା ଦେଶରେ ଓଡ଼ିଶାର ବିଧାୟକଙ୍କ ଦରମା ସବୁଠାରୁ ଅଧିକ, ଜାଣନ୍ତୁ କେତେ…

ଭୁବନେଶ୍ୱର,୧୨।୧୨: ସାରା ଦେଶରେ ଓଡ଼ିଶାର ବିଧାୟକଙ୍କ ଦରମା ସବୁଠାରୁ ଅଧିକ। ସବୁଠାରୁ ବଡ଼ କଥା ହେଉଛି ଅଟୋମେସନ ପ୍ରୋସେସରେ ପ୍ରତି ୫ ବର୍ଷରେ ବିଧାୟକଙ୍କ ଦରମା ବଢ଼ିବ। ମୂଳ ଦରମା ଓ ଭତ୍ତାକୁ ମିଶାଇ ଓଡ଼ିଶାର ବିଧାୟକ ସର୍ବାଧିକ ୩ ଲକ୍ଷ…

ମଣ୍ଡିରୁ ଉଠୁନି ଧାନ: ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ଧାରଣା

ନୂଆପଡ଼ା,୧୨ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା ସଦର ବ୍ଲକର ଶତାଧିକ ଚାଷୀ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଇଥିଲେ। ପ୍ରାୟ…

କଳିଙ୍ଗା ଘାଟି ତଳେ ଭୟଙ୍କର ଦୁର୍ଘଟଣା: ଏପଟେ  ପସିଲା ଲୁହା ଛଡ଼, ସେପଟେ ଛିଡ଼ିପଡ଼ିଲା ବିଦ୍ୟୁତ୍‌ ତାର   

ଭଞ୍ଜନଗର,୧୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର କଳିଙ୍ଗା ଘାଟି ତଳେ ଦୁର୍ଗାପ୍ରସାଦଠାରେ ଶୁକ୍ରବାର ସନ୍ଧ୍ୟାରେ ଏକ ଲୁହା ଛଡ଼ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଗାଡିରେ ଥିବା ଚାଳକ ଅନ୍ୟ ଜଜଙ୍କ ମୃତ୍ୟୁ ଘଟିଥିବା ଆଶଙ୍କା…

ମୋକିମ୍‌ଙ୍କୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ଏଥର ଦିଲ୍ଲୀରେ …

ଭୁବନେଶ୍ୱର,୧୨।୧୨: ମୋକିମଙ୍କ ଚିଠି ପ୍ରସଙ୍ଗରେ କଂଗ୍ରେସ ବିଧାୟକ ଦଳ ନେତା ପ୍ରତିକ୍ରିୟା ରଖିଛନ୍ତି। ଓଡ଼ିଶାରେ ବିବାଦ, ଦିଲ୍ଲୀରେ ସମାଧାନ ହେବ କହିଲେ ରାମଚନ୍ଦ୍ର କାଡାମ। ଓଡ଼ିଶା କଂଗ୍ରେସରେ ବିବାଦ ନେଇ ଦିଲ୍ଲୀ ନେତାଙ୍କ ସହ ଆଲୋଚନା ହେବ। କେନ୍ଦ୍ରୀୟ ନେତା ହସ୍ତକ୍ଷେପ…

ମାଲକାନଗିରି ହିଂସା ରିପୋର୍ଟ ପ୍ରକାଶ: ଏଥିରେ ହୋଇଛି ଏତିକି କୋଟି ଟଙ୍କା କ୍ଷତି, ଜାଣିଲେ…

ମାଲକାନଗିରି,୧୨ା୧୨: ମାଲକାନଗିରି ହିଂସାରେ ହୋଇଥିବା କ୍ଷୟକ୍ଷତି ରିପୋର୍ଟ ପ୍ରକାଶ ପାଇଛି। ଏହି ହିଂସାରେ ୩ କୋଟି ୪୦ ଲକ୍ଷ ଟଙ୍କାର କ୍ଷୟକ୍ଷତି ଆକଳନ କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ଜିଲାପାଳ ସୋମେଶ ଉପାଧ୍ୟାୟ। ତେବେ କ୍ଷୟକ୍ଷତି ଆକଳନରେ ଘରକୁ ସାମିଲ କରାଯାଇନି।…

ଗଞ୍ଜାମର ୪୧ ଡିଗ୍ରୀ କଲେଜକୁ ଅର୍ଥ ଅନୁମୋଦନ

ଭଞ୍ଜନଗର,୧୨ା୧୨(ବାବୁଲା ପ୍ରଧାନ): କଲେଜ ପଢୁଆ ଛାତ୍ରୀମାନଙ୍କ ମଧ୍ୟରେ ଆତ୍ମ ବିଶ୍ୱାସ ବଢ଼ିବା ଲକ୍ଷ୍ୟ ନେଇ ସରକାର ସେମାନଙ୍କୁ ଆତ୍ମ ସୁରକ୍ଷା ତାଲିମ ପ୍ରଦାନ କରୁଛନ୍ତି। ଏହିଭଳି ସରକାର ଚଳିତ ବର୍ଷ ଦ୍ୱିତୀୟ ପର୍ଯ୍ୟାୟରେ ରାଜ୍ୟର ୧୧ ଟି ଜିଲାର ୧୯୫ ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?