ରାଜ୍ୟ

ମା’ବାପା ଦୋକାନକୁ ଯାଇଥିବାବେଳେ ଘରେ ପଶି ନାବାଳିକାଙ୍କୁ ବଳାତ୍କାର କଲେ ୪୦ ବର୍ଷୀୟ ବିବାହିତ ବ୍ୟକ୍ତି

ଭୁବନେଶ୍ୱର,୧୧।୧୨(ତ୍ରିନାଥ ମହାନ୍ତି): ରାଜଧାନୀରେ ଲଜ୍ଜ୍ୟା। ଜଣେ ୧୧ବର୍ଷୀୟା ନାବାଳିକାଙ୍କୁ ଜଣେ ୪୦ ବର୍ଷୀୟ ବିବାହିତ ବ୍ୟକ୍ତି ବଳାତ୍କାର କରିଥିବା ନେଇ ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ପରିବାର ଲୋକେ ଏନେଇ ମହିଳା ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ସମ୍ପୃକ୍ତ ନାବାଳିକାଙ୍କୁ ଡାକ୍ତରୀ ମାଇନା…

ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ଅବ୍ୟବସ୍ଥା: ଟିକେଟ ଖଣ୍ଡିଏ ପାଇଁ କସରତ

କଟକ,୧୨।୧୨( ଶିଳ୍ପା ପ୍ରିୟଦର୍ଶିନୀ): ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ଅନୁଷ୍ଠାନରେ ଅବ୍ୟବସ୍ଥା ଲାଗି ରହିଛି। ଏଠାରେ ଥିବା ଟିକେଟ କାଉଣ୍ଟରରେ ଟିକେଟ ଖଣ୍ଡିଏ ପାଇଁ ଡାକ୍ତର ଦେଖାଇବାକୁ ରୋଗୀ ଓ ତାଙ୍କ ସମ୍ପର୍କୀୟମାନେ ଏକ ପ୍ରକାର କସରତ କରୁଛନ୍ତି। ଟିକେଟ…

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ପାଞ୍ଚ ବର୍ଷରେ ଖାଲିଥିବା ସମସ୍ତ  ପଦ ପୂରଣ ହେବ

ଭୁବନେଶ୍ୱର,୧୨।୧୨(ରବିନାରାୟଣ ଜେନା): ରାଜ୍ୟରୁ କିପରି ଦୁର୍ନୀତିର ମୂଳୋତ୍ପାଟନ ହୋଇପାରିବ ଏବଂ ରାଜ୍ୟବାସୀ ସୁଶାସନ ପାଇବେ ସେନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ପୁଣି ଥରେ ଗୁରୁତ୍ୱ ଦେଇଛନ୍ତି। ଓୟୁଏଟିସ୍ଥିତ କୃଷି ଶିକ୍ଷା ସଦନଠାରେ ଆୟୋଜିତ ତ୍ରୟୋଦଶ ନିଯୁକ୍ତି ମେଳା ଅବସରରେ…

ଖୁବ୍‌ଶୀଘ୍ର ପୂରଣ ହେବ ୧୪୧୪ ଆର୍‌ଆଇ, ଏଆର୍‌ଆଇ, ଅମିନ ପଦ

ଭୁବନେଶ୍ୱର,୧୨।୧୨(ରବିନାରାୟଣ ଜେନା): ରାଜ୍ୟ ସରକାର ଖାଲିଥିବା ପଦ ପୂରଣକୁ ଗୁରୁତ୍ଵ ଦେଉଥିବାବେଳେ ରାଜସ୍ବ ବିଭାଗ ପକ୍ଷରୁ ତିନୋଟି ବର୍ଗର ୧୪୧୪ ପଦ ପୂରଣ ଲାଗି ଓଡ଼ିଶା ସବୋର୍ଡିନେଟ ଷ୍ଟାଫ୍ ସିଲେକ୍ସନ କମିଶନ (ଓଏସ୍ଏସ୍ଏସ୍‌ସି)ଙ୍କୁ ପତ୍ର ଲେଖି ଅବଗତ କରାଯାଇଛି। ଯଦି ଜିଲାସ୍ତରରେ…

ମୁଖ୍ୟମନ୍ତ୍ରୀଙ୍କ ମନ୍ତବ୍ୟକୁ ନେଇ ରାଗିଗଲେ ଆଉଟସୋର୍ସିଂ କର୍ମଚାରୀ, ଦେଲେ ଆନ୍ଦୋଳନ ଧମକ

ଭୁବନେଶ୍ୱର,୧୧।୧୨: ଓଡ଼ିଶାର ଆଉଟସୋର୍ସିଂ କର୍ମଚାରୀମାନେ ତଥ୍ୟ ଗୋପନୀୟତା ଭଙ୍ଗ ହେବାର ଆଶଙ୍କା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦେଇଥିବା ମନ୍ତବ୍ୟକୁ ତୀବ୍ର ବିରୋଧ କରିଛନ୍ତି। ଏହି ପ୍ରସଙ୍ଗରେ ‘ଓଡ଼ିଶା ସରକାରୀ ଆଉଟସୋର୍ସିଂ କର୍ମଚାରୀ ସଂଘ’ ଆନ୍ଦୋଳନ ପାଇଁ ଧମକ ଦେଇଛି।…

