ରାଜ୍ୟ

ଆସନ୍ତା ୫ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର,୧୮ା୬(ଅନୁରାଧା ମହାରଣା) – ରାଜ୍ୟରେ ମୌସୁମୀ ସକ୍ରିୟ ହୋଇଥିବାବେଳେ ସାରା ଓଡ଼ିଶାରେ ବର୍ଷା ଜାରି ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଆସନ୍ତା ୫ଦିନ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି ରହିବ। ତେବେ ୨ ଦିନ ଧରି କେତେକ…

ଲାଞ୍ଚ ନେଲା ବେଳେ ASI ଙ୍କୁ ମାଡିବସିଲା ଭିଜିଲାନ୍ସ, ଜମି ବିବାଦ ପାଇଁ…

ପୁରୀ,୧୮।୬: ବୁଧବାର ପୁରୀ ଜିଲା ଚନ୍ଦନପୁର ଥାନାର ସହକାରୀ ଉପ-ନିରୀକ୍ଷକ (ଏଏସଆଇ) ପ୍ରଭାତ କୁମାର ପ୍ରଧାନଙ୍କୁ ଭିଜିଲାନ୍ସ ଲାଞ୍ଚ ନେବା ଅଭିଯୋଗରେ ଗିରଫ କରିଛି। ଏକ ଜମି ବିବାଦ ମାମଲାରେ ଅଭିଯୋଗକାରୀ ଓ ତାଙ୍କ ଭାଇଙ୍କୁ ସାହାଯ୍ୟ କରିବା ପାଇଁ ଏଏସଆଇ…

କାର୍ଯ୍ୟରେ ଅବହେଳା: ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତର ସସ୍‌ପେଣ୍ଡ

ଧର୍ମଶାଳା,୧୮।୬(ଶିବ ପ୍ରସାଦ ମହାନ୍ତି): ଯାଜପୁରରେ ବ୍ୟାପୁଛି ଝାଡ଼ାବାନ୍ତି। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ସ୍ଥିତି ଗମ୍ଭୀର ରହିଛି। ଏଭଳି ସ୍ଥିତିରେ କାର୍ଯ୍ୟରେ ଅବହେଳା ଲାଗି ଜଣେ ଡାକ୍ତରଙ୍କୁ ସସପେଣ୍ଡ କରାଯାଇଛି। ସେ ହେଲେ ଡା. ହେମନ୍ତ କୁମାର ମହାରଣା। ତାଙ୍କ…

ମୁଖ୍ୟମନ୍ତ୍ରୀଙ୍କ ଆପତ୍ତିଜନକ AI ଭିଡିଓ ପୋଷ୍ଟ କରି ଯୁବକ ଗିରଫ

ଭୁବନେଶ୍ୱର,୧୮।୬: ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ଆପତ୍ତିଜନକ AI ତିଆରି ଭିଡିଓ ସୋସିଆଲ୍ ମିଡିଆରେ ପୋଷ୍ଟ କରିବା ଅଭିଯୋଗରେ ରାୟଗଡ଼ା ଜିଲାର ଜଣେ ଯୁବକଙ୍କୁ କ୍ରାଇମ ବ୍ରାଞ୍ଚ ଗିରଫ କରିଛି। ଗିରଫ ହୋଇଥିବା ବ୍ୟକ୍ତିଙ୍କ ନାମ କିଶୋର କୌଶଲ୍ୟା ଭାବେ ଜଣାପଡ଼ିଛି। ଅଭିଯୁକ୍ତ କିଶୋର…

ନବୀନ ପଟ୍ଟନାୟକଙ୍କୁ ହୋଇଥିବା ସର୍ଭାଇକାଲ ଆର୍ଥ୍ରାଇଟିସ୍‌ ରୋଗ କ’ଣ, ଏହାର ଚିକିତ୍ସା କିପରି ହୁଏ ?

ଭୁବନେଶ୍ୱର,୧୮।୬: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ଚାଲିଥିବା ଚର୍ଚ୍ଚା ମଧ୍ୟରେ ସର୍ଭାଇକାଲ ଆର୍ଥ୍ରାଇଟିସ୍‌ (Cervical Arthritis) ଚିକିତ୍ସା ପାଇଁ ସେ ମୁମ୍ବାଇ ଯିବେ ବୋଲି ଘୋଷଣା କରିଛନ୍ତି। ନବୀନ ୨୨ ଜୁନରେ ମୁମ୍ବାଇର କୋକିଲା ବେନ୍‌ ଧୀରୁଭାଇ…

ଚିକିତ୍ସା ପାଇଁ ଯିବା ପୂର୍ବରୁ ଏହି ନେତାମାନଙ୍କୁ ବିଜେଡି ଦାୟିତ୍ୱ ଦେଲେ ନବୀନ, ସମ୍ଭାଳିବେ ସବୁକିଛି

ଭୁବନେଶ୍ୱର,୧୮।୬: ବିଜୁ ଜନତା ଦଳ (ବିଜେଡି) ସଭାପତି ଓ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସର୍ଭାଇକାଲ ଆର୍ଥ୍ରାଇଟିସ୍‌ର ଚିକିତ୍ସା ପାଇଁ ମୁମ୍ବାଇ ଯାତ୍ରା କରିବା ପୂର୍ବରୁ ଦଳର ଦୈନନ୍ଦିନ କାର୍ଯ୍ୟ ପରିଚାଳନା ପାଇଁ ୧୦ ଜଣିଆ ରାଜନୈତିକ କମିଟି (ପିଏସି)କୁ…

