ରାଜ୍ୟ

ହ୍ୟୁମାନଙ୍କ ମୃତ୍ୟୁ ପଛରେ ଷଡ଼ଯନ୍ତ୍ର…

ଭୁବନେଶ୍ୱର,୨୪।୧୧: ହ୍ୟୁମାନ ମୃତ୍ୟୁକୁ ନେଇ ତେଜୁଛି ଅସନ୍ତୋଷ। ଗୃହ ବିଭାଗର ଦ୍ୱାରସ୍ଥ ହେଲା ଓଡ଼ିଶା ସିଭିଲ ସୋସାଇଟି। ନିରପେକ୍ଷ ତଦନ୍ତ ସହ ମୃତ୍ୟୁ ରହସ୍ୟ ଉନ୍ମୋଚନ ପାଇଁ ଦାବି ହୋଇଛି। ଲୋକସେବା ଭବନରେ ଗୃହ ବିଭାଗ ସ୍ବତନ୍ତ୍ର ସଚିବଙ୍କୁ ଭେଟି...

ଘୋଡ଼ାହାଡ଼ ଡ୍ୟାମ୍‌ରୁ ଛଡ଼ାଯିବ ପାଣି, ନଦୀ ତଟବର୍ତ୍ତୀ ଗ୍ରାମରେ ସତର୍କ ସୂଚନା ଜାରି

ଦିଗପହଣ୍ଡି,୨୪ା୧୧(ଅଶେଷ ନାଥ ମିଶ୍ର): ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇଛି। ଏହାର ପ୍ରଭାବରେ ଆସନ୍ତା ଗୁରୁବାର ଠାରୁପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରବଳରୁ ଅତିପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି...

ଆସୁଛି ବଡ଼ ବାତ୍ୟା! ଓଡ଼ିଶାରେ…

ଭୁବନେଶ୍ୱର,୨୪।୧୧: ବଙ୍ଗୋପସାଗରରେ ବାତ୍ୟା ହେବା ନେଇ ଧୀରେ ଧୀରେ ଚିତ୍ର ସ୍ପଷ୍ଟ ହେବାରେ ଲାଗିଛି। ପୂର୍ବରୁ ବିଶ୍ୱସ୍ତରୀୟ ବିଭିନ୍ନ ମଡେଲ ବାତ୍ୟା ହେବା ନେଇ ପୂର୍ବାନୁମାନ କରିଥିବାବେଳେ ଏବେ ଭାରତୀୟ ପାଣିପାଗ ବିଭାଗ ମଧ୍ୟ ଏ ସଂକ୍ରାନ୍ତରେ ସୂଚନା ଦେଇଛି।...

ଧର୍ମେନ୍ଦ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, କହିଲେ ତାଙ୍କର ଆକର୍ଷଣୀୟ ବ୍ୟକ୍ତିତ୍ୱ…

ଭୁବନେଶ୍ୱର,୨୪ା୧୧: ବଲିଉଡ୍‌ର କିମ୍ବଦନ୍ତୀ ଅଭିନେତା ଧର୍ମେନ୍ଦ୍ର ଦେଓଲଙ୍କ ସୋମବାର ଦେହାନ୍ତ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କହିଛନ୍ତି, ବର୍ଷିୟାନ ଅଭିନେତା ଧର୍ମେନ୍ଦ୍ରଙ୍କ ଦେହାନ୍ତରେ ମୁଁ ମର୍ମାହତ। ଦଶନ୍ଧି ଧରି ଅଭିନୟ...

ଦୁଇଦିନ ପରେ ପୁଣି ଫେରିଲା ଶୀତ: ଜି.ଉଦୟଗିରି ରାଜ୍ୟର ସବୁଠୁ ଥଣ୍ଡା ସହର

ଜି.ଉଦୟଗିରି,୨୪ା୧୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଦୁଇ ଦିନର ବ୍ୟବଧାନ ପରେ ପୁଣି ଜି.ଉଦୟଗିରିକୁ ଫେରିଛି ଶୀତ। ସୋମବାର ଜି. ଉଦୟଗିରିର ସର୍ବନିମ୍ନ ତାପମାତ୍ରା ୧୧. ୩ ଡିଗ୍ରୀ ସେଲସିୟସ ରହିଛି। ଯାହାକି ରାଜ୍ୟର ସବୁଠାରୁ କମ୍‌ ତାପମାତ୍ରା। ସୋମବାର ଘନ...

ଧରିତ୍ରୀ କ୍ଲାଇମେଟ୍‌ ଗ୍ରାଣ୍ଟ-୨୦୨୫: ଉଲ୍ଲେଖନୀୟ ଅବଦାନ ପାଇଁ ମିଳିଲା…

ଭୁବନେଶ୍ୱର,୨୪ା୧୧: ଜଳବାୟୁ ପରିବର୍ତ୍ତନର ମୁକାବିଲା କ୍ଷେତ୍ରରେ ଯୁବପିଢ଼ିଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ତେଣୁ ସେମାନେ କିଭଳି ସଚେତନ ହେବା ସହ ଅନ୍ୟମାନଙ୍କୁ ସଚେତନ କରି ଏହି ଅଭିଯାନରେ ସାମିଲ କରିପାରିବେ ସେ ସଂକ୍ରାନ୍ତରେ ‘ଧରିତ୍ରୀ’ ପକ୍ଷରୁ ପ୍ରତିବର୍ଷ ‘ୟୁଥ କନ୍‌କ୍ଲେଭ୍‌...

