ରାଜ୍ୟ

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ ରାଜରାସ୍ତାରେ ବସିଛନ୍ତି। ପ୍ରାଥମିକ ଶିକ୍ଷକ ସଂଘର ଆହ୍ବାନକ୍ରମେ ୨ ଦଫା ଦାବି ନେଇ ଶୁକ୍ରବାର…

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା ଘଟିଛି। ଓଡି୦୫ସିବି୦୦୪୧ ନମ୍ବର ବିଶିଷ୍ଟ ଆମ ବସଟି ଜଣେ ବାଇକ ଆରୋହୀଙ୍କୁ ଧକ୍କା ଦେଇ…

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା ସରକାର। ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ପାଇଁ ଗାଇଡଲାଇନ ଜାରି କରିଛନ୍ତି ସରକାର। ଏନେଇ…

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଉତ୍ତର ରଖି କହିଲେ ଅସ୍ମିତା ବି…

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି। ଦୀର୍ଘଦିନ ହେଲା ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନଭୋଜନ ନାଁରେ ନିମ୍ନମାନର ଖାଦ୍ୟ ଦିଆଯାଉଥିବା ଅଭିଯୋଗ ହୋଇଛି। ହାଇସ୍କୁଲ…

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ ଦୁଇଭାଗ ହୋଇପଡିଥିବାର ଏକ ନିଛକ ଘଟଣାର ଦୃଶ୍ୟ ଦେଖିବାକୁ ମିଳିଛି। ପରିସ୍ଥିତି ଏପରି ହୋଇଛି…

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି ରବିବାର ୯ଘଣ୍ଟା ବିଦ୍ୟୁତ୍‌ କାଟ ହେବ। ବରଗଡ଼ ଜିଲା ଅନ୍ତର୍ଗତ ପ୍ରଧାନପାଲି, ଅମ୍ବାପାଲି, ତୋରା,…

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା ଆଲୋଚନା ଓ ବିଚାରବିମର୍ଶ ଚାଲିଛି, ଠିକ ସମୟରେ ଘୋଷଣା ହେବ। ଡେଡ୍‌ଲାଇନ ଦେବିନି କିନ୍ତୁ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଜଣାଇଲେ ସମସ୍ୟା, ସମାଧାନ ପାଇଁ

ନୂଆପଡ଼ା,୫ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଷ୍ଟୋନ କ୍ରଶର ଓ ପଥର କ୍ୱାରୀ ବ୍ୟବସାୟୀଙ୍କ ବିଭିନ୍ନ ସମସ୍ୟା ଉପରେ ଭାଜପା ରାଜ୍ୟ କାର୍ଯ୍ୟକାରିଣି ସଦସ୍ୟ ଯଦୁମଣି ପାଣିଗ୍ରାହୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସାକ୍ଷାତ କରି ଆଲୋଚନା କରିଛନ୍ତି। କ୍ୱାରୀ ନିଲାମ…

ପ୍ରଶ୍ନପତ୍ର ଲିକ୍‌: ବାତିଲ ହେଲା ଏଏନ୍‌ଏମ୍‌ ପରୀକ୍ଷା, ନିରାଶରେ ଫେରିଲେ ପରୀକ୍ଷାର୍ଥୀ

ଗଜପତି,୫।୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଏଏନ୍‌ଏମ୍‌ ପରୀକ୍ଷା ବାତିଲ ହୋଇଛି। ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ନେଇ ଆଜି ବିଧାନସଭା ଗୃହରେ କଂଗ୍ରେସ ବିଧାୟକ ରାଜନ ଏକା ପ୍ରଶ୍ନ କରିଥିଲେ। ଆଜି ୨ଟା ବେଳେ ପରୀକ୍ଷା ଆରମ୍ଭ ହେବାକୁ ଥିବା ବେଳେ…

ଲୁହା ଜଞ୍ଜିରରେ ଛାତ୍ରଙ୍କ ଗୋଡ଼କୁ ବାନ୍ଧିବା ଘଟଣାରେ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷକ-ସହକାରୀ ଶିକ୍ଷକ

ନୀଳଗିରି, ୫।୧୨ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଳକ ବେଗୁନିଆ ପଞ୍ଚାୟତ ବେଗୁନିଆ ୟୁପି ବିଦ୍ୟାଳୟ ଛାତ୍ରାବାସରେ ଜଣେ ଚତୁର୍ଥ ଶ୍ରେଣୀର ଛାତ୍ରଙ୍କ ଗୋଡ଼ରେ ବେଡ଼ି ପକାଇବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ନୀଳଗିରି ଉପଜିଲାପାଳ ଡ. ମଧୁସ୍ମିତା ସାମନ୍ତରାଏ,…

ଭିଜିଲାନ୍ସ ଜାଲରେ ଫରେଷ୍ଟର, ଲାଞ୍ଚ ମାଗିବା ବେଳେ ମାଡ଼ିବସିଲା…

ଝାରସୁଗୁଡ଼ା,୫ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବନଖଣ୍ଡ ଅନ୍ତର୍ଗତ ବ୍ରଜରାଜନଗର ରେଞ୍ଜ ବନ୍ଧବାହାଲ ସେକ୍ସନର ଫରେଷ୍ଟର ଗୌରାଙ୍ଗ ସାହୁ ହୋଇଛନ୍ତି। ଜଣେ ଲୋକଙ୍କଠାରୁ ଗୌରାଙ୍ଗ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ପୂର୍ବାହ୍ନରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?