ଜନଗହଳିପୂର୍ଣ୍ଣ ପଡ଼ିଆରେ ପଡ଼ିଛି ଅର୍ଦ୍ଧଦଗ୍ଧ ମୃତଦେହ
ରାଉରକେଲା,୧୨ା୬(ସଙ୍ଗୀତା ଜେନା): ସେକ୍ଟର ୧୫ଥାନା ଅନ୍ତର୍ଗତ ସେକ୍ଟର ୭/୧୭ଛକ ପଛରେ ଗୁରୁବାର ପୂର୍ବାହ୍ନରେ ଜଣେ ଅପରିଚିତ ବ୍ୟକ୍ତିଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ପଡ଼ିଥିବା ଦେଖାଯାଇଥିଲା। ଏହାର ସୂଚନା ପାଇ ପୋଲିସ ଓ ଫରେନ୍ସିକ୍ ଟିମ୍ ପହଞ୍ଚି ମୃତଦେହ ଜବତ କରିବା ସହ ଅନୁଧ୍ୟାନ…
ମ୍ୟାନେଜରଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ୭ ଲକ୍ଷରୁ ଅଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
ଭଦ୍ରକ,୧୨ା୬: ଭଦ୍ରକରେ ବନ୍ଧୁକ ମୁନ୍ରେ ବ୍ୟାଙ୍କରେ ସଶସ୍ତ୍ର ଡକାୟତି ହୋଇଛି। ତିହିଡ଼ି ବଜାରସ୍ଥିତ ଏୟୁ ସ୍ମଲ ଫାଇନାନ୍ସ ବ୍ୟାଙ୍କ୍ରେ ଲୁଟ୍ ହୋଇଛି। ବ୍ୟାଙ୍କ ମ୍ୟାନେଜରଙ୍କ ମୁଣ୍ଡରେ ବନ୍ଧୁକ ରଖି ୪ ମୁଖାପିନ୍ଧା ଦୁର୍ବୃତ୍ତ ଲୁଟ୍ କରି ଫେରାର ହୋଇଯାଇଛନ୍ତି। ୭ ଲକ୍ଷ…
ବ୍ୟାଙ୍କରେ ଆତଙ୍କ ଖେଳାଇ ୧୦ ଲକ୍ଷ ଟଙ୍କା ସହ ସୁନାଗହଣା ଲୁଟିନେଲେ ଡକାୟତ
ଯୋଡ଼ା,୧୨ା୬: କେନ୍ଦୁଝର ଜିଲା ଯୋଡ଼ା ସହରସ୍ଥିତ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ସଶସ୍ତ୍ର ଡକାୟତି ହୋଇଛି। ୫ ଜଣ ଦୁର୍ବୃତ୍ତ ବ୍ୟାଙ୍କରେ ପଶି ବନ୍ଧୁକ ଦେଖାଇ ଆତଙ୍କ ସୃଷ୍ଟି କରି ୧୦ ଲକ୍ଷ ଟଙ୍କା ଓ ସୁନାଗହଣା ଲୁଟିନେଇଛନ୍ତି। ଘଟଣାସ୍ଥଳରେ ଯୋଡ଼ା ପୋଲିସ…
ଶୋଇଥିବାବେଳେ ସ୍ତ୍ରୀ-ସ୍ବାମୀଙ୍କୁ ଚୋଟ ମାରିଲା ବିଷାକ୍ତ ସାପ, ଚାଲିଗଲା ଦୁହିଁଙ୍କ ଜୀବନ
କେନ୍ଦୁଝର,୧୨ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ଉପଖଣ୍ଡ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ସାପ କାମୁଡ଼ା ଦମ୍ପତିଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ନାମ ନନ୍ଦୀ ଜରେଇ ( ୩୫) ଓ ବବିତା ଜରେଇ (୩୦) ବୋଲି ଜଣାପଡ଼ିଛି। ସେମାନଙ୍କ ଘର ଚମ୍ପୁଆ ସୀମାନ୍ତ ଝାରଖଣ୍ଡ…
ଘରେ କେହି ନ ଥିବାବେଳେ ଲୁଟୁଥିଲେ ଲୁଟେରା, ହଠାତ୍ ଗୃହକର୍ତ୍ତା ପହଞ୍ଚିଯିବାରୁ…
ଜଳେଶ୍ୱର,୧୨ା୬(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ଅଧିନସ୍ଥ ମ୍ୟୁନିସିପାଲିଟିରେ ଘରେ କେହି ନ ଥିବାବେଳେ ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି ଲୁଟେରା। ଏହି ସମୟରେ ଗୃହକର୍ତ୍ତା ପହଞ୍ଚିଯିବାରୁ ଜଣେ ଲୁଟେରା ତାଙ୍କୁ ଆକ୍ରମଣ କରିଛନ୍ତି। ଅନ୍ନପୂର୍ଣ୍ଣା ରାଇସ୍ ମିଲର ହିମାଂଶୁ…
ବ୍ରାହ୍ମଣୀଗାଁ ମୁଖ୍ୟ ରାସ୍ତାରେ ଡ୍ରେନ୍ ଜାମ୍, ବର୍ଷା ହେଲେ ରାସ୍ତାରେ ଭାସୁଛି ଆବର୍ଜନା
ଦାରିଙ୍ଗବାଡ଼ି,୧୨ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ପଞ୍ଚାୟତର ମୁଖ୍ୟ ବଜାରରେ ଡ୍ରେନ୍ ଜାମ୍ ହୋଇ ବର୍ଷାଜଳ ନିଷ୍କାସନ ହୋଇପାରୁନି। ଫଳରେ ବର୍ଷାଜଳ ମୁଖ୍ୟ ପିଚୁ ରାସ୍ତା ଉପରେ ଯାଉଥିବା ବେଳେ ଅଳିଆ ଆବର୍ଜନା, ଅଇଁଠା ଖଲିପତ୍ର, ପ୍ଲାଷ୍ଟିକ ବୋତଲ,…
ଯୁକ୍ତ ୩ ନାମ ଲେଖା ପାଇଁ ଆସିଲା ପ୍ରଥମ ପର୍ଯ୍ୟାୟ କଟ୍ଅଫ୍ ଲିଷ୍ଟ
ଭୁବନେଶ୍ୱର,୧୨ା୬: ଯୁକ୍ତ ୩ ନାମଲେଖା ପାଇଁ ଆସିଲା ପ୍ରଥମ ପର୍ଯ୍ୟାୟ ମେଧା ତାଲିକା। ସର୍ବାଧିକ କଟ୍ଅଫ୍ ସହ ରେଭେନ୍ସା ବିଶ୍ବବିଦ୍ୟାଳୟ ଆଗରେ ରହିଛି। ରାଜନୀତି ବିଜ୍ଞାନରେ ସର୍ବାଧିକ ୯୨.୮୦% କଟ୍ଅଫ୍ ମାର୍କ ରହିଥିବା ବେଳେ ପ୍ରାଣୀ ବିଜ୍ଞାନରେ ୯୪%, ପଦାର୍ଥ ବିଜ୍ଞାନରେ…
ଭୁବନେଶ୍ୱରରୁ UAEକୁ ସିଧା ବିମାନ ସେବା, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୨ା୬: ରାଜଧାନୀ ଭୁବନେଶ୍ବରରୁ UAEକୁ ସିଧା ବିମାନ ସେବା ଆରମ୍ଭ ହୋଇଛି। ଇଣ୍ଡିଗୋ ଏୟାରଲାଇନ୍ସ ପକ୍ଷରୁ ଆବୁଧାବିକୁ ସିଧା ଉଡ଼ାଣ କରି ବିମାନ। ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ବିମାନବନ୍ଦରରେ ପତାକା ହଲାଇ ବିମାନ ଉଡ଼ାଣର ଶୁଭାରମ୍ଭ କରିଛନ୍ତି।…
ବିକାଶ ବାହନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ୩୧୪ ବ୍ଲକରେ ବୁଲି…
ଭୁବନେଶ୍ୱର,୧୨ା୬: ଗୁରୁବାର ରାଜ୍ୟସ୍ତରୀୟ ବିକାଶ ବାହନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜିଠାରୁ ଏହା ଜୁନ୍ ୨୧ ଯାଏ ଗଡ଼ିବ। ଏହି ଯୋଜନାର ମୁଖ୍ୟ ଉଦ୍ଦେଶ୍ୟ ହେଲା ସରକାରୀ ଯୋଜନା ସମ୍ବନ୍ଧରେ ଲୋକକଙ୍କୁ ସଚେତନତା କରିବା। ରାଜ୍ୟର ୩୧୪ଟି…
ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଥମୁନି ପ୍ରସୂତି-ଶିଶୁ ମୃତ୍ୟୁ ସଂଖ୍ୟା, ଚିକିତ୍ସାରେ ଅବହେଳା ଅଭିଯୋଗ ଆଣି…
ଦାରିଙ୍ଗବାଡ଼ି,୧୨ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପୁଣି ଜଣେ ଶିଶୁକନ୍ୟାଙ୍କ ଚିକିତ୍ସା ଅବହେଳାରୁ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଚିକିତ୍ସାରେ ଅବହେଳା କରିଥିବା ଡାକ୍ତରଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ମୃତ ଶିଶୁକନ୍ୟାଙ୍କ ବାପା ହନି ସିମନ…
ଭଦ୍ରକରେ ବଢୁଛି ଉତ୍ତେଜନା: ୫ ସ୍ଥାନରେ ଇଣ୍ଟରନେଟ୍ ସେବା ବନ୍ଦ
ଭଦ୍ରକ, ୧୨।୬(ସନାତନ ରାଉତ):ଗୋ ମାଫିଆଙ୍କ ସଙ୍ଘବଦ୍ଧ ଆକ୍ରମଣରେ ଭଦ୍ରକ ଜିଲା ତିହିଡି ବ୍ଲକ କଷଟି ଗ୍ରାମର ଗୋ ରକ୍ଷକ ସନ୍ତୋଷ ପରିଡାଙ୍କ ମୃତ୍ୟୁ ପରେ ଉତ୍ତେଜନା ଆଶଙ୍କା କରି ଜିଲାର ୫ଟି ସ୍ଥାନରେ ଇଣ୍ଟରନେଟ୍ ସେବା ବନ୍ଦ କରାଯାଇଛି l ଜିଲାର…
ପୁରୀଦେଇ ଗତି କରୁଛି ମୌସୁମୀ, ୧୩ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା
ଭୁବନେଶ୍ୱର, ୧୨।୬: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ସକ୍ରିୟ ରହିଥିବା ବେଳେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଭୁବନେଶ୍ୱର, ପୁରୀ, ଗଞ୍ଜାମ ଓ ନୟାଗଡ଼ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଦେଖାଦେଇଛି, ଯାହା ଗରମ ଓ ଗୁଳୁଗୁଳିରୁ…
Archives


