ରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଆକ୍ସନ, ଏଣିକି ସରକାରୀ କର୍ମଚାରୀଙ୍କ ପ୍ରମୋସନ ବନ୍ଦ

ଭୁବନେଶ୍ୱର, ୩୦।୧୧:ସରକାରୀ ବାବୁଙ୍କ ସମ୍ପତ୍ତି ତାଲିକାକୁ ନେଇ କଠୋର ହେଲେ ସରକାର । ସମ୍ପତ୍ତି ତାଲିକା ନଦେଲେ ସରକାରୀ କର୍ମଚାରୀଙ୍କର ହେବନାହିଁ ପଦୋନ୍ନତି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏନେଇ ଜାରି ହୋଇଛି ଚିଠି । ଅତିରିକ୍ତ ମୁଖ୍ୟ ଶାସନ…

ଉଦ୍ଧାର ଛୁଆହାତୀକୁ ଗ୍ରହଣ କରୁନି ମା’ ହାତୀ, ଚିନ୍ତାରେ ବନ ବିଭାଗ

କେନ୍ଦୁଝର,୩୦ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଜୁଆଙ୍ଗ ପୀଢ଼ ରେଞ୍ଜ ଅନ୍ତର୍ଗତ ସୁକଡୋଳା ଗ୍ରାମ ନିକଟ ଜଙ୍ଗଲରୁ ଏକ ଗାତରୁ ଉଦ୍ଧାର କରିଥିବା ହାତୀ ଛୁଆକୁ ମା’ ହାତୀ ଗ୍ରହଣ କରୁ ନ ଥିବାରୁ ବନ ବିଭାଗ ଚିନ୍ତାରେ ରହିଛି। ହାତୀ ଛୁଆ…

ରାସ୍ତାକଡ଼ ସାଇନ୍‌ବୋର୍ଡରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ମୋହନା,୩୦ା୧୧(ମନ୍ମଥ ମିଶ୍ର): ଶୁଦ୍ଧିଘର ଭୋଜି ଖାଇ ଫେରିବା ବେଳେ ଶନିବାର ବିଳମ୍ବିତ ରାତିରେ ଏକ ବାଇକ୍‌ ଦୁର୍ଘଟଣା ଘଟିଛି। ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଆଉ ଜଣେ ଆହତ ହୋଇଛନ୍ତି। ଏଭଳି ଦୁଃଖଦ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଚନ୍ଦ୍ରଗିରି…

ଅଚାନକ ସ୍କୁଲ ଗସ୍ତ କରି ଶିକ୍ଷକଙ୍କ ଦରମା ବନ୍ଦ କଲେ BEO

ବୌଦ୍ଧ,୩୦।୧୧: ଆକ୍ସନରେ ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ(BEO)। କାର୍ଯ୍ୟରେ ଅବହେଳା ଅଭିଯୋଗରେ BEO ୮ଟି ସ୍କୁଲର ୧୦ଜଣ ଶିକ୍ଷକଙ୍କ ଦରମା ବନ୍ଦ କରିଛନ୍ତି। ଏପରିକି କାର୍ଯ୍ୟରେ ଅବହେଳା କରିଥିବାରୁ ଶିକ୍ଷକମାନଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି।…

ବାଲ୍ୟବିବାହ ଅଟକାଇଲା ପ୍ରଶାସନ

ନୂଆପଡ଼ା,୩୦ା୧୧ (ମକାରୁ ବେମାଲ): ନୂଆପଡ଼ା ଥାନା ଅନ୍ତର୍ଗତ ସିରତୋଲ ଗାଁରେ ଜଣେ ବ୍ୟକ୍ତିଙ୍କ ଘରେ ଚାଲିଥିବା ବାଲ୍ୟବିବାହକୁ ପ୍ରଶାସନ ଅଟକାଇଛି। ଜିଲା ସମାଜ କଲ୍ୟାଣ ଅଧିକାରୀଙ୍କ କାର୍ଯ୍ୟାଳୟର ଜିଲା ସଂଯୋଜକ ରଞ୍ଜନ ସାହୁଙ୍କଠାରୁ ଖବର ପାଇ ଜିଲା ଆଇନସେବା ପ୍ରାଧିକରଣ ସଚିବ…

ରାଜ୍ୟ ସରକାରଙ୍କୁ ତେଲ ଚିନ୍ତା, ସମସ୍ତ ଜିଲାପାଳଙ୍କୁ ଚିଠି କରି ଏମିତି ଦେଲେ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୩୦ା୧୧: ରାଜ୍ୟ ସରକାରକୁ ଜଙ୍କ ଫୁଡ୍‌ ଓ ତେଲ ଚିନ୍ତା ଏବେ ଘାରିଛି। ଏନେଇ ସମସ୍ତ ଜିଲାର ଜିଲାପାଳମାନଙ୍କୁ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଚିଠି କରାଯାଇଛି। ଏଥିସହିତ ସବୁ ଅଙ୍ଗନଓ୍ବାଡି ସେଣ୍ଟର ଓ ଶିଶୁ ଯତ୍ନ କେନ୍ଦ୍ରରେ…

ନିମୋନିଆ ରେ ସଂକ୍ରମିତ ହୋଇ ଗୁରୁତର ଗୀତାଞ୍ଜଳି: ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କଲେ ଭାଇ  ସହାୟତା ପାଇଁ…

ଦାରିଙ୍ଗବାଡି, ୩୦।୧୧ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡିର ଗୀତାଞ୍ଜଳି ମହାରଣା କ୍ରିଟିକାଲ ନିମୋନିଆରେ ସଂକ୍ରମିତ ହୋଇ ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ହେଉଛନ୍ତି। ସେ ଅତି ଗୁରୁତର ରହିଥିବା ବେଳେ ତାଙ୍କ ଚିକିତ୍ସା ପାଇଁ ଅର୍ଥ ବାଧକ ସାଜିଛି ।…

ମନ୍ତ୍ରୀଙ୍କ ବଡ଼ ବୟାନ: ଅଯୋଗ୍ୟ କଟିବାରୁ ୨୧୦ କୋଟି ବଞ୍ଚିଛି

ଭୁବନେଶ୍ୱର,୩୦ା୧୧(ସୁନିତ୍‌ ମିଶ୍ର): ମୁଲତବୀ ପ୍ରସ୍ତାବରେ ବିରୋଧୀ ଆଣିଥିବା ଅଭିଯୋଗକୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଖଣ୍ଡନ କରିଛନ୍ତି। ସେ ଏହାର ଜବାବରେ କହିଛନ୍ତି, ଇ-କଓ୍ବୋଇସି ସର୍ଭେ ଆଳରେ ଗତ ଜୁନ୍‌ଠାରୁ ଜଣେ ହେଲେ ଯୋଗ୍ୟ ବ୍ୟକ୍ତିଙ୍କ…

ଶିଶୁ ନିଖୋଜ : ଉଦ୍ଧାରରେ ସବୁଠୁ ପଛରେ ଓଡ଼ିଶା

ଭୁବନେଶ୍ୱର,୩୦ା୧୧ (ସତ୍ୟଜିତ ରାଉତ): ନିଖୋଜ ଶିଶୁମାନଙ୍କୁ ଉଦ୍ଧାର କରିବା କ୍ଷେତ୍ରରେ ଓଡ଼ିଶାର ପ୍ରଦର୍ଶନ ସ୍ଥିତି ଅତି ଖରାପ ରହିଛି। ନିକଟରେ ପ୍ରକାଶିତ ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ (ଏନ୍‌ସିଆର୍‌ବି) ରିପୋର୍ଟ-୨୦୨୩ରୁ ଏହା ସ୍ପଷ୍ଟ ହୋଇଛି। ନିଖୋଜ ଶିଶୁମାନଙ୍କୁ ଉଦ୍ଧାର ତୁଳନା ତାଲିକାରେ…

ଆହୁରି ଖସିବ ତାପମାତ୍ରା: ଘନ କୁହୁଡି ନେଇ ୫ଜିଲାକୁ ଓ୍ବେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୦।୧୧ (ବନ୍ଦନା ସେଠୀ): ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ଲହରୀ ଜାରି ରହିଛି। ବିଶେଷକରି ଦକ୍ଷିଣ ଓ ଉତ୍ତର ଓଡିଶାର ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ଖସିଛି। ରାଜ୍ୟର କିଛି ସ୍ଥାନରେ ତାପମାତ୍ରା ୧୦ଡିଗ୍ରୀ ତଳେ ରହୁଛି। ସେହିପରି ୪ଦିନ…

ଓଡ଼ିଶାରେ ବଢ଼ିଛି ଶିଶୁ ନିଖୋଜ

ଭୁବନେଶ୍ୱର,୩୦ା୧୧ (ସତ୍ୟଜିତ ରାଉତ): ରାଜ୍ୟରେ ଶିଶୁମାନଙ୍କୁ ଉଦ୍ଧାର କରିବା କ୍ଷେତ୍ରରେ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ହାତକୁ ନିଆଯାଉଛି। ହେଲେ ଏଥିରେ ସେତେମାତ୍ରାରେ ସଫଳତା ମିଳୁନାହିଁ। ଗୋଟିଏ ପରେ ଗୋଟିଏ ଶିଶୁ ନିଖୋଜ ହୋଇ ମା’ର କୋଳ ଖାଲି ହୋଇଯାଉଛି, ଯାହାକୁ…

ଭଦ୍ରକରେ ଭାଙ୍ଗୁଛି ବିଜେଡି ଗଡ଼, ଜଣଙ୍କ ପରେ ଜଣେ ବ୍ଲକ ଅଧ୍ୟକ୍ଷ ଦେଇ ଚାଲିଛନ୍ତି ଇସ୍ତଫା

ଭଦ୍ରକ,୨୯ା୧୧: ଭଦ୍ରକରେ ଭାଙ୍ଗୁଛି ବିଜେଡି ଗଡ଼। ଜଣଙ୍କ ପରେ ଜଣେ ବ୍ଲକ ଅଧ୍ୟକ୍ଷ ଦେଇ ଚାଲିଛନ୍ତି ଇସ୍ତଫା। ବିଜେଡିରୁ ଭଦ୍ରକ ବ୍ଲକ ଅଧ୍ୟକ୍ଷା ଉର୍ମିଳା ନାୟକ ଇସ୍ତଫା ଦେଇଥିବାବେଳେ ଭଣ୍ଡାରିପୋଖରୀ ବ୍ଲକ ଅଧ୍ୟକ୍ଷା ସୁମତୀ ସେଠୀ ମଧ୍ୟ ଇସ୍ତଫା ଦେଇଛନ୍ତି। ଦଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?