କି ସଙ୍କେତ ଦେଉଛନ୍ତି ମହାପଭୁ, କାହିଁକି ହୁହୁ ହୋଇ ଜଳି ଉଠିଲା…

ପୁରୀ,୨୪।୧୧: କି ସଙ୍କେତ ଦେଉଛନ୍ତି ମହାପଭୁ। ଆଗକୁ କ’ଣ ଘଟିବ। ଏନେଇ ଓଡ଼ିଶାବାସୀ ଭୟଭୀତ ଥିବା ଚର୍ଚ୍ଚା ହେଉଛି। ରବିବାର ଶ୍ରୀମନ୍ଦିର ସମ୍ମୁଖରେ ଅରୁଣ ସ୍ତମ୍ଭ ନିକଟରେ ଦେଖିବାକୁ ମିଳିଛି କିଛି ଏଭଳି ଦୃଶ୍ୟ। ଯେଉଁଠି ହଠାତ୍‌ ହୁତୁହୁତୁ ହୋଇ...

ତେଜିଲା ଅଙ୍ଗନଓ୍ବାଡି କର୍ମୀଙ୍କ ଆନ୍ଦୋଳନ

ଭୁବନେଶ୍ବର,୨୪।୧୧: ରାଜଧାନୀରେ ଗର୍ଜିଲେ ଅଙ୍ଗନଓ୍ବାଡି କର୍ମୀ। ୧୧ ଦଫା ଦାବି ନେଇ ଅଙ୍ଗନଓ୍ବାଡି କର୍ମୀ ସୋମବାର ଗାନ୍ଧୀ ମାର୍ଗରେ ଏକାଠି ହୋଇ ବିଶାଳ ସମାବେଶ କରିବା ସହ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଅଙ୍ଗନଓ୍ବାଡି କର୍ମୀଙ୍କୁ ଶିକ୍ଷକ ମାନ୍ୟତା ଦାବି କରିବା...

ଅମଲାତନ୍ତ୍ରକୁ ରାଜସ୍ବ ମନ୍ତ୍ରୀଙ୍କ କଡ଼ା ତାଗିଦ, ନିର୍ଦ୍ଦିଷ୍ଟ ସମୟରେ…

ଭୁବନେଶ୍ୱର,୨୪ା୧୧: ଲୋକଙ୍କ ସେବକ ହେଇ କାମ କରିବାକୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ମନ୍ତ୍ରୀ କଡ଼ା ତାଗିଦ କରିଛନ୍ତି। ଜିଲାସ୍ତରରେ ସମାଧାନ ହେବା ଭଳି ଅଭିଯୋଗକୁ ନେଇ ମନ୍ତ୍ରୀ ଉଦ୍‌ବେଗ ପ୍ରକାଶ...

କାଲିଠୁ ରାଜ୍ୟରେ ଧାନକିଣା ଆରମ୍ଭ: ଏଥର ମଣ୍ଡିରେ ସ୍ବତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର,୨୪।୧୧: ମଙ୍ଗଳବାରଠୁ ରାଜ୍ୟରେ ଧାନକିଣା ଆରମ୍ଭ ହେବ। ଏନେଇ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସୂଚନା ଦେଇଛନ୍ତି। ଚାଷୀଙ୍କ ପାଇଁ ମଣ୍ଡି ଗୁଡ଼ିକରେ ଏଥର ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ମଣ୍ଡିରେ ଖାଦ୍ୟ, ପାନୀୟ, ଶୌଚାଳୟ ଭଳି ସବୁ ବ୍ୟବସ୍ଥା...

‘ଧରିତ୍ରୀ କ୍ଲାଇମେଣ୍ଟ ଗ୍ରାଣ୍ଟ ପ୍ରୟାସରୁ ଯୁବ ପରିବେଶବିତ୍‌ମାନେ ଅଧିକ ସାଧନ ପାଉଛନ୍ତି’

ଭୁବନେଶ୍ୱର,୨୪ା୧୧: ଜଳବାୟୁ ପରିବର୍ତ୍ତନର ମୁକାବିଲା କ୍ଷେତ୍ରରେ ଯୁବପିଢ଼ିଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ତେଣୁ ସେମାନେ କିଭଳି ସଚେତନ ହେବା ସହ ଅନ୍ୟମାନଙ୍କୁ ସଚେତନ କରି ଏହି ଅଭିଯାନରେ ସାମିଲ କରିପାରିବେ ସେ ସଂକ୍ରାନ୍ତରେ ‘ଧରିତ୍ରୀ’ ପକ୍ଷରୁ ପ୍ରତିବର୍ଷ ‘ୟୁଥ କନ୍‌କ୍ଲେଭ୍‌...

‘ଯୁବପିଢ଼ି ମୋବାଇଲ ଛାଡ଼ି ଖବରକାଗଜ ପଢ଼ିବା ଉଚିତ’

ଭୁବନେଶ୍ୱର,୨୪ା୧୧: ଜଳବାୟୁ ପରିବର୍ତ୍ତନର ମୁକାବିଲା କ୍ଷେତ୍ରରେ ଯୁବପିଢ଼ିଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ତେଣୁ ସେମାନେ କିଭଳି ସଚେତନ ହେବା ସହ ଅନ୍ୟମାନଙ୍କୁ ସଚେତନ କରି ଏହି ଅଭିଯାନରେ ସାମିଲ କରିପାରିବେ ସେ ସଂକ୍ରାନ୍ତରେ ‘ଧରିତ୍ରୀ’ ପକ୍ଷରୁ ପ୍ରତିବର୍ଷ ‘ୟୁଥ କନ୍‌କ୍ଲେଭ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri