ରାଜ୍ୟ

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ ଆକାର (୨.୪୯ ଘନଫୁଟ) କାଠ ବୋଝେଇ ଏକ ବାଇକ୍‌ ଜବତ କରିଥିଲେ। ଜଣେ ଅଭିଯୁକ୍ତ…

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ ବାଇକ୍‌ଚାଳକଙ୍କ ମୃତ୍ୟୁ ଘଟିଥିବାବେଳେ ଏଥିରେ ବସିଥିବା ଅନ୍ୟ ଦୁଇ ଆରୋହୀ ଆହତ ହୋଇଥିବାର ଜଣାପଡ଼ିଛି।…

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି। ଆଉ କେତେବେଳେ ଆଉଟସୋର୍ସିଂ ସଂସ୍ଥା ମଧ୍ୟ ବିଭିନ୍ନ କାରଣ ଦର୍ଶାଇ ଛଟେଇ କରୁଛନ୍ତି। ଫଳରେ…

ସରପଞ୍ଚ ପ୍ରାର୍ଥୀ ଓଡ଼ିଆ ପଢ଼ିବା, ଲେଖିବା ବାଧ୍ୟତାମୂଳକ: ଓଡିଶା ହାଇକୋର୍ଟ

କଟକ,୧୦।୧୨: ଓଡ଼ିଶା ଗ୍ରାମ ପଞ୍ଚାୟତ ନିର୍ବାଚନରେ ସରପଞ୍ଚ ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କୁ ଓଡ଼ିଆ ଭାଷାରେ ପଢ଼ିବା ଏବଂ ଲେଖିବା ଜାଣିବା ଅତ୍ୟନ୍ତ ଆବଶ୍ୟକ ବୋଲି ଓଡ଼ିଶା ଉଚ୍ଚ ନ୍ୟାୟାଳୟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଓଡ଼ିଆରେ ସାକ୍ଷରତା ଅଭାବରୁ…

ଜୁନାଗଡ଼ରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ଲାଇସେନ୍ସ ନବୀକରଣ ନ ହେବା ଯାଏ ଖାଦ୍ୟ ସାମଗ୍ରୀ ଉତ୍ପାଦନ ବନ୍ଦ

ଜୁନାଗଡ଼,୧୦ା୧୨(ଉତ୍ତମ ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଖାଦ୍ୟ ଦୋକାନରେ ବୁଧବାର ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି। ଏହି ସମୟରେ ଜୁନାଗଡ଼ ହାଇସ୍କୁଲ ପଡିଆ ସମ୍ମୁଖରେ ସରକାରୀ ଜାଗା ଉପରେ ଥିବା ବେଙ୍ଗାଲୁରୁ…

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…

ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ ଅଞ୍ଚଳର ବିକାଶ ସାଙ୍ଗକୁ ଅନେକ ବେରୋଜଗାରୀଙ୍କୁ ମିଳୁଛି ରୋଜଗାର। ସ୍ବାବଲମ୍ବୀ ହେଇପାରୁଛନ୍ତି ସ୍ଥାନୀୟ ଯୁବତୀଯୁବକ…

ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ

କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି ସ୍ଥାନୀୟ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସନ୍ଧ୍ୟା ହେଲେ ଗାଁରେ ପଡୁଛି ତାଟି କବାଟ l…

ବାରବାଟୀରେ ଭାରତର ବିଜୟ ଉତ୍ସବ ମଧ୍ୟରେ ଲୁଟ୍; ଦର୍ଶକଙ୍କ ମୋବାଇଲ୍, ପର୍ସ ଚୋରି

କଟକ,୧୦।୧୨: ବାରବାଟୀ ଷ୍ଟାଡିୟମରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅନୁଷ୍ଠିତ ଟି-୨୦ ମୁକାବିଲାରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଧୁଆଁଦାର ବ୍ୟାଟିଂ ଓ ବୋଲିଂ ବଳରେ ଭାରତ ଏକତରଫା ବିଜୟ ହାସଲ କରିଛି। ଦର୍ଶକେ ଏହି ବିଜୟରେ ବେଶ୍ ଖୁସି ପ୍ରକଟ କରିଥିଲେ…

