ରାଜ୍ୟ

ହ୍ୟୁମାନଙ୍କ ସମାଧି ପୀଠରେ ଭୋ ଭୋ ହୋଇ କାନ୍ଦିଲେ ସ୍ତ୍ରୀ ଶ୍ରୀୟା, କହିଲେ ଏମିତି ଚାଲିଗଲ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ସ୍ମୃତି ଉଦ୍ଦେଶ୍ୟରେ ରବିବାର ଅର୍ଥାତ୍‌ ଆଜି ସନ୍ଧ୍ୟାରେ ଟିଟିଲାଗଡ଼ ବଏଜ୍‌ ହାଇସ୍କୁଲ ପଡ଼ିଆଠାରେ ଓଡିଶା କଳାକାର ଏକତା ମଞ୍ଚ ପକ୍ଷରୁ ଏକ ଶ୍ରଦ୍ଧାଞ୍ଜଳି ସଭା ରଖାଯାଇଛି। ଏହି କାର୍ଯ୍ୟକ୍ରମରେ ଯୋଗ ଦେବାକୁ ହ୍ୟୁମାନଙ୍କ ସ୍ତ୍ରୀ…

ଧାନ କିଣାବିକାରେ ଅଚଳାବସ୍ଥା: ତାତିଲେ ଚାଷୀ, କଲେ ଏମିତି…

ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ରବିବାର ୧୦ଦିନରେ ପହଞ୍ଚିଛି। ହେଲେ ବର୍ତ୍ତମାନ ସୁଦ୍ଧା ଧାନ ସଂଗ୍ରହ ପ୍ରକ୍ରିୟା ସ୍ବାଭାବିକ ହୋଇ ପାରିନାହିଁ। ଏହାକୁ ନେଇ ଚାଷୀ…

ବାରବାଟୀରେ ହେବ ଜୋର୍‌ଦାର ଲଢ଼େଇ: ଭୁବନେଶ୍ୱରରେ ଭାରତ-ଦକ୍ଷିଣ ଆଫ୍ରିକା ଟିମ୍‌

ଭୁବନେଶ୍ୱର,୭ା୧୨: ଭୁବନେଶ୍ବରରେ ପହଞ୍ଚିଲେ ଭାରତ ଓ ଦକ୍ଷିଣ ଆଫ୍ରିକା ଟିମ୍‌ର ଖେଳାଳିମାନେ। ଆସନ୍ତା ୯ ତାରିଖ ଅର୍ଥାତ୍‌ ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଉଭୟ ଦେଶର ଖେଳାଳିଙ୍କ ମଧ୍ୟରେ ଜୋର୍‌ଦାର ଲଢ଼େଇ ହେବ। ଏନେଇ ଉଭୟ ଟିମ୍‌ ଆଜି ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି।…

ହ୍ୟୁମାନ ସାଗରଙ୍କ ଘରେ ପହଞ୍ଚିଲେ ଓଲିଉଡ୍‌ ସୁପରଷ୍ଟାର ଅନୁଭବ, ମା’ଙ୍କୁ ଭେଟି କହିଲେ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ଘରେ ରବିବାର ପହଞ୍ଚିଛନ୍ତି ଓଲିଉଡ୍‌ ସୁପରଷ୍ଟାର ଅନୁଭବ ମହାନ୍ତି। ବଲାଙ୍ଗୀର ଜିଲା ଟିଟିଲାଗଡ଼ସ୍ଥିତ ହ୍ୟୁମାନ ସାଗରଙ୍କ ଘରେ ତାଙ୍କ ମା’ଙ୍କୁ ଭେଟି ସମବେଦନା ଜଣାଇଛନ୍ତି ଅନୁଭବ। ଆଜି ସନ୍ଧ୍ୟାରେ ଟିଟିଲାଗଡ଼ ବଏଜ୍‌ ହାଇସ୍କୁଲ ପଡିଆ…

ଭୁବନେଶ୍ୱରରେ ପହଞ୍ଚିଲେ ଯଶପ୍ରୀତ୍‌ ବୁମ୍‌ରା

ଭୁବନେଶ୍ୱର,୭ା୧୨: ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି ଭାରତୀୟ କ୍ରିକେଟ୍‌ ଟିମ୍‌ର ଷ୍ଟାର ବୋଲର୍‌ ଯଶପ୍ରୀତ ବୁମ୍‌ରା। ଆସନ୍ତା ୯ ତାରିଖରେ ବାରବାଟୀରେ T-20 ଖେଳିବାକୁ ଆଗୁଆ ଆସି ପହଞ୍ଚିଛନ୍ତି ବୁମ୍‌ରା। ବିଶ୍ବର ଶ୍ରେଷ୍ଠ ବୋଲର ବୁମ୍‌ରାଙ୍କୁ ଦେଖିବାକୁ ଟ୍ବିନ୍‌ସିଟିରେ ବହୁ କ୍ରେଜ୍‌ ରହିଛି।…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଦୁଇ ୨ ନାବାଳିକା ସାଙ୍ଗ, ଜଣେ ଉଦ୍ଧାର, ଆଉ ଜଣେ…

