ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ ‘ସେବା ସଂକଳ୍ପ ଅଭିଯାନ୨୦୨୬’ରେ ସାମିଲ ହୋଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ…
ଜମିକୁ ଯାଇ ଗଛରେ ଝୁଲି ପଡ଼ିଲେ ଚାଷୀ
ଭେଡେନ,୧୭।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅଧୀନ ରେଶମ ପ୍ରଧାନପାଲି ଗ୍ରାମରୁ ଗୁରୁବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଉକ୍ତ ଗ୍ରାମର ପଦ୍ମଲୋଚନ କୁମ୍ଭାର(୫୦) ବୋଲି ଜଣାପଡିଛି। ପାରିପାର୍ଶ୍ୱିକ ସ୍ଥିତିରୁ ସେ ଆତ୍ମହତ୍ୟା କରିଥିବା ଅନୁମାନ…
ବର୍ଷା, ପବନରେ ଭୁଶୁଡ଼ିଲା ପୂଜା ପେଣ୍ଡାଲ
ରାଉରକେଲା,୧୭।୯: ସୁନ୍ଦରଗଡ଼ ଜିଲା ରାଉରକେଲା ସହରେ ଗୁରୁବାର ସନ୍ଧ୍ୟାରେ ପ୍ରବଳ ବର୍ଷା, ପବନରେ ଏକ ପୂଜା ପେଣ୍ଡାଲ ଭୁଶୁଡ଼ି ପଡିଛି। ସିଭିଲ ଟାଉନ୍ସିପ ଅଞ୍ଚଳରେ ଥିବା ଏକ ଗଣେଶ ପୂଜା ପେଣ୍ଡାଲ ଭୁଶୁଡ଼ି ଭାଙ୍ଗି ଯାଇଥିବା ବେଳେ ସୌଭାଗ୍ୟବଶତଃ ଏହି ଅଘଟଣରେ…
୧୪ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କଲେ ବିଧାୟକ
ଗୁଡ଼ାରି,୧୭ା୯(ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍ଏସି କାର୍ଯ୍ୟାଳୟ ପରିସରରେ ୧୪ ଜଣ ହିତାଧିକାରୀଙ୍କୁ ଆବାସ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। ସହରର ୧୪ ଜଣଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରି ଖୁବ୍ଶୀଘ୍ର ଗୃହ କାର୍ଯ୍ୟ ସମାପ୍ତ କରିବା ନିମନ୍ତେ…
ହତ୍ୟା କରିବା ପରେ ବାଇକ୍ ସହ ମୃତଦେହ ଫିଙ୍ଗି ଦେଇଥିଲେ ୧୨ ଅଭିଯୁକ୍ତ, ଆଜି ପୂରା ଘଟଣାର ପର୍ଦ୍ଦାଫାଶ କରି…
ଗୁଣପୁର,୧୭ା୯(ସୁଜାତା ପାଢ଼ୀ/ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ପଞ୍ଚାୟତର ନୂଆଲବା ଗ୍ରାମ ନିକଟରେ ଜଣେ ବ୍ୟକ୍ତିଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଥିଲା। ମାଟି ରାସ୍ତାପାର୍ଶ୍ୱରେ ଥିବା ଏକ ଖାଲରେ ୫୬ ବର୍ଷୀୟ ପାତିକା ମାତିଆଙ୍କ ମୃତଦେହ…
ଛତ୍ରପୁର ସହରରେ କୁକୁର-ମାଙ୍କଡ଼ଙ୍କ ଉପଦ୍ରବ, ନିୟନ୍ତ୍ରଣ ପାଇଁ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରି…
ଛତ୍ରପୁର,୧୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଜିଲାର ସଦରମହକୁମା ଛତ୍ରପୁର ସହରରେ ବୁଲା କୁକୁର ଓ ମାଙ୍କଡ଼ଙ୍କ ଉପଦ୍ରବ ଦିନକୁ ଦିନ ବଢ଼ୁଥିବା ନେଇ ସାଧାରଣରେ ଉଦ୍ବେଗ ପ୍ରକାଶ ପାଇଛି। ସହରର ବିଭିନ୍ନ ଅଞ୍ଚଳରେ ବୁଲା କୁକୁର ଓ ମାଙ୍କଡ଼ଙ୍କ ସଂଖ୍ୟା ବୃଦ୍ଧି ପାଇବା…
ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର, ପୂର୍ବରୁ…
