ବଢୁଛି ଭୟ, ରାଜ୍ୟରେ ୫୦ ପାର୍ କଲା କରୋନା ସଂକ୍ରମଣ
ଭୁବନେଶ୍ୱର,୧୦ା୬: ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବିଭିନ୍ନ ଜିଲାରୁ ସଂକ୍ରମିତ ଚିହ୍ନଟ ହେଉଥିବାବେଳେ ଇତିମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ପାର୍ କରିଛି। କରୋନାକୁ ନେଇ ଭୟଭୀତ ନ ହେବାକୁ ସ୍ବାସ୍ଥ୍ୟ ବିଭାଗ ବାରମ୍ବାର କହୁଥିବା ବେଳେ ଲଗାତର ଭାବେ…
ଆଜି ଅପରାହ୍ନ ୨ଯାଏ ମହାପ୍ରଭୁଙ୍କ ଦର୍ଶନ ବନ୍ଦ
ପୁରୀ, ୧୦।୬(ଅଜିତ୍ କୁମାର ମହାନ୍ତି): ଜ୍ୟେଷ୍ଠ ମାସ ଶୁକ୍ଳ ପକ୍ଷ ଚତୁର୍ଦ୍ଦଶୀ ତିଥି ଅବସରରେ ମଙ୍ଗଳବାର ମହାପ୍ରଭୁଙ୍କ ସେନାପଟା ନୀତି ଅନୁଷ୍ଠିତ ହେବ। ସେନାପଟା ମହାପ୍ରଭୁଙ୍କ ଶ୍ରୀଅଙ୍ଗକୁ ସୁରକ୍ଷା ପ୍ରଦାନ କରିଥାଏ। ତେଣୁ ମହାପ୍ରଭୁଙ୍କ ସ୍ନାନପୂର୍ଣ୍ଣିମା ପହଣ୍ଡି ପୂର୍ବରୁ ଦଇତାପତି ସେବକମାନେ…
ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ୧୪ରୁ ବଢ଼ିବ ବର୍ଷା
ଭୁବନେଶ୍ୱର,୧୦ା୬(ଅନୁରାଧା ମହାରଣା):ଦକ୍ଷିଣ ପୂର୍ବ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୋମବାର ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଘନୀଭୂତ ହୋଇ ଆସନ୍ତା ୧୪ରୁ ୧୬ ତାରିଖ ମଧ୍ୟରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପର ରୂପ ନେବା ସମ୍ଭାବନା ରହିଛି। ତେଣୁ ୧୨ ତାରିଖ ପରଠାରୁ…
ଓଏଏସ୍ ଅଧିକାରୀସ୍ତରରେ ବଡ଼ଧରଣର ବଦଳି: ଜାଣନ୍ତୁ କାହାକୁ ଦିଆଗଲା କେଉଁଠି ନିଯୁକ୍ତି
ଭୁବନେଶ୍ୱର,୧୦ା୬(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍) ଅଧିକାରୀସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ସାଧାରଣ ପ୍ରଶାସନ ବିଭାଗର ବିଜ୍ଞପ୍ତି ଅନୁଯାୟୀ, ଦକ୍ଷିଣାଞ୍ଚଳ ଡିଭିଜନ-ବ୍ରହ୍ମପୁର ଆରଡିସି କାର୍ଯ୍ୟାଳୟର ଅତିରିକ୍ତ ଆୟୁକ୍ତ ବୀରସେନ ପ୍ରଧାନଙ୍କୁ ଆରଡିସିଙ୍କ ସଚିବ ଭାବେ ନିଯୁକ୍ତି ଦିଆଯାଇଛି।…
ସିଏମ୍ ଟ୍ରଫି ଚମ୍ପିଆନ: ବରଗଡ଼ ଏଫସିକୁ ଜିଲା ପ୍ରଶାସନର ସମ୍ବର୍ଦ୍ଧନା
ବରଗଡ଼,୯।୬(ପ୍ରେମାନନ୍ଦ ଖମାରୀ) : ରାଉରକେଲାସ୍ଥିତ ବିର୍ସା ମୁଣ୍ଡା ଷ୍ଟାଡିୟମଠାରେ ରବିବାର ହୋଇଥିବା ହୋଇଥିବା ୧୫ ବର୍ଷରୁ କମ୍ ସିଏମ ଟ୍ରଫି – ୨୦୨୫ ଫୁଟବଲ ପ୍ରତିଯୋଗିତାରେ ବରଗଡ ଏଫସି ପ୍ରତିପକ୍ଷ ଭୁବନେଶ୍ୱରକୁ ୩-୨ ଗୋଲ ବ୍ୟବଧାନରେ ପରାସ୍ତ କରି ଚାମ୍ପିଆନ ହୋଇ…
ଓଡ଼ିଶାରେ ଅବୈଧ ବାଂଲାଦେଶୀଙ୍କ ପାଇଁ ସତର୍କ ଘଣ୍ଟି, କଡା କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୯ା୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର କେନ୍ଦ୍ରପଡ଼ା ଜିଲାର ଉପକୂଳବର୍ତୀ ଅଞ୍ଚଳ ପରିଦର୍ଶନ ସମୟରେ ସେଠାରେ ଚାଲୁଥିବା ବିକାଶମୂଳକ ପ୍ରକଳ୍ପଗୁଡ଼ିକର ଅଗ୍ରଗତି ସମୀକ୍ଷା କରିଛନ୍ତି। ସମୀକ୍ଷା ବୈଠକ ସମୟରେ, ମାଝୀ କେନ୍ଦ୍ରପଡ଼ାରେ ଏକ ମେଡିକାଲ କଲେଜ ପ୍ରତିଷ୍ଠା ଏବଂ ବଳଦେବ…
ମହଙ୍ଗା ପଡିଲା ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବା: ଜେଲଗଲେ ଲାଞ୍ଚୁଆ ଉପଜିଲାପାଳ
ଭବାନୀପାଟଣା,୯।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଜିଲାପାଳ ଧୀମାନ ଚକମା ରବିବାର ରାତିରେ ଜଣେ କ୍ରସର ମାଲିକଙ୍କ ଠାରୁ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଥିଲେ। ଏହାସହ ଭିଜିଲାନ୍ସ ତାଙ୍କ ଘରୁ ଛାନ ଭିନ ବେଳେ…
ଛେଳିକୁ ବଞ୍ଚାଇବାକୁ ଯାଇ କୂଅରେ ଫସିଲେ ଯୁବକ, ପରେ…
ଦାରିଙ୍ଗବାଡ଼ି,୯ା୬ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ଶିବମନ୍ଦିର କୂଅରେ ଏକ ଛେଳିକୁ ଉଦ୍ଧାର କରିବାକୁ ଯାଇ ଲୁଦି ପ୍ରଧାନ (୪୦) ପ୍ରାୟ ୩ ଘଣ୍ଟା ଧରି କୂଅରେ ଫଶି ରହିଥିଲେ। ସେଠାରୁ ଅଗ୍ନିଶମ ବାହୀନି ତାଙ୍କୁ ଉଦ୍ଧାର କରି ଦାରିଙ୍ଗବାଡ଼ି…
କମ୍ୟୁନିଷ୍ଟ ପାର୍ଟି (ସିପିଆଇ)ଜୋନ୍ସ୍ତରୀୟ ବୈଠକ: ସଦସ୍ୟ ସଂଖ୍ୟା ବୃଦ୍ଧି କରାଇ ପାର୍ଟିକୁ ମଜବୁତ କରି ବିରୋଧୀ ଦଳକୁ …
ପୁରୁଷୋତ୍ତମପୁର,୯ା୬(ସୀମାଞ୍ଚଳ ମିଶ୍ର): ପୁରୁଷୋତ୍ତମପୁର ଜଗନ୍ନାଥ ମନ୍ଦିର ପରିସରରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିିପିଆଇ) ପକ୍ଷରୁ ଜୋନସ୍ତରୀୟ କମିଟି ବୈଠକ ସୋମବାର ବ୍ଲକ୍ ସମ୍ପାଦକ ସତ୍ୟନାରାୟଣ ମହାପାତ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଛି। ଏଥିରେ ଛତ୍ରପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଏନ୍.ନାରାୟଣ ରେଡ଼ି ମୁଖ୍ୟଅତିଥି…
ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ଡାକରା ଦେଲା ଓଡ଼ିଶା ଡ୍ରାଇଭର ସଂଘ, ଅନିର୍ଦ୍ଦିଷ୍ଟକାଳ ହେବ ଆନ୍ଦୋଳନ
ଭୁବନେଶ୍ୱର,୯।୬: ଓଡ଼ିଶା ଡ୍ରାଇଭର ଓ ଏକତା ମଞ୍ଚ ପକ୍ଷରୁ ଆସନ୍ତା ଜୁଲାଇ ୮ ତାରିଖରୁ ରାଜ୍ୟବ୍ୟାପୀ ଷ୍ଟିୟରିଂ ଛାଡ଼ ଆନ୍ଦୋଳନର ଡାକରା ଦିଆଯାଇଛି। ୬ ଦଫା ଦାବି ପୂରଣ ନେଇ ଏହି ଆନ୍ଦୋଳନ ଆହ୍ୱାନ କରାଯାଇଛି। ମଞ୍ଚ ପକ୍ଷରୁ ସ୍ପଷ୍ଟ କରାଯାଇଛି…
ଯୁବକ ଯୁବତୀଙ୍କୁ ରାଜ୍ୟରେ ମିଳିବ ସୁବିଧା, ହେବେ ରୋଜଗାର କ୍ଷମ
ଦାରିଙ୍ଗବାଡି,୯ା୬ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍ ସିଆଙ୍ଗବାଲି ପଞ୍ଚାୟତରେ କୃଷିଋଣ ଜାଗରଣ ସପ୍ତାହ ପାଳନ ଅବସରରେ କୃଷକଙ୍କୁ ନେଇ ସଚେତନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏହି ପରିପ୍ରେକ୍ଷୀରେ ଅଞ୍ଚଳର ବେକାର ଯୁବତୀଯୁବକ ହୁଅନ୍ତୁ ବା କୃଷକ ସେମାନେ ବାହାର ରାଜ୍ୟକୁ ଦାଦନ…
୧୦ ଜଣ ମହିଳାଙ୍କୁ ଭୟ ଦେଖାଇ ଅନୈତିକ ସମ୍ପର୍କ ରଖୁଥିଲେ ୬୦ ବର୍ଷର ବୃଦ୍ଧ, ସମସ୍ତେ ମିଶିଯାଇ ସିଧା ଜାଳିଦେଲେ, ପରେ…
ମୋହନା,୯।୬(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା କୁଇହୁରୁ ଗାଁରେ ୬୦ ବର୍ଷର ବୃଦ୍ଧ କାମ୍ବି ମଳିକଙ୍କୁ ହତ୍ୟା ଘଟଣାରେ ପୋଲିସ ସୋମବାର ୧୦ ଜଣଙ୍କୁ ଗିରଫକରି କୋର୍ଟଚାଲାଣ କରିଛି। ସେମାନଙ୍କ ମଧ୍ୟରୁ ୮ ଜଣ ମହିଳାଥିବା ବେଳେ ଦୁଇଜଣ ପୁରୁଷ…
Archives