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଦିଗପହଣ୍ଡି ଥାନା ଚୁଡୁଙ୍ଗପୁର ଗାଁରେ ରବିବାର ପୂର୍ବାହ୍ନରେ ଘଟିଯାଇଛି ଏକ ଦୁଃଖଦ ଘଟଣା। ଗାଁ କରଣ ସାହିର ଦୁଇ ସାଙ୍ଗ ଶ୍ରୀ ନୀଳକଣ୍ଠେଶର ମନ୍ଦିର ପୋଖରୀକୁ ଗାଧୋଇବା ପାଇଁ ଯାଇଥିଲେ। ଅସାବଧାନତା…

ବିଜେଡିର ସବୁ ଗୁମର ଖୋଲିଦେଲେ ସନାତନ ମହାକୁଡ଼, କହିଲେ ପୂର୍ବ ସରକାର ଥିବାବେଳେ ଖଣିଖାଦାନରୁ ବହୁ…

କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଗସ୍ତରେ ଆସିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଘଟଗାଁ ପରିକ୍ରମା ପ୍ରକଳ୍ପନ୍ତର ଭିତ୍ତି ପ୍ରସ୍ତର ସ୍ଥାପନ ମଧ୍ୟ କରିଛନ୍ତି। ଏହି ଉତ୍ସବରେ ଯୋଗ ଦେଇଥିବା ଚମ୍ପୁଆ ବିଜେଡି ବିଧାୟକ ସନାତନ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ତାରିଣୀ ପୀଠର ବିକାଶ ପାଇଁ କଲେ ବଡ଼ ଘୋଷଣା

କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଏକ ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱରରୁ ଆସି ଘଟଗାଁରେ ପହଞ୍ଚିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ମା’ ତାରିଣୀ ପୀଠକୁ ଯାଇ ସେଠାରେ ମା’ଙ୍କ ଦର୍ଶନ ଓ ପୂଜାର୍ଚ୍ଚନା କରିଛନ୍ତି। ମା’…

ରେକର୍ଡ ଭାଙ୍ଗୁଛି ଶୀତ, ରାଜ୍ୟର ସବୁଠୁ ଥଣ୍ଡା ସହର ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୭ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଶୀତର ଲହରି ରେକର୍ଡ ଭାଙ୍ଗିଛି। ଦିନକୁ ଦିନ ତାପମାତ୍ରା ହ୍ରାସ ପାଇ ରବିବାର ସକାଳ ସୁଦ୍ଧା ୭.୫ ଡିଗ୍ରୀ ରହିଛି। ଫଳରେ ରାଜ୍ୟରେ ସବୁଠାରୁ କମ୍‌ ତାପମାତ୍ରା ବୋଲି କୁହାଯାଇଛି। ପ୍ରବଳ ଜାଡ଼…

ବିଦ୍ୟାଳୟରେ ପାଇଖାନା ନ ଥିବା ଘଟଣାକୁ ସହୃଦୟର ସହ ନେଲେ ବିଡିଓ, କହିଲେ ୩ ମାସରେ…

ଦାରିଙ୍ଗବାଡି,୭।୧୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ ୬ ଦଶନ୍ଧି ବିତିଯାଇଛି । ପ୍ରଥମରୁ ପଞ୍ଚମ ଓ ପରବର୍ତ୍ତୀ ସମୟରେ ଅଷ୍ଟମ ପର୍ଯ୍ୟନ୍ତ ଆଉ…

ଭୁବନେଶ୍ୱରରେ ଖୋଲିବ ଆଉ ଦୁଇ ତହସିଲ୍, ଜମି କିଣାବିକା ପାଇଁ…

ଭୁବନେଶ୍ୱର,୭ା୧୨: ଭୁବନେଶ୍ବରରେ ଆଉ ୨ ନୂଆ ତହସିଲ ଅଫିସ୍‌ ପ୍ରସ୍ତୁତ ହେବାକୁ ଯାଉଛି । ପୁରୁଣା ଭୁବନେଶ୍ବରରେ ଥିବା ତହସିଲ ଅଫିସ୍‌ରେ କ୍ରମାଗତ ଭାବେ ଚାପ ବଢ଼ିବାରେ ଲାଗିବା ପରେ ସରକାରଙ୍କ ପକ୍ଷରୁ ଆଉ ୨ ନୂଆ ତହସିଲ ଖୋଲିବା ପାଇଁ…

ଧରିତ୍ରୀ, ଆଦିତ୍ୟ ବିର୍ଲା ସନ୍‌ଲାଇଫ୍‌ ମ୍ୟୁଚୁଆଲ ଫଣ୍ଡ୍‌ର ‘ଶିକ୍ଷିତ ନିବେଶକ ବିକଶିତ ଭାରତ’ କର୍ମଶାଳା

କଟକ,୭ା୧୨(କାର୍ତ୍ତିକ ସାହୁ): ଭବିଷ୍ୟତ ଆବଶ୍ୟକତାକୁ ଦୃଷ୍ଟିରେ ରଖି ନିଜର ଅର୍ଜିତ ଅର୍ଥକୁ ଖର୍ଚ୍ଚ କରିବା ଜରୁରୀ। ବିଶେଷକରି ପ୍ରଥମେ ସଞ୍ଚୟ ଏବଂ ପରେ ଖର୍ଚ୍ଚ କରିବା ବୁଦ୍ଧିମାନ ପରିଚୟ। କୌଣସି ପ୍ଲାଟ୍‌ଫର୍ମରେ ଅର୍ଥ ବିନିଯୋଗ ବେଳେ ଲୋକଙ୍କ ସେ ବାବଦରେ ସେତିକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?