ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…
ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ ନେତା ଓ କର୍ମୀଙ୍କୁ ବିଭିନ୍ନ କ୍ଷେତ୍ରରେ ଉପେକ୍ଷା ଏବଂ ଅବହେଳା କରୁଥିବା ଅଭିଯୋଗ…
ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…
ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି ଗାନ୍ଧୀ ଛକ ସ୍ଥିତ ଅସ୍ଥାୟୀ ଯାତ୍ରା ପୀଠରେ ଶୁଭଖୁଣ୍ଟି ସ୍ଥାପନ କରାଯାଇଛି। ଆସନ୍ତା…
ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…
ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର ଲୋକେ ମିଳିମିଶି ସୁଜାତାଙ୍କୁ ହତ୍ୟା କରିଥିବା ନେଇ ତାଙ୍କ ବାପା ହଳଧର ପ୍ରଧାନ…
ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା
ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ ହୋଇଯାଇଛି। ଗତ ମାସରେ ଚାଷୀ ଧାନରୁଆ କାମ ସାରି ଦ୍ୱିତୀୟ ଥର ଖତ…
ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…
ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ ସୋମବାର ବଲାଙ୍ଗୀର ପୋଲିସ ୨ ଦିନିଆ ରିମାଣ୍ଡରେ ଆଣିଛନ୍ତି । ପୋଲିସ କ୍ଷୀତିଶ…
ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…
ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ ମାତ୍ର ଝିଅ l ସେ ଏବେ ଅଷ୍ଟମ ଶ୍ରେଣୀରେ ପାଠ ପଢୁଛନ୍ତି l…
ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…
ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ । ଓଡ଼ିଶା ବନ୍ଦରେ ସାମିଲ୍ ହେବାକୁ ଇଣ୍ଡି ମେଣ୍ଟର ସଦସ୍ୟଙ୍କୁ ସେ ଅପିଲ୍…
ବନ୍ଦ ହେଲା ହୀରାକୁଦର ୬ ଗେଟ୍, ଏତିକି ଗେଟ୍ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ
ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ ପାର୍ଶ୍ୱର ୧୬ ଏବଂ ଦକ୍ଷିଣ ପାର୍ଶ୍ୱର ୮ଟି ମିଶି ମୋଟ ୨୪ଟି ସ୍କୁଇସ…
ସଭା କଲେ ନାଁ ନେଲେନି
ଭୁବନେଶ୍ୱର, ୨୯।୯(ସୁନିତ୍ ମିଶ୍ର): ଏମ୍ଏମ୍ଡିଆର୍ ସଂଶୋଧନ ବିଲ୍ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ ରାଜ୍ୟବାସୀ ହେଉଛନ୍ତି ମାଲିକ। ଦୁଃଖର ବିଷୟ ବିନା ଆଲୋଚନାରେ ପାର୍ଲାମେଣ୍ଟରେ ଏହି ଗୁରୁତ୍ୱପୂର୍ଣ୍ଣ…
OSSTET ସ୍ଥଗିତ ଚର୍ଚ୍ଚା ଭିତରେ ସ୍ପଷ୍ଟ କଲା BSE, ଏହି ଦିନ ହେବ…
ଭୁବନେଶ୍ବର,୨୯।୯: ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (OSSTET-୨୦୨୬) ସ୍ଥଗିତ ହେବା ନେଇ ଚର୍ଚ୍ଚା ଜୋର ଧରିଥିଲା । ଏହାରି ଭିତରେ ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସଇ) ସ୍ପଷ୍ଟୀକରଣ ଦେଇଛି । OSSTET ସ୍ଥଗିତ ହୋଇନି, ଆସନ୍ତାକାଲି(ବୁଧବାର) ହିଁ ପରୀକ୍ଷା…
ଓରାଙ୍ଗଉଟାନ ପରେ ଅଜଗର; ଚାଲାଣ ବେଳେ ବାଣୀବିହାର ବ୍ରିଜ ଉପରେ ଖସିପଡ଼ିଲା, ଛାନିଆ ଲୋକେ
ଭୁବନେଶ୍ୱର,୨୯।୯(ତ୍ରିନାଥ ମହାନ୍ତି): ବାଣୀବିହାର ଓଭରବ୍ରିଜ ଉପରେ ସୋମବାର ଏକ ବିରାଟ ଅଜଗର ସାପ ଉଦ୍ଧାର କରାଯାଇଛି । ଉଦ୍ଧାର ହୋଇଥିବା ଅଜଗରକୁ ନେଇ ଏବେ ରାଜଧାନୀରେ ଛନକା ପଶିଛି। ଜଙ୍ଗଲରେ ଦେଖାଯାଉଥିବା ଅଜଗର କିଭଳି ଭାବେ ବ୍ରିଜ ଉପରକୁ ଆସିଲା ତାହାକୁ…
ଗଭୀର ଅବପାତରେ ପରିଣତ ହେଲା ଅବପାତ: ଆଜି ଝଡ଼ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର, ୨୯।୯ (ବନ୍ଦନା ସେଠୀ):ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ମ୍ୟାନ୍ମାର ଉପକୂଳ ଉପରେ ଥିବା ଅବପାତ ସୋମବାର ଗଭୀର ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ଉତ୍ତର ପଶ୍ଚିମ ଦିଗକୁ ଗତି ଜାରି ରଖି ସୋମବାର ରାତିରେ ମ୍ୟାନ୍ମାରର ୟାଙ୍ଗୁନ୍ ଓ…