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ ରଖାଯାଇଛି। ଡିସେମ୍ବର ୧୪ରୁ ୧୭ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଜିଲାସ୍ତରୀୟ ମହୋତ୍ସବକୁ ଆସନ୍ତା…

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ପ୍ରଶ୍ନ କରି ସେ ସୋନିଆ ଗାନ୍ଧୀଙ୍କୁ ଚିଠି ଲେଖି ଅସନ୍ତୋଷ…

ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀଙ୍କ କଡ଼ା ଚେତାବନୀ: ସମୟ ଅଛି ଜମି ଫେରାଅ ନଚେତ୍‌…

ଭୁବନେଶ୍ୱର,୧୧ା୧୨: ପ୍ରଭାବଶାଳୀ ଜମି ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ଚେତାବନୀ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ସମୟ ଅଛି ଜମି ଫେରାଅ, ନ ହେଲେ ଉଚ୍ଛେଦ ଖର୍ଚ୍ଚ ଟଙ୍କା ମଧ୍ୟ ଆଦାୟ କରାଯିବ। ଜବରଦଖଲକାରୀଙ୍କ ଡାଟାବେସ୍‌ ପ୍ରସ୍ତୁତ ପାଇଁ ତହସିଲଦାରଙ୍କୁ…

ଯାଞ୍ଚ ବେଳେ ଔଷଧ ଦୋକାନରୁ ବାହାରିଲା ମଦ, ଦେଖିକି ତାଜୁବ ହୋଇଗଲା ପୋଲିସ

ଭଦ୍ରକ, ୧୧।୧୨(ସନାତନ ରାଉତ): ଭଦ୍ରକ ସହର ବାଇପାସସ୍ଥିତ ଏକ ଔଷଧ ଦୋକାନରୁ ପୋଲିସ ବିପୁଳ ପରିମାଣର ମଦ ଜବତ କରିଛି । ସୂଚନା ମୁତାବକ ଉକ୍ତ ଦୋକାନର ଲାଇସେନ୍ସ ଅବଧି ସରିଯାଇଥିଲା । ଡାଟା ବେସ୍‌ ଯାଞ୍ଚ କରିବା ପରେ ଡ୍ରଗ୍ସ…

ପୂର୍ବ ସରକାରଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଟାର୍ଗେଟ୍‌, କହିଲେ ଯେଉଁ ଅଧିକାରୀଙ୍କ କାର୍ଯ୍ୟକାଳ ସରୁଥିଲା ତାଙ୍କୁ…

ଭୁବନେଶ୍ୱର,୧୧ା୧୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଆୟୋଜିତ ହୋଇଥିବା ନିଯୁକ୍ତି ମେଳାରେ ପୂର୍ବ ସରକାରଙ୍କୁ କଡ଼ା ଟାର୍ଗେଟ୍‌ କରିଛନ୍ତି। ମୁଖ୍ୟମନ୍ତ୍ରୀ ସମାଲୋଚନା କରି କହିଛନ୍ତି, ପୂର୍ବ ସରକାରରେ ନିୟମିତ ନିଯୁକ୍ତି ଦିଆଯାଉ ନ ଥିଲା। ଯେଉଁ ଅଧିକାରୀଙ୍କ କାର୍ଯ୍ୟକାଳ ସରୁଥିଲା,…

ଶୋଇଥିଲେ ମହିଳା, ଘରେ ପଶି ଦଳିଦେଲା ହାତୀ

ବଲାଙ୍ଗୀର,୧୧ା୧୨(ସୁନିଲ କୁମାର ମହାନ୍ତି): ବଙ୍ଗୋମୁଣ୍ଡା ରେଞ୍ଜ ତୁରେକେଲା ଥାନା ଅନ୍ତର୍ଗତ ସାନବାଙ୍କୀ ଗାଁରେ ହାତୀ ଆକ୍ରମଣରେ ଜଣେ ମହିଳା଼ଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ହେଲେ ମନ୍ଦାର ପୁଟେଲ l ସ୍ବାମୀ, ଶ୍ୱଶୁର ଓ ତିନି ଛୋଟ ଛୁଆଙ୍କ ସହ…

କଂଗ୍ରେସ ଛାଡି ନୂଆ ଦଳ ଗଠନ କରିବେ ମୋକିମ! ମୁହଁ ଖୋଲିଲେ ସୁର, କହିଲେ…

ଭୁବନେଶ୍ୱର,୧୧।୧୨: ମୋକିମଙ୍କ ଚିଠି ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ। ସୁର କହିଛନ୍ତି, ମୋକିମ ଏପରି କରି ଝିଅ କ୍ୟାରିୟରକୁ ନଷ୍ଟ କରୁଛନ୍ତି। ସେ ତାଙ୍କର ବେପାର କରନ୍ତୁ କି ନୂଆ ଦଳ କରିବାର ଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?