ରାଜ୍ୟ

ଧାମରାରେ ବୁଲୁଛି ମହାବଳ ବାଘ: ଭିଡିଓ ଭାଇରାଲ ପରେ ବନ ବିଭାଗ ନାକେଦମ୍‌

ଚାନ୍ଦବାଲି,୭।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଧାମରା ଅଞ୍ଚଳରେ ଏକ ମହାବଳ ବାଘ ବୁଲୁଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଶନିବାର ବନ ବିଭାଗକୁ ନାକେଦମ୍‌ ହେବାକୁ ପଡ଼ିଛି। ସୂଚନା ଅନୁଯାୟୀ, ଧାମରା ବନ୍ଦର…

ବୀମାଭୁକ୍ତ ହେବେ ଧନୁଯାତ୍ରା ଦର୍ଶକ, ଦୁର୍ଘଟଣାରେ କଳାକାରଙ୍କ ମୃତ୍ୟୁ ହେଲେ ମିଳିବ…

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧର୍ମ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୪ତାରିଖରୁ ଆରମ୍ଭ ହେବ। ୨୦୨୬ ଜାନୁୟାରୀ ୩ ଯାଏ ଏହି ମହୋତ୍ସବ ଚାଲିବ। ଏହି ଏହି ୧୧ଦିନ ଅବଧିରେ ବରଗଡ଼ ସହର ମଥୁରାନଗରୀ ଏବଂ ଅମ୍ୱାପାଲି ଗୋପପୁର…

ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନାକୁ ଅନୁମୋଦନ, କ୍ୟାବିନେଟ୍‌ରେ ୬ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରେଶମ ଶିଳ୍ପକୁ ଅଧିକ ସଶକ୍ତ ଏବଂ ସମ୍ପ୍ରସାରିତ କରିବା ଲାଗି ରାଜ୍ୟ ସରକାର ସ୍ଥିରକରି ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନା ଆରମ୍ଭ କରିବାକୁ ନିଷ୍ପତ୍ତି କରିଛନ୍ତି। ଏହି ଯୋଜନା ଜରିଆରେ ରେଶମକୀଟର ବିହନ ପ୍ରସ୍ତୁତି, ରେଶମ ପ୍ରଜାତିର ସଂରକ୍ଷଣ…

ନିଯୁକ୍ତ ହେବେ ଓଡ଼ିଆ ଶିକ୍ଷକ, ଗଣଶିକ୍ଷା ବିଭାଗର ବଡ଼ ସୂଚନା

ଭୁବନେଶ୍ୱର,୭ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ୩୧୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ (ଓଏଭି)ରେ ଓଡ଼ିଆ ଶିକ୍ଷକ ନିଯୁକ୍ତ ହେବେ। ସମସ୍ତ ଓଏଭିରେ ଜଣେ ଲେଖାଏ ଓଡ଼ିଆ ପ୍ରଶିକ୍ଷିତ ସ୍ନାତକ ଶିକ୍ଷକ (ଟିଜିଟି) ନିଯୁକ୍ତି ପାଇଁ ନୂତନ ପଦ ସୃଷ୍ଟି ହୋଇଛି। ବିଦ୍ୟାଳୟରେ ପୂର୍ୱରୁ ଥିବା…

ଅଙ୍ଗନଓ୍ୱାଡି ପାଇଁ ବଡ଼ ଘୋଷଣା, ପ୍ରଭାତୀ କହିଲେ…

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ପ୍ରଥମେ ୫, ପରେ ୭ ଓ ୧୨ ଲକ୍ଷ ଟଙ୍କା ଅଙ୍ଗନଓ୍ୱାଡି କେନ୍ଦ୍ର ନିର୍ମାଣ ପ୍ରଥମେ ଦେଉଥିଲେ। ଏବେ ଅଙ୍ଗନଓ୍ୱାଡି କେନ୍ଦ୍ର ନିର୍ମାଣ ଲାଗି ସରକାର ୧୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଦେଉଛନ୍ତି। ହେଲେ ମୁଖ୍ୟ…

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ ପଡୁଛି। ଏଥିସହ ଅସହ୍ୟ ଶୀତରେ ଲୋକେ ହନ୍ତସନ୍ତ ହେଉଛନ୍ତି। ସନ୍ଧ୍ୟା ପୂର୍ବରୁ…

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର କରି ଗର୍ଭବତୀଙ୍କୁ ବୁହା ହେଉଛି ତ କେଉଁଠି ଖଟିଆରେ ବୋହି ମେଡ଼ିକାଲ ନେଉଥିବାବେଳେ ଅଧା…

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ କହିଛନ୍ତି, ରାଜନୀତିରେ ପୁଅ-ବାପାର ସମ୍ପର୍କ ନାହିଁ। ଆଦର୍ଶର ସମ୍ପର୍କ। ଦଳର ସମ୍ମାନ କ୍ଷୁଣ୍ଣ ହେଲା…

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ ସ୍କୁଟି ଓ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ସାନଖେମୁଣ୍ଡି ବ୍ଲକ ଗାଙ୍ଗପୁର ପଞ୍ଚାୟତ…

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ ଦର୍ଶକଙ୍କ ପ୍ରବଳ ଭିଡ଼ ହେବ। ତେଣୁ ଏନେଇ ସ୍ବତନ୍ତ୍ର ‘ଆମ ବସ୍‌’ ଚାଲିବ। ସ୍ବତନ୍ତ୍ର…

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜନୈକ ହିତାଧିକାରୀଙ୍କ ଏମ୍‌ଜିଏନ୍‌ଆରଇଜିଏ ଯୋଜନାର କାର୍ଯ୍ୟ କୋଡ୍‌ ସୃଷ୍ଟି କରିବା ନିମନ୍ତେ ୨୫…

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ ପାଇଁ ସହଜ ହେବ। ନିର୍ମାଣ ହେବାକୁ ଥିବା ୪୬୦ ମିଟର ଲମ୍ବର ଏହି ପୋଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?