ଭୁବନେଶ୍ୱର,୧୭ା୯: ଡେପୁଟି କମିଶନର ଅଫ ପୋଲିସ(ଡିସିପି) ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। କେନ୍ଦ୍ର ସରକାର ଏହି ଇସ୍ତଫାପତ୍ରକୁ ଆନୁଷ୍ଠାନିକ ଭାବେ ଗ୍ରହଣ କରିଛନ୍ତି। ଚାକିରିରୁ ଅବସର ନେବା ପାଇଁ ସେ ପୂର୍ବରୁ ଦେଇଥିବା ଇସ୍ତଫାପତ୍ରକୁ ରାଜ୍ୟ ସରକାର ଗୃହ ମନ୍ତ୍ରଣାଳୟକୁ…
ଆର୍ଯ୍ୟପଲ୍ଲୀରେ କୂଳ ଖାଇ ଚାଲିଛି ସମୁଦ୍ର, ପ୍ରତିଶ୍ରୁତି ଦେଇ ରକ୍ଷଣାବେକ୍ଷଣ ଦାୟିତ୍ୱ ଭୁଲିଗଲା କମ୍ପାନୀ
ଛତ୍ରପୁର,୧୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗ୍ଲୋବାଲ ଓ୍ବାର୍ମିଂ ଯୋଗୁ ସମୁଦ୍ର ଜଳସ୍ତର ବୃଦ୍ଧି ପାଉଥିବା ବେଳେ ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ତୀବ୍ର ସମୁଦ୍ର କୂଳ ଖାଉଥିବା ଦେଖାଦେଇଛି। ଭାରତୀୟ ବିରଳ ମୃତ୍ତିକା (IREL) ପକ୍ଷରୁ ବାଲି ଖନନ ପାଇଁ…
ଗୋଟିଏ ଯୁବତୀଙ୍କୁ ଭଲପାଉଥିଲେ, ଈର୍ଷାରେ ପାଣିଟାଙ୍କି ଉପରୁ ଠେଲି ନେଇଗଲେ ବନ୍ଧୁଙ୍କ ଜୀବନ; ତଦନ୍ତ ପରେ…
ରାଉରକେଲା,୧୭।୯(ସଙ୍ଗୀତା ଜେନା): ସୁନ୍ଦରଗଡ଼ ଜିଲା ଲାଠିକଟା ଅଞ୍ଚଳରେ ଜଣେ ଯୁବକଙ୍କୁ ତାଙ୍କ ନିଜ ବନ୍ଧୁ ନିର୍ମାଣାଧୀନ ପାଣିଟାଙ୍କି ଉପରୁ ଠେଲି ହତ୍ୟା କରିଥିବା ଭଳି ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ଜଣେ ଯୁବତୀଙ୍କୁ ନେଇ ସୃଷ୍ଟି ହୋଇଥିବା ଏକତରଫା ଈର୍ଷାରୁ…
ପାରାଦୀପ ଚଳଚଞ୍ଚଳ: ଆଜିଠାରୁ ୨୩ ପର୍ଯ୍ୟନ୍ତ ପୂଜା ପାଇବେ ପ୍ରଭୁ ବିଶ୍ୱକର୍ମା
ପାରାଦୀପ,୧୭।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ୱକର୍ମା ପୂଜା ମହୋତ୍ସବ ଗୁରୁବାରଠାରୁ ଆରମ୍ଭ ହେଉଛି। ଏହା ସେପ୍ଟେମ୍ବର ୨୩ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ଆୟୋଜକମାନଙ୍କ ପ୍ରସ୍ତୁତି କାର୍ଯ୍ୟ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ବିଶେଷକରି ପାରାଦୀପର ସିନେମା ହଲଠାରୁ ଆରମ୍ଭ କରି ବ୍ୟାଙ୍କ ଲେନ୍…
ସ୍ବାମୀଙ୍କୁ ପିଟିଦେଲା ବାଇକ୍, ରକ୍ତାକ୍ତ ଅବସ୍ଥାରେ ରାସ୍ତା ଉପରେ ପଡ଼ିଥିବା ଖବର ଶୁଣି ସ୍ତ୍ରୀଙ୍କୁ ହେଲା…
କଲ୍ୟାଣସିଂହପୁର,୧୭ା୯(ଦୀପକ କୁମାର ପରିଡ଼ା): ଦ୍ରୁତଗତିରେ ଆସୁଥିବା ଏକ ବାଇକ୍ ଧକ୍କାରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ଗୁରୁତର ଜଣକ ହେଲେ ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ବୁଡ଼ାଗୁଡ଼ା ପଞ୍ଚାୟତ ଅନ୍ତର୍ଗତ କୁମାରଗୁଡ଼ା ଗ୍ରାମର ଉଦୟନାଥ ଅନ୍ତରସିଂ। ସୂଚନା ଅନୁସାରେ, ବୁଧବାର ରାତିରେ…
ଓରାଙ୍ଗ୍ଉଟାନଙ୍କ ସ୍ବାସ୍ଥ୍ୟକୁ ନେଇ ବଡ଼ ଅପଡେଟ୍; ୩ ରକ୍ତହୀନତାରେ ପୀଡ଼ିତ
ଭୁବନେଶ୍ୱର/ବାରଙ୍ଗ,୧୭।୯(ବନ୍ଦନା ସେଠୀ/ଲିଙ୍ଗରାଜ ରାଉତ): ଓଡ଼ିଶାରୁ ଉଦ୍ଧାର କରାଯାଇଥିବା ୫ଟି ଶାବକ ଓରାଙ୍ଗ୍ଉଟାନଙ୍କ ମଧ୍ୟରୁ ୩ ଜଣ ରକ୍ତହୀନତା (ଆନେମିଆ) ରୋଗରେ ପୀଡ଼ିତ ଥିବା ବୁଧବାର ନନ୍ଦନକାନନ ପ୍ରାଣୀଉଦ୍ୟାନ କର୍ତ୍ତୃପକ୍ଷଙ୍କ ସୂଚନାରୁ ଜଣାପଡ଼ିଛି । ଉଦ୍ଧାର ହୋଇଥିବା ଗୋଟିଏ ଶାବକ ଓରାଙ୍ଗ୍ଉଟାନ ଜ୍ୱରରେ…