ଅଧ୍ୟାପିକାଙ୍କୁ ଅଧ୍ୟକ୍ଷଙ୍କ ପ୍ରେମ ନିବେଦନ: ମେସେଜ୍‌ କରି କହିଲେ ଯଦି ତୁମେ…

ବୋଲଗଡ଼,୧୦ା୧୨(ଦେବବ୍ରତ ହୋତା): ଖୋର୍ଦ୍ଧା ଜିଲା ବୋଲଗଡ଼ସ୍ଥିତ ପରମାନନ୍ଦ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ୍ତ କୁମାର ଦାସ ଜଣେ ନବନିଯୁକ୍ତ ଅଧ୍ୟାପିକାଙ୍କ ମୋବାଇଲ ନମ୍ବରକୁ ମେସେଜରେ ପ୍ରେମ ନିବେଦନ କରିବା ଏବଂ ଏକଥା ଅନ୍ୟକାହାକୁ ଜଣାଇଲେ ଚାକିରିରୁ ବହିଷ୍କାର ସହ ଜୀବନ ବରବାଦ କରିଦେବାର…

କଂଗ୍ରେସ ହାଇକମାଣ୍ଡଙ୍କ କାର୍ଯ୍ୟକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଲେ ମୋକିମ, କହିଲେ ୩ ବର୍ଷ ଅପେକ୍ଷା କରି ରାହୁଲଙ୍କୁ…

ଭୁବନେଶ୍ୱର,୧୦।୧୨: କଂଗ୍ରେସ ହାଇକମାଣ୍ଡଙ୍କ କାର୍ଯ୍ୟକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଛନ୍ତି ମହମ୍ମଦ ମୋକିମ। ମୋକିମ କହିଛନ୍ତି, କଂଗ୍ରେସକୁ ମଜଭୂତ ପାଇଁ କେନ୍ଦ୍ରୀୟ ନେତୃତ୍ୱ କାର୍ଯ୍ୟ କରୁ ନାହାନ୍ତି। ଏଥିପାଇଁ ମୁଁ ଚିଠି ଏଆଇସିସି ସଭାପତିଙ୍କୁ ଲେଖିନି, ସୋନିଆଙ୍କୁ ଲେଖିଛି। ସୋନିଆ ଆମ…

୧୨ ଯାଏ ଥରିବ ଓଡ଼ିଶା: ୭ ଜିଲାକୁ କୋଲ୍ଡ ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର, ୧୦।୧୨ (ବନ୍ଦନା ସେଠୀ)- ହାଡ଼ଭଙ୍ଗା ଶୀତରେ ଥରୁଛି ସାରା ଓଡ଼ିଶା। ଶୀତର ଲହରୀ ଜାରି ରହିଥିବାବେଳେ ଆହୁରି ୩ଦିନ ଯାଏଁ ଶୀତ କଲବଲ କରିବ। ଡିସେମ୍ବର ୧୨ ଯାଏଁ ପ୍ରବଳ ଶୀତର ସମ୍ଭାବନା ଥିବାବେଳେ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ…

କଂଗ୍ରେସ ଛାଡିବେ କି ମୋକିମ? ଭକ୍ତଙ୍କୁ କଲେ ଖୋଲା ଚ୍ୟାଲେଞ୍ଜ, ସୋନିଆଙ୍କୁ ଚିଠି ଲେଖି କହିଲେ…

ଭୁବନେଶ୍ୱର,୧୦।୧୨: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ଖୋଲା ଚ୍ୟାଲେଞ୍ଜ କରିଛନ୍ତି ନେଇ ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା ମୋକିମ। ସୋନିଆଙ୍କୁ ଚିଠି ଲେଖି ଅସନ୍ତୋଷ ମହମ୍ମଦ ମୋକିମ ଅସନ୍ତୋଷ ଝାଡିଛନ୍ତି। ମୋକିମ କହିଛନ୍ତି, ୩ ଥର ଲୋକସଭା ନିର୍ବାଚନ ହାରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?