ରାଜ୍ୟ

ଓଡ଼ିଶା ଆସିବେ CJI: ପ୍ରଥମ ଥର ପାଇଁ…

ଭୁବନେଶ୍ୱର,୧୨।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ ଆସନ୍ତା ରବିବାର ଓଡ଼ିଶା ଆସିବେ । CJI ଭାବେ ଶପଥ ଗ୍ରହଣ କରିବା ପରେ ପ୍ରଥମ ଥର ପାଇଁ ସେ ଓଡିଶା ଆସୁଛନ୍ତି। କଟକ ସହିଦ ଭବନରେ ହେବାକୁ ଥିବା ଆଲୋଚନାଚକ୍ରରେ ସୂର୍ଯ୍ୟକାନ୍ତ…

ଦାୟିତ୍ୱ ନେଲେ ନବନିର୍ବାଚିତ ଅଧ୍ୟକ୍ଷା, ନୂଆ ରୂପରେଖ ନେଇ କହିଲେ…

କୁନ୍ଦୁରା,୧୨ା୧୨(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ପଞ୍ଚାୟତ ସମିତି ଅଧ୍ୟକ୍ଷା ଉପନିର୍ବାଚନରେ ସ୍ବାଧୀନ ଭାବେ ବିଜୟୀ ହୋଇ ଦାୟିତ୍ୱ ନେଲେ ବନିତା କାନ୍ଦଲିଆ। ବହୁ ବାଦବିବାଦ ପରେ ଅନ୍ତ ଘଟାଇ କୁନ୍ଦୁରା ବ୍ଲକକୁ ମିଳିଛି ନୂତନ ଅଧ୍ୟକ୍ଷା ପଦବୀ। ଗତ ଦିନରେ…

ମୁଖ୍ୟମନ୍ତ୍ରୀଙ୍କୁ ଦିଆଗଲା ମାଲକାନଗିରି ରିପୋର୍ଟ

ଭୁବନେଶ୍ୱର,୧୨ା୧୨: ମାଲକାନଗିରି ହିଂସାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଦିଆଯାଇଛି ରିପୋର୍ଟ। ମୁଖ୍ୟମନ୍ତ୍ରୀଙ୍କୁ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଏହି ରିପୋର୍ଟ ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ମାଲକାନଗିରିରେ ସ୍ଥିତି ସମୀକ୍ଷା କରି ଫେରିବା ପରେ…

ଆହୁରି ୨ଦିନ ପ୍ରବଳ ଶୀତ: ଆଜି ୯ ଜିଲାକୁ ଓ୍ୱାର୍ନିଂ

ଭୁବନେଶ୍ୱର,୧୨।୧୨: ଆହୁରି ୨ ଦିନ ଯାଏ ଶୀତ ଲହରି ଜାରି ରହିବ। ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ଶୀତ ଲହରି ଜାରି ରହିଥିବା ବେଳେ ଆସନ୍ତା ୧୩ ତାରିଖ ଯାଏ ପ୍ରବଳ ଶୀତ ଲାଗି ରହିବ…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ଯୁଦ୍ଧକାଳୀନ ଭିତ୍ତିରେ ନିର୍ମାଣ ହେବ ଶ୍ମଶାନ ଘାଟ

ପୁରୁଷୋତ୍ତମପୁର,୧୨ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ମୃତଦେହ ଦାହ କରିବା ଓ କ୍ରିୟାକର୍ମ କରିବା ସହ ମୃତବ୍ୟକ୍ତିଙ୍କ ଅସ୍ଥି ରଖିବା ଲୋକଙ୍କ ଲାଗି ସମସ୍ୟା ପାଲଟିଥିବାବେଳେ ଏ ସମ୍ପର୍କରେ ବାରମ୍ବାର ଜଣାଇଥିଲେ ମଧ୍ୟ ଏଥିପ୍ରତି ଏନ୍‌ଏସି ପ୍ରଶାସନ, ଅଧ୍ୟକ୍ଷ, ଏମ୍‌ପି, ବିଧାୟକ…

ତେରଗାଁ-ମହାକାଳପଡ଼ା ଲୁଣାନଦୀ ସେତୁ ନିର୍ମାଣ ବନ୍ଦ କଲେ ଲୋକେ

ମହାକାଳପଡ଼ା,୧୨ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତେରଗାଁ ସେତୁ ନିର୍ମାଣ କାର୍ଯ୍ୟ ଅଗ୍ରଗତି ହେଉଛି। କେତେଜଣ ନ୍ୟସ୍ତସ୍ବାର୍ଥ ବ୍ୟକ୍ତି ଏହି ନିର୍ମାଣ କାର୍ଯ୍ୟକୁ ଗୁରୁବାର ପୂର୍ବାହ୍ନରେ ବନ୍ଦ କରିବାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ସେତୁ ନିର୍ମାଣ…

ପ୍ରସ୍ତାବିତ ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ କଡ଼ା ସୁରକ୍ଷାରେ ଚାଲିଛି ଗ୍ରାମସଭା: ଗ୍ରାମବାସୀଙ୍କ ଏସବୁ ଦାବି ପୂରଣ ନ ହେଲେ…