IAS ଧୀମାନ ଚକମାଙ୍କ ତ୍ରିପୁରାସ୍ଥିତ ଜନ୍ମସ୍ଥାନରେ ତଦନ୍ତ କଲା ଓଡ଼ିଶା ଭିଜିଲାନ୍ସ

ଭୁବନେଶ୍ୱର,୧୮।୬: ଲାଞ୍ଚ ନେବା ମାମଲାରେ ଗିରଫ ହୋଇଥିବା ଆଇଏଏସ ଅଧିକାରୀ ଧୀମାନ ଚକମାଙ୍କ ସହ ଜଡ଼ିତ ସ୍ଥାନଗୁଡ଼ିକରେ ତଦନ୍ତ ପାଇଁ ତ୍ରିପୁରା ଓ ହିମାଚଳ ପ୍ରଦେଶରେ ଓଡିଶା ଭିଜିଲାନ୍ସର ତିନିଟି ଦଳ ଚଢ଼ାଉ କରିଛି। ଭିଜିଲାନ୍ସ ଏକ ବିବୃତିରେ କହିଛି ଯେ…

ସରକାରଙ୍କ ବର୍ଷ ପୂର୍ତ୍ତି ଉପଲକ୍ଷେ ଆସିବେ ପ୍ରଧାନମନ୍ତ୍ରୀ, ଏହିସବୁ ଅଞ୍ଚଳରେ ସ୍କୁଲ ବନ୍ଦ

ଭୁବନେଶ୍ୱର, ୧୮।୬: ଓଡ଼ିଶା ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ଆସନ୍ତା ୨୦ ଜୁନ (ଶୁକ୍ରବାର) ଭୁବନେଶ୍ୱରରେ ଏକ ରାଜ୍ୟସ୍ତରୀୟ ସମାବେଶ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁଖ୍ୟ ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହି…

ଚିକିତ୍ସା ପାଇଁ ମୁମ୍ବାଇ ଯିବେ ନବୀନ, ଓଡ଼ିଶାବାସୀଙ୍କୁ କଲେ ଏହି ଅନୁରୋଧ…

ଭୁବନେଶ୍ୱର, ୧୮।୬: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଚିକିତ୍ସା ପାଇଁ ମୁମ୍ବାଇ ଯାତ୍ରା କରିବେ। ଆସନ୍ତା ୨୨ ଜୁନରେ ସେ ମୁମ୍ବାଇର ପ୍ରଖ୍ୟାତ କୋକିଲା ବେନ୍‌ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ସ୍ୱାସ୍ଥ୍ୟ ପରୀକ୍ଷା…

ବ୍ଲକ ଅଧ୍ୟକ୍ଷା ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ବୀଣାପାଣି: ବିଜୟ ପରେ ବିଜେଡି ଛାଡ଼ି ଭାଜପାରେ ଦେଲେ ଯୋଗ

ପାଟଣା,୧୮ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଉପାଧ୍ୟକ୍ଷା ପାଇଁ ବୁଧବାର କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଉପନିର୍ବାଚନ ବ୍ଲକସଭା ଗୃହରେ ଅନୁଷ୍ଠିତ ହୋଇଛି। ଏଥିରେ ପାଟଣା ବ୍ଲକ ଭାରପ୍ରାପ୍ତ ବ୍ଲକ ଅଧ୍ୟକ୍ଷା ବୀଣାପାଣି ନାୟକ ଏକ ମାତ୍ର ପ୍ରାର୍ଥୀ ଭାବରେ…

୮ଗୁଣା ବଢ଼ିଲା ରେଳଷ୍ଟେଶନ ପାର୍କିଂ ଫି’

ଭୁବନେଶ୍ୱର,୧୮ା୬(ଅନୁରାଧା ମହାରଣା): ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ୍‌ସ୍ଥିତ ରେଳ ଷ୍ଟେଶନରେ ଗାଡ଼ି ପାର୍କିଂ ଏବେ ମହଙ୍ଗା ହୋଇଛି। ପାର୍କିଂ ଫି’ ୮ଗୁଣା ବୃଦ୍ଧି କରାଯାଇଛି। ପାର୍କିଂ ଫି’ରେ ହଠାତ୍‌ ବୃଦ୍ଧିକୁ ନେଇ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଏଠାରୁ ପ୍ରତିଦିନ ହଜାର ହଜାର ଲୋକ…

ସମୁଦ୍ର ଜୁଆରରେ ଭାସିଗଲେ ୩ ବଙ୍ଗୀୟ ପର୍ଯ୍ୟଟକ

ଭୋଗରାଇ,୧୮ା୬(ପ୍ରଦୀପ ଦାସ): ବଙ୍ଗୋପସାଗର ଦକ୍ଷିଣ-ପଶ୍ଚିମରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ ଏହା ଉତ୍ତର-ପଶ୍ଚିମ ଦିଗକୁ ମୁହଁଉଥିବାବେଳେ ମୌସମୀ ବାୟୁ ସକ୍ରିୟ ହୋଇ ଓଡ଼ିଶା-ପଶ୍ଚିମବଙ୍ଗ ସୀମାନ୍ତରେ ମଙ୍ଗଳବାରଠୁ ବୁଧବାର ପର୍ଯ୍ୟନ୍ତ ମଧ୍ୟମ ଧରଣର ବର୍ଷା ଲାଗିରହିଛି। ଏଭଳିସ୍ଥିତିରେ ସମୁଦ୍ର ଉତ୍ତାଳ ଥିବାବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri