ରାଜ୍ୟ

ବେଦିରୁ ବର-କନ୍ୟାକୁ ଉଠାଇଦେଲେ ମଣ୍ଡପ କର୍ତ୍ତୃପକ୍ଷ, କାରଣ ଜାଣିଲେ…

ଭୁବନେଶ୍ୱର,୧ା୧୨(ତ୍ରିନାଥ ମହାନ୍ତି): ବିବାହ ବିଳମ୍ବ ହେବାକୁ ନେଇ ମଣ୍ଡପ କର୍ତ୍ତୃପକ୍ଷ ଏବଂ ବର ପକ୍ଷ ମଧ୍ୟରେ ଗଣ୍ଡଗୋଳ ହୋଇଛି। ହାତଗଣ୍ଠି ପଡି ସାରିଥିଲା। ହେଲେ ବର-କନ୍ୟା ସାତ ଘେରା ବୁଲିବା ପୂର୍ବରୁ ମଣ୍ଡପ କର୍ତ୍ତୃପକ୍ଷ ସେମାନଙ୍କୁ ବେଦିରୁ ଉଠାଇ ଦେଇଥିଲେ। ଏହାକୁ…

ଚାଉଳ ଉଠିନି, ଧାନ କଥା ପଚାରେ କିଏ

ଭୁବନେଶ୍ୱର,୧ା୧୨ (ରବିନାରାୟଣ ଜେନା): ଚାଷୀଙ୍କ ଆର୍ଥିକ ମାନଦଣ୍ଡ ବୃଦ୍ଧି କରିବା ଲାଗି କେନ୍ଦ୍ରଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ବହୁବିଧ ଯୋଜନା କାର୍ଯ୍ୟକାରୀ ହେଉଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ପିଏମ୍‌କିଷାନ ଏବଂ ରାଜ୍ୟ ସରକାରଙ୍କ ପକ୍ଷରୁ ଧାନ କୁଇଣ୍ଟାଲ ପିଛା…

ମୁଖ୍ୟମନ୍ତ୍ରୀଙ୍କୁ ମିଳିଲା ବାରବାଟୀ T20 ମ୍ୟାଚ୍ ଟିକେଟ୍, ଡିସେମ୍ବର ୧ରୁ ବିକ୍ରି ଆରମ୍ଭ

ଭୁବନେଶ୍ୱର,୩୦।୧୧: ଆସନ୍ତା ଡିସେମ୍ବର ୯ ତାରିଖରେ କଟକ ବାରବାଟୀ ଷ୍ଟାଡିୟମରେ ହେବାକୁ ଥିବା ଭାରତ-ଦକ୍ଷିଣ ଆଫ୍ରିକା T20 ଆନ୍ତର୍ଜାତିକ ମ୍ୟାଚ୍ ପାଇଁ ଓଡ଼ିଶା କ୍ରିକେଟ୍ ଆସୋସିଏସନ (OCA) ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଟିକେଟ୍ ପ୍ରଦାନ କରାଯାଇଛି। OCA ସଭାପତି ପଙ୍କଜ…

ବାରବାଟୀ T20 ମ୍ୟାଚ୍ ଟିକେଟ୍: ବିକ୍ରି ହେବ ୨୩,୦୦୦ରୁ ଅଧିକ ଟିକେଟ୍, ଜାଣନ୍ତୁ କେମିତି କିଣିବେ

କଟକ,୩୦।୧୧: କଟକ ବାରବାଟୀ ଷ୍ଟାଡିୟମରେ ଆସନ୍ତା ଡିସେମ୍ବର ୯ ତାରିଖ ସନ୍ଧ୍ୟା ୭ଟାରୁ ଖେଳାଯିବାକୁ ଥିବା ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ବହୁ ପ୍ରତୀକ୍ଷିତ T20 ମ୍ୟାଚ୍ ପାଇଁ ଟିକେଟ୍ ବିକ୍ରି ଡିସେମ୍ବର ୧ ଅର୍ଥାତ ସୋମବାର ଠାରୁ ଆରମ୍ଭ…

ବାରବାଟୀ T20 ମ୍ୟାଚର ପ୍ରଥମ ଟିକେଟ୍ ମହାପ୍ରଭୁ ଜଗନ୍ନାଥଙ୍କୁ ସମର୍ପଣ କଲା OCA

ପୁରୀ, ୩୦।୧୧: ଆଗାମୀ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅନୁଷ୍ଠିତ ହେବାକୁ ଥିବା ପ୍ରଥମ T20 ଆନ୍ତର୍ଜାତିକ ମ୍ୟାଚ୍ ପାଇଁ ରବିବାର ଓଡ଼ିଶା କ୍ରିକେଟ୍ ଆସୋସିଏସନ୍ (OCA) ପକ୍ଷରୁ ପ୍ରଥମ ଟିକେଟ୍ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ସମର୍ପଣ କରାଯାଇଛି। OCA…

ଶ୍ରୀମନ୍ଦିର ଉପରେ ବିବାଦୀୟ ଟିପ୍ପଣୀ: ଶୁଭଙ୍କର ମିଶ୍ରଙ୍କ ବିରୋଧରେ ରୁଜୁ ହେଲା FIR

ପୁରୀ,୩୦ା୧୧: ସୋସିଆଲ୍ ମିଡିଆ ଇନ୍‌ଫ୍ଲୁଏନ୍ସର୍ ଶୁଭଙ୍କର ମିଶ୍ର ପୁଣି ଥରେ ବିବାଦ ଘେରକୁ ଆସିଛନ୍ତି। ପୁରୀ ଶ୍ରୀଜଗନ୍ନାଥ ମନ୍ଦିରକୁ ଅବିବାହିତ ପ୍ରେମୀ ଯୁଗଳଙ୍କ ଆଗମନ ସମ୍ପର୍କରେ ବିବାଦୀୟ ମନ୍ତବ୍ୟ ଦେବା ପରେ ତାଙ୍କ ବିରୋଧରେ ପୁରୀର ସିଂହଦ୍ୱାର ଥାନାରେ ଏତଲା ଦାୟର…

କେମିତି ତିଆରି ହୋଇଥିଲା ବଡ଼ଦେଉଳ, କହିଲେ ଶ୍ରୀମନ୍ଦିର ପୂର୍ବତନ ମୁଖ୍ୟ ପ୍ରଶାସକ ସୁରେଶ ମହାପାତ୍ର

ଓଡ଼ିଶାର ଗୌରବ ତଥା ବିଶ୍ୱପ୍ରସିଦ୍ଧ ଶ୍ରୀଜଗନ୍ନାଥଙ୍କ ଶ୍ରୀ ମନ୍ଦିର (ବଡ଼ଦେଉଳ) ନିର୍ମାଣ ରହସ୍ୟ ଓ ଏହାର ସଂରକ୍ଷଣ ବିଷୟରେ ପୂର୍ବତନ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ସବିଶେଷ ଆଲୋଚନା କରିଛନ୍ତି। ଦ୍ୱାଦଶ…

ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ସମ୍ମୁଖରେ ଭେଣ୍ଡିଂ ଜୋନ୍‌ ନିର୍ମାଣ

କେନ୍ଦୁଝର,୩୦ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ସରକାରୀ ବାଳିକା ବିଦ୍ୟାଳୟ ସମ୍ମୁଖରେ ଭେଣ୍ଡିଂ ଜୋନ୍‌ କରିବା ପାଇଁ କାମ ଆରମ୍ଭ ହୋଇଛି। ଫଳରେ ଏହାକୁ ନେଇ ଅସନ୍ତୋଷ ଦେଖାଦେଇଛି। କିଛି ମାସ ତଳେ ଛାତ୍ରୀମାନଙ୍କ ସୁରକ୍ଷା ପାଇଁ ବିଦ୍ୟାଳୟ ସମ୍ମୁଖରେ ଦୋକାନ,…

ନୟାଗଡ଼ରେ ବନ୍ଧୁକ ତିଆରି କାରଖାନା ଠାବ

ନୟାଗଡ଼,୩୦ା୧୧: ନୟାଗଡ଼ରେ ଦେଶୀ ବନ୍ଧୁକ ତିଆରି କାରଖାନା ଠାବ ହୋଇଥିବାବେଳେ ୨ ଜଣଙ୍କୁ ଗିରଫ କରାଯାଇଛି। ଜିଲାର ଶରଣକୁଳ ଥାନା ଗୋଡ଼ିପଡ଼ାରେ ଏହି ବନ୍ଧୁକ ତିଆରି କାରଖାନା ଠାବ ହୋଇଛି। ଏନେଇ ସୂଚନା ଦେଇଛନ୍ତି ନୟାଗଡ଼ ଏସ୍‌ପି। Dharitri – Odisha’s…

ଡିସେମ୍ବର ୨୩ରୁ ଧାନକିଣା, ଚଳିତ ବର୍ଷ ଲକ୍ଷ୍ୟ ରହିଛି…

ଛତ୍ରପୁର,୩୦ା୧୧(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକରେ ଗୋପାଳପୁର ବିଧାୟକ ତଥା ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଯୋଗଦେଇ ଜିଲାର କିପରି ସମସ୍ତ ପଞ୍ଜୀକୃତ ଚାଷୀମାନଙ୍କଠାରୁ ସୁରଖୁରରେ ଧାନ…

ରାସ୍ତାକଡ଼ରେ ଅସୁରକ୍ଷିତ ବାଉଁଶ ହୋର୍ଡିଂ

କେନ୍ଦୁଝର,୩୦ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଗାନ୍ଧୀ ଛକ ନିକଟରେ ଦୀର୍ଘ ଦେଢ଼ ବର୍ଷ ହେବ ଏକ ଭଙ୍ଗା ହୋର୍ଡିଂ ରାସ୍ତାକଡ଼ରେ ରହିଥିଲେ ହେଁ ଉଠାଯାଉ ନ ଥିବାରୁ ବଡ଼ ଦୁର୍ଘଟଣା ଘଟିବାର ଆଶଙ୍କା ରହିଛି। ଏଣୁ ତୁରନ୍ତ ହଠାଇଦେବାକୁ ସ୍ଥାନୀୟ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଆକ୍ସନ, ଏଣିକି ସରକାରୀ କର୍ମଚାରୀଙ୍କ ପ୍ରମୋସନ ବନ୍ଦ

ଭୁବନେଶ୍ୱର, ୩୦।୧୧:ସରକାରୀ ବାବୁଙ୍କ ସମ୍ପତ୍ତି ତାଲିକାକୁ ନେଇ କଠୋର ହେଲେ ସରକାର । ସମ୍ପତ୍ତି ତାଲିକା ନଦେଲେ ସରକାରୀ କର୍ମଚାରୀଙ୍କର ହେବନାହିଁ ପଦୋନ୍ନତି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏନେଇ ଜାରି ହୋଇଛି ଚିଠି । ଅତିରିକ୍ତ ମୁଖ୍ୟ ଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?