ଜମିରେ ଚାଷ କରୁଥିବା ବେଳେ କାମୁଡ଼ିଲା ସାପ, ପରେ….
ପାରଳାଖେମୁଣ୍ଡି, ୧୮।୮ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ଗୁରାଣ୍ଡି ଥାନା ଅଧୀନ ଅଗରଖଣ୍ଡି ପଞ୍ଚାୟତର ଭିନ୍ନଳା ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସିଙ୍ଗିପୁର ବନମାଳୀ ଓରଫ ବନ (୪୮)। ସୋମବାର…
ପୁଣି ଆସୁଛି ବଡ଼ ଲଘୁଚାପ! ପ୍ରବଳରୁ ଅତି ପ୍ରବଳ ବର୍ଷା, ୨୪ ଘଣ୍ଟାରେ…
ଭୁବନେଶ୍ୱର , ୧୮।୮: ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୨୨ କିମ୍ବା ୨୩ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହାର ପ୍ରଭାବରେ ପୁଣିଥରେ ଉତ୍ତର…
ବିଧାୟକଙ୍କ ଜନଶୁଣାଣି ଶିବିରରେ ଅଭାବନୀୟ ଘଟଣା, ବାର୍ଦ୍ଧକ୍ୟ ଭତ୍ତା ନ ମିଳିବାରୁ ବରିଷ୍ଠ ନାଗରିକଙ୍କ ଆତ୍ମହତ୍ୟା ଉଦ୍ୟମ
କଟକ ସଦର,୧୮ା୮(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ୪୨ ମୌଜା ଅନ୍ତର୍ଗତ କଳପଡାଠାରେ ସୋମବାର ଅନୁଷ୍ଠିତ କଟକ ସଦର ବିଧାୟକଙ୍କ ଜନଶୁଣାଣି ଶିବିରରେ ଏକ ଅଭାବନୀୟ ଘଟଣା ଘଟିଛି। ବାର୍ଦ୍ଧକ୍ୟଭତ୍ତା ପାଇଁ କୂଳସରିଚୁଆଁ ପଞ୍ଚାୟତ ବରାଳ ଗ୍ରାମର କୈଳାସ ଚନ୍ଦ୍ର…
ଓଡ଼ିଶାର ନୂଆ DGP ଚୟନ ପ୍ରକ୍ରିୟା ମାମଲା, ଆଜି ସୁପ୍ରିମକୋର୍ଟରେ ଗୁରୁତ୍ୱପୂର୍ଣ୍ଣ ଶୁଣାଣି
ଭୁବନେଶ୍ୱର,୧୮।୮(ସୁନିତ୍ ମିଶ୍ର): ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହେବାକୁ ଅଛି। ଏନେଇ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଗତ ୧୪ ତାରିଖରେ ଶୁଣାଣି ହୋଇଥିଲା। ସୁପ୍ରିମକୋର୍ଟ ଏହି ବିଷୟରେ ୧୮ ତାରିଖରେ ଶୁଣାଣି କରିବା ପାଇଁ ପୁନର୍ବାର ତାରିଖ…
୨୦ ଫୁଟ୍ ତଳକୁ ଖସିଲା ଚକାଡ଼ୋଳା ବସ୍; ୪୦ ଯାତ୍ରୀ…..
ନୟାଗଡ,୧୮।୮(ଲୋକନାଥ ମିଶ୍ର): ୨୦ ଫୁଟ୍ ତଳକୁ ଖସିଲା ବସ୍ ।ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥ ଅନ୍ତର୍ଗତ ବାଇପାସ୍ର ସୁନାଲଟି ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ବସ୍ରେ ଥିବା ସମସ୍ତ ୪୦ ଯାତ୍ରୀଙ୍କ ମଧ୍ୟରୁ ୨୧ଜଣ ଆହତ…
‘ସିଏଜି’ ହାତରେ ‘ନିପୁଣ’ ବିଫଳତା, ବିଦ୍ୟାର୍ଥୀ ଲେଖିପାରୁ ନାହାନ୍ତି ନାଁ
ଭୁବନେଶ୍ୱର,୧୮।୮(ରବିନାରାୟଣ ଜେନା): ଶିକ୍ଷାକୁ ସାର୍ବଜନୀନ କରିବାପାଇଁ କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ସମସ୍ତେ ଗୁରୁତ୍ୱ ଦେଉଛନ୍ତି । ଛାତ୍ରୀଛାତ୍ରଙ୍କୁ ଗୁଣବତ୍ତା ଶିକ୍ଷା ଯୋଗାଇବା ଲାଗି ଶିଶୁ ବାଟିକାଠାରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ବହୁବିଧ ଯୋଜନା ହାତକୁ ନିଆଯାଇଛି…
ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ
ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଦଶରଥପୁର ବ୍ଲକର ବିଭିନ୍ନ ବନ୍ୟାଞ୍ଚଳକୁ ମୋଟରଚାଳିତ…
ଆଜି ପ୍ରବଳ ବର୍ଷିବ: ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ
ଭୁବନେଶ୍ୱର,୧୮।୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେବା ପରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ପ୍ରଥମେ ଉତ୍ତର-ଉତ୍ତରପଶ୍ଚିମ ଏବଂ ପରେ ଉତ୍ତରପଶ୍ଚିମ ଦିଗକୁ ଗତି କରି ଗାଙ୍ଗେୟ ପଶ୍ଚିମବଙ୍ଗ,…
ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…
ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ୧୬ ଜଣ ବରିଷ୍ଠ ନେତାଙ୍କୁ ଉପାଧ୍ୟକ୍ଷ ଦାୟିତ୍ୱ ଦିଆଯାଇଛି। ବସୁନ୍ଧରା ରାଜେ…
ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି
କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର ଝରା (୫୨)ଙ୍କ ପରିବାର ଦୀର୍ଘ ୩୦ ବର୍ଷ ହେଲା ପଲିଥିନ୍ ତଳେ ଜୀବନ…
ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା
ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ ଜଜ୍ ଜଗଦୀଶ ପ୍ରସାଦ ମହାନ୍ତି ମାମଲାର ଶୁଣାଣି କରି ସେରଙ୍ଗ ଥାନା ଅନ୍ତର୍ଗତ…
ଚୋର-ପୋଲିସ୍ର ଖେଳ ସୋସିଆଲ୍ ମିଡିଆରେ ଭାଇରାଲ୍: ଚାରି ଥାନାର ପୋଲିସ୍କୁ ପାଣି ପିଆଇ…
ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍ ଲଢ଼େଇ ଏବେ ସୋସିଆଲ୍ ମିଡିଆରେ ଖୁବ୍ ଭାଇରାଲ୍ ହେବାରେ ଲାଗିଛି। ଗତ ଶୁକ୍ରବାର ବିଳମ୍ବିତ ରାତିରେ ଏହି ଘଟଣା ପୁରୁଷୋତ୍ତମପୁର କଲେଜ ଛକରେ ଲାଗିଥିବା ସିସିଟିଭି କ୍ୟାମେରାରେ…