ପାଟଣା,୧୨ା୧୨(ବୀରକିଶୋର ଦାଶ): ପ୍ରସ୍ତାବିତ ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଭୃଙ୍ଗରାଜପୋଷିରେ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଗ୍ରାମସଭା ଅନୁଷ୍ଠିତ ହୋଇଛି। ସ୍ଥାନୀୟ ବାସିନ୍ଦା କହିଛନ୍ତି ଆମ ଭିଟା ମାଟି ଛଡାଇ ନେବାକୁ ଉଦ୍ୟମ ଚାଲିଛି। ଏକର ପିଛା ୧୦କୋଟି ଟଙ୍କା ଦାବି କରିଛନ୍ତି…

ହାଇମାଷ୍ଟ ଲାଇଟ୍‌ ଯୋଗାଣରେ ବ୍ୟାପକ ଦୁର୍ନୀତି ଅଭିଯୋଗ ଆଣିଲା କଂଗ୍ରେସ

ଭଦ୍ରକ,୧୨ା୧୨(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟ, ଜବାହର ନବୋଦୟ ବିଦ୍ୟାଳୟ ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡ଼ିକରୁ ସୋଲାର ହାଇମାଷ୍ଟ ଲାଇଟ୍‌ ଯୋଗାଣରେ ବ୍ୟାପକ ଦୁର୍ନୀତି ଓ ଅନିୟମିତତା ହୋଇଛି ବୋଲି କଂଗ୍ରେସ ପକ୍ଷରୁ ଖବରଦାତା ସମ୍ମିଳନୀରେ…

ଥରୁଛି ସାରା ରାଜ୍ୟ, କନ୍ଧମାଳରେ ସର୍ବନିମ୍ନ ତାପମାତ୍ରା ରହିଛି…

ଭୁବନେଶ୍ୱର,୧୨ା୧୨: ଶୀତରେ ଥରୁଛି ସାରା ରାଜ୍ୟ। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। କନ୍ଧମାଳ ଜିଲା ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୩.୧ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ କୋରାପୁଟର ସେମିଳିଗୁଡ଼ାରେ ତାପମାତ୍ରା ୩.୬ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ଝାରସୁଗୁଡ଼ାରେ ସର୍ବନିମ୍ନ ତାପମାତ୍ରା ୭.୧…

ସତ୍ୟବିହାର ସ୍ଥିତ ଏକ ବାର୍‌ରେ ଅଗ୍ନିକାଣ୍ଡ: ପାଖରେ ଥିବା ଫର୍ଣ୍ଣିଚର୍‌ ଦୋକାନକୁ ବ୍ୟାପିଲା ନିଆଁ, ଦେଖନ୍ତୁ ଭିଡିଓ…

ଭୁବନେଶ୍ୱର,୧୨।୧୨: ଭୁବନେଶ୍ୱରର ସତ୍ୟବିହାର ସ୍ଥିତ ଏକ ବାର୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ନିଆଁକୁ ଆୟତ୍ତ କରୁଛି ଅଗ୍ନିଶମ ବାହିନୀ। ପାଖରେ ଥିବା ଫର୍ଣ୍ଣିଚର୍‌ ଦୋକାନକୁ ନିଆଁ ବ୍ୟାପିଥିବା ଜଣାପଡିଛି। ୪୫ ମିନିଟ ଧରି ନିଆଁ…

AIIMS ଭୁବନେଶ୍ୱରର ସଫଳତା: ୨୦ ବର୍ଷ ପରେ ସିଧା ହେଲେ ଯୁବକ

ଭୁବନେଶ୍ୱର,୧୨।୧୨: ଆଙ୍କାଇଲୋଜିଂ ସ୍ପଣ୍ଡିଲାଇଟିସ୍ ରୋଗରେ ପ୍ରାୟ ଦୁଇ ଦଶନ୍ଧି ଧରି ପୀଡ଼ିତ ଥିବା କେନ୍ଦ୍ରାପଡ଼ାର ଜଣେ ୩୭ ବର୍ଷୀୟ ଯୁବକଙ୍କ ଜୀବନରେ AIIMS ଭୁବନେଶ୍ୱର ଅର୍ଥୋପେଡିକ୍ ବିଭାଗ ଚମତ୍କାର ଆଣିଛି। ତିନୋଟି ଜଟିଳ ଅସ୍ତ୍ରୋପଚାର ପରେ ଯୁବକଜଣକ ଏକ ନୂତନ ଜୀବନ…

ନିଯୁକ୍ତି ନିୟମିତ ପାଇଁ OTET ବାଧ୍ୟତାମୂଳକ ନୁହେଁ: ଓଡ଼ିଶା ହାଇକୋର୍ଟ

କଟକ,୧୨।୧୨: ଚାକିରିକୁ ନିୟମିତ ମାନ୍ୟତା ଦେବା ପାଇଁ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଯୋଗ୍ୟତା ବାଧ୍ୟତାମୂଳକ ନୁହେଁ ବୋଲି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ଆଦେଶରେ ସ୍ପଷ୍ଟ କରିଛନ୍ତି। ହାଇକୋର୍ଟ କହିଛନ୍ତି ଯେ, ଓଟିଇଟି କେବଳ ଦରମା ବୃଦ୍ଧି ